Trending
- ମୋହନା ବିଧାୟକ ବିଧାୟକ ଦାଶରଥୀ ଗମାଙ୍ଗଙ୍କୁ ସୋ’ କଜ୍ ନୋଟିସ୍ ଜାରି କଲା ପିସିସି ଶୃଙ୍ଖଳା କମିଟି,ସନ୍ଧ୍ୟା ସୁଦ୍ଧା ଦଳୀୟ କାର୍ଯ୍ୟାଳୟରେ ହାଜର ହେବାକୁ ନିର୍ଦ୍ଦେଶ
- ରାସ୍ତାଘାଟରୁ ହଟିବେ ଶିଶୁ ଭିକ୍ଷୁକ,ନିର୍ଦ୍ଦେଶନାମା ଜାରି କଲା ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ
- ଦେଶର ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା,ଏପ୍ରିଲ ୯, ୨୩ ଓ ୨୯ରେ ହେବ ନିର୍ବାଚନ, ମେ ୪ ତାରିଖରେ ଭୋଟ ଗଣତି
- PNG ଥିଲେ LPG ସଂଯୋଗ ରଖିବା ପାଇଁ ଅନୁମତି ଦିଆଯିବ ନାହିଁ – ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ
- ବାଣିଜ୍ୟିକ ସିଲିଣ୍ଡର ଯୋଗାଣ ପୁଣି ଆରମ୍ଭ – ପେଟ୍ରୋଲିୟମ୍ ମନ୍ତ୍ରଣାଳୟର ଯୁଗ୍ମ ସଚିବ ସୁଜାତା ଶର୍ମା
- ସରକାରଙ୍କ କୌଣସି ପ୍ରସ୍ତାବକୁ ଆମେ ସ୍ବୀକାର କରିବୁ ନାହିଁ ବୋଲି ସେ ସ୍ପଷ୍ଟ କଲେ ମାଓବାଦୀ ଡିଭିଜନ ସଚିବ ରାଣୀତା
- ସୀମାନ୍ତ ଅଞ୍ଚଳଗୁଡ଼ିକୁ ଦେଶର ସବୁଠାରୁ ପଛୁଆ ଗାଁ ଭାବରେ ଦେଖୁଥିଲେ କଂଗ୍ରେସ – ପ୍ରଧାନମନ୍ତ୍ରୀ ମୋଦୀ
- ୨୦୨୬ ରଥଯାତ୍ରାକୁ ସମ୍ପୂର୍ଣ୍ଣ ଶୃଙ୍ଖଳିତ ଭାବରେ ଆୟୋଜନ କରିବା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ
- ଓଡ଼ିଶାରେ ୫୧୮୨ଟି ମୋବାଇଲ୍ ଟାୱାର ସ୍ଥାପନ କରାଯିବ, ଉପକୃତ ହେବେ ୭୧୫୭ଟି ଗାଁର ବାସିନ୍ଦା
- ନେତାଙ୍କ ଘରୁ ବାହାରିଲା ୫୫ଟି ଗ୍ୟାସ୍ ସିଲିଣ୍ଡର
Browsing Category
Odisha
All about all odisha state news updates
ଓଡ଼ିଶାର ୪ ଲୋକସଭା , ୨୮ ବିଧାନସଭା ଆସନରେ ମତଦାନ ଆରମ୍ଭ
କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଓଡ଼ିଶାର ୪ ଲୋକସଭା ଏବଂ ୨୮ ବିଧାନସଭା ଆସନରେ ସୋମବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହାର ଦେଶରେ ଚତୁର୍ଥ ଓ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ।
କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ…
ଆସନ୍ତା ୧୪ ତାରିଖରେ ଓଡ଼ିଶା ଆସୁଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ଶ୍ରୀ ହେମନ୍ତ ବିଶ୍ୱ ଶର୍ମା
“ବିକଶିତ ଭାରତ ବିକଶିତ ଓଡ଼ିଶା” ନିର୍ମାଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କ ଆଭିମୁଖ୍ୟ ସ୍ପଷ୍ଟ । ଓଡ଼ିଶା ଚାହୁଁଛି ଦୁଇଥର ପଦ୍ମ, ଦୁଇ ଗୁଣା ବିକାଶ । ୨୦୨୪ ସାଧାରଣ ନିର୍ବାଚନ ଓଡିଶା ପାଇଁ ପରିବର୍ତନର ନିର୍ବାଚନ ହେବ । ଓଡିଶାରେ ହେବ ବିଜେପିର ସରକାର ଓ କେନ୍ଦ୍ରରେ ପୁଣି ଥରେ ହେବ…
ରାତି ପାହିଲେ ଭୋଟ ,ପ୍ରେସମିଟରେ ଡିଜିପିଙ୍କ ସୂଚନା , ଶାନ୍ତିଶୃଙ୍ଖଳାରେ ନିର୍ବାଚନ ପାଇଁ ସୁରକ୍ଷା କଡ଼ାକଡ଼ି
:ରାତି ପାହିଲେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପଡ଼ିବ ଭୋଟ । ୪ଲୋକସଭା ଏବଂ ୨୮ଟି ବିଧାନସଭା ପାଇଁ ହେବ ମତଦାନ । ନିର୍ବାଚନ ପ୍ରସ୍ତୁତି ନେଇ ପ୍ରେସମିଟରେ ସୂଚନା ଦେଇଛନ୍ତି ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀ । ସୁରକ୍ଷା ସହ ନିରପେକ୍ଷ ମତଦାନ ପାଇଁ ୧୭ ହଜାର ପୋଲିସ ଓ ୧୦୭ କମ୍ପାନୀ…
ଆସନ୍ତାକାଲି ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ
ମେ ୧୩କୁ ଦେଶରେ ୪ର୍ଥ ପର୍ଯ୍ୟାୟ ଏବଂ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ । ୯ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଂଚଳରେ ୯୬ ଟି ଆସନ ପାଇଁ ମତଦାନ ହେବ । ପ୍ରଥମ ପର୍ଯ୍ୟାୟରେ ମୋଟ୍ ୬୨ ଲକ୍ଷ ୮୭ ହଜାର ଭୋଟର ମତଦାନ କରିବେ । ସେମାନଙ୍କ ମଧ୍ୟରୁ ୩୦ ଲକ୍ଷ ୯୭ ହଜାର ପୁରୁଷ, ୩୧…
ଓଡ଼ିଶାବାସୀଙ୍କ ଭୁଆଁ ବୁଲାଇବା ପାଇଁ ମାଗଣା ବିଜୁଳି କଥା କହୁଛି ବିଜେପି – ଭିକେ ପାଣ୍ଡିଆନ
ବଙ୍ଗୋମୁଣ୍ଡାରୁ ବିଜେପିକୁ ଟାର୍ଗେଟ କରିଛନ୍ତି ବିଜେଡି ନେତା ଭିକେ ପାଣ୍ଡିଆନ । ବଙ୍ଗୋମୁଣ୍ଡା ଜନସଭାରେ ପାଣ୍ଡିଆନ କହିଛନ୍ତି, ଗତକାଲି ପ୍ରଧାନମନ୍ତ୍ରୀ ମୋଦୀ ବଲାଙ୍ଗୀର ଆସିଥିଲେ । ଏହାପୂର୍ବରୁ ୨୦୧୯ରେ ବଲାଙ୍ଗୀର ଆସିଥିଲେ ପ୍ରଧାନମନ୍ତ୍ରୀ । ନିର୍ବାଚନ ସମୟରେ ଆସି ବଡ ବଡ କଥା କହୁଛନ୍ତି…
ଆପଣ ମାନେ ଖୁସି ତ – ନବୀନ
କଣ୍ଟାବାଞ୍ଜିର ବଙ୍ଗୋମୁଣ୍ଡାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଚାର । ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବା ସହ ନବୀନ କହିଛନ୍ତି, ମୁଁ କଣ୍ଟାବାଞ୍ଜିରୁ ବିଧାୟକ ପ୍ରାର୍ଥୀ ହୋଇଛି ଆପଣ ମାନେ ଖୁସି ତ । ରାଜ୍ୟ ସରକାର କରିଥିବା ବିଭିନ୍ନ ଯୋଜନା ଭଲ କି ନାହିଁ ପଚାରିବା ସହ ଶଙ୍ଖ…
ଆଜି ବଲାଙ୍ଗୀର ଆସିବେ ମୁଖ୍ୟମନ୍ତ୍ରୀ
ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଲାଙ୍ଗୀର ଜିଲ୍ଲା ଗସ୍ତରେ ଆସୁଛନ୍ତି। ଭୁବନେଶ୍ୱର ବିମାନ ବନ୍ଦରରୁ ସକାଳୁ ବାହାରି ପ୍ରଥମେ କଳାହାଣ୍ଡି ଜିଲ୍ଲା ଗସ୍ତ ପରେ ସକାଳ ୧୧ଟାରେ କଣ୍ଟାବାଞ୍ଜି ନିର୍ବାଚନମଣ୍ଡଳୀର ବଙ୍ଗୋମୁଣ୍ଡା ବ୍ଲକ୍ ଅନ୍ତର୍ଗତ ସିନ୍ଧେକେଲା ଅସ୍ଥାୟୀ ହେଲିପ୍ୟାଡ୍ରେ…
ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପ୍ରେସମିଟ
ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ନେଇ ସାମ୍ବାଦିକ ସମ୍ମିଳନୀ କରିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ । ମେ ୧୩ ତାରିଖରେ ୪ଟି ସଂସଦୀୟ କ୍ଷେତ୍ର ଓ ୨୮ ବିଧାନସଭା ନିର୍ବାଚନ ମଣ୍ଡଳୀରେ ମତଦାନ ହେବ । ଆଜିଠୁ ଡିସପୋସାଲ ପ୍ରକ୍ରିୟା ଆରମ୍ଭ ହୋଇଛି । ମୋଟ ୬୨ ଲକ୍ଷ ୮୭ ହଜାର ଭେଟର ମତଦାନ…
ଆାଗାମୀ ତିନଘଣ୍ଟା ପାଇଁ କାଳବୌଶାଖୀ ନେଇ ସତର୍କକତା ଜାରି କରିଛି ପାଣିପାଗ ବିଭାଗ
ଆାଗାମୀ ତିନଘଣ୍ଟା ପାଇଁ କାଳବୌଶାଖୀ ନେଇ ସତର୍କକତା ଜାରି କରିଛି ପାଣିପାଗ ବିଭାଗ । ଏହି ମଧ୍ୟରେ 30 ରୁ 40 କିଲୋମିଟର ବେଗରେ ପବନ ବହିବା ସହିତ ଘଡ଼ଘଡ଼ି ବିଜୁଳ ସହିତ ବର୍ଷା ହେବା ନେଇ ଆକଳନ କରାଯାଇଛି । ରାଜ୍ୟର 6 ଟି ଜିଲ୍ଲାକୁ ବର୍ଷା ଜନିତ ସକର୍କତା ଜାରି କରାଯାଇଛି । ଖୋର୍ଧା ,କଟକ,…
ମୋଦିଙ୍କୁ ନିମନ୍ତ୍ରଣ କଲେ ପାଣ୍ଡିଆନ, କହିଲେ ୯ ତାରିଖ ଆସିବେ
ବୀରମିତ୍ରପୁରରେ ପ୍ରଚାର କରୁଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ । ପ୍ରଚାର କରିବା ସହ ସେ ବିଜେଡି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି । ତେବେ ଏହାରି ଭିତରେ ପ୍ରଧାନମନ୍ତ୍ରୀଙ୍କୁ ଜୋରଦାର ଟାର୍ଗେଟ କରିଛନ୍ତି କାର୍ତ୍ତିକ ପାଣ୍ଡିଆନ । ପ୍ରଧାନମନ୍ତ୍ରୀ ଓଡିଶା ଗସ୍ତରେ ରହି…