Trending
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
- ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
- ଦାରା ସିଂଙ୍କ ଆଗୁଆ ଜେଲ୍ ମୁକ୍ତି ଆଶା କ୍ରମଶଃ କ୍ଷୀଣ,ପରବର୍ତ୍ତୀ ଶୁଣାଣି ପାଇଁ ଆଗାମୀ ସେପ୍ଟେମ୍ବର ୧୭ ତାରିଖ ସ୍ଥିର
- କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲଙ୍କ ଘରେ ପହଞ୍ଚି ଗଣେଣଙ୍କ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
- ନୂଆଁଖାଇ କେବଳ ଏକ ପର୍ବ ନୁହେଁ ,ଏହା ଆମର ମାଟି, ସଂସ୍କୃତି, ଚାଲିଚଳଣୀ ଓ ସାମାଜିକ ଏକତାର ପ୍ରାଣସ୍ପନ୍ଦନ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ନୂଆ ଧାନକୁ ପ୍ରଥମେ ଦେବୀଙ୍କୁ ସମର୍ପଣ, ପରେ ପରିବାର ସହ ନବାନ୍ନ ଭକ୍ଷଣ
Browsing Category
Odisha
All about all odisha state news updates
ଅକ୍ଟୋବର ୯ରେ ମିଳିବ ସୁଭଦ୍ରା ଟଙ୍କା
ରାଜ୍ୟର ପ୍ରାୟ ୪୦ଲକ୍ଷ ମହିଳାଙ୍କୁ ଆସନ୍ତା ଅକ୍ଟୋବର ୯ତାରିଖରେ ସୁଭଦ୍ରା ଯୋଜନାରେ ୫ହଜାର ଟଙ୍କା ଲେଖାଏ ମିଳିବ। ଏନେଇ ବାରିପଦାରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଟଙ୍କା ପ୍ରଦାନ କରିବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି।
ସେ…
ଦୁଇ ଦିନିଆ ଝାଡ଼ଖଣ୍ଡ ଗ୍ରସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜିଠାରୁ ଝାଡ଼ଖଣ୍ଡ ଯିବାର କାର୍ଯ୍ୟକ୍ରମ ରହିଛି। ପଶ୍ଚିମ ସିଂହଭୂମର ଜଗନ୍ନାଥପୁରରେ ପ୍ରାକ୍ ନିର୍ବାଚନ ଶୋଭାଯାତ୍ରାରେ ଯୋଗଦେବେ। ୧ ତାରିଖରେ ଚାଇଁବାସାର କୋଲ୍ ହାନ୍ ଯିବେ ମୁଖ୍ୟମନ୍ତ୍ରୀ। ଝାଡ଼ଖଣ୍ଡରେ ଥିବା ଓଡ଼ିଆଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି।
ମନ୍ କି ବାତ୍ ରେ ମୟୂରଭଞ୍ଜର ରାମଜିତ୍ ଙ୍କୁ ପ୍ରଶଂସା କଲେ ମୋଦି
ରେଡିଓ ମାଧ୍ୟମରେ ଦେଶବାସୀଙ୍କୁ ନିଜ ମନର କଥା କହିଛନ୍ତି ପିଏମ୍ ମୋଦି । ଆଜିର ୧୧୪ତମ ମନ୍ କି ବାତ୍ରେ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ବିଷୟରେ ଆଲୋଚନା କରିଛନ୍ତି ପିଏମ୍ । ମୟୂରଭଞ୍ଜ ଜିଲ୍ଲାର ରାମଜିତ୍ ଟୁଡୁଙ୍କୁ ପ୍ରଶଂସା କରିଛନ୍ତି ମୋଦି । ଡିଜିଟାଲ ପ୍ଲାଟଫର୍ମରେ ସାନ୍ତାଳି ଭାଷାର…
ବଦଳିଲେ ପୋଲିସ କମିଶନର ସଞ୍ଜୀବ ପଣ୍ଡା,ସୁରେଶ ଦେବଦତ୍ତ ସିଂହ ନୂଆ ପୋଲିସ କମିଶନର
ସରକାର ଶେଷରେ ବଡ଼ ଧରଣର ବଦଳି କରିଛନ୍ତି । ଯାହା ଚର୍ଚା ହେଉଥିଲା ତାହା କରି ଦେଖାଇଛନ୍ତି । ଆଇପିଏସ ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି ମୋହନ ସରକାର । ନୂଆ ସରକାର ଆସିବା ପରେ ଏହା ହେଉଛି ବଡ଼ ଧରଣଣ ଅଦଳବଦଳ । ବଦଳିଲେ କଟକ-ଭୁବନେଶ୍ବର ପୋଲିସ କମିଶନର ସଞ୍ଜୀବ ପଣ୍ଡା । ସଞ୍ଜୀବ ପଣ୍ଡା…
ସୁରେଶ ଦେବଦତ୍ତ ସିଂ ଟ୍ୱିନସିଟି କମିସନର
ସୁରେଶ ଦେବଦତ୍ତ ସିଂ ଟ୍ୱିନସିଟି କମିସନର । ବଦଳିଲେ ପୁଲିସ କମିସନର ସଞ୍ଜୀବ ପଣ୍ଡା । ସଞ୍ଜୀବ ପଣ୍ଡା ଏଡିଜି ଟ୍ରେନିଂ ଓ BPSPA ନିର୍ଦ୍ଦେଶକ । ସେହିଭଳି ବଦଳିଛନ୍ତି ସିଆଇଡି ସିବିଏଡିଜି ଅରୁଣ ବୋଥ୍ରା । ଅରୁଣ ବୋଥ୍ରାଙ୍କୁ ଏଡିଜିପି ରେଳବାଇ ଓ ଉପକୂଳ ସୁରକ୍ଷା ଦାୟିତ୍ୱ । ରାଧାକୃଷ୍ଣ…
ଅକ୍ଟୋବର ୯ ତାରିଖରେ ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ଟଙ୍କା ମିଳିବ
ଆଗାମୀ ଅକ୍ଟୋବର ୯ ତାରିଖରେ ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ଟଙ୍କା ମିଳିବ ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୪୦ ଲକ୍ଷରୁ ଅଧିକ ମହିଳାଙ୍କୁ ମିଳିବ ଏହି ଅର୍ଥ। ଆସନ୍ତା ୭ ତାରିଖ ସୁଦ୍ଧା ନାମ ପଞ୍ଜିକରଣ କରିଥିବା ମହିଳାଙ୍କୁ ଏହି ଟଙ୍କା…
ବିକାଶ ନାଁରେ ୩ଟି ପରିବାର ଯାଜପୁରକୁ ଲୁଟିଛନ୍ତି
ବିକାଶ ନାଁରେ ୩ଟି ପରିବାର ଯାଜପୁରକୁ ଲୁଟିଛନ୍ତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ଆଜି ଯାଜପୁରର ବଡ଼ଚଣାରେ ବିଜେପିର ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମରେ ନାଁ ନନେଇ ବିଜେଡିର ୩ ଜଣ ନେତାଙ୍କୁ ଟାର୍ଗେଟ କରି ଏ କଥା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେମାନେ (୩ ବିଜେଡି ନେତା)…
ମନ କୀ ବାତରେ ମୟୂରଭଂଜର ରାମଜୀ ଟୁଡୁଙ୍କୁ ମନେପକାଇଲେ ମୋଦି
ରାମଜୀ ଟୁଡୁଙ୍କୁ ମନକୀ ବାତରେ ମନେପକାଇ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ସାନ୍ତାଳୀ ଭାଷାକୁ ମୋବାଇଲରେ ଲେଖିବା ସହଜ କରିଛନ୍ତି । ଅନେକ ଲୋକ ଏବେ କଂପୁଟର ଏବଂ ମେବାଇଲରେ ଏହି ଭାଷାରେ ଲେଖିବାକୁ ତାଙ୍କର ପ୍ରୟାସ ଏବେ ସଫଳ ହୋଇଛି । ସାନ୍ତାଳୀ ଭାଷାରେ ଲିପିକୁ ସେ ଡିଜିଟାଲ…
ମାଲକାନଗିରି: ଲ୍ୟାଣ୍ଡମାଇନ ବିସ୍ଫୋରଣ
ମାଲକାନଗିରି ସୀମାନ୍ତ ଛତିଶଗଡ଼ର ଟେରାମ ଏବଂ ଗୁଡୁମ ମଧ୍ୟରେ ବିସ୍ଫୋରଣ ହୋଇଛି ।ଲ୍ୟାଣ୍ଡମାଇନ ବିସ୍ଫୋରଣ, ୫ ଯବାନ ଆହତ । ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ । ଅଳ୍ପକେ ବର୍ତ୍ତିଲେ ୩୦ ଯବାନ ।ସିଆରପିଏଫ୍ ଯବାନ ସର୍ଚ୍ଚ ଅପରେସନ କରୁଥିବାବେଳେ ଏହି…
ପଲିଗ୍ରାଫ ଟେଷ୍ଟ ଲାଗି ଆଜି ଗୁଜରାଟ ଯିବେ ନିଲମ୍ବିତ ୫ ପୋଲିସ କର୍ମଚାରୀ
ଭୁବନେଶ୍ବର: ଆଜି ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ପଲିଗ୍ରାଫ, ବ୍ରେନ୍ ମ୍ୟାପିଂ ଓ ନାର୍କୋ ଟେଷ୍ଟ କରାଯିବ । ବାକି ୪ ପୋଲିସଙ୍କ ପଲିଗ୍ରାଫ ଟେଷ୍ଟ ହେବ । ପୂର୍ବତନ ଆଇଆଇସି ଦୀନକୃଷ୍ଣ ମିଶ୍ର, ଏସଆଇ ବୈଶାଳିନୀ ପଣ୍ଡା, ଏଏସଆଇ ସାଗରିକା ରଥ, ସଲିଳାମୟୀ ସାହୁଙ୍କଠାରୁ ଘଟଣା ଦିନର ସତ ଆଦାୟ…