Trending
- ମୋହନା ବିଧାୟକ ବିଧାୟକ ଦାଶରଥୀ ଗମାଙ୍ଗଙ୍କୁ ସୋ’ କଜ୍ ନୋଟିସ୍ ଜାରି କଲା ପିସିସି ଶୃଙ୍ଖଳା କମିଟି,ସନ୍ଧ୍ୟା ସୁଦ୍ଧା ଦଳୀୟ କାର୍ଯ୍ୟାଳୟରେ ହାଜର ହେବାକୁ ନିର୍ଦ୍ଦେଶ
- ରାସ୍ତାଘାଟରୁ ହଟିବେ ଶିଶୁ ଭିକ୍ଷୁକ,ନିର୍ଦ୍ଦେଶନାମା ଜାରି କଲା ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ
- ଦେଶର ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା,ଏପ୍ରିଲ ୯, ୨୩ ଓ ୨୯ରେ ହେବ ନିର୍ବାଚନ, ମେ ୪ ତାରିଖରେ ଭୋଟ ଗଣତି
- PNG ଥିଲେ LPG ସଂଯୋଗ ରଖିବା ପାଇଁ ଅନୁମତି ଦିଆଯିବ ନାହିଁ – ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ
- ବାଣିଜ୍ୟିକ ସିଲିଣ୍ଡର ଯୋଗାଣ ପୁଣି ଆରମ୍ଭ – ପେଟ୍ରୋଲିୟମ୍ ମନ୍ତ୍ରଣାଳୟର ଯୁଗ୍ମ ସଚିବ ସୁଜାତା ଶର୍ମା
- ସରକାରଙ୍କ କୌଣସି ପ୍ରସ୍ତାବକୁ ଆମେ ସ୍ବୀକାର କରିବୁ ନାହିଁ ବୋଲି ସେ ସ୍ପଷ୍ଟ କଲେ ମାଓବାଦୀ ଡିଭିଜନ ସଚିବ ରାଣୀତା
- ସୀମାନ୍ତ ଅଞ୍ଚଳଗୁଡ଼ିକୁ ଦେଶର ସବୁଠାରୁ ପଛୁଆ ଗାଁ ଭାବରେ ଦେଖୁଥିଲେ କଂଗ୍ରେସ – ପ୍ରଧାନମନ୍ତ୍ରୀ ମୋଦୀ
- ୨୦୨୬ ରଥଯାତ୍ରାକୁ ସମ୍ପୂର୍ଣ୍ଣ ଶୃଙ୍ଖଳିତ ଭାବରେ ଆୟୋଜନ କରିବା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ
- ଓଡ଼ିଶାରେ ୫୧୮୨ଟି ମୋବାଇଲ୍ ଟାୱାର ସ୍ଥାପନ କରାଯିବ, ଉପକୃତ ହେବେ ୭୧୫୭ଟି ଗାଁର ବାସିନ୍ଦା
- ନେତାଙ୍କ ଘରୁ ବାହାରିଲା ୫୫ଟି ଗ୍ୟାସ୍ ସିଲିଣ୍ଡର
Browsing Category
Odisha
All about all odisha state news updates
ଘଷିପୁରାରୁ ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ସୌମ୍ୟ ରଞ୍ଜନ ପଟ୍ଟନାୟକ
ଘଷିପୁରା ନିର୍ବାଚନ ମଣ୍ଡଳୀ ପାଇଁ ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କଲେ ସୌମ୍ୟ ରଂଜନ ପଟ୍ଟନାୟକ । ଆନନ୍ଦପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଂଚି ନାମାଙ୍କନ ଭରିଛନ୍ତି ସୌମ୍ୟରଂଜନ ପଟ୍ଟନାୟକ । ନାମାଙ୍କନ ଭରିବା ପୂର୍ବରୁ ପ୍ରଥମେ ମା’ ତାରିଣୀଙ୍କ ମନ୍ଦିର ଯାଇଁ…
ଜୁନ୍ ୯ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନବୀନ ପଟ୍ଟନାୟକ, ଘୋଷଣା କଲେ ପାଣ୍ଡିଆନ
ଭବାନୀପାଟଣା ସଭାରୁ ବଡ ଘୋଷଣା କରିଛନ୍ତି ବିଜେଡି ନେତା ଭି.କେ ପାଣ୍ଡିଆନ । ମଞ୍ଚ ଉପରୁ ପାଣ୍ଡିଆନ କହିଛନ୍ତି, କଳାହାଣ୍ଡିବାସୀ ଓ ଓଡ଼ିଶାବାସୀଙ୍କ ଆଶୀର୍ବାଦ ଓ ସହଯୋଗରେ ମୁଖ୍ୟମନ୍ତ୍ରୀ ଇତିହାସ ରଚିବେ ଓ ଓଡ଼ିଶା ମଧ୍ୟ ଇତିହାସ ରଚିବ । ଆସନ୍ତା ଜୁନ୍ ୯ ତାରିଖରେ ଓଡ଼ିଶାବାସୀଙ୍କ ପ୍ରିୟ ନବୀନ…
ବିରୋଧୀ ଦଳର ନେତା ମିଛ କଥା କହୁଛନ୍ତି , ବିରୋଧୀ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି
ଭବାନୀପାଟଣା ପରେ ଖରିଆରରେରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏଥିସହିତ ସଭା ମଞ୍ଚରୁ ବିରୋଧୀଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି ନବୀନ । ବିରୋଧୀମାନେ କୁମ୍ଭୀର କାନ୍ଦଣା କାନ୍ଦୁଥିବା ବୋଲି କହିବା ସହିତ ବିରୋଧୀ ଦଳର ନେତା ମିଛ କଥା କହୁଛନ୍ତି…
‘ଓଡିଶା ପାଇଁ ମୋଦୀ ଦିଲ୍ଲୀରୁ ଟଙ୍କା ପଠାଉଛି , ହେଲେ ଏଠି ବିଜେଡି ସରକାର ତା’ ଉପରେ ନିଜର ଷ୍ଟିକର ଲଗାଇ ବାହାବା…
ବ୍ରହ୍ମପୁର କନିଷି ଜନସଭାରେ ଜୟ ଜଗନ୍ନାଥ ଓ ଜୟ ଶ୍ରୀରାମ ନାରା ଦେଇ ଜନତାଙ୍କ ଆଶୀର୍ବାଦ ଲୋଡିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପରେ ପରେ ଲୋକଙ୍କୁ କେନ୍ଦ୍ରର ସବୁ ଯୋଜନାକୁ ଗୋଟି ଗୋଟି କରି ଗଣାଇବା ସହ ବିଜେଡି ସରକାର ଉପରେ ବର୍ଷିଛନ୍ତି ।
କହିଛନ୍ତି ଓଡିଶା ପାଇଁ ଦିଲ୍ଲୀରୁ…
ଆଜି ଘଷିପୁରା ନାମାଙ୍କନ ଭରିବେ ସୌମ୍ୟରଞ୍ଜନ ପଟ୍ଟନାୟକ
ଆଜି ଘଷିପୁରା ଆସନ ପାଇଁ ନାମାଙ୍କନ ଭରିବେ ସୌମ୍ୟରଞ୍ଜନ ପଟ୍ଟନାୟକ । ସ୍ୱାଧୀନ ପ୍ରାର୍ଥୀ ଭାବେ ନିଜ ପ୍ରାର୍ଥିପତ୍ର ଦାଖଲ କରିବେ । ଆନନ୍ଦପୁର ଉପ-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥିପତ୍ର ଦାଖଲ କରିବେ । କିଛିଦିନ ତଳେ ଜନସଭା କରି ସ୍ୱାଧୀନ ଭାବେ ଲଢିବାକୁ ଘୋଷଣା କରିଥିଲେ ଖଣ୍ଡପଡା…
୪ ଘଣ୍ଟା ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର
ଆଜି ଶ୍ରୀ ମନ୍ଦିରରେ ମହାପ୍ରଭୁ, ବଡଠାକୁର ଏବଂ ମାଆ ସୁଭଦ୍ରାଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ । ବୈଶାଖ ଶୁକ୍ଳ ତ୍ରୟୋଦଶୀ ତିଥିରେ ଏହି ନୀତିକୁ କରାଯାଇଥାଏ । ଏଥି ଲାଗି ପ୍ରାୟ ୪ ଘଣ୍ଟା ଭକ୍ତ ଶ୍ରଦ୍ଧାଳୁ ମାନଙ୍କ ଦର୍ଶନ ବନ୍ଦ କରାଯିବାର ସୂଚନା ରହିଛି । ଏହି ନୀତି ପାଇଁ ସନ୍ଧ୍ୟା…
ଆଜି ଦକ୍ଷିଣ ଓଡ଼ିଶାରେ ମୋଦୀଙ୍କ ପାୱାର ସୋ
ଆଜି ଦକ୍ଷିଣ ଓଡ଼ିଶାରେ ମୋଦୀଙ୍କ ପାୱାର ସୋ । ବ୍ରହ୍ମପୁର ଓ ନବରଙ୍ଗପୁରରେ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି । ରବିବାର ରାତିରେ ପ୍ରଧାନମନ୍ତ୍ରୀ ମୋଦୀ ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ରାଜ୍ୟ ବିଜେପି ପକ୍ଷରୁ ଭବ୍ୟ ସ୍ୱାଗତ କରାଯାଇଥିଲା । ଓଡ଼ିଶାର ପାରମ୍ପରିକ ବାଦ୍ୟ ଓ ନୃତ୍ୟରେ…
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଳାହାଣ୍ଡି ଗସ୍ତ
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ନବୀନ ଜିଲ୍ଲାର ୭ଟି ନିର୍ବାଚନ ମଣ୍ଡଳୀ ଓ କଳାହାଣ୍ଡି ଲୋକସଭା ନିର୍ବାଚନ ମଣ୍ଡଳୀରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ଖରିଆର ଓ ଭବାନୀପାଟଣାରେ ମୁଖ୍ୟମନ୍ତ୍ରୀ ଦୁଇଟି ଜନସଭା କରିବାର…
ବିଜେଡି ଛାଡିବେ ସମୀର ଦାଶ!
ବିଜେଡି ଛାଡିବେ କି ନିମାପଡା ବିଧାୟକ ସମୀର ଦାଶ! ଏନେଇ କଳ୍ପନାଜଳ୍ପନାର ଅନ୍ତ ଘଟୁ ନ ଥିବାବେଳେ ତାଙ୍କ ଟ୍ବିଟ ରାଜ୍ୟ ରାଜନୀତିକୁ ସରଗରମ କରିଛି। ଟିକେଟ୍ ନ ମିଳିବାରୁ ଅସନ୍ତୁଷ୍ଟ ସମୀରଙ୍କ ପରବର୍ତ୍ତୀ ପଦକ୍ଷେପ କ’ଣ ହେବ ତା’ ନେଇ ଗତ କିଛିଦିନ ଧରି ଚର୍ଚ୍ଚା ଲାଗି ରହିଛି। ଆଉ ଏଥିରେ…
ଆଜି ଓଡିଶା ଆସୁଛନ୍ତି ମୋଦୀ , ରାଜଧାନୀରେ ରାତ୍ରିଯାପନ ପରେ କାଲି ବ୍ରହ୍ମପୁର ଓ ନବରଙ୍ଗପୁରରେ କରିବେ ସମାବେଶ
ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ନିର୍ବାଚନ ପ୍ରଚାର ପାଇଁ ଆଜି ରାତି ସାଢ଼େ ୯ଟାରେ ଓଡ଼ିଶାରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ । ଭୁବନେଶ୍ୱରରେ ରାତି କାଟିବା ପରେ କାଲି ବ୍ରହ୍ମପୁରରେ ନିର୍ବାଚନୀ ସଭାରେ ଯୋଗ ଦେବେ ମୋଦୀ । ଏଥିସହ ନବରଙ୍ଗପୁରରେ ବିଜୟ ସଂକଳ୍ପ ସମାବେଶରେ…