Trending
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
- ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
- ଦାରା ସିଂଙ୍କ ଆଗୁଆ ଜେଲ୍ ମୁକ୍ତି ଆଶା କ୍ରମଶଃ କ୍ଷୀଣ,ପରବର୍ତ୍ତୀ ଶୁଣାଣି ପାଇଁ ଆଗାମୀ ସେପ୍ଟେମ୍ବର ୧୭ ତାରିଖ ସ୍ଥିର
- କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲଙ୍କ ଘରେ ପହଞ୍ଚି ଗଣେଣଙ୍କ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
- ନୂଆଁଖାଇ କେବଳ ଏକ ପର୍ବ ନୁହେଁ ,ଏହା ଆମର ମାଟି, ସଂସ୍କୃତି, ଚାଲିଚଳଣୀ ଓ ସାମାଜିକ ଏକତାର ପ୍ରାଣସ୍ପନ୍ଦନ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ନୂଆ ଧାନକୁ ପ୍ରଥମେ ଦେବୀଙ୍କୁ ସମର୍ପଣ, ପରେ ପରିବାର ସହ ନବାନ୍ନ ଭକ୍ଷଣ
Browsing Category
Odisha
All about all odisha state news updates
ଭରତପୁର ଥାନା ମାମଲା ତଦନ୍ତରେ ହସ୍ତକ୍ଷେପ କରିବେନି ହାଇକୋର୍ଟ
ଭରତପୁର ଥାନା ମାମଲାରେ ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂହଙ୍କ ଖଣ୍ଡପୀଠ ଶୁଣାଣି କରିଥିଲେ। ଶୁଣାଣି ସମୟରେ ରାଜ୍ୟର ଥାନାଗୁଡ଼ିକରେ ସିସିଟିଭି ଲଗାଇବା ଉପରେ ଗୁରୁତ୍ଵାରୋପ କରିଛନ୍ତି ହାଇକୋର୍ଟ।ଭରତପୁର ଥାନା ଘଟଣାକୁ ନେଇ ସୋମବାର ଓଡ଼ିଶା ହାଇକୋର୍ଟ ଶୁଣାଣି…
ଭରତପୁର ଥାନାରେ ନୂଆ IIC ସ୍ବତନ୍ତ୍ର ପୂଜାର ଆୟୋଜନ କଲେ
ଭରତପୁର ଥାନାରେ ନୂଆ ଆଇଆଇସି ଦାୟିତ୍ବ ଗ୍ରହଣ କରିବା ପରେ ପୂଜାପାଠ କରିଛନ୍ତି । ମାନସିକ ଶାନ୍ତି ପାଇଁ ପୂଜା କରୁଥିବା କହିଛନ୍ତି ଆଇଆଇସି ଦୀପକ ଖଣ୍ଡାୟତରାୟ । ସ୍ବତନ୍ତ୍ର ପୂଜାର ଆୟୋଜନ କରିବା ସହ ଶାନ୍ତି ପାଇଁ ହୋମ କରିଛନ୍ତି ନୂଆ ଆଇଆଇସି ଦୀପକ ଖଣ୍ଡାୟତରାୟ । ନୂଆ ଜଏନ୍…
ଖୋଲିଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ
ଭୁବନେଶ୍ବର: କିଛି ଦିନ ପରେ ପୁଣି ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ । ବିଧାନସଭା ଚାଲିଥିବାରୁ ବନ୍ଦ ଥିଲା ଶୁଣାଣି । ୬ ସପ୍ତାହ ପରେ ଆଜି ପୁଣି ଖୋଲିଛି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ। ଅହେତୁକ ଭିଡ଼କୁ ଦୃଷ୍ଟିରେ ରଖି କେବଳ ଅନଲାଇନରେ ପଞ୍ଜିକରଣ କରିଥିବା ଲୋକମାନେ ହିଁ…
ଆସନ୍ତାକାଲି ବନ୍ଦ ଡାକରା ପ୍ରତ୍ୟାହାର କଲା ବିଜେଡି
ଆସନ୍ତାକାଲି ୬ ଘଣ୍ଟିଆ ଭୁବନେଶ୍ୱର ବନ୍ଦ ହେବନାହିଁ । ବିଜେଡି ଡାକରା ଦିଆଯାଇଥିବା ବେଳେ ଆଜି ତାହାକୁ ପ୍ରତ୍ୟାହାର କରିନେଇଛି । ଦଳ ପକ୍ଷରୁ ଏହି ମାମଲାର ବିଚାର ବିଭାଗୀୟ ତଦନ୍ତ ଦାବି କରାଯାଇଥିବା ବେଳେ ତାହା ମାନିଛନ୍ତି ମୋହନ ସରକାର । ଗତକାଲି ବିଳମ୍ବିତ ରାତିରେ ଏଥିନିମନ୍ତେ…
ପୀଡ଼ିତାଙ୍କୁ ନିନ୍ଦିତ କରାଯାଉଛି କାହିଁକି
ଭରତପୁର ଥାନା ଘଟଣାକୁ ନେଇ ରାଜ୍ୟ ସରକାରଙ୍କ ବିରୋଧରେ ବିଜେଡି ଆନ୍ଦୋଳନ ଡାକରା ଦେଇଛି। ସରକାର ଓ ସରକାରୀ ଦଳର ପ୍ରୋତ୍ସାହନରେ ପୀଡ଼ିତାଙ୍କୁ ନିନ୍ଦିତ କରିବାକୁ ଚେଷ୍ଟା କରାଯାଉଛି ବୋଲି ଦଳ ଆରୋପ ଲଗାଇଛି। ଶଙ୍ଖ ଭବନରେ ଏକ ସାମ୍ବାଦିକ ସମ୍ମିଳନୀରେ ବିଧାୟକ ଅରୁଣ ସାହୁ କହିଥିଲେ, ଏହି…
ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲାକୁ ଶୁକ୍ରବାରଠାରୁ ୩ ଦିନିଆ ଗସ୍ତରେ ଆସିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ନିଜ ଜିଲାକୁ ଏହା ତାଙ୍କର ଦ୍ୱିତୀୟ ଗସ୍ତ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତର ରବିବାର ତୃତୀୟ ଦିନରେ କେନ୍ଦୁଝର କାର୍ଯ୍ୟକ୍ରମ ସାରି ୟୂରଭଞ୍ଜ ଜିଲା ଗସ୍ତ କରିବାର…
୨୪ ତାରିଖ ଭୁବନେଶ୍ୱରରେ ଚଖଅଖ ବନ୍ଦ ଡାକରା
୨୪ ତାରିଖ ଭୁବନେଶ୍ୱରରେ ଚଖଅଖ ବନ୍ଦ ଡାକରା। ଚାଲିବନି ଗାଡି଼ ମଟର। ଆସନ୍ତା ୨୪ରେ ୬ ଘଣ୍ଟିଆ ଭୁବନେଶର ବନ୍ଦ । ସକାଳ ୬ ରୁ ଦିନ ୧ ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରିବ ବିଜେଡି। ଭରତପୁର ଥାନାରେ ମହିଳାଙ୍କୁ ନିର୍ଯ୍ୟାତନା ଘଟଣାକୁ ନେଇ ଭୁବନେଶ୍ୱର ବନ୍ଦ ପାଳନ କରିବ ବିଜେଡି। ସେଥିପାଇଁ ଏହି…
୨୩ ଯାଏଁ ରତ୍ନଭଣ୍ଡାର ଯାଞ୍ଚ କରାଯିବ
ଆଜିଠାରୁ ମହାପ୍ରଭୁଙ୍କ ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ ଆରମ୍ଭ ହୋଇଛି। ଏହି ପ୍ରକ୍ରିୟା ଆସନ୍ତା ୨୩ ତାରିଖ ଯାଏଁ ଜାରି ରହିବ। ଆଜି ପ୍ରଥମ ଦିନରେ ଏଏସ୍ଆଇ ଓ ବିଶେଷଜ୍ଞ ଟିମ୍ ରତ୍ନଭଣ୍ଡାର ଯାଞ୍ଚ ପାଇଁ ଅପରାହ୍ଣ ୨ଟାରେ ପ୍ରବେଶ କରିଥିଲେ। ଦୀର୍ଘ ୪ ଘଣ୍ଟା ପରେ ଏହି ଟିମ୍…
ବାଲେଶ୍ଵର ଗ୍ରାମ୍ୟ ଉନ୍ନୟନ ବିଭାଗର ମୁଖ୍ୟ ଯନ୍ତ୍ରୀ ଗିରଫ
ବାଲେଶ୍ଵର ଗ୍ରାମ୍ୟ ଉନ୍ନୟନ ବିଭାଗର ମୁଖ୍ୟ ଯନ୍ତ୍ରୀ ଗିରଫ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଏନ.ଭି ହରିହର ରାଓଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରିଛି। ଆଜି ତାଙ୍କୁ କୋର୍ଟ ଚାଲାଣ କରାଯିବା ନେଇ ସୂଚନା ରହିଛି। ସୂଚନା ଅନୁସାରେ ଶୁକ୍ରବାର ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ…
ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ପାଇଁ ଅନ୍ଲାଇନ ପଞ୍ଜୀକରଣ ଆରମ୍ଭ
ଆସନ୍ତା ସେପ୍ଟେମ୍ବର ୨୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ବିଭିନ୍ନ ଜନ ଅଭିଯୋଗର ଶୁଣାଣି କରିବେ। ଜନ ଶୁଣାଣି ପାଇଁ ଗୁରୁବାରଠାରୁ ଅନ୍ଲାଇନ ପଞ୍ଜୀକରଣ ଆରମ୍ଭ ହୋଇଛି। ଜନଶୁଣାଣି ଓ୍ବେବ୍ସାଇଟ https://janasunani.odisha.gov.in/ କିମ୍ବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ…