Trending
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
Browsing Category
Odisha
All about all odisha state news updates
ଭୁବନେଶ୍ବର ବାଣୀବିହାର ସ୍ଥିତ ମୁକୁଳା ଡ୍ରେନରେ ଭାସିଗଲେ ଯୁବକ,ଘଟଣାସ୍ଥଳରେ ପହଞ୍ଚିଲେ ବିଏମସି ମେୟର
ମୁକୁଳା ଡ୍ରେନରେ ଭାସିଗଲେ ଯୁବକ । ଭୁବନେଶ୍ବର ବାଣୀବିହାର ସ୍ଥିତ ପଥରବନ୍ଧ ବସ୍ତିରେ ଅଭାବନୀୟ ଘଟଣା । ଅଳିଆ ଗୋଟାଇବା ବେଳେ ଡ୍ରେନରେ ପଡିଯାଇଥିଲେ। ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି । ଘଟଣାସ୍ଥଳରେ ପହଞ୍ଚିଲେ ବିଏମସି ମେୟର ।
ରାଜଧାନୀ ଭୁବନେଶ୍ୱରରେ ପୁଣି ଥରେ…
ମହିଳା ଆଇଆଇସିଙ୍କ ସନ୍ଦେହଜନକ ମୃତ୍ୟୁ,ଥାନା ରେଷ୍ଟରୁମରୁ ମିଳିଛି ମୃତଦେହ
ମହିଳା ଆଇଆଇସିଙ୍କ ସନ୍ଦେହଜନକ ମୃତ୍ୟୁ । କଟକ ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । ଥାନା ରେଷ୍ଟରୁମରୁ ମିଳିଛି ମୃତଦେହ । କବାଟ ଭାଙ୍ଗି ମୃତଦେହ ଉଦ୍ଧାର କରାଯାଇଥିଲା । ତେବେ ତାଙ୍କ ମୃତ୍ୟୁର କାରଣ କଣ ଜଣାପଡ଼ିନାହିଁ । ଗତକାଲି ସେ ସ୍ବାଭାବିକ ଥିଲେ…
ଚତୁର୍ଦ୍ଧାବିଗ୍ରହଙ୍କ ଶ୍ରୀଅଙ୍ଗରେ ଆଜି ଲାଗି କରାଯିବ ଫୁଲୁରି ତେଲ
ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗରା ଜଳରେ ସ୍ନାନ କରି ଅଣସର ଘରେ ଜ୍ୱରରେ ପୀଡ଼ିତ ଅଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଶ୍ରୀମନ୍ଦିର ଅଣସର ଗୃହରେ ଦଇତାପତି ଓ ପତି ମହାପାତ୍ରଙ୍କ ଦ୍ୱାରା ଗୁପ୍ତସେବା ଚାଲିଥିବା ବେଳେ ଚତୁର୍ଦ୍ଧାବିଗ୍ରହଙ୍କ ଶ୍ରୀଅଙ୍ଗରେ ଆଜି ଲାଗି କରାଯିବ ଫୁଲୁରି ତେଲ ।…
ଆର୍ଥିକ ବର୍ଷ ୨୦୨୪–୨୫ ପାଇଁ ରାଜ୍ୟ ସରକାରଙ୍କୁ ଓଡ଼ିଶା ରାଜ୍ୟ ଆରକ୍ଷୀ ଗୃହ ନିର୍ମାଣ ଏବଂ କଲ୍ୟାଣ ନିଗମ (OPHWC)…
ଗୃହ ବିଭାଗ, ଓଡ଼ିଶା ସରକାର ଅଧୀନସ୍ଥ ରାଜ୍ୟ ସରକାରୀ ଉଦ୍ୟୋଗ, ଓଡ଼ିଶା ରାଜ୍ୟ ଆରକ୍ଷୀ ଗୃହ ନିର୍ମାଣ ଏବଂ କଲ୍ୟାଣ ନିଗମ (OPHWC) ପକ୍ଷରୁ ଆର୍ଥିକ ବର୍ଷ ୨୦୨୪–୨୫ ପାଇଁ ଓଡ଼ିଶା ସରକାରଙ୍କୁ ୨୧.୨୮ କୋଟି ଟଙ୍କା ଲାଭାଂଶ ପ୍ରଦାନ କରାଯାଇଛି ଯାହାକି ନିଗମର ଇତିହାସରେ ସର୍ବାଧିକ ଲାଭାଂଶ…
ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ ମେଟ୍ରୋ କିନ୍ନାରାକୁ ଅନୁମୋଦନ କଲା
ଓଡିଶାର ରିଅଲ୍ ଇଷ୍ଟେଟ୍ କ୍ଷେତ୍ର ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ଭାବରେ, ମେଟ୍ରୋ - ଦି ହାଉସ୍ ଅଫ୍ ପିୟୁଷ ମହାନ୍ତି ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଦ୍ୱାରା ଏହାର ପ୍ରମୁଖ ନଦୀକୂଳ ଆବାସିକ ପ୍ରକଳ୍ପ, ମେଟ୍ରୋ କିନ୍ନାରାକୁ ସଫଳ ଅନୁମୋଦନ ପାଇଁ ଗର୍ବର ସହିତ ଘୋଷଣା କରିଛି। ଏହି…
ସାମାଜିକ ଗଣମାଧ୍ୟମରେ ଅଶାଳୀନ ମନ୍ତବ୍ୟ ବିରୋଧରେ ସାଇବର ଥାନାରେ ଏତଲା
ରାଜ୍ୟର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବିରୋଧରେ ସାମାଜିକ ଗଣମାଧ୍ୟମରେ ଦିଆଯାଇଥିବା ଆପତିଜନକ ମନ୍ତବ୍ୟକୁ ଓଡ଼ିଶାବାସୀ କଦାପି ସହ୍ୟ କରିପାରିବେ ନାହିଁ । ନିଜକୁ ସାମ୍ବାଦିକ ବୋଲି ପରିଚୟ ଦେଇ ସାମାଜିକ ଗଣମାଧ୍ୟମରେ ପୋଷ୍ଟିଂ କରୁଥିବା ଶ୍ରୀ ସୁନୀଲ ଜେନା ନାମକ…
ଆନ୍ଦୋଳନ ଛାଡି ୧୨ ଘଣ୍ଟା ଭିତରେ କାର୍ଯ୍ୟରେ ଯୋଗ ଦେବା ପାଇଁ ଡ଼ାକ୍ତରଙ୍କୁ ନିର୍ଦ୍ଦେଶ
ଡାକ୍ତରଙ୍କୁ ୧୨ ଘଣ୍ଟାର ମହଲତ । ଡାକ୍ତରଙ୍କ ଆନ୍ଦୋଳନ ପ୍ରସଙ୍ଗ । ସରକାରଙ୍କ କଠୋର ଆଭିମୁଖ୍ୟ ପରେ ଆକ୍ସନ ମୋଡରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ । ଆନ୍ଦୋଳନରତ ଡାକ୍ତରଙ୍କୁ ସିଡିଏମ୍ଓଙ୍କ ଚେତାବନୀ । ଆନ୍ଦୋଳନ ଛାଡି ୧୨ ଘଣ୍ଟା ଭିତରେ କାର୍ଯ୍ୟରେ ଯୋଗ ଦେବା ପାଇଁ ନିର୍ଦ୍ଦେଶ । ନଚେତ୍…
ଏକ କୋଟି ମହିଳାଙ୍କ ପାଖରେ ପହଞ୍ଚିବ ଲକ୍ଷ୍ମୀପୁରାଣର ନୂଆ ସଂସରଣ – ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
ଓଡ଼ିଶାରେ ଖୁବଶୀଘ୍ର ଲକ୍ଷ୍ମୀପୁରାଣ କରିଡର । ରାଜ୍ୟର ପର୍ଯ୍ୟଟନ ଓ ଆର୍ଥିକ ସ୍ଥିତିର ବିକାଶ ପାଇଁ ରାଜ୍ୟ ସରକାରଙ୍କ ବଡ଼ ଭିଜନ । ଏକ କୋଟି ମହିଳାଙ୍କ ପାଖରେ ପହଞ୍ଚିବ ଲକ୍ଷ୍ମୀପୁରାଣର ନୂଆ ସଂସରଣ । ସଶକ୍ତ ମହିଳାଙ୍କ ନିଚ୍ଛକ ଉଦାହରଣ ଓଡ଼ିଆ ଘରର ଲକ୍ଷ୍ମୀ ପୁରାଣ ବୋଲି କହିଛନ୍ତି…
ଆଦାନୀ ଏଣ୍ଟରପ୍ରାଇଜେସ୍ ଲିମିଟେଡ୍ ଓ ଅନ୍ତରାଷ୍ଟ୍ରୀୟ ହୋଲଡିଂ କମ୍ପାନୀ ସହ ରାଜ୍ୟ ସରକାର ବୁଝାମଣା ପତ୍ର…
ଆଲୁମିନିୟମ୍ ହବ୍ ହେବ ଓଡ଼ିଶା । ଅନ୍ତରାଷ୍ଟ୍ରୀୟ ହୋଲଡିଂ କମ୍ପାନୀ ସହ ମିଶି ଓଡ଼ିଶାରେ ୧.୧ ଲକ୍ଷ କୋଟି ଟଙ୍କା ନିବେଶ କରିବ ଆଦାନୀ ଏଣ୍ଟରପ୍ରାଇଜେସ୍ । ଆଦାନୀ ଏଣ୍ଟରପ୍ରାଇଜେସ୍ ଲିମିଟେଡ୍ ଓ ଅନ୍ତରାଷ୍ଟ୍ରୀୟ ହୋଲଡିଂ କମ୍ପାନୀ ସହ ରାଜ୍ୟ ସରକାର ବୁଝାମଣା ପତ୍ର ସ୍ୱାକ୍ଷରିତ କରିଛନ୍ତି ।…
ଜ୍ୱର କମ୍ପନରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ତାତି,ଆଜି ଶ୍ରୀଅଙ୍ଗ ଫିଟା ନୀତି ଆରମ୍ଭ
୧୦୮ ଗରାରେ ସ୍ନାନ ପରେ ମହାଜ୍ୱରରେ ପୀଡିତ ମହାପ୍ରଭୂ । ଜ୍ୱର କମ୍ପନରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ତାତି । ଅନବସରର ଚାରି ଦିନରେ ଅଣସର ଘରେ ଦଇତାପତି ସେବାୟତମାନେ ଶ୍ରୀଅଙ୍ଗରୁ ଓଦାବସ୍ତ୍ର ଓଲାଗି କରିଛନ୍ତି । ତାସହ ଶ୍ରୀଅଙ୍ଗ ଫିଟା ନୀତି ଆରମ୍ଭ ହୋଇଛି । ଆସନ୍ତାକାଲି ଫୁଲୁରି ତେଲ ଆସିବା…