Trending
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
- ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
- ଦାରା ସିଂଙ୍କ ଆଗୁଆ ଜେଲ୍ ମୁକ୍ତି ଆଶା କ୍ରମଶଃ କ୍ଷୀଣ,ପରବର୍ତ୍ତୀ ଶୁଣାଣି ପାଇଁ ଆଗାମୀ ସେପ୍ଟେମ୍ବର ୧୭ ତାରିଖ ସ୍ଥିର
- କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲଙ୍କ ଘରେ ପହଞ୍ଚି ଗଣେଣଙ୍କ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
- ନୂଆଁଖାଇ କେବଳ ଏକ ପର୍ବ ନୁହେଁ ,ଏହା ଆମର ମାଟି, ସଂସ୍କୃତି, ଚାଲିଚଳଣୀ ଓ ସାମାଜିକ ଏକତାର ପ୍ରାଣସ୍ପନ୍ଦନ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ନୂଆ ଧାନକୁ ପ୍ରଥମେ ଦେବୀଙ୍କୁ ସମର୍ପଣ, ପରେ ପରିବାର ସହ ନବାନ୍ନ ଭକ୍ଷଣ
Browsing Category
Odisha
All about all odisha state news updates
୨୫ ଲକ୍ଷ ୧୧ଜଣ ମହିଳାଙ୍କୁ ମିଳିଲା ସୁଭଦ୍ରାର ପ୍ରଥମ କିସ୍ତି
ସମସ୍ତଙ୍କୁ ମିଳିବ ସୁଭଦ୍ରା ଟଙ୍କା । ଯେଉଁମାନେ ପଂଜୀକରଣ କରିନାହାଁନ୍ତି ସେମାନଙ୍କୁ ମଧ୍ୟ ବହୁ ସମୟ ମିଳିବ । ଆଜି ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ୧୧ଜଣ ମହିଳାଙ୍କୁ ମିଳିଛି ସୁଭଦ୍ରାର ପ୍ରଥମ କିସ୍ତି । ଏହା ପରେ…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ତୃତୀୟ ପାଳିର ୧୦୦ଦିନ ପୂରଣ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ତୃତୀୟ ପାଳିର ୧୦୦ଦିନ ପୂରଣ ହୋଇଛି। ଲୋକସଭା ନିର୍ବାଚନ ସମୟରେ ୧୦୦ଦିନର ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ କରିଥିଲେ। ଶପଥ ଗ୍ରହଣ କରିବାର ୧୦୦ଦିନ ମଧ୍ୟରେ ୧୫ଲକ୍ଷ କୋଟି ଟଙ୍କାର ପ୍ରକଳ୍ପ ସବୁଜ ସଙ୍କେତ ଦେଇଥିଲେ। ଦେଶର ଭିତ୍ତିଭୂମି ଉପରେ ସର୍ବାଧିକ ଧ୍ୟାନ…
ଜନତା ମଇଦାନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୁଭଦ୍ରା ଯୋଜନାର ଶୁଭାରମ୍ଭ କଲେ
ଜନତା ମଇଦାନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସୁଭଦ୍ରା ଯୋଜନାକୁ ଉଦଘାଟନ କରିଛନ୍ତି । ଆଜି ଏନଡିଏ ସରକାରର ଶହେ ଦିନ ପୂରଣ କରିଛି । ଗରିବ, କିସାନ ଏବଂ ମହିଳାଙ୍କ ପାଇଁ ବଡ଼ ବଡ଼ ନିଷ୍ପତ୍ତି ଗ୍ରହଣ କରିଛନ୍ତି ଆମ ସରକାର । 3 କୋଟି ପକ୍କା ଘର ଦିଆଯାଇଛି । 2 ଲକ୍ଷ କୋଟି ଟଙ୍କା…
ଗାଡ଼କଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜ ଜନ୍ମଦିନରେ ଆସି ପହଁଚିଛନ୍ତି ଓଡ଼ିଶାରେ । ଭୁବନେଶ୍ବର ବିମାନବନ୍ଦରରୁ ସିଧାସଳଖ ଗାଡ଼କଣରେ ପହଞ୍ଚି ହିତାଧିକାରୀଙ୍କ ସହ କଥା ହୋଇଛନ୍ତି । ବର୍ଷା ଭିତରେ ସେ ଆସି ଜନତା ମଇଦାନରେ ପହଁଚିବେ । ତେବେ ଗାଡ଼କଣରେ ସେ ନିଜ ଜନ୍ମଦିନରେ କ୍ଷୀରି ଖାଇଛନ୍ତି।…
ଆଜି ବହୁ ପ୍ରତୀକ୍ଷିତ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
ରାଜ୍ୟ ସରକାରଙ୍କ ବହୁ ପ୍ରତୀକ୍ଷିତ ‘ସୁଭଦ୍ରା’ ଯୋଜନା ଆଜି (ମଙ୍ଗଳବାର) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ବାରା ଶୁଭାରମ୍ଭ ହେବ। ପ୍ରଧାନମନ୍ତ୍ରୀ ନିଜ ଜନ୍ମଦିନରେ ଏହି ଯୋଜନାର ଶୁଭାରମ୍ଭ କରି ପ୍ରାୟ ୧୦ଲକ୍ଷ ମହିଳା ହିତାଧିକାରୀଙ୍କୁ ୫ହଜାର ଲେଖାଏଁ ଟଙ୍କା ପ୍ରଦାନ କରିବେ। ପ୍ରତ୍ୟେକ…
ଆଜି ପ୍ରଥମଥର ଓଡ଼ିଶାରେ ଜନ୍ମଦିନ ପାଳିବେ ପ୍ରଧାନମନ୍ତ୍ରୀ
ନିର୍ବାଚନ ପ୍ରଚାରବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରତିଶ୍ରୁତି ଦେଇଥିଲେ ଓଡ଼ିଶାରେ ବିଜେପି ସରକାର ହେଲେ ‘ସୁଭଦ୍ରା’ ଯୋଜନା ଆରମ୍ଭ ହେବ। ମହିଳାଙ୍କୁ ୫୦ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ। ଆସନ୍ତାକାଲି (ମଙ୍ଗଳବାର) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜର ଜନ୍ମଦିନ ଅବସରରେ…
ସୁଭଦ୍ରାର ଶୁଭାରମ୍ଭ ପାଇଁ ଖୋଲିବନି ସ୍କୁଲ-କଲେଜ
ଆସନ୍ତା ୧୭ ତାରିଖରେ ମହିଳା ବିକାଶଭିମୁଖୀ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିବେ ରାଜ୍ୟ ସରକାର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଗସ୍ତ କରି ଏହି ଯୋଜନାର ଶୁଭାରମ୍ଭ କରିବେ । ତେବେ ଏହି ୧୭ ତାରିଖ ଦିନ ପାଇଁ ବର୍ତ୍ତମାନ ଭୁବନେଶ୍ୱରର ବିଶ୍ୱବିଦ୍ୟାଳୟକୁ ମଧ୍ୟ ବନ୍ଦ ରଖିବାକୁ…
ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ସଞ୍ଚୟ ଖାତାକୁ ୧ ଟଙ୍କା ପଠାଯାଇଛି – ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ସଞ୍ଚୟ ଖାତାକୁ ୧ ଟଙ୍କା ପଠାଯାଇଛି । ପରୀକ୍ଷାମୂଳକ ଭାବେ ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ୧ ଟଙ୍କା ଲେଖାଏଁ ପଠାଯାଇଛି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ସେ କହିଛନ୍ତି ପରୀକ୍ଷା ମୂଳକ ଭାବେ ଯୋଗ୍ୟ ହିତାଧିକାରୀଙ୍କ…
ଭାଙ୍ଗିଲା ବେଦାନ୍ତର ରେଡ୍ ମଡ୍ ପଣ୍ଡ,ଚାଷ ଜମିରେ ମାଡିଗଲା କାଦୁଅ ପାଣି
ଭାଙ୍ଗିଲା ବେଦାନ୍ତର ରେଡ୍ ମଡ୍ ପଣ୍ଡ। ଚାଷ ଜମିରେ ମାଡିଗଲା କାଦୁଅ ପାଣି। କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡରେ ଥିବା ବେଦାନ୍ତ କମ୍ପାନୀର ବସନ୍ତପଡାରେ ନିର୍ମାଣ କରାଯାଇଥିବା ରେଡ୍ ମଡ୍ ପଣ୍ଡ ଆଜି ଭୁଶୁଡି ପଡିଛି। ଫଳରେ ବସନ୍ତପଡା ସମେତ ବନ୍ଧଗୁଡା, ତୁରିଗୁଡାରେ ହେକ୍ଟର ହେକ୍ଟର ଚାଷ ଜମିରେ…
ରାଜଧାନୀରେ ସୁଭଦ୍ରା ସ୍ଵାଗତ ପଦଯାତ୍ରା ,ୟୁନିଟ୍ ୩ ସ୍ଥିତ ଗିରିଦୁର୍ଗା ମନ୍ଦିରଠାରୁ ରମାଦେବୀ ବିଶ୍ଵ ବିଦ୍ୟାଳୟ ଛକ…
ସୁଭଦ୍ରା ଯୋଜନା ପାଇଁ ସାରା ରାଜ୍ୟରେ ଏବେ ଲୋକଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଏବଂ ଉତ୍କଣ୍ଠା ଦେଖିବାକୁ ମିଳୁଛି। ତାକୁ ନେଇ ସଚେତନତା ସୃଷ୍ଟି କରିବା ପାଇଁ ସୁଭଦ୍ରା ଯୋଜନା ବାବଦରେ ପଦଯାତ୍ରା ଆରମ୍ଭ ହୋଇଛି। ଆଜି ଭୁବନେଶ୍ଵରରେ ବିରାଟ ପଦଯାତ୍ରା ଅନୁଷ୍ଠିତ ହୋଇଛି। ରାଜଧାନୀର ୟୁନିଟ୍ ୩…