Trending
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
- ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
- ଦାରା ସିଂଙ୍କ ଆଗୁଆ ଜେଲ୍ ମୁକ୍ତି ଆଶା କ୍ରମଶଃ କ୍ଷୀଣ,ପରବର୍ତ୍ତୀ ଶୁଣାଣି ପାଇଁ ଆଗାମୀ ସେପ୍ଟେମ୍ବର ୧୭ ତାରିଖ ସ୍ଥିର
- କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲଙ୍କ ଘରେ ପହଞ୍ଚି ଗଣେଣଙ୍କ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
- ନୂଆଁଖାଇ କେବଳ ଏକ ପର୍ବ ନୁହେଁ ,ଏହା ଆମର ମାଟି, ସଂସ୍କୃତି, ଚାଲିଚଳଣୀ ଓ ସାମାଜିକ ଏକତାର ପ୍ରାଣସ୍ପନ୍ଦନ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ନୂଆ ଧାନକୁ ପ୍ରଥମେ ଦେବୀଙ୍କୁ ସମର୍ପଣ, ପରେ ପରିବାର ସହ ନବାନ୍ନ ଭକ୍ଷଣ
Browsing Category
Odisha
All about all odisha state news updates
ମଝି ଚିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା
ମଝି ଚିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା। ପୁରୀ ସାତପଡାରୁ ଜହ୍ନିକୁଦା ଘାଟ ଯାଉଥିବା ଏକ ଯାତ୍ରୀବାହୀ ଡଙ୍ଗା ମଏଁସା ନିକଟରେ ଫସି ରହିଛି। ଆଜି ସକାଳେ ଘାଟରୁ ମାତ୍ର ୫ କିଲୋମିଟର ଯିବା ପରେ ଏହି ଘଟଣା ଘଟିଛି। ବୋଟ୍ରେ ୫୦ରୁ ଅଧିକ ଯାତ୍ରୀ ଥିବାବେଳେ ୧୫ଟି ବାଇକ୍ ରହିଛି। ବୋଟ୍ରେ…
ବିକାଶ ପାଇଁ ଏକାଠି ହେଲେ ୧୫ ରାଜ୍ୟ
ରାଜ୍ୟ ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗର ସହଯୋଗରେ ଲୋକସେବା ଭବନ କନ୍ଭେନସନ ସେଣ୍ଟରରେ ଦୁଇଦିନିଆ ‘ମୌସୁମୀ ବୈଠକ’ ଆରମ୍ଭ ହୋଇଛି। ଦୁଗ୍ଧ ଉତ୍ପାଦନ ଓ ପ୍ରାଣୀ ସଂପଦର ବିକାଶ ପାଇଁ ଏହି ବୈଠକରେ ଦେଶର ୧୫ଟି ରାଜ୍ୟ ଏକାଠି ହୋଇଛନ୍ତି। ରାଜ୍ୟରେ ପ୍ରଥମ ଥର ପାଇଁ ଏଭଳି…
ଦୁଇ ଜଣଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି
ଦୁଇ ଜଣଙ୍କୁ ଧକ୍କା ଦେଇ ନାଳରେ ପସିଲା ପୋଲିସ ଗାଡ଼ି । ବିଜୁ ପଟ୍ଟନାୟକ ଛକରେ 2 ଜଣଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି । ଏହି ଦୁର୍ଘଟଣାରେ ଜଣେ ଜୋତା ମରାମତି ଦୋକନୀ ଓ ଜଣେ ସାଇକେଲ ଆରୋହୀ ଆହତ ହୋଇଛନ୍ତି । ପୋଲିସ ଗାଡ଼ିର ଡ଼୍ରାଇଭର ନିଶାସକ୍ତ ଅବସ୍ଥାରେ ଥିବା ସ୍ଥାନୀୟ ଲୋକେ ସୁଚନା…
ମହୋଦଧି କୂଳରେ ମଦ ଦୋକାନ ହେବନାହିଁ
ପୁରୀ ସମୁଦ୍ର କୂଳରେ ପର୍ଯ୍ୟଟକଙ୍କୁ ଅପ୍ୟାୟିତ କରିବା ପାଇଁ ଛୋଟ ଛୋଟ କୁଡ଼ିଆ କରାଯାଇ ମଦ ବିକ୍ରୟ କରାଯିବ ବୋଲି ସରକାର ନିଷ୍ପତ୍ତି ନେଇଥିଲେ । ଏହାକୁ ସବୁ ମହଲରେ କଡ଼ା ବିରୋଧ କରିବାକୁ ସରକାର ପୁରୀ ବେଳାଭୂମିରେ ମଦ ଦେକାନ ଖୋଲାଯିବ ନାହିଁ ବୋଲି କହିଛନ୍ତି । ରାଜ୍ୟକୁ ପର୍ଯ୍ୟଟକଙ୍କୁ…
ବଢୁଛି ହୀରାକୁଦ ଜଳସ୍ତର
ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର। ସମୁଦାୟ ୧୬ଟି ଗେଟ ଦେଇ ନିଷ୍କାସନ କରୁଛି ବନ୍ୟାଜଳ। ହୀରାକୁଦ ଜଳଭଣ୍ଡାରର ଇନଫ୍ଲୋ ବଢିବା ମଧ୍ୟରେ ଆଜି ପର୍ଯ୍ୟାୟ କ୍ରମେ ୧୬ଟି ଗେଟ୍ ଖୋଲିଛନ୍ତି ହୀରାକୁଦ ବନ୍ଧ କତ୍ତୃପକ୍ଷ। ଗତକାଲି ୨ଟି ପର୍ଯ୍ୟାୟରେ ୧୦ଟି ଗେଟ୍ ଖୋଲାଯିବା ପରେ ସମୁଦାୟ ୧୬ଟି ଗେଟ୍…
ବିଭିନ୍ନ ବିଭାଗରେ ୪୭୬ ଜଣ ଅଧିକାରୀ ଓ କର୍ମଚାରୀମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ
ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ କନ୍ଭେନ୍ସନ୍ ସେଣ୍ଟରଠାରେ ବିଭିନ୍ନ ବିଭାଗରେ ୪୭୬ ଜଣ ଅଧିକାରୀ ଓ କର୍ମଚାରୀମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଆୟୋଜିତ ଏକ ନିଯୁକ୍ତି ମେଳା ମାଧ୍ୟମରେ ଏହି…
ସିପିଏମର ସାଧାରଣ ସମ୍ପାଦକ ତଥା ବରିଷ୍ଠ ରାଜନେତା ସୀତାରାମ ୟେଚୁରୀ ଆଉ ନାହାନ୍ତି
ସିପିଏମର ସାଧାରଣ ସମ୍ପାଦକ ତଥା ବରିଷ୍ଠ ରାଜନେତା ସୀତାରାମ ୟେଚୁରୀ ଆଉ ନାହାନ୍ତି। ଆଜି ଦିଲ୍ଲୀ ଏମ୍ସରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା।
ଶ୍ୱାସନଳୀ ସଂକ୍ରମଣ ଯୋଗୁ ସେ ଅଗଷ୍ଟ ୧୯ରୁ ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେଉଥିଲେ। ସେଠାରେ ଡାକ୍ତରଙ୍କ…
ନିଯୁକ୍ତି ମେଳାରେ ୪୬୭ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ଦେଲେ ମୁଖ୍ୟମନ୍ତ୍ରୀ
ଆଜି ରାଜ୍ୟରେ ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଛି। ୪୬୭ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଲୋକସେବା ଭବନରେ ଆୟୋଜିତ ନିଯୁକ୍ତି ମେଳାରେ ୪୭୬ ଯୋଗ୍ୟ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରି ମୁଁ ଆନନ୍ଦିତ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ…
ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୧୭ରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ଚୂଡାନ୍ତ ହୋଇଛି। ଓଡ଼ିଶା ଗସ୍ତରେ ଆସି ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହେବାକୁ ଥିବା ସୁଭଦ୍ରା ଯୋଜନାରେ ହିତାଧିକାରୀଙ୍କୁ ସହାୟତା ରାଶି ପ୍ରଦାନ କରି ଏହାର ଶୁଭାରମ୍ଭ କରିବେ। ଏହି ଯୋଜନା…
ଆଜି ବସ୍ ଚଳାଚଳ ବନ୍ଦ ନେଇ ଘରୋଇ ବସ୍ ମାଲିକ ସଂଘର ଡାକରା
ଆଜି କୁଚିଣ୍ଡାରୁ ଗଡୁନି ଘରୋଇ ବସ୍। ବସ୍ ଚଳାଚଳ ବନ୍ଦ ନେଇ ଘରୋଇ ବସ୍ ମାଲିକ ସଂଘ ଡାକରା ଦେଇଛି। କୁଚିଣ୍ଡା, ଝାରସୁଗୁଡା ଘରୋଇ ବସ୍ ମାଲିକ ସଂଘର ବିବାଦରେ କୁଚିଣ୍ଡା ଥାନା ଅଧିକାରୀଙ୍କ ହସ୍ତକ୍ଷେପକୁ ବିରୋଧ କରି ସଂଘ ଏଭଳି ଡାକରା ଦେଇଛି। ଏ ନେଇ ଘରୋଇ ବସ୍ ମାଲିକ ସଂଘ ଉପଜିଲ୍ଲାପାଳ,…