Trending
- ଏସସିବି ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ତ, ସ୍ଥିତ୍ ସମୀକ୍ଷା କରିବା ପାଇଁ ବିଚାର ବିଭାଗକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କଟକ ଏସସିବି ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ,ଅଗ୍ନିକାଣ୍ଡରେ ୧୦ ରୋଗୀ ମୃତ
- ମୋହନା ବିଧାୟକ ବିଧାୟକ ଦାଶରଥୀ ଗମାଙ୍ଗଙ୍କୁ ସୋ’ କଜ୍ ନୋଟିସ୍ ଜାରି କଲା ପିସିସି ଶୃଙ୍ଖଳା କମିଟି,ସନ୍ଧ୍ୟା ସୁଦ୍ଧା ଦଳୀୟ କାର୍ଯ୍ୟାଳୟରେ ହାଜର ହେବାକୁ ନିର୍ଦ୍ଦେଶ
- ରାସ୍ତାଘାଟରୁ ହଟିବେ ଶିଶୁ ଭିକ୍ଷୁକ,ନିର୍ଦ୍ଦେଶନାମା ଜାରି କଲା ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ
- ଦେଶର ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା,ଏପ୍ରିଲ ୯, ୨୩ ଓ ୨୯ରେ ହେବ ନିର୍ବାଚନ, ମେ ୪ ତାରିଖରେ ଭୋଟ ଗଣତି
- PNG ଥିଲେ LPG ସଂଯୋଗ ରଖିବା ପାଇଁ ଅନୁମତି ଦିଆଯିବ ନାହିଁ – ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ
- ବାଣିଜ୍ୟିକ ସିଲିଣ୍ଡର ଯୋଗାଣ ପୁଣି ଆରମ୍ଭ – ପେଟ୍ରୋଲିୟମ୍ ମନ୍ତ୍ରଣାଳୟର ଯୁଗ୍ମ ସଚିବ ସୁଜାତା ଶର୍ମା
- ସରକାରଙ୍କ କୌଣସି ପ୍ରସ୍ତାବକୁ ଆମେ ସ୍ବୀକାର କରିବୁ ନାହିଁ ବୋଲି ସେ ସ୍ପଷ୍ଟ କଲେ ମାଓବାଦୀ ଡିଭିଜନ ସଚିବ ରାଣୀତା
- ସୀମାନ୍ତ ଅଞ୍ଚଳଗୁଡ଼ିକୁ ଦେଶର ସବୁଠାରୁ ପଛୁଆ ଗାଁ ଭାବରେ ଦେଖୁଥିଲେ କଂଗ୍ରେସ – ପ୍ରଧାନମନ୍ତ୍ରୀ ମୋଦୀ
- ୨୦୨୬ ରଥଯାତ୍ରାକୁ ସମ୍ପୂର୍ଣ୍ଣ ଶୃଙ୍ଖଳିତ ଭାବରେ ଆୟୋଜନ କରିବା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ
Browsing Category
Odisha
All about all odisha state news updates
୨୮ ତାରିଖରେ ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା
୨୮ ତାରିଖରେ ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ବ୍ରହ୍ମପୁରରେ ଏକ ବିଶାଳ ଜନସଭାକୁ ସମ୍ବୋଧନ କରି ଜନତାଙ୍କୁ ଭୋଟ ଅପିଲ କରିବେ । ଏହାସହ ନବରଙ୍ଗପୁରରେ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବେ । ଉଭୟ ପଶ୍ଚିମ ଓଡିଶା ଓ ଦକ୍ଷିଣ ଓଡିଶା କର୍ମକର୍ତ୍ତାଙ୍କ ସହ ଆଲୋଚନା…
ଡହଡହ ଖରାରେ କାମ କରୁଛନ୍ତି ଶ୍ରମିକ , ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକୁ ଉଲଂଘନ କରୁଛନ୍ତି ଠିକାଦାର
ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକୁ ଉଲଂଘନ କରି ଡହଡହ ଖରାରେ କାର୍ଯ୍ୟ କରୁଛନ୍ତି ଶ୍ରମିକ । ଅତ୍ୟଧିକ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଶ୍ରମିକଙ୍କ ସୁରକ୍ଷା ପାଇଁ ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ କାର୍ଯ୍ୟବନ୍ଦ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର । ମାତ୍ର ବାଙ୍କୀ ବ୍ଲକରେ ଏହି…
ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ
ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।
ଉମରକୋଟରେ ପ୍ରଚାର ସମୟରେ ବିରୋଧୀ ଓ କେନ୍ଦ୍ରମନ୍ତ୍ରୀଙ୍କୁ ଟାର୍ଗେଟ୍ କରିଛନ୍ତି ପାଣ୍ଡିଆନ । ସେ କହିଛନ୍ତି, ଗତ ନିର୍ବାଚନ…
ଉମରକୋଟରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ଭି.କେ ପାଣ୍ଡିଆନ
ଉମରକୋଟରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ଭି.କେ ପାଣ୍ଡିଆନ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶ ମୂଳକ କାମକୁ ଆହୁରି ଜୋରଦାର କରିବାକୁ ବିଜେଡି ପ୍ରାର୍ଥୀଙ୍କ ସପକ୍ଷରେ ଭୋଟ ଦେବାକୁ ଅପିଲ କରିଛନ୍ତି ପାଣ୍ଡିଆନ । ଏହାସହ ମଞ୍ଚ ଉପରେ ବିରୋଧୀଙ୍କୁ ଟାର୍ଗେଟ କରିବାକୁ ମଧ୍ୟ…
କୋରାପୁଟ ଓ ରାୟଗଡ଼ାରେ କାର୍ତିକ ପାଣ୍ଡିଆନଙ୍କ ନିର୍ବାଚନ ପ୍ରଚାର ,ନାଁ ନନେଇ କେନ୍ଦ୍ରମନ୍ତ୍ରୀଙ୍କୁ କଲେ ଟାର୍ଗେଟ,
ଗତକାଲି ହିଂଜିଳିରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଚାର ଅଭିଯାନ ଆରମ୍ଭ କରିବା ପରେ ଆଜି ଏହାକୁ ଆଗକୁ ବଢ଼ାଇଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ୍ ।
କୋରାପୁଟର ପଟାଙ୍ଗୀ ଓ ଲକ୍ଷ୍ମୀପୁରରେ ସେ ଜୋରଦାର ପ୍ରଚାର ଆରମ୍ଭ କରିଛନ୍ତି । ରାୟଗଡ଼ାର ବିଷମ କଟକରେ ମଧ୍ୟ ପ୍ରଚାର କରିଛନ୍ତି…
୨୫ ବର୍ଷ ନବୀନ ବାବୁଙ୍କୁ ଦେଲେ ୫ ବର୍ଷ ବିଜେପିକୁ ଦିଅନ୍ତୁ -ଅମିତ ଶାହା
ସୋନପୁର ସଂକଳ୍ପ ସମାବେଶରୁ ରାଜ୍ୟ ସରକାରଙ୍କ ବିରୋଧରେ ରଣ ହୁଙ୍କାର ଦେଲେ ଅମିତ ଶାହା । ବିଜେଡି ସରକାରଙ୍କ ବିଫଳତା କଥା ଉଠାଇ ଜୋରଦାର ବର୍ଷିଲେ ଶାହା । ସୋନପୁର ସଭାରୁ ସାରା ଓଡିଶାବାସୀଙ୍କୁ ୫ ବର୍ଷର ସମୟ ମାଗିଲେ ଶାହା । କହିଲେ ୨୫ ବର୍ଷ ନବୀନ ବାବୁଙ୍କୁ ଦେଲେ ୫ ବର୍ଷ ବିଜେପିକୁ…
ହିଞ୍ଜିଳି ଓ ବିଜେପୁରରେ କ’ଣ ବିକାଶ କରିଛ ଜାରି କର ଶ୍ୱେତପତ୍ର -ଧର୍ମେନ୍ଦ୍ର ପ୍ରଧାନ
ସୋନପୁର ସଭାରୁ ମୁଖ୍ୟମନ୍ତ୍ରୀଙ୍କୁ ସମାଲୋଚନା କଲେ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ବିଜେପି ସାଂସଦ ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ । କହିଲେ, ଗତକାଲି ମୁଖ୍ୟମନ୍ତ୍ରୀ ଯାଇଥିଲେ ନିର୍ବାଚନ ପ୍ରଚାର କରିବାକୁ ଏବଂ କହିଲେ ବିରୋଧୀ ମାନେ ବିକାଶ କାମକୁ ବିରୋଧ କରୁଛନ୍ତି । ମୁଁ…
ଓଡ଼ିଶାରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହ
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓଡ଼ିଶା ଗସ୍ତରେ ଆସିଛନ୍ତି। ଶ୍ରୀ ଶାହ ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିଲା ପରେ ସେଠାରେ ସାଂସଦ ଜୁଏଲ ଓରାକ, ସୁରେଶ ପୂଜାରୀ ସ୍ବାଗତ କରିଛନ୍ତି। ଝାରସୁଗୁଡ଼ାରୁ ଏକ ସ୍ବତନ୍ତ୍ର ହେଲିକପ୍ଟରରେ ସୋନପୁର ଅଭିମୁଖେ ବାହାରିବେ। ସୋନପୁରରେ ସେ ବିଜୟ ସଂକଳ୍ପ…
ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ
ବୌଦ୍ଧ କଣ୍ଟାମାଳ ଥାନା ପଢେଲ ଡ୍ୟାମ୍ ନିକଟ ଜଙ୍ଗଲରେ ଏନକାଉଣ୍ଟର । ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଜଣ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଆଜି ଭୋରରୁ ମାଓବାଦୀଙ୍କ ସହ ସୁରକ୍ଷାକର୍ମୀଙ୍କ ଗୁଳି ବିନିମୟ ହୋଇଥିଲା । ପାଖାପାଖି ଏକ ଘଣ୍ଟାରୁ ଅଧିକ ସମୟ ଗୁଳିବିନିମୟ ପରେ ଦୁଇ ଜଣ…
ଆଗୁଆ ଖରାଛୁଟି ଯୋଗୁଁ ପିଲାଙ୍କୁ ମିଳିବ ୧୨ ଦିନର ମଧ୍ୟାହ୍ନ ଭୋଜନ , ପିଲାଙ୍କ ଅଭିଭାବକଙ୍କୁ ଦିଆଯିବ ଚାଉଳ, ଆକାଉଣ୍ଟକୁ…
ଆଗୁଆ ଖରାଛୁଟି ଯୋଗୁଁ ପିଲାଙ୍କୁ ମିଳିବ ୧୨ ଦିନର ମଧ୍ୟାହ୍ନ ଭୋଜନ । ଗ୍ରୀଷ୍ମ ପ୍ରବାହ ଯୋଗୁଁ ରାଜ୍ୟ ସରକାର ସ୍କୁଲ ଗୁଡ଼ିକୁ ଆଗୁଆ ଖରା ଛୁଟି କରିଛନ୍ତି । ଏଥିପାଇଁ ପିଏମ୍ ପୋଷଣ ଯୋଜନା ଅଧିନରେ ମଧ୍ୟାହ୍ନ ଭୋଜନ ବାବଦ ଚାଉଳ ଓ ରନ୍ଧନ ଖାଦ୍ୟ ସାମଗ୍ରୀ ବାବଦ ଅର୍ଥ ଛାତ୍ରଛାତ୍ରୀଙ୍କୁ ପ୍ରଦାନ…