Trending
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
- ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
- ଦାରା ସିଂଙ୍କ ଆଗୁଆ ଜେଲ୍ ମୁକ୍ତି ଆଶା କ୍ରମଶଃ କ୍ଷୀଣ,ପରବର୍ତ୍ତୀ ଶୁଣାଣି ପାଇଁ ଆଗାମୀ ସେପ୍ଟେମ୍ବର ୧୭ ତାରିଖ ସ୍ଥିର
- କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲଙ୍କ ଘରେ ପହଞ୍ଚି ଗଣେଣଙ୍କ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
- ନୂଆଁଖାଇ କେବଳ ଏକ ପର୍ବ ନୁହେଁ ,ଏହା ଆମର ମାଟି, ସଂସ୍କୃତି, ଚାଲିଚଳଣୀ ଓ ସାମାଜିକ ଏକତାର ପ୍ରାଣସ୍ପନ୍ଦନ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ନୂଆ ଧାନକୁ ପ୍ରଥମେ ଦେବୀଙ୍କୁ ସମର୍ପଣ, ପରେ ପରିବାର ସହ ନବାନ୍ନ ଭକ୍ଷଣ
Browsing Category
Odisha
All about all odisha state news updates
ପୁରୀ ସମୁଦ୍ର କୂଳରେ ଭାସୁଛି କଣ୍ଟେନ
ପୁରୀ ସମୁଦ୍ର କୂଳରେ ଲାଗିଲା ଅଜଣା କଣ୍ଟେନର । ଗୁରୁବାର ଏହା ପାଣିରେ ଭାସୁଥିବାବେଳେ ଆଜି କୂଳରେ ଲାଗିଥିବା ଦେଖିବାକୁ ମିଳିଛି । ଏହାକୁ ଦେଖିବା ପାଇଁ ବେଳାଭୂମୀରେ ଲୋକଙ୍କ ଭିଡ ବଢିବାରେ ଲାଗିଛି । ତେବେ ସବୁଠାରୁ ବଡ ପ୍ରଶ୍ନବାଚୀ ହେଲା ଏହା ଭିତରେ ଅଛି କଣ ? ଏହା ଜାଣିବା ପାଇଁ…
ବିଧାନସଭାରେ ରେଭେନ୍ସା ଝଡ଼
ଆଜି ବିଧାନସଭାରେ ପୁଣି ରେଭେନ୍ସା ପ୍ରସଙ୍ଗ ଉଠିଛି। ବିରୋଧୀ ବିଜେଡି ଓ କଂଗ୍ରେସ ସଭ୍ୟମାନେ ରେଭେନ୍ସା ନାମ ବଦଳାଇବା ପ୍ରସ୍ତାବକୁ ବିରୋଧ କରିଥିଲେ। ବିଜେପି ସଭ୍ୟମାନେ ସପକ୍ଷରେ ଯୁକ୍ତି ବାଢ଼ିଥିଲେ। ଶୂନ୍ୟକାଳରେ ବିଜେଡି ସଭ୍ୟ ବ୍ୟୋମକେଶ ରାୟ କହିଥିଲେ, କେନ୍ଦ୍ର ମନ୍ତ୍ରୀ…
ଗାଁ ଗାଁ ଗଡିବ ସୁଭଦ୍ରା ରଥ
ସୁଭଦ୍ରା ଯୋଜନାର କାର୍ଯ୍ୟକାରିତା ସଂପର୍କରେ ଗୁରୁବାର ସଂଧ୍ୟା ସୁଦ୍ଧା କାର୍ଯ୍ୟ ଅଗ୍ରଗତି କିପରି ରହିଛି , ସେ ସଂପର୍କରେ ରାଜସ୍ୱ ଆୟୁକ୍ତ,ଜିଲାପାଳ ଏବଂ ସମସ୍ତ ମହାନଗର ନିଗମର କମିଶନରଙ୍କ ସହିତ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଆଭାସୀ ବୈଠକ ମାଧ୍ୟମରେ ସ୍ଥିତି ସମୀକ୍ଷା କରିଛନ୍ତି…
ବର୍ଷକୁ ଛାତ୍ରୀଛାତ୍ରଙ୍କୁ ୫ ହଜାର ଦେବେ ସରକାର
ଚଳିତ ବର୍ଷରୁ ଶହୀଦ ମାଧୋ ସିଂ ହାତ ଖର୍ଚ୍ଚ ଲାଗୁ ହେବ। ଏସ୍ସି/ଏସ୍ଟି ଛାତ୍ରୀଛାତ୍ରଙ୍କୁ ମିଳିବ ବାର୍ଷିକ ୫ ହଜାର ଟଙ୍କା ମିଳିବ। କ୍ୟାବିନେଟ ନିଷ୍ପତ୍ତି ନେଇ ଗୃହରେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଚଳିତ ବର୍ଷ ୧୫୬ କୋଟି ଖର୍ଚ୍ଚ…
ହଷ୍ଟେଲ ଛାତରୁ ଡେଇଁ ଜୀବନ ହାରିଲେ ଛାତ୍ରୀ
ଭୁବନେଶ୍ୱର ଆଇଆଇଟି କ୍ୟାମ୍ପସରୁ ଜଣେ ତୃତୀୟ ବର୍ଷ ବିଟେକ୍ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ଘର ଦିଲ୍ଲୀରେ ବୋଲି ଜଣାଯାଇଛି। ତାଙ୍କ ନାମ ରିତିକା ବୋଲି ସୂଚନା ରହିଛି।
ସୂଚନା ଅନୁଯାୟୀ, ଛାତ୍ରୀଜଣଙ୍କ ହଷ୍ଟେଲ ଛାତ୍ରରୁ ଡେଇଁ ଜୀବନ ହାରିଥିବା ସୂଚନା ରହିଛି। ଗତକାଲି…
ପୁଲିସ୍ ଭ୍ୟାନକୁ ଧକ୍କା ଦେଲା ଆମ୍ବୁୁଲାନ୍ସ , ହୋମ୍ଗାର୍ଡ ପ୍ରାଣ ହରାଇଲେ
ପୁଲିସ୍ ଭ୍ୟାନକୁ ଧକ୍କା ଦେଲା ଆମ୍ବୁୁଲାନ୍ସ , ହୋମ୍ଗାର୍ଡ ପ୍ରାଣ ହରାଇଲେ । ଏଭଳି ଘଟଣା ଘଟିଛି ମୟୁରଭଞ୍ଜ ଉଦଳା ବାରିପଦା ପେଟ୍ରୋଲ ପମ୍ପ ନିକଟରେ । ସୋମବାର ବିଳମ୍ବିତ ରାତିରେ ଏକ ପୁଲିସ୍ ଭ୍ୟାନକୁ ୧୦୮ ଆମ୍ବୁୁଲାନ୍ସ ଧକ୍କା ଦେଇଥିଲା ଏଥିରେ ଜଣେ ହୋମଗାର୍ଡଙ୍କର ଗୁରୁତର ଆହତ…
ଚାରିଦିନିଆ ଓଡ଼ିଶା ଗସ୍ତରେ ଆର୍ ବି ଆଇ ଗଭର୍ନର
ଚାରିଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ( ଆର୍ ବି ଆଇ) ଗଭର୍ନର ଶକ୍ତିକାନ୍ତ ଦାସ। ଏହି ଅବସରରେ ସେ ପୁରୀ ଯାଇ ହାପ୍ରଭୁଙ୍କ ଦର୍ଶନକରିଛନ୍ତି। ତାଙ୍କ ସହିତ ତାଙ୍କ ସହଧର୍ମିଣୀ ମଧ୍ୟ
ରହିଛନ୍ତି। ଉଭୟ ମହାପ୍ରଭୁଙ୍କ ଦର୍ଶନ ସାନିଧ୍ୟ ନେଇ ଖୁବ ଭାବବିହ୍ବଳ …
୧୭ରେ ଆସିବେ ପ୍ରଧାନମନ୍ତ୍ରୀ
ଆସନ୍ତା ୧୭ ତାରିଖରେ ଓଡିଶା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏନେଇ ସୋମବାର ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି । ଜନତା ମଇଦାନରେ ସୁଭଦ୍ରା ଯୋଜନା ହିତାଧିକାରୀଙ୍କୁ ଟଙ୍କା ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ । ୧୭ ସୁଦ୍ଧା ଚୟନ ଯୋଗ୍ୟ ହତାଧିକାରୀଙ୍କୁ ପ୍ରଥମ…
ବନ୍ଦ ହେଲା ହୀରାକୁଦ ଡ୍ୟାମ
ହୀରାକୁଦ ଡ୍ୟାମର ଜଳସ୍ତରକୁ ଦୃଷ୍ଟିରେ ରଖି ସୋମବାର ସମସ୍ତ ଗେଟ୍କୁ ବନ୍ଦ କରି ଦିଆଯାଇଛି। ଖୋଲାଥିବା ୬ଟି ଗେଟ୍କୁ ବନ୍ଦ କରାଯାଇଥିବା ନେଇ ଡ୍ୟାମ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ ଇତିମଧ୍ୟରେ ଅବପାତର ରୂପ ନେଇଛି। ଏଥିଯୋଗୁ ରାଜ୍ୟର କିଛି ଅଞ୍ଚଳରେ…
ବିଧାନସଭାରେ ସୁଭଦ୍ରା ଝଡ଼
ସୁଭଦ୍ରା ଯୋଜନାରେ ପ୍ରତିଶ୍ରୁତି ପାଳନ ହୋଇ ନ ଥିବା ଅଭିଯୋଗରେ ଏହି ହୋହଲ୍ଲା ହୋଇଛି। ସୁଭଦ୍ରା ଯୋଜନାରେ ସବୁ ମହିଳାଙ୍କୁ ସାମିଲ କରିବାକୁ ଦାବି କରି ପ୍ରଥମେ ଗୃହରେ ବିଜେଡି ସଦସ୍ୟମାନେ ହଟ୍ଟଗୋଳ କରିଥିଲେ। ବାଚସ୍ପତିଙ୍କ ପୋଡ଼ିୟମ ନିକଟରେ ବିଜେଡି ସଦସ୍ୟଙ୍କ ହୋହଲ୍ଲା କରିଥିଲେ । ପରେ…