Browsing Category

Odisha

All about all odisha state news updates

ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ

ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର ଫେସବୁକରେ ଏକ ପୋଷ୍ଟ କରି ନବୀନଙ୍କ ଆର୍ଶୀବାଦ ଲୋଡିଛନ୍ତି ଅନୁଭବ। ସେ କହିଛନ୍ତି, ସବୁବେଳେ ନିଜ ପ୍ରତିଶ୍ରୁତି ଅନୁଯାୟୀ ଜାଗ୍ରତ ହେବାକୁ…

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା ସୃଷ୍ଟି କରୁଛନ୍ତି। ଏଭଳି କରି କେହି କେବେ ସଫଳ ହେବେନି। ଓଡ଼ିଶାବାସୀ ବିରୋଧୀଙ୍କ ଅସଲ ରୂପ ଜାଣିଛନ୍ତି। ଆପଣଙ୍କ ଆଶୀର୍ବାଦରେ…

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଧ୍ୟ ଉପସ୍ଥିତ ଅଛନ୍ତି। ସକାଳ ସାଢ଼େ ୧୦ଟାରେ ହିଞ୍ଜିଳିରେ ଆୟୋଜିତ ଏକ ଜନସଭାରେ…

ପ୍ରଚାର ମଇଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ

ବିଜୟ ଆଶାରେ ସାରା ଓଡ଼ିଶାରେ କମ୍ପଉଠିଛି ବିଜେଡି ବିଜେପି ଜୟ ଜୟକାର ଧ୍ୱନୀ । ତେବେ ଏହି ପ୍ରକ୍ରିୟାରେ ଆଜି ସାମିଲ ହେବେ ଖୋଦ୍ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜିଠାରୁ ମୁଖ୍ୟମନ୍ତ୍ରୀ ବିଜେଡି ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇବେ । ନିଜ ନିର୍ବାଚନ ମଣ୍ଡଳିରେ ସମାବେଶ କରି ପ୍ରଚାର ଆରମ୍ଭ…

ଆଜି କାକଟପୁର ମାଆ ମଙ୍ଗଳାଙ୍କ ଶେଷ ଚୈତ୍ର ଯାତ୍ରା

ଆଜି ଚୈତ୍ର ମାସ ମଙ୍ଗଳବାରର ଶେଷ ପାଳି । ତେଣୁ ପ୍ରତ୍ୟେକ ଓଡ଼ିଆଙ୍କ ଘରେ ଆଜି ପିଠାପଣା ବାସ୍ନାରେ ଚର୍ତୁଦିଗ ମହକୁଛି । ଦାଣ୍ଡରେ ପଣା ଢଳାଯାଇ ମାଆଙ୍କ ପାଖେ ସମସ୍ତେ ପରିବାର ପାଇଁ ମଙ୍ଗଳ ମନାସନ୍ତି ।ତେବେ ଏହାରି ମଧ୍ୟରେ ଆଜି କାକଟପୁର ମାଆ ମଙ୍ଗଳାଙ୍କ ଶେଷ ଚୈତ୍ର ଯାତ୍ରା । ଏହି ଅବସରରେ…

ବିଜେଡି ବିଧାନସଭା ପ୍ରାର୍ଥୀ ତାଲିକା: ବଦଳିଲେ ୫ ଆସନ ପାଇଁ ପ୍ରାର୍ଥୀ,

ଘୋଷଣା ହୋଇଛି ବିଜେଡିର ସପ୍ତମ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା । ଏଥିରେ ଆଜି ୬ଟ ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିନ୍ତି ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି କ୍ରମରେ ୬ଟି ଆସନରୁ ୫ଟି ଆସନରେ ପ୍ରାର୍ଥୀତ୍ୱ ବଦଳିଥିବାବେଳେ କାକଟପୁରରେ କିନ୍ତୁ ଟିକେଟ୍ ରିପିଟ୍ ହୋଇଛି । ନଜର…

ସେଞ୍ଚୁରିଅନ ବିଶ୍ୱ ବିଦ୍ୟାଳୟର ପରିସରରେ ଉଦଯାପିତ ହେଲା ଫୁଡ ଫେଷ୍ଟିଭାଲ

ଭାରତୀୟ ସଂସ୍କୃତିରେ ଶିକ୍ଷା ସମୃଦ୍ଧିର ପରିଚାୟକ ଅଟେ । ଏହି କ୍ରମରେ ସମସ୍ତ ପ୍ରକାର ବିଷୟ ମଣିଷର ଉନ୍ନତି ପାଇଁ ଆବଶ୍ୟକ ଅଟେ । ଭାରତୀୟ ଶିକ୍ଷା ପଦ୍ଧତିରେ ପ୍ରାଚୀନ କାଳରୁ ରନ୍ଧନ ବିଦ୍ୟା ଅନ୍ତର୍ଭୁକ୍ତ ହୋଇ ରହିଛି । ଏହାକୁ ଏକ କଳା ଭାବରେ ଗ୍ରହଣ କରାଯାଇଛି । ସମ୍ପ୍ରତି ବିଶ୍ୱରେ ରନ୍ଧନ…

ରାୟଗଡ଼ାରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ

ଆଗାମୀ ସାଧାରଣ ନିର୍ବାଚନରେ ୩ ପ୍ରମୁଖ ଦଳ ନିଜ ନିଜର ହେଭିୱେଟ୍‌ ନେତାଙ୍କୁ ନେଇ ଅଞ୍ଚଳରେ ପ୍ରଚାର ପାଇଁ ଯୋଜନା ଚଳାଇଛନ୍ତି। ତେବେ ରାୟଗଡ଼ା ଜିଲାରେ ବିଜେଡିର ପ୍ରଚାର ପାଇଁ ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସିବା ନେଇ ସୂଚନା ମିଳିଛି। ୨ ପର୍ଯ୍ୟାୟରେ ଜିଲାର ୩…

ଷଷ୍ଠ ପର୍ଯାୟରେ ୯ ଜଣଙ୍କ ନାଁ ଘୋଷଣା କଲା ବିଜେଡ଼ି

ବିଧାନସଭା ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡ଼ି । ଷଷ୍ଠ ପର୍ଯାୟରେ ୯ ଜଣଙ୍କ ନାଁ ଘୋଷଣା କଲା ବିଜେଡ଼ି । ବଡ଼ଚଣାରୁ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ଟିକେଟ ଦେଇ ସରପ୍ରାଇଜ୍ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ ୨ ଦିନ ତଳେ ବିଜେଡ଼ିରେ ଯୋଗ ଦେଇଥିଲେ…

ମହାନଦୀରେ ଡଙ୍ଗା ବୁଡ଼ି

ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଡଙ୍ଗା ବୁଡ଼ି ଘଟଣାରେ ଏଯାଏ ୭ ଜଣଙ୍କ ମୃତଦେହ ଉଦ୍ଧାର କରାଗଲାଣି। ଏମାନଙ୍କ ମଧ୍ୟରେ ୨ ମହିଳା ଓ ୨ ନାବାଳକଙ୍କ ସମେତ ପୁରୁଷ ଥିବା ଜଣାଯାଇଛି। ଦୁଇ ମୃତ ନାବାଳକ ହେଲେ ପିକେଶ୍ବର ରାଠିଆ ଓ ନବୀନ ରାଠିଆ। ଉଭୟଙ୍କର ବୟସ ୭ ବର୍ଷ ବୋଲି କୁହାଯାଉଛି।…