Trending
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
- ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
- ଦାରା ସିଂଙ୍କ ଆଗୁଆ ଜେଲ୍ ମୁକ୍ତି ଆଶା କ୍ରମଶଃ କ୍ଷୀଣ,ପରବର୍ତ୍ତୀ ଶୁଣାଣି ପାଇଁ ଆଗାମୀ ସେପ୍ଟେମ୍ବର ୧୭ ତାରିଖ ସ୍ଥିର
- କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲଙ୍କ ଘରେ ପହଞ୍ଚି ଗଣେଣଙ୍କ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
- ନୂଆଁଖାଇ କେବଳ ଏକ ପର୍ବ ନୁହେଁ ,ଏହା ଆମର ମାଟି, ସଂସ୍କୃତି, ଚାଲିଚଳଣୀ ଓ ସାମାଜିକ ଏକତାର ପ୍ରାଣସ୍ପନ୍ଦନ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ନୂଆ ଧାନକୁ ପ୍ରଥମେ ଦେବୀଙ୍କୁ ସମର୍ପଣ, ପରେ ପରିବାର ସହ ନବାନ୍ନ ଭକ୍ଷଣ
Browsing Category
Odisha
All about all odisha state news updates
ଦୁର୍ଗାପୂଜା ଭସାଣିରେ ବାଜିବନି ଡିଜେ
ଓଡ଼ିଆଙ୍କର ବାର ମାସରେ ୧୩ ପର୍ବ। ବର୍ତ୍ତମାନ ପାର୍ବଣର ଋତୁ ଆରମ୍ଭ ହୋଇସାରିଛି। ତେବେ ଆଗକୁ ଆସୁଛି ଦୁର୍ଗାପୂଜା। ଚଳିତ ବର୍ଷ ଦୁର୍ଗାପୂଜା ଭସାଣିରେ ଡିଜେକୁ ସଂପୂର୍ଣ୍ଣ ଭାବେ ମନାକରାଯାଇଛି।ଚଳିତବର୍ଷ ଦୁର୍ଗାପୂଜା ଭସାଣିରେ ଡିଜେ ବାଜିବନି। ଏହାକୁ ସମ୍ପୂର୍ଣ୍ଣ ବାରଣ କରିଛନ୍ତି ପୋଲିସ…
ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ବିଇଓଙ୍କୁ ଗିରଫ
ଗଞ୍ଜାମ ଜିଲ୍ଲା ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀ ସୀତାରାମ ପାତ୍ରଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ବିଇଓଙ୍କୁ ଗିରଫ କରାଯାଇଥିବା ଜଣାଯାଇଛି। ଗତକାଲି ଚଢ଼ଉ ବେଳେ ବିଇଓଙ୍କ ୩ଟି ବହୁତଳ କୋଠା ଠାବ ହୋଇଥିଲା। ଏହାଛଡ଼ା ତାଙ୍କ ଘରୁ ସାଢ଼େ ୬ ଲକ୍ଷ ସହ…
ଆନନ୍ଦବଜାର ଜଗିଲେ ଅବସରପ୍ରାପ୍ତ ସେନା
ଆଜିଠୁ ସେମାନେ ଆନନ୍ଦବଜାର ସୁରକ୍ଷା ଦାୟିତ୍ୱରେ ନିୟୋଜିତ ହୋଇଛନ୍ତି। ସାଦା ପୋଷାକରେ ୨୦ ଜଣ ମୁତୟନ ହୋଇଛନ୍ତି।ଏମାନେ ଆନନ୍ଦବଜାରରେ ଶୃଙ୍ଖଳା ବୁଝିବେ। ୨୦ ଜଣ ଦୁଇଟି ସିଫ୍ଟରେ କାମ କରିବେ। ସକାଳ ୬ଟାରୁ ୧୦ ଜଣ ଦିନ ୨ଟାରୁ ଆଉ ୧୦ ଜଣ ସିଫ୍ଟ କରିବେ। ଅବସରପ୍ରାପ୍ତ ସେନା କର୍ମଚାରୀଙ୍କୁ…
ଆଜିଠୁ ‘ସୁଭଦ୍ରା’ ଯୋଜନା ଆରମ୍ଭ
ବହୁ ପ୍ରତୀକ୍ଷିତ ‘ସୁଭଦ୍ରା’ ଯୋଜନା ପାଇଁ ପ୍ରାୟତଃ ସମସ୍ତ ଜିଲ୍ଲାରେ ଆବେଦନ ଫର୍ମ ଉପଲବ୍ଧ ହୋଇସାରିଛି। ଯେଉଁଠି ଉପଲବ୍ଧ ହୋଇପାରି ନାହିଁ, ଖୁବ୍ ଶୀଘ୍ର ପହଞ୍ଚି ଯିବ ବୋଲି ରାଜ୍ୟ ସରକାର ଦୃଢ଼ୋକ୍ତିର ସହିତ କହିଛନ୍ତି। ସେପ୍ଟେମ୍ବର ୧ ତାରିଖ ଠାରୁ ସୁଭଦ୍ରା ଯୋଜନାରେ…
ଚିନ୍ତାରେ ପ୍ରେମୀ ଆମିଷ
କିଏ କହିଲେଣି ଅଣ୍ଡା ଖାଇବାକୁ ଡର ଲାଗୁଛି ତ ଆଉ କିଏ ପରାମର୍ଶ ଦେଲେଣି, କିଛି ଦିନ ପାଇଁ ଚିକେନ୍ ଛାଡ଼ି ଦେବାକୁ। ଆମିଷ ପ୍ରେମୀ ଚିନ୍ତାରେ, ବ୍ୟବସାୟୀ ବି ଘାଟାରେ। ପଡ଼ୋଶୀ ପୁରୀ ଜିଲ୍ଲାରେ ବାର୍ଡ ଫ୍ଳୁ ବ୍ୟାପିବା ପରେ ରାଜଧାନୀବାସୀଙ୍କୁ ଚେତାଇ ଦେଇଛି ପ୍ରଶାସନ। ଚିକେନ୍ ଖାଇବାକୁ ବାରଣ ସହ…
ଆଜି ବିଏମ୍ସିର ସ୍ବାୟତ୍ତ ଶାସନ ଦିବସ
ବିଏମ୍ସି ପାଳିବାକୁ ଯାଉଛି ସ୍ବାୟତ୍ତ ଶାସନ ଦିବସ। ଏଥିପାଇଁ ଚାଲିଥିବା ଜୋରଦାର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। କିନ୍ତୁ ଏଥର ଉଦ୍ଘାଟନ ପାଇଁ କେତେକ ୱାର୍ଡ ଅଫିସ, ରାସ୍ତା, ନଳାକୁ ଛାଡ଼ିଦେଲେ କୌଣସି ବଡ଼ ପ୍ରକଳ୍ପ ବିଏମ୍ସି ହାତରେ ନାହିଁ। ଏଣୁ ଏହାକୁ ପ୍ରକଳ୍ପ ନିକଟରେ…
ଏହି ସବୁ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ
ଆସନ୍ତା ସେପ୍ଟେମ୍ବର ୨, ୯ ଏବଂ ୧୬ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ସଂପ୍ରତି ସପ୍ତଦଶ ଓଡ଼ିଶା ବିଧାନସଭାର ପ୍ରଥମ ଅଧିବେଶନ ଚାଲୁ ରହିଥିବାରୁ ସେପ୍ଟେମ୍ବର ୨ ତାରିଖ ଏବଂ ସେପ୍ଟେମ୍ବର ୯ ତାରିଖରେ ନୂଆଖାଇ ପରିପ୍ରେକ୍ଷୀରେ ସ୍ଵତନ୍ତ୍ର ସରକାରୀ…
ଶ୍ରୀମନ୍ଦିର ପକ୍ଷରୁ ନିଜସ୍ୱ ଏଫଏମ ରେଡିଓ ଚ୍ୟାନେଲ ଆରମ୍ଭ
ଶ୍ରୀମନ୍ଦିର ପରିଚାଳନା କମିଟିର ବୈଠକ ଶେଷ ହୋଇଛି। ଦୀର୍ଘ ଚାରିଘଣ୍ଟାରୁ ଉର୍ଦ୍ଧ୍ବ ସମୟ ଏହି ବୈଠକ ଚାଲିଥିବାବେଳେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି | ଶ୍ରୀମନ୍ଦିର ପକ୍ଷରୁ ନିଜସ୍ୱ ଏଫଏମ ରେଡିଓ ଚ୍ୟାନେଲ ଆରମ୍ଭ ହେବ । ଏ ବାବଦରେ ବିସ୍ତୃତ ଆଲୋଚନା ପରେ ପଦକ୍ଷେପ ଗ୍ରହଣ…
ସାମ୍ବାଦିକଙ୍କ ସ୍ୱାସ୍ଥ୍ୟବୀମା ଯୋଜନା
ଗୋପବନ୍ଧୁ ସ୍ୱାସ୍ଥ୍ୟବୀମା ଯୋଜନା ଗୋଟିଏ ବର୍ଷ ବୃଦ୍ଧି କରାଯାଇଛି। ଗୋଟିଏ ବର୍ଷ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଅଗଷ୍ଟ ୩୧ ତାରିଖରେ ସରୁଥିଲା ସ୍ୱାସ୍ଥ୍ୟବୀମା ଅବଧି। ତେବେ ପୂର୍ବ ବର୍ଷର ତାଲିକାକୁ ଚଳିତ ବର୍ଷରେ ଲାଗୁ କରିବା ପାଇଁ ନିଆଗଲା ନିଷ୍ପତ୍ତି।କିଛିଦିନ ତଳେ…
ପରିତ୍ୟକ୍ତ କୋଠାରୁ ନାବାଳିକାଙ୍କ ମୃତଦେହ ଉଦ୍ଧାର,ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ
ବାଲେଶ୍ବର ଜିଲ୍ଲା ରେମୁଣା ଅଧୀନ ଥାନା ବାଲଗୋପାଲପୁର ଶିଳ୍ପାଞ୍ଚଳରେ ଚାଞ୍ଚଲ୍ୟକର ଘଟଣା ଘଟିଛି। ସ୍ଥାନୀୟ ଏକ ତିନି ମହଲା ପରିତ୍ୟକ୍ତ କୋଠାରୁ ଗତକାଲି ସଂଧ୍ୟାରେ ନାବାଳିକାଙ୍କ ମୃତଦେହ ଉଦ୍ଧାର ହୋଇଛି। ଯାହା ଅନୁମାନ କରାଯାଉଛି, ତାଙ୍କର ଦୁଷ୍କର୍ମ ପରେ ହତ୍ୟା ହୋଇଛି।
ମିଳିଥିବା…