Trending
- ଅଙ୍ଗନୱାଡି କେନ୍ଦ୍ର ନିର୍ମାଣରେ ହେଉଥିବା ବିଳମ୍ବ ନେଇ ପ୍ରତାପ ଦେବଙ୍କ କଟାକ୍ଷ
- ଆଜି BSF ପ୍ରତିଷ୍ଠା ଦିବସ: ସୀମା ସୁରକ୍ଷା ବଳର ବୀରତ୍ୱକୁ ସମ୍ମାନ
- ମୋଦୀ କହିଲେ- ବିରୋଧୀ ହତାଶ
- ନିଜ ନିଜର ନିର୍ବାଚନମଣ୍ଡଳୀରେ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ମୁହାଁ ମୁହିଁ ହୋଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଓ ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ
- ଆଜିଠୁ ସଂସଦରେ ଆରମ୍ଭ ହେବ ଶୀତ ଅଧିବେଶନ
- BLOଙ୍କ ପାରିଶ୍ରମିକ ୬ ହଜାରରୁ ୧୨ ହଜାର ଟଙ୍କାକୁ ବୃଦ୍ଧି
- ଡିସେମ୍ବର 7ରେ ଆଉ ଥରେ ହେବ ASO ପରୀକ୍ଷା
- ରାହୁଲ, ସୋନିଆଙ୍କ ସହ ୬ ଜଣଙ୍କ ବିରୋଧରେ ମାମଲା ରୁଜୁ
- ଗୋଟିଏ ଦିନରେ ବିଜେଡି ସମର୍ଥିତ ୩ ଜଣ ବ୍ଲକ୍ ଅଧ୍ୟକ୍ଷ ଦଳରୁ ଇସ୍ତଫା ଦେଲେ
- ଲକ୍ଷ୍ନୌରେ ମେଜର ଜେନେରାଲ ସୈୟଦ ତକି ଆବ୍ବାସ ରିଜଭୀଙ୍କ ଦେହାନ୍ତ
Browsing Category
Odisha
All about all odisha state news updates
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ସମ୍ବଲପୁର IIMର ନୂଆ କ୍ୟାମ୍ପସର ଉଦ୍ଘାଟନ କରିଛନ୍ତି
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ସମ୍ବଲପୁର IIMର ନୂଆ କ୍ୟାମ୍ପସର ଉଦ୍ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ସ୍ଥାନୀୟ ସାଂସଦ, ବିଧାୟକ ଓ ଅନ୍ୟମାନେ…
ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ଓ ନିର୍ଦ୍ଦେଶକ ପଦ୍ମଶ୍ରୀ ସାଧୁ ମେହେରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ଵର: ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ଓ ନିର୍ଦ୍ଦେଶକ ପଦ୍ମଶ୍ରୀ ସାଧୁ ମେହେରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଉଭୟ ହିନ୍ଦି ଓ ଓଡିଆ ଚଳଚ୍ଚିତ୍ରରେ ସେ ତାଙ୍କର ନିଖୁଣ ଅଭିନୟର ଛାପ ଛାଡି ଯାଇଛନ୍ତି। ସେ ହେଉଛନ୍ତି ଜାତୀୟ ଚଳଚ୍ଚିତ୍ର…
ଭାଷା ଓ ସାହିତ୍ୟକୁ ନେଇ କେବେ ହୋଇ ନ ଥିବା ବିବିଧ କାର୍ଯ୍ୟକ୍ରମ
ଓଡିଆ ଭାଷା ଓ ଭାଷା ବିଜ୍ଞାନରେ ଅନନ୍ୟ ଅବଦାନ ପାଇଁ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ଜୀବନବ୍ୟାପୀ ସାଧନା ପୁରସ୍କାରରେ ସମ୍ବର୍ଦ୍ଧିତ କରାଯିବ।ଏତଦ୍ବ୍ୟତୀତ ଜ୍ଞାନପୀଠ ପୁରସ୍କାର ବିଜେତା, ପଦ୍ମପୁରସ୍କାର ବିଜେତା, ସାହିତ୍ୟ ଅକାଦେମି ପୁରସ୍କାରପ୍ରାପ୍ତ ବ୍ୟକ୍ତି, କବୀର ସମ୍ମାନ…
ରାଜ୍ୟପାଳଙ୍କୁ ଭେଟିଲେ ଏନସିସି କ୍ୟାଡେଟଙ୍କ ସହ କର୍ଣ୍ଣେଲ ସାଗର ମହାନ୍ତି
ଭୁବନେଶ୍ବର: ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଛନ୍ତି ଟିମ୍ ଓଡିଶା RDC-24 NCC କ୍ୟାଡେଟ୍ସଙ୍କ ସହ କର୍ଣ୍ଣେଲ ସାଗର ମହାନ୍ତି| ଏକ ପ୍ରେରଣାଦାୟକ "ଏଟି-ହୋମ୍" ଇଭେଣ୍ଟ ପାଇଁ ରାଜ ଭବନରେ ଶ୍ରୀ ମହାନ୍ତି ରାଜ୍ୟପାଳଙ୍କୁ ଭେଟି ଆଲୋଚନା କରିଛନ୍ତି । ସେବା ଏବଂ ଉତ୍କର୍ଷତା ପାଇଁ ଏନସିସି…
୩ରୁ ଆରମ୍ଭ ହେବ ଏକାମ୍ର ଉତ୍ସବ
ରାଜଧାନୀ ଭୁବନେଶ୍ୱରରେ ଆସନ୍ତା ଫେବୃଆରୀ ୩ରୁ ଫେବ୍ରୁଆରୀ ୯ ତାରିଖ ପର୍ଯ୍ୟନ୍ତ ଏହି ଉତ୍ସବ ପାଳନ ହେବ। ବୁଧବାର ଲୋକସେବା ଭବନରେ ସମ୍ମିଳନୀ କକ୍ଷରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏକାମ୍ର ଉତ୍ସବ ସମ୍ପର୍କରେ ସୂଚନା ପ୍ରଦାନ କରାଯାଇଛି। ଏହି ସମ୍ମିଳନୀରେ ଭୁବନେଶ୍ୱର ମ୍ୟୁନିସିପାଲିଟି…
ରାହୁଲ ଗାନ୍ଧିଙ୍କ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା ଆସନ୍ତା ୬ତାରିଖରେ ଓଡ଼ିଶାରେ ପ୍ରବେଶ କରିବ
ରାହୁଲ ଗାନ୍ଧିଙ୍କ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା ଆସନ୍ତା ୬ତାରିଖରେ ଓଡ଼ିଶାରେ ପ୍ରବେଶ କରିବ । ବୀରମିତ୍ରପୁରଠାରେ ରାହୁଲ ଗାନ୍ଧିଙ୍କୁ ସ୍ୱାଗତ କରିବା ପାଇଁ ପ୍ରଦେଶ କଂଗ୍ରେସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି । ରାହୁଲ ୬ରେ ବୀରମିତ୍ରପୁର ଓ ୭ରେ ଝାରସୁଗୁଡ଼ାରେ ରାତି ବିତାଇବାର…
ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମାନରେ ସମ୍ମାନିତ ହେବେ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ
ଭୁବନେଶ୍ବର: ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମାନରେ ସମ୍ମାନିତ ହେବେ ବିଶିଷ୍ଟ ଭାଷାବିତ୍ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ । ଦେବୀପ୍ରସନ୍ନଙ୍କୁ ମାନପତ୍ର ସହ କୋଡ଼ିଏ ଲକ୍ଷ ଟଙ୍କା ପୁରସ୍କାର ରାଶିରେ ସମ୍ମାନିତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ…
ଓଡ଼ିଶାର ଏହି ସ୍ଥାନରେ ପ୍ରତିଷ୍ଠା ହେବ ୫ ଅତ୍ୟାଧୁନିକ ଡାକ୍ତରଖାନା
ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଥମ ଥର ପାଇଁ ପିପିପି ମୋଡ୍ରେ ଅତ୍ୟାଧୁନିକ ଡାକ୍ତରଖାନା ପ୍ରତିଷ୍ଠା କରାଯିବ। ଆଗାମୀ ଦୁଇବର୍ଷ ମଧ୍ୟରେ ଏହି ଡାକ୍ତରଖାନାଗୁଡ଼ିକ କାର୍ଯ୍ୟକ୍ଷମ ହେବ ବୋଲି କୁହାଯାଇଛି। ଏଠାରେ ସବୁ ପ୍ରକାର ସେବା ସୁଲଭ ମୂଲ୍ୟରେ ଯୋଗାଇ ଦିଆଯିବ ଆଉ ବିଏସ୍କେୱାଇ…
ଗିନିଜ୍ ବୁକ୍ରେ ସ୍ଥାନ ପାଇବ ଓଡ଼ିଶା!
ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ତାହାକୁ ନଜରରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୩ ଦିନିଆ ବିଦ୍ୟାଳୟ ସ୍ତରୀୟ ଉତ୍ସବ ମାଧ୍ୟମରେ ଓଡ଼ିଆ ଭାଷା ଓ ସଂସ୍କୃତିର ପ୍ରଚାର ପ୍ରସାର କରିବାକୁ ଲକ୍ଷ୍ୟ…
ଶ୍ରୀଜିଉଙ୍କ ବନକଲାଗି ନୀତି; ୩ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି। ସନ୍ଧ୍ୟାରେ ୩ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ। ପବିତ୍ର ମାଘ କୃଷ୍ଣପକ୍ଷ ପଞ୍ଚମୀ ତିଥିରେ ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି।
ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର…