Trending
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
- ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
- ଦାରା ସିଂଙ୍କ ଆଗୁଆ ଜେଲ୍ ମୁକ୍ତି ଆଶା କ୍ରମଶଃ କ୍ଷୀଣ,ପରବର୍ତ୍ତୀ ଶୁଣାଣି ପାଇଁ ଆଗାମୀ ସେପ୍ଟେମ୍ବର ୧୭ ତାରିଖ ସ୍ଥିର
- କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲଙ୍କ ଘରେ ପହଞ୍ଚି ଗଣେଣଙ୍କ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
- ନୂଆଁଖାଇ କେବଳ ଏକ ପର୍ବ ନୁହେଁ ,ଏହା ଆମର ମାଟି, ସଂସ୍କୃତି, ଚାଲିଚଳଣୀ ଓ ସାମାଜିକ ଏକତାର ପ୍ରାଣସ୍ପନ୍ଦନ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ନୂଆ ଧାନକୁ ପ୍ରଥମେ ଦେବୀଙ୍କୁ ସମର୍ପଣ, ପରେ ପରିବାର ସହ ନବାନ୍ନ ଭକ୍ଷଣ
Browsing Category
Odisha
All about all odisha state news updates
ଭିଜିଲାନ୍ସ ହାତରେ କନିଷ୍ଠ କିରାଣୀ
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି କନିଷ୍ଠ କିରାଣୀ। ବାଲେଶ୍ୱର ଜିଲା ଡିଇଓ ଅଫିସର କନିଷ୍ଠ କିରାଣୀ ପ୍ରଦୀପ ଦାସଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ। ଏକକାଳୀନ ୬ଟି ସ୍ଥାନରେ ଚଢାଉ ହେଉଥିବା ସୂଚନା ମିଳିଛି। ଭିଜିଲାନ୍ସର ୬ଜଣିଆ ଟିମ୍ ପ୍ରଦୀପଙ୍କ…
ବଡଦାଣ୍ଡରେ ଅଘଟଣ
ପୁରୀ ବଡଦାଣ୍ଡରେ ଘଟିଛି ଅଘଟଣ। ରାସ୍ତା ଉପରେ ବସିଥିବା ଭକ୍ତଙ୍କ ଉପରକୁ ଚଡିଯାଇଛି ଏକ କାର୍। ମାଉସୀ ମା’ ମନ୍ଦିର ନିକଟରେ ଏହି ଦୁର୍ଘଟଣା ଘଟିଛି। କାର୍ଟି ଭକ୍ତଙ୍କ ଅଣ୍ଟା ଉପରେ ଚଢିଯାଇଛି। ଯାହାଯୋଗୁ ସେ ଗୁରୁତର ଆହତ ହୋଇଛନ୍ତି।
ପ୍ରେମକୁ ଭୁଲି ପାରୁ ନ ଥିବା ନାବାଳକ ସାଜିଲା ରକ୍ତମୁଖା,ରାସ୍ତାରେ କଣ୍ଟା ସାଜିଥିବା ଦାଦାକୁ ହଟାଇବାକୁ ପାଲଟିଗଲା…
ପ୍ରେମକୁ ଭୁଲି ପାରୁ ନ ଥିବା ନାବାଳକ ସାଜିଲେ ରକ୍ତମୁଖା। ଆଉ ରାସ୍ତାରେ କଣ୍ଟା ସାଜିଥିବା ଦାଦାଙ୍କୁ ହଟାଇବାକୁ ପାଲଟିଗଲେ ଜହ୍ଲାଦ । ଏପରିକି ରାତି ଅଧରେ ବାଇକ୍ରେ ଫେରୁଥିବା ଯୁବତୀଙ୍କ ଦାଦାଙ୍କ ବେକକୁ ଖଣ୍ଡାରେ ଚୋଟ ପକାଇଲେ। ଫଳରେ ଆଖି ପିଛୁଳାକେ ମୁଣ୍ଡରୁ ଗଣ୍ଡି ଅଲଗା ହୋଇଗଲା।…
ପୁଣି ସାଲିଆ ସାହିରେ ବୁଲିଲା ବୁଲଡୋଜର, ଚୋରା ଦେଶୀ ମଦ ବ୍ୟବସାୟୀଙ୍କ ଘର ଭାଙ୍ଗୁଛି ପ୍ରଶାସନ
ପୁଣି ସାଲିଆ ସାହିରେ ବୁଲିଲା ବୁଲଡୋଜର। ଚୋରା ଦେଶୀ ମଦ ବ୍ୟବସାୟୀଙ୍କ ଘର ଭାଙ୍ଗୁଛି ପ୍ରଶାସନ। ଇଡକୋ ଓ ନୀଳଚକ୍ରନଗରରେ ଅବକାରୀ ବିଭାଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଘଟଣାସ୍ଥଳରେ ଅବକାରୀ ବିଭାଗ ପହଞ୍ଚି ବିପୁଳ ପରିମାଣର ପୋଚ ଜବତ କରିବା ସହ ନଷ୍ଟ କରିଛି। ତେବେ ଗତ ୨୬ ତାରିଖରେ…
ସଡ଼କ ସୁରକ୍ଷା କ୍ଷେତ୍ରରେ ଓଡ଼ିଶାକୁ ଶ୍ରେଷ୍ଠ ରାଜ୍ୟ ସମ୍ମାନ
କଟକ: ସଡ଼କ ସୁରକ୍ଷା କ୍ଷେତ୍ରରେ ପଦକ୍ଷେପ ନେବାରେ ଦେଶର ଶ୍ରେଷ୍ଠ ରାଜ୍ୟ ଭାବରେ ଓଡ଼ିଶାକୁ ମାନ୍ୟତା ମିଳିଛି । ଦିଲ୍ଲୀରେ ଆୟୋଜିତ ଫିକି ଷଷ୍ଠ ସଡ଼କ ସୁରକ୍ଷା କନକ୍ଲେଭ ଅବସରରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡ଼କରୀ ଓଡ଼ିଶା ପାଇଁ ଯୁଗ୍ମ ପରିବହନ କମିସନର ପ୍ରଦୀପ…
ମାହାଙ୍ଗା ହତ୍ୟାକାଣ୍ଡ 9 ଜଣଙ୍କୁ ଆଜୀବନ
ବହୁ ଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ଘଟଣାରେ ସାଲେପୁର ଅତିରିକ୍ତ ଜିଲ୍ଲା ଜଜ କୋର୍ଟ ଆଜି ରାୟ ଶୁଣାଇଛନ୍ତି। ଏହି ଘଟଣାରେ ୯ ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ହୋଇଥିବା ବେଳେ ଅରବିନ୍ଦ ଖଟୁଆଙ୍କୁ ସାକ୍ଷ୍ୟ ପ୍ରମାଣ ଅଭାବରୁ ନିର୍ଦ୍ଦୋଷରୁ ଖଲାସ କରାଯାଇଛି। ମାହାଙ୍ଗାର ପୂର୍ବତନ…
କଳାଧନ ସମ୍ପର୍କିତ ଏସଆଇଟି ବୈଠକ
ଆଜି ବସିଛି କଳାଧନ ସମ୍ପର୍କିତ ଏସଆଇଟି ବୈଠକ । ଏସଆଇଟି ଉପାଧ୍ୟକ୍ଷ ଜଷ୍ଟିସ ଅରିଜିତ ପଶାୟତଙ୍କ କଟକସ୍ଥିତ ବାସଭବନରେ ବସିଛି ବୈଠକ । ଏଥିରେ ଯୋଗଦେଇଛନ୍ତି ଇଡି ନିର୍ଦ୍ଦେଶକ ରାହୁଲ ନବୀନ । ଏଥିପାଇଁ ୩ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ରାହୁଲ ନବୀନ। ତାଙ୍କ ସହ ସେଣ୍ଟ୍ରାଲ ବୋର୍ଡ ଅଫ…
ଓ୍ବେବ୍ ସାମ୍ବାଦିକମାନଙ୍କୁ ପଞ୍ଜିକୃତ କରିବା ପାଇଁ କୌଣସି ବ୍ୟବସ୍ଥା ନାହିଁ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ରାଜ୍ୟରେ ସାମ୍ବାଦିକମାନଙ୍କୁ ପଞ୍ଜିକୃତ କରିବା ନୀତି ଉପରେ ବଡ଼ ତଥ୍ୟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗୃହରେ ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କ ପ୍ରଶ୍ନରେ ଉତ୍ତର ରଖି ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଓ ଓ୍ବେବ୍ ସାମ୍ବାଦିକଙ୍କ ପଞ୍ଜିକରଣ ନେଇ ଗୁରୁତ୍ଵପୂର୍ଣ୍ଣ ତଥ୍ୟ…
ଭିଜିଲାନ୍ସ ଜାଲରେ CHSE ଅଧିକାରୀ
CHSE ଅଧିକାରୀଙ୍କ ଘରେ ବୁଧବାର ଭିଜିଲାନ୍ସ ରେଡ୍ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ରେଡ୍ ହୋଇଥିବା ଜଣାପଡିଛି। CHSE ରେକର୍ଡ ସପ୍ଲାୟର୍ ପୁରେନ୍ଦ୍ର ସେଠୀଙ୍କ ଭୁବନେଶ୍ବରରେ ୨ଟି, ଜଗତସିଂହପୁର ପୈତୃକ ଘରେ ରେଡ କରାଯାଉଛି। ଭୁବନେଶ୍ୱରର କାନନ ବିହାରସ୍ଥିତ ୪ ମହଲା ଘର…
ବନ୍ୟଜନ୍ତୁଙ୍କ ସୁରକ୍ଷା , ଜଙ୍ଗଲ ଜଗିବ ଡଗ୍ ସ୍କ୍ବାଡ୍
ରାଜ୍ୟରେ ବିଭିନ୍ନ ବନଖଣ୍ଡ ଅଞ୍ଚଳରେ ବନ୍ୟଜନ୍ତୁଙ୍କ ସୁରକ୍ଷା, ପ୍ରାଣଘାତୀ ବୋମା ଏବଂ ପଶୁ ଶିକାରୀଙ୍କ ଜନ୍ତା (ଫାସ)ର ସନ୍ଧାନ କରିବାକୁ ପ୍ରଶିକ୍ଷଣପ୍ରାପ୍ତ କୁକୁର ପାଇଁ ଟେଣ୍ଡର ଆହ୍ବାନ କରିଛି ବନ ବିଭାଗ। ପ୍ରଥମ ପର୍ଯ୍ୟାୟରେ ୫ଟି ଡିଭିଜନରେ ୧୦ଟି ଡଗ୍ ସ୍କ୍ବାଡ଼ ରଖାଯିବାକୁ ବ୍ୟବସ୍ଥା…