Browsing Category

Odisha

All about all odisha state news updates

ଖଣିଜ ପାଣ୍ଠି ବ୍ୟବସ୍ଥାକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ

ସୋସିଆଲ ମିଡିଆରେ ପୁଣି ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ କେନ୍ଦ୍ରମନ୍ତ୍ରୀ । ଖଣିଜ ପାଣ୍ଠି ବ୍ୟବସ୍ଥାକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । କେନ୍ଦ୍ରମନ୍ତ୍ରୀ ଲେଖିଛନ୍ତି, ମୋଦୀ ସରକାର ଜିଲ୍ଲା ଖଣିଜ ପାଣ୍ଠି ଯୋଜନାରେ ସୁନ୍ଦରଗଡ଼କୁ ୬ହଜାର ୪୦୫ କୋଟି…

ଡିଭାଇଡର୍‌ ଉପରେ ଚଢ଼ିଗଲା କାର୍‌, ଚାଲିଗଲା ବାପ-ଝିଅଙ୍କ ଜୀବନ, ୩ ଗୁରୁତର

ପୁରୀରୁ ଖଡ଼ଗପୁର ଆସୁଥିବା ଏକ କାର୍‌ ରବିବାର ଭାରସାମ୍ୟ ହରାଇ ଡିଭାଇଡର ଉପରେ ଚଢ଼ି ଯିବାରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି।ସୂଚନାନୁଯାୟୀ, ୧୬ ନମ୍ବର ଜାତୀୟ ରାଜପଥର ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ଯଶୋଟିକିରୀଠାରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।…

ଆଜି ହେଉଛି ପବିତ୍ର ପଣା ସଂକ୍ରାନ୍ତି

ଆଜି ହେଉଛି ପବିତ୍ର ପଣା ସଂକ୍ରାନ୍ତି।  ସାରା ରାଜ୍ୟରେ  ଓଡ଼ିଆ ପରମ୍ପରାନୁଯାୟୀ ଏହି ଦିନଠାରୁ ନୂତନ ବର୍ଷ ଆରମ୍ଭ ହୋଇଥାଏ। ଏହାଛଡ଼ା ଏହି ଦିନକୁ ହନୁମାନ ଜୟନ୍ତୀ, ମହାବିଷୁବ ସଂକ୍ରାନ୍ତି ଭାବେ ମଧ୍ୟ ପାଳନ କରାଯାଇଥାଏ। ଓଡ଼ିଆ ସଂସ୍କୃତି ଓ କାଳ ଗଣନାରେ ଗୋଟିଏ ବର୍ଷ ବୈଶାଖରୁ ଆରମ୍ଭ ହୋଇ…

ଟାର୍ଗେଟ କଲେ ବୈଜୟନ୍ତ

କେନ୍ଦ୍ରାପଡ଼ା:  ପାଟକୁରା ତିକନପୁରରେ ବିଜେପି ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ଜୋରଦାର କରିଛନ୍ତି ପ୍ରଚାର । ଏଥର ବିଜେପି ବିଜେଡି ମଧ୍ୟରେ ଟକ୍କର ହେବାକୁ ଯାଉଥିବା ବେଳେ ନିର୍ବାଚନୀ ପ୍ରଚାରରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବୈଜୟନ୍ତ ପଣ୍ଡା । ଉପସ୍ଥିତ ଜନସାଧାରଣଙ୍କୁ ସେ…

ଆଜିର ରାଶିଫଳ

ମେଷ: ସମାଜ ସେବାରେ ସୁନାମ ଅର୍ଜନ କରିପାରିବେ ଓ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରି ପ୍ରଶଂସା ପାଇବେ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ବୃଷ: ଅନେକ କ୍ଷେତ୍ରରେ…

ନବୀନ ନିବାସକୁ କଳାକାରଙ୍କ ଡାକରା ପରେ ବର୍ଷିଲା ବିଜେପି

ନିର୍ବାଚନ ସମୟରେ ଷ୍ଟାରଙ୍କୁ ନେଇ ଜୋର ଧରିଲା ରାଜନୀତି । ନବୀନ ନିବାସକୁ କଳାକାରଙ୍କ ଡାକରା ପରେ ବର୍ଷିଲା ଭାରତୀୟ ଜନତା ପାର୍ଟି । ସାମ୍ବାଦିକ ସମ୍ମିଳନୀ ଜରିଆରେ ବିଜେଡିକୁ ପ୍ରଶ୍ନ କରିଛି ବିଜେପି । ବିଜେପି ନେତ୍ରୀ ତଥା ଅଭିନେତ୍ରୀ ପିଙ୍କି ପ୍ରଧାନ ପ୍ରଶ୍ନ କରିଛନ୍ତି, ରାଜ୍ୟ ସରକାର…

ବିଜେପିରେ ମିଶିଲେ ବରିଷ୍ଠ ବିଜେଡି ନେତା ଅଜୟ ନାୟକ

ବିଜେପିରେ ମିଶିଲେ ଚାନ୍ଦବାଲି ନିର୍ବାଚନମଣ୍ଡଳୀର ବରିଷ୍ଠ ବିଜେଡି ନେତା ଅଜୟ ନାୟକ। ଆଜି ସେ ବିଜେଡିରୁ ଇସ୍ତଫା ଦେବା ପରେ ବିଜେପିରେ ସାମିଲ ହୋଇଛନ୍ତି। ବିଧାୟକ ବ୍ୟୋମକେଶଙ୍କୁ ମାମୁଁ ହେଉଛନ୍ତି ଅଜୟ ନାୟକ। ସେ ବ୍ୟୋମକେଶଙ୍କ ଟିକେଟକୁ ବିରୋଧ କରୁଥିବା କୁହାଯାଉଥିଲା। ବିଜେପି ନେତା ସମୀର…

ନିର୍ବାଚନ ରାଲିରେ ଯାଇଥିବାରୁ ନିଲମ୍ବିତ ହେଲେ ଶିକ୍ଷୟିତ୍ରୀ

ଏକ ରାଜନୈତିକ ଦଳର ନିର୍ବାଚନ ରାଲିରେ ଯୋଗ ଦେଇଥିବାରୁ ଜଣେ ଶିକ୍ଷୟିତ୍ରୀଙ୍କୁ ମହଙ୍ଗା ପଡିଛି। ଏଭଳି ଏକ ଘଟଣା ଘଟିଛି ବୌଦ୍ଧ ଜିଲାରେ। ବୌଦ୍ଧ ଜିଲାପାଳ ଜେ. ସୋନାଲ ଶିକ୍ଷୟିତ୍ରୀଙ୍କୁ ନିଲମ୍ବନ କରିଛନ୍ତି। ନିଲମ୍ବିତ ଶିକ୍ଷୟିତ୍ରୀ ହେଲେ ବୌଦ୍ଧ ବ୍ଲକ ଅଧୀନ ଦହ୍ୟା ସରକାରୀ ନୋଡାଲ…

ଶ୍ରୀମନ୍ଦିରରେ ଅଣହିନ୍ଦୁଙ୍କ ପ୍ରବେଶ ରୋକିବେ ପ୍ରତିହାରୀ ସେବକ

ଏଣିକି ଶ୍ରୀମନ୍ଦିରରେ ଅଣହିନ୍ଦୁଙ୍କ ପ୍ରବେଶ ରୋକିବେ ପ୍ରତିହାରୀ ସେବକ। ଶ୍ରୀମନ୍ଦିରକୁ ଅନେକ ସମୟରେ ଅଣହିନ୍ଦୁ ପ୍ରବେଶ କରୁଥିବା ନେଇ ବାରମ୍ବାର ଅଭିଯୋଗ ଆସିବା ପରେ ପ୍ରତିହାରୀ ନିଯୋଗର ଏଭଳି ପ୍ରସ୍ତାବକୁ ଶ୍ରୀମନ୍ଦିର ପ୍ରଶାସନ ସ୍ବୀକୃତି ଦେଇଥିବା ନିଯୋଗର ସମ୍ପାଦକ ରାମନାରାୟଣ ଗୋଛିକାର…

ଆଜି ରାଜଧାନୀ ପ୍ରତିଷ୍ଠା ଦିବସ

ସୂଚନା ଓ ଲୋକସମ୍ପର୍କ ବିଭାଗ, ଭୁବନେଶ୍ୱର ମହାନଗର ନିଗମ ଏବଂ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟି ପକ୍ଷରୁ ଶନିବାର ୭୬ତମ ରାଜଧାନୀ ପ୍ରତିଷ୍ଠା ଦିବସ ସମାରୋହ ପାଳିତ ହେବ। ଏହି ଅବସରରେ ସକାଳ ୭ଟା ୩୦ରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା…