Trending
- ଶେଷ ବିଦାୟ ନେଲା ହରିଶ ରାଣା ,ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
- ରାଜ୍ୟସଭା ନିର୍ବାଚନ: ବିଜେଡି ଶିବିରରେ କ୍ରସ୍ ଭୋଟିଂ ହୋଇଥିବା ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସଙ୍କ ଆଭିମୁଖ୍ୟକୁ ନେଇ ସନ୍ଦେହ ବଢ଼ିଛି
- ଉପାସନା ମହାପାତ୍ରଙ୍କୁ ଦ୍ୱିତୀୟ ଥର ବାଲାଟ ଦେବା ନେଇ ପ୍ରଶ୍ନ ଉଠାଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
- ଏସସିବି ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ତ,ଅଗ୍ନିକାଣ୍ତରେ ୧୦ରୁ ଅଧିକ ରୋଗୀଙ୍କର ମୃତ୍ୟୁ
- କଟକ ଏସସିବି ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ,ଅଗ୍ନିକାଣ୍ଡରେ ୧୦ ରୋଗୀ ମୃତ
- ମୋହନା ବିଧାୟକ ବିଧାୟକ ଦାଶରଥୀ ଗମାଙ୍ଗଙ୍କୁ ସୋ’ କଜ୍ ନୋଟିସ୍ ଜାରି କଲା ପିସିସି ଶୃଙ୍ଖଳା କମିଟି,ସନ୍ଧ୍ୟା ସୁଦ୍ଧା ଦଳୀୟ କାର୍ଯ୍ୟାଳୟରେ ହାଜର ହେବାକୁ ନିର୍ଦ୍ଦେଶ
- ରାସ୍ତାଘାଟରୁ ହଟିବେ ଶିଶୁ ଭିକ୍ଷୁକ,ନିର୍ଦ୍ଦେଶନାମା ଜାରି କଲା ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ
- ଦେଶର ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା,ଏପ୍ରିଲ ୯, ୨୩ ଓ ୨୯ରେ ହେବ ନିର୍ବାଚନ, ମେ ୪ ତାରିଖରେ ଭୋଟ ଗଣତି
- PNG ଥିଲେ LPG ସଂଯୋଗ ରଖିବା ପାଇଁ ଅନୁମତି ଦିଆଯିବ ନାହିଁ – ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ
- ବାଣିଜ୍ୟିକ ସିଲିଣ୍ଡର ଯୋଗାଣ ପୁଣି ଆରମ୍ଭ – ପେଟ୍ରୋଲିୟମ୍ ମନ୍ତ୍ରଣାଳୟର ଯୁଗ୍ମ ସଚିବ ସୁଜାତା ଶର୍ମା
Browsing Category
Odisha
All about all odisha state news updates
ଶ୍ରୀମନ୍ଦିରରେ ଅଣହିନ୍ଦୁଙ୍କ ପ୍ରବେଶ ରୋକିବେ ପ୍ରତିହାରୀ ସେବକ
ଏଣିକି ଶ୍ରୀମନ୍ଦିରରେ ଅଣହିନ୍ଦୁଙ୍କ ପ୍ରବେଶ ରୋକିବେ ପ୍ରତିହାରୀ ସେବକ। ଶ୍ରୀମନ୍ଦିରକୁ ଅନେକ ସମୟରେ ଅଣହିନ୍ଦୁ ପ୍ରବେଶ କରୁଥିବା ନେଇ ବାରମ୍ବାର ଅଭିଯୋଗ ଆସିବା ପରେ ପ୍ରତିହାରୀ ନିଯୋଗର ଏଭଳି ପ୍ରସ୍ତାବକୁ ଶ୍ରୀମନ୍ଦିର ପ୍ରଶାସନ ସ୍ବୀକୃତି ଦେଇଥିବା ନିଯୋଗର ସମ୍ପାଦକ ରାମନାରାୟଣ ଗୋଛିକାର…
ଆଜି ରାଜଧାନୀ ପ୍ରତିଷ୍ଠା ଦିବସ
ସୂଚନା ଓ ଲୋକସମ୍ପର୍କ ବିଭାଗ, ଭୁବନେଶ୍ୱର ମହାନଗର ନିଗମ ଏବଂ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟି ପକ୍ଷରୁ ଶନିବାର ୭୬ତମ ରାଜଧାନୀ ପ୍ରତିଷ୍ଠା ଦିବସ ସମାରୋହ ପାଳିତ ହେବ। ଏହି ଅବସରରେ ସକାଳ ୭ଟା ୩୦ରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା…
୩ ଜଣ ଆଇଏଏସ ଅଧିକାରୀଙ୍କୁ ଅତିରିକ୍ତ ଦାୟିତ୍ୱ
୩ ଜଣ ସର୍ବଭାରତୀୟ ପ୍ରଶାସନିକ ସେବା (ଆଇଏଏସ) ଅଧିକାରୀଙ୍କୁ ରାଜ୍ୟ ସରକାର ଅତିରିକ୍ତ ଦାୟିତ୍ୱ ଦେଇଛନ୍ତି । ପାନୀୟ ଜଳ ଓ ପରିମଳ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଡାଇରେକ୍ଟର ତଥା ଅତିରିକ୍ତ ସଚିବ ବିନୀତ ଭରଦ୍ୱାଜଙ୍କୁ ଓଡ଼ିଶା ଜୀବିକା ଭୁବନେଶ୍ୱର, ଭୁବନେଶ୍ୱରର ରାଜ୍ୟ ମିଶନ ଡାଇରେକ୍ଟର…
ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ବିରୋଧରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହୋଇଛି ବିଜେଡି
ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ବିରୋଧରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହୋଇଛି ବିଜେଡି । ଖୋର୍ଦ୍ଧା ଜଙ୍କିଆଠାରେ ପ୍ରଶାନ୍ତ ଜଗଦେବ ଜଣେ ସାମ୍ବାଦିକଙ୍କ ସହ କିଛି ସାଧାରଣ ଲୋକଙ୍କ ଉପରେ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ବିଜେପି ରାଲିରେ ସାଂସଦ ଅପରାଜିତା…
ନବୀନ ନିବାସରେ କଳାକାରଙ୍କ ଭିଡ
ନବୀନ ନିବାସରେ ଶୁକ୍ରବାର କଳାକାରଙ୍କ ଭିଡ ଜମିଥିବା ଦେଖିବାକୁ ମିଳିଛି। ଚଳଚ୍ଚିତ୍ର ଅଭିନେତା, ଅଭିନେତ୍ରୀ ଏବଂ ଗୀତିକାର ନବୀନ ନିବାସରେ ପହଞ୍ଚି ସାରିଛନ୍ତି। ହାସ୍ୟଅଭିନେତା ଏବଂ ୟୁଟ୍ୟୁବର ମଧ୍ୟ ପହଞ୍ଚିଛନ୍ତି।ସ୍ୱରାଜ ବାରିକ, ଅମ୍ଳାନ ଦାସ, କମେଡିଆନ ଗୁଡୁ, ପପୁ, ଶଙ୍କର, ଭୂମିକା,…
ଦିଲ୍ଲୀ ଗଲେ ପିସିସି ସଭାପତି ଶରତ ପଟ୍ଟନାୟକ ,କହିଲେ ୧୫ ସୁଦ୍ଧା ଆସିପାରେ ଦ୍ୱିତୀୟ ପର୍ଯ୍ୟାୟ ତାଲିକା
କଂଗ୍ରେସର ଟିକେଟ କସରତ । ୧୫ ସୁଦ୍ଧା ଆସିପାରେ ଦ୍ୱିତୀୟ ପର୍ଯ୍ୟାୟ ଟିକେଟ । ଏଥିପାଇଁ ପସିସି ସଭାପତି ଶରତ ପଟ୍ଟନାୟକ ଆଜି ଦିଲ୍ଲୀ ଗସ୍ତ କରିଛନ୍ତି । ଶନିବାର ସ୍କ୍ରିନିଂ କମିଟି ବୈଠକ ଓ ରବିବାର ସିଇସି ବୈଠକ ଥିବାବେଳେ ବୈଠକରେ ଚୂଡାନ୍ତ ପରେ ଏକାଧିକ ପ୍ରାର୍ଥୀ ତାଲିକା ଆସିପାରେ । ଏହା…
ପୂର୍ବତନ ସ୍ଵାସ୍ଥ୍ୟମନ୍ତ୍ରୀ କମଳାଙ୍କ ପରଲୋକ
ପୂର୍ବତନ ସ୍ଵାସ୍ଥ୍ୟମନ୍ତ୍ରୀ କମଳା ଦାସଙ୍କ ପରଲୋକ । ଭୋଗରାଇ ବିଧାୟକ ତଥା ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ କମଳା ଦାସ । ଦୀର୍ଘଦିନ ହେବ ସ୍ୱାସ୍ଥ୍ୟଜନିତ ସମସ୍ୟାରୁ ମେଡିକାଲରେ ଭର୍ତ୍ତି ହୋଇଥିଲେ । କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ।ଦିର୍ଘଦିନ…
ବିଜେପିର ସାଂଘାତିକ ଅଭିଯୋଗ – ନିର୍ବାଚନ ଆଚରଣ ବିଧି ଉଲ୍ଲଘଂନ କରୁଛି ବିଜେଡି
ପୁରୀରେ ନିର୍ବାଚନ ଆଚରଣ ବିଧିର ଉଲ୍ଲଘଂନ କରାଯାଇଛି। ଟଙ୍କା ବାଣ୍ଟି ଭୋଟରଙ୍କୁ ପ୍ରଭାବିତ କରିବା ନିମନ୍ତେ ପାଇଁ ବସିଛି ବୈଠକ। ଶାସକ ବିଜେଡି ଏପରି ଭାବେ ବେଆଇନ କାମ କରୁଥିବା ଅଭିଯୋଗ ଆଣିଛି ବିଜେପି । ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ଉମାକାନ୍ତ ସାମନ୍ତରାୟଙ୍କ…
ଅନୁଗୁଳରେ ବବିଙ୍କ ପ୍ରଚାର ଆରମ୍ଭ,ବିଭିନ୍ନ ଦେବପୀଠରେ ପୂଜାର୍ଚ୍ଚନା
ଆଠମଲ୍ଲିକର ଅଧିଷ୍ଠାତ୍ରୀ ଦେବୀ ମାହେଶ୍ବରୀଙ୍କ ଦର୍ଶନ ସହ ଅନୁଗୁଳ ଜିଲ୍ଲାରେ ପ୍ରଚାର ଆରମ୍ଭ କରିଛନ୍ତି ବିଜେଡିର ସମ୍ବଲପୁର ସାଂସଦ ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ (ବବି)। ଆଜି ହଜାର ହଜାର ସମର୍ଥକଙ୍କ ଗହଣରେ ଆଠମଲ୍ଲିକ ଓ ଛେଣ୍ଡିପଦା ବିଧାନସଭା କ୍ଷେତ୍ରରେ ସେ ପ୍ରଚାର କରିବାସହ ଲୋକଙ୍କ…
ଚନ୍ଦନେଶ୍ବର ଚଡ଼କ ମେଳାର ତୃତୀୟ ଅର୍ଘ୍ୟ: ସଂପନ୍ନ ହେଲା ଶିବ-କାମିନାଙ୍କ ବିବାହ
ବିଶ୍ବପ୍ରସିଦ୍ଧ ଚନ୍ଦନେଶ୍ୱର ଚଡ଼କ ମେଳାର ଆଜି ଏକାଦଶତମ ଦିନରେ ମହାଦେବଙ୍କୁ ତୃତୀୟ ଅର୍ଘ୍ୟ ଅର୍ପଣ କରିଛନ୍ତି ଲକ୍ଷାଧିକ ଭକ୍ତ। ଏହାସହିତ ମହାଆଡ଼ମ୍ବରରେ ସଂପନ୍ନ ହୋଇଛି ମହାଦେବ ଓ କାମିନାଙ୍କ ବିବାହ ଉତ୍ସବ। ବୁଧବାର ସକାଳେ ନିର୍ଦ୍ଧାରିତ ନୀତିକାନ୍ତି ପରେ ପାଟଭକ୍ତ ହରିଶ୍ଚନ୍ଦ୍ର ସାହୁ,…