Trending
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
- ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
- ଦାରା ସିଂଙ୍କ ଆଗୁଆ ଜେଲ୍ ମୁକ୍ତି ଆଶା କ୍ରମଶଃ କ୍ଷୀଣ,ପରବର୍ତ୍ତୀ ଶୁଣାଣି ପାଇଁ ଆଗାମୀ ସେପ୍ଟେମ୍ବର ୧୭ ତାରିଖ ସ୍ଥିର
- କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲଙ୍କ ଘରେ ପହଞ୍ଚି ଗଣେଣଙ୍କ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
- ନୂଆଁଖାଇ କେବଳ ଏକ ପର୍ବ ନୁହେଁ ,ଏହା ଆମର ମାଟି, ସଂସ୍କୃତି, ଚାଲିଚଳଣୀ ଓ ସାମାଜିକ ଏକତାର ପ୍ରାଣସ୍ପନ୍ଦନ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ନୂଆ ଧାନକୁ ପ୍ରଥମେ ଦେବୀଙ୍କୁ ସମର୍ପଣ, ପରେ ପରିବାର ସହ ନବାନ୍ନ ଭକ୍ଷଣ
Browsing Category
Odisha
All about all odisha state news updates
ଆଜି ପୁଣି ଖୋଲିବ ରତ୍ନଭଣ୍ଡାର
ଆଜି ପୁଣି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର। ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ଏସ୍ଓପି ଅନୁସାରେ ଖାଲି କରାଯାଇଥିବା ଆଲମାରୀ ଓ ସିନ୍ଦୁକ ସ୍ଥାନାନ୍ତର କରାଯିବ। ଅପରାହ୍ନ ୧ଟାରୁ ସ୍ଥାନାନ୍ତରଣ ପ୍ରକ୍ରିୟା ଆରମ୍ଭ ହେବ। ସ୍ଥାନାନ୍ତର ସରିବା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ କିନ୍ତୁ ଆନନ୍ଦ…
ଆଜି ଖୋଲିବ ରତ୍ନଭଣ୍ଡାର
ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଜି ପୁଣି ରତ୍ନଭଣ୍ଡାର ଖୋଲିବାକୁ ଯାଉଛି । ରତ୍ନଭଣ୍ଡାର ଖୋଲୁଥିବାରୁ ଦିନ ୧ ଟା ପରେ ଆଜି ଶ୍ରୀ ମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ । ସ୍ଥାନାନ୍ତରଣ କାର୍ଯ୍ୟ ସରିବା ପର୍ଯ୍ୟନ୍ତ ଭକ୍ତ ନିଜ ମହାପ୍ରଭୁଙ୍କୁ ଦର୍ଶନ କରିବାରୁ ବଞ୍ଚିତ ହେବେ । ରତ୍ନଭଣ୍ଡାରରେ…
ଖଲ୍ଲିକୋଟରେ ବାଜି ମାରିଲା ବିଜେପି,କେନ୍ଦ୍ରାପଡ଼ାରେ ବିଜେଡି
ଭୁବନେଶ୍ବର: ପୁଣି ଦେଖାଗଲା ବିଜେପି ବିଜେଡ଼ି ଟକ୍କର | ବିଜେଡ଼ି ହାତରୁ ଆସନ ଛଡାଇନେଲା ବିଜେପି | ବିଜେଡି କେନ୍ଦ୍ରାପଡ଼ା ଜିଲ୍ଲା ପରିଷଦ ସଭାପତି ପଦବି ବଜାୟ ରଖିବାରେ ସଫଳ ହୋଇଥିଲେ କିନ୍ତୁ ଖଲ୍ଲିକୋଟ ପଞ୍ଚାୟତ ସମିତି ଅଧ୍ୟକ୍ଷ ପଦ ଛଡାଇନେଇଛି ବିଜେପି। ତେବେ ବିଜେଡି ସମର୍ଥିତ…
ସ୍ବଳ୍ପ ଦୂରଗାମୀ ବାଲେଷ୍ଟିକ୍ ମିସାଇଲ ପୃଥ୍ବୀ-୨ର ପରୀକ୍ଷଣ
ବାଲେଶ୍ବର: ଚାନ୍ଦିପୁର ଠାରେ ସ୍ବଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ‘ପୃଥ୍ବୀ-୨’ର ଗୁରୁବାର ସଂଧ୍ୟାରେ ପରୀକ୍ଷଣ ହୋଇଥିବା ସୂଚନା ମିଳିଛି। ଆଇଟିଆର୍ର ୩ ନମ୍ବର ଲଞ୍ଚ୍ପ୍ୟାଡରୁ ସଂଧ୍ୟା ୭ଟା ୪୫ ମିନିଟ୍ ସମୟରେ ଏହି ସ୍ବଳ୍ପ ଦୂରଗାମୀ କ୍ଷେପଣାସ୍ତ୍ରକୁ ଉତ୍କ୍ଷେପଣ କରାଯାଇଥିଲା। ଏହାର…
ନାଳରେ ଭାସିଯାଇ ନାବାଳକ ମୃତ
ବ୍ରହ୍ମପୁର: ଗଂଜାମ ଜିଲ୍ଲା ବ୍ରହ୍ମପୁର ସହରରେ ନାଳରେ ଭାସିଯାଇ ନାବାଳକ ସାଇରାମ ପାତ୍ର (୧୦)ର ମୃତ୍ୟୁ ଘଟଣା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅବଗତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଏହି ଘଟଣା ନେଇ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା…
ସିମ୍ ବକ୍ସ ମାମଲା : ମାଷ୍ଟରମାଇଣ୍ଡ ଆସାଦୁର ଜମାନର ଫଟୋ ଜାରି କରିଛି କମିଶନରେଟ ପୁଲିସ
ସିମ୍ ବକ୍ସ ମାମଲାରେ ସାମ୍ନାକୁ ଆସୁଛି ସାଂଘାତିକ ତଥ୍ୟ। ଏହି ମାମଲାରେ ପୁଲିସ କମିଶନର ସଞ୍ଜୀବ ପଣ୍ଡା ସାମ୍ବାଦିକ ସମ୍ମିଳନୀ ଜରିଆରେ କହିଛନ୍ତି, ରାଜୁ ମଣ୍ଡଳକୁ ରିମାଣ୍ଡରେ ନେବା ପରେ କମିଶନରେଟ ପୁଲିସ ହାତରେ ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଲାଗିଛି । ଏହି ଘଟଣାର ମାଷ୍ଟରମାଇଣ୍ଡ…
ବେଆାଇନ ମଦ ଭାଟି ଉପରେ ଚାଲିବ ବୁଲଡ଼ୋଜର
ବେଆଇନ ମଦ କାରବାର ବିରୋଧରେ ଖୁବଶୀଘ୍ର ଆକ୍ସନ ମୋଡକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସରକାର ଆସିବେ। ଚିକିଟି ମଦ ମୃତ୍ୟୁ ଘଟଣାରେ ଜଣଙ୍କୁ ବଦଳି ଓ ଦୁଇ ଜଣଙ୍କୁ ରାଜ୍ୟ ସରକାର ନିଲମ୍ବନ କରିଛନ୍ତି।ଗଞ୍ଜାମ ମଦ ମୃତ୍ୟୁ ଘଟଣାରେ ଆରଡିସି ତଦନ୍ତ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ନେଇ…
ସମରଝୋଳ ଦୁର୍ଘଟଣା
ଗଞ୍ଜାମ ସମରଝୋଳ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସମବେଦନା ସହ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏଁ ଏବଂ ଗୁରୁତର ଆହତଙ୍କୁ ୧ଲକ୍ଷ ଲେଖାଏଁ ସହାୟତା ରାଶି ଦେବାକୁ ନିର୍ଦେଶ ଦେଇଛନ୍ତି। ଏପରିକି ଆହତଙ୍କ ଚିକିତ୍ସା ସମ୍ପୂର୍ଣ୍ଣ…
ଓଡ଼ିଶାକୁ ଆସିଲା ପଶ୍ଚିମବଙ୍ଗ ଆଳୁ
ଗତକିଛି ଦିନ ହେଲା ଆଳୁକୁ ନେଇ ଲାଗି ରହିଥିବା ଅଚଳାବସ୍ଥା ଦୂର ହେବାକୁ ଯାଉଛି। କାରଣ ଯେଉଁ ବ୍ୟାରିକେଡ କରି ପଶ୍ଚିମବଙ୍ଗ ସରକାର ଆଳୁ ଟ୍ରକକୁ ଅଟକାଇଥିଲେ ଏବେ ତାହା ଖୋଲି ଦିଆଯାଇଛି। ଫଳରେ ଓଡ଼ିଶାକୁ ପଶ୍ଚିମବଙ୍ଗର ଆଳୁ ଟ୍ରକ ପ୍ରବେଶ କରିଛି ।ପଶ୍ଚିମବଙ୍ଗ ସରକାରଙ୍କ ସହିତ ବ୍ୟବସାୟୀଙ୍କ…
ବସ୍-ଟ୍ୟାଙ୍କର ଧକ୍କା
ବ୍ରହ୍ମପୁର ସମରଝୋଳ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଯାତ୍ରୀବାହୀ ବସ ସହ ତେଲ ଟ୍ୟାଙ୍କର ଧକ୍କା ହେବା ଫଳରେ ୪ ଜଣଙ୍କ ମୃତ୍ୟୁ ୨୦ରୁ ଅଧିକ ଆହତ। ଯାତ୍ରୀବାହୀ ବସ୍ଟି ଆସିକାରୁ ବ୍ରହ୍ମପୁର ପଟକୁ ଆସୁଥିବା ବେଳେ ତେଲ ଟ୍ୟାଙ୍କରଟି ବ୍ରହ୍ମପୁରରୁ ଆସିକା ଆଡ଼କୁ ଯାଉଥିଲା। ସମର ଝୋଳ ଛକରେ…