Trending
- ଆଜି ନେତାଜୀଙ୍କ ୧୨୯ ତମ ଜୟନ୍ତୀ
- ସାହାରାରେ ତୁଷାରପାତ , ବରଫ ଦ୍ୱାରା ଆବୃତ୍ତ ହେଲା ମରୁ ବାଲି
- ନୂଆ ରୂପ ପାଇବ କଟକ ମହାନଦୀ ରିଭର ଫ୍ରଣ୍ଟ , ଏ ନେଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- କଟକରେ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ଉପରାଷ୍ଟ୍ରପତି
- ୨୦୦ ଫୁଟ ତଳକୁ ଖସିଲା ସେନା ଗାଡ଼ି ,୧୦ ଯବାନ ମୃତ
- ଗ୍ରାମାଞ୍ଚଳରେ କାର୍ଯ୍ୟରତ ଗ୍ରାମରକ୍ଷୀଙ୍କ ପାଇଁ ଖୁସି ଖବର,୧,୮୦୦ ଟଙ୍କା ବଦଳରେ ପାଇବେ ୨,୫୦୦ ଟଙ୍କା ମାସିକ ଭତ୍ତା
- ଆଜି ମିଳିବ ସୁଭଦ୍ରା ଟଙ୍କା
- ସଂଗଠନ ଏବଂ ନିର୍ବାଚନ ଉପରେ ବିଶେଷ ଧ୍ୟାନ ଦେଇ ପ୍ରଥମ ପ୍ରମୁଖ ବୈଠକ କରିଛନ୍ତି ନୀତିନ ନବୀନ
- ଅବସର ଗ୍ରହଣ ଘୋଷଣା କଲେ ନାସାର ମହାକାଶଚାରୀ ସୁନୀତା ଓ୍ୱିଲିୟମ୍ସ
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ‘ବଡ଼ ମହାସ୍ନାନ’ ନୀତି: ଭିତର କାଠ ନିକଟରେ ରକ୍ତ ପଡ଼ିଥିବାରୁ ଦର୍ଶନ ବନ୍ଦ
Browsing Category
Odisha
All about all odisha state news updates
ନବୀନ ନିବାସ ଘେରାଉ ଉଦ୍ୟମ ବେଳେ ପୁଲିସ-ଯୁବ କଂଗ୍ରେସ କର୍ମୀ ଧସ୍ତାଧସ୍ତି
ଭୁବନେଶ୍ବର: ନବୀନ ନିବାସ ଘେରାଉ ଉଦ୍ୟମ ବେଳେ ପୁଲିସ-ଯୁବ କଂଗ୍ରେସ କର୍ମୀ ଧସ୍ତାଧସ୍ତି ହୋଇଛି।୨୪ ବର୍ଷ ମଧ୍ୟରେ ରାଜ୍ୟରେ ଦୁର୍ନୀତି ଏବଂ ଭାଷ୍ଟାଚାର ବଢିଚାଲିଛି । ରାଜ୍ୟ ସରକାର ଯୁବକମାନଙ୍କୁ ପ୍ରତାରଣା କରି ଚାଲିଛନ୍ତି । ସେହିଭଳି ପ୍ରତିବର୍ଷ ୨ ଲକ୍ଷ ଚାକିରୀ ଦେବାକୁ ସରକାର…
ଗଣଶିକ୍ଷକଙ୍କ ଦରମା ବଢ଼ିଲା
ରାଜ୍ୟ ସରକାରଙ୍କର ବିଭିନ୍ନ ବିଭାଗରେ କାର୍ଯ୍ୟରତ କର୍ମଚାରୀଙ୍କର ଦରମା ବୃଦ୍ଧି ଘୋଷଣା କରାଯାଇଥିଲା । ତେବେ ଏହା ମଧ୍ୟରେ ରାଜ୍ୟ ସରକାର ପୁଣ ଏକ ବଡ଼ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ରାଜ୍ୟର ଗଣଶିକ୍ଷକଙ୍କ ଦରମା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତି ଫଳରେ…
ଆଜି ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ହେବେ ସାମିଲ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଗସ୍ତର ତୃତୀୟ ଦିନରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ସାମିଲ ହେବେ ରାଷ୍ଟ୍ରପତି। ଦିନ ୧୦ଟା ୧୫ରେ ବ୍ରହ୍ମପୁର ପହଞ୍ଚିବା ପରେ ସେଠାରୁ ଭଞ୍ଜବିହାର ଯାଇ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନରେ ଯୋଗଦେବେ। ଏ ଅବସରର ରାଷ୍ଟ୍ରପତି…
ଆଜିର ରାଶିଫଳ
ଅଦ୍ୟ ମାର୍ଚ୍ଚ ମାସ ୦୧ ତାରିଖ ୨୦୨୪ ମସିହା(ଶୁକ୍ରବାର)
ଶକାବ୍ଦ -୧୯୪୫
ସମ୍ବତ -୨୦୮୦
ଦିଲ୍ଲୀସ୍ୱରାଦ୍ଧ-୧୪୩୧
ସମ୍ବତ୍ସର-ପିଙ୍ଗଳ
ଫାଲଗୁନମାସ- କୃଷ୍ଣପକ୍ଷ
ତିଥି- ପଞ୍ଚମୀ ପ୍ରା ଘ୦୬/୨୭ ପର୍ଯ୍ୟନ୍ତ ତଦନ୍ତେ ଷଷ୍ଠୀ
ନକ୍ଷତ୍ର- ସ୍ୱାତି ଦିବା ଘ୦୧/୩୦ ପର୍ଯ୍ୟନ୍ତ ତଦନ୍ତେ ବିଶାଖା…
ସବୁଠି ପହଞ୍ଚିବ ପାଣିପାଗ ସୂଚନା, ଲାଗିବ ରାଡାର
ଓଡ଼ିଶାରେ ପାଣିପାଗ ପୂର୍ବାନୁମାନକୁ ଆହୁରି ଅଧିକ ସୁଦୃଢ଼ କରାଯିବ। ପ୍ରତି ମୁହୂର୍ତ୍ତରେ କିଭଳି ଠିକ୍ ତଥ୍ୟ ସବୁ ଘରେ ପହଞ୍ଚିପାରିବ ସେଦିଗରେ କାର୍ଯ୍ୟକ୍ରମ ହାତକୁ ନିଆଯାଉଛି। ଆଗୁଆ ପୂର୍ବାନୁମାନ ସହ ତାହାର ପ୍ରଭାବ କ’ଣ ହୋଇପାରେ ସେଦିଗରେ କାର୍ଯ୍ୟ ଚାଲିଛି। ବାତ୍ୟା, ଅତିପ୍ରବଳ ବର୍ଷା,…
ବଢ଼ିଲା ଅଙ୍ଗନବାଡି କର୍ମୀଙ୍କ ପାରିଶ୍ରମିକ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଅଙ୍ଗନବାଡି କର୍ମୀ ମାନଙ୍କର ମାସିକ ପାରିଶ୍ରମିକ ବୃଦ୍ଧି ଘୋଷଣା କରିଛନ୍ତି। ଏହା ସହିତ ଅଙ୍ଗନବାଡି କର୍ମିଙ୍କର ସେବା ବିରତି ପ୍ରୋତ୍ସାହନ ରାଶିରେ ବୃଦ୍ଧି ସହିତ ସାମାଜିକ ସୁରକ୍ଷା ଭାବରେ ସେମାନଙ୍କୁ ଅନୁକମ୍ପା ସହାୟତା ମିଳବ ବୋଲି…
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କେନ୍ଦୁଝର ଓ ଭୁବନେଶ୍ବରରେ ରହିଛି ଏକାଧିକ କାର୍ଯ୍ୟକ୍ରମ
୪ ଦିନିଆ ଓଡ଼ିଶା ଗସ୍ତର ଦ୍ବିତୀୟ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି କେନ୍ଦୁଝର ଓ ଭୁବନେଶ୍ବରରେ ଏକାଧିକ କାର୍ଯ୍ୟକ୍ରମରେ ଯୋଗଦେବେ । ଦିନ ୧୦ଟା ୪୦ରେ ସେ କେନ୍ଦୁଝର ରାଇସୁଆଁରେ ବିମାନ ଯୋଗେ ଅବତରଣ କରିବା ପରେ ସେଠାରୁ ଗୋନାସିକା ଗସ୍ତ କରିବେ । ସେଠାରେ ମହାମହିମ ଜୁଆଙ୍ଗ…
ଆସନ୍ତା ମାର୍ଚ୍ଚ ୧ ତାରିଖରେ ନବୀନ ନିବାସ ଘେରାଉ କରିବ ଯୁବ କଂଗ୍ରେସ
ଆସନ୍ତା ମାର୍ଚ୍ଚ ୧ ତାରିଖରେ ନବୀନ ନିବାସ ଘେରାଉ କରିବ ଯୁବ କଂଗ୍ରେସ। କଂଗ୍ରେସ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମିଳନୀରେ ‘ନବୀନ ହଟାଓ ଓଡ଼ିଶା ବଞ୍ଚାଓ’ ଲୋଗ ଉନ୍ମୋଚନ କରି ଏହି ସୂଚନା ଦେଇଛନ୍ତି ଯୁବ କଂଗ୍ରେସ ସଭାପତି ରଂଜିତ ପାତ୍ର। ଦୀର୍ଘ ୨୪ ବର୍ଷ ମଧ୍ୟରେ
ଆଜିର ରାଶିଫଳ
ଅଦ୍ୟ ଫେବୃଆରୀ ମାସ ୨୯ ତାରିଖ ୨୦୨୪ ମସିହା(ଗୁରୁବାର)
ଶକାବ୍ଦ -୧୯୪୫
ସମ୍ବତ -୨୦୮୦
ଦିଲ୍ଲୀସ୍ୱରାଦ୍ଧ-୧୪୩୧
ସମ୍ବତ୍ସର-ପିଙ୍ଗଳ
ଫାଲଗୁନମାସ- କୃଷ୍ଣପକ୍ଷ
ତିଥି- ପଞ୍ଚମୀ
ନକ୍ଷତ୍ର- ଚିତ୍ରା ଦିବା ଘ୧୧/୧୧ ପର୍ଯ୍ୟନ୍ତ ତଦନ୍ତେ ସ୍ଵ।ତି
ଚନ୍ଦ୍ର- ତୁଳା
ଯୋଗ- ବୃଦ୍ଧି
କରଣ - କୌଳବ…
କୃଷି ଭବନରେ ମାଇକ୍ରୋସଫ୍ଟର ସହ-ପ୍ରତିଷ୍ଠାତା ବିଲ୍ ଗେଟ୍ସ
ଭୁବନେଶ୍ବର: ମାଇକ୍ରୋସଫ୍ଟର ସହ-ପ୍ରତିଷ୍ଠାତା ବିଲ୍ ଗେଟ୍ସ କୃଷି ଭବନରେ ପହଞ୍ଚିଛନ୍ତି। ଗେଟ୍ସ ଫାଉଣ୍ଡେସନ୍ ସହଯୋଗରେ ରାଜ୍ୟରେ ଚାଲିଥିବା ସମସ୍ତ ପ୍ରକଳ୍ପ କିପରି କାର୍ଯ୍ୟକାରୀ ହେଉଛି ତାହାର ସମୀକ୍ଷା କରିବା ପାଇଁ କୃଷି ଭବନରେ ପହଞ୍ଚିଛନ୍ତି ବିଲ ଗେଟ୍ସ।ଏହା ପୂର୍ବରୁ ମାଇକ୍ରୋସଫ୍ଟ…