Trending
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
- ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
- ଦାରା ସିଂଙ୍କ ଆଗୁଆ ଜେଲ୍ ମୁକ୍ତି ଆଶା କ୍ରମଶଃ କ୍ଷୀଣ,ପରବର୍ତ୍ତୀ ଶୁଣାଣି ପାଇଁ ଆଗାମୀ ସେପ୍ଟେମ୍ବର ୧୭ ତାରିଖ ସ୍ଥିର
- କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲଙ୍କ ଘରେ ପହଞ୍ଚି ଗଣେଣଙ୍କ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
- ନୂଆଁଖାଇ କେବଳ ଏକ ପର୍ବ ନୁହେଁ ,ଏହା ଆମର ମାଟି, ସଂସ୍କୃତି, ଚାଲିଚଳଣୀ ଓ ସାମାଜିକ ଏକତାର ପ୍ରାଣସ୍ପନ୍ଦନ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ନୂଆ ଧାନକୁ ପ୍ରଥମେ ଦେବୀଙ୍କୁ ସମର୍ପଣ, ପରେ ପରିବାର ସହ ନବାନ୍ନ ଭକ୍ଷଣ
Browsing Category
Odisha
All about all odisha state news updates
ଆଇଏଏସ ସ୍ତରରେ ବଡଧରଣର ଅଦଳବଦଳ
ବରିଷ୍ଠ ଆଇଏଏସମାନଙ୍କ ସ୍ତରରେ ଆଜି ବଡଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର | ୧୯୯୧ ବ୍ୟାଚର ଆଇଏଏସ ଅଧିକାରୀ ଥିବା ସତ୍ୟବ୍ରତ ସାହୁଙ୍କୁ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଭାବେ ବଦଳି କରାଯାଇଛି | ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଥିବା ହେମନ୍ତ ଶର୍ମାଙ୍କୁ ଶକ୍ତି ବିଭାଗର…
ଆଇଏଏସ ସ୍ତରରେ ଅଦଳ ବଦଳ
ଆଇଏଏସ ସ୍ତରରେ ବଡ ଧରଣର ଅଦଳ ବଦଳ। ୧୮ ଜଣଙ୍କୁ ଅଦଳ ବଦଳ କରାଯାଇଛି। ଆଇଏଏସ୍ ଦେଓରଞ୍ଜନ କୁମାର ସିଂହ ହେଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ସଚିବ । ଅତିରିକ୍ତ ଭାବେ ସେ ସ୍ବତନ୍ତ୍ର ରିଲିଫ୍ କମିଶନର ଦାୟିତ୍ୱ ତୁଲାଇବେ। ସେହିପରି ସୁରେନ୍ଦ୍ର କୁମାରଙ୍କୁ ଖଣି ଓ ଇସ୍ପାତ…
ସେପ୍ଟେମ୍ବର ଶେଷ ସୁଦ୍ଧା ପ୍ରତି ଘରେ ବିଜୁଳି
ସେପ୍ଟେମ୍ବର ମାସ ଶେଷ ସୁଦ୍ଧା ରାଜ୍ୟର ପ୍ରତ୍ୟେକ ଲୋକଙ୍କ ଘରେ ପହଞ୍ଚିବ ବିଜୁଳି । ବିଦ୍ୟୁତକରଣ ହେଇନଥିବା ଘର ଗୁଡିକୁ ସେପ୍ଟେମ୍ବର ମାସ ଶେଷ ସୁଦ୍ଧା ବିଜୁଳି ଯୋଗାଇ ଦେବାକୁ ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି ରାଜ୍ୟ ସରକାର । ଖାଲି ସେତିକି ନୁହେଁ, ସବୁ ଘରକୁ ବିଜୁଳି ଯୋଗାଇ ଦେବା ପାଇଁ…
କାଂସ୍ୟ ପଦକ ବିଜେତା ହକି ଟିମଙ୍କୁ ଭବ୍ୟ ସ୍ବାଗତ, କଳିଙ୍ଗ ଷ୍ଟାଡିୟମରେ ପହଞ୍ଚିଲେ ଖେଳାଳି
ଭୁବନେଶ୍ୱର: ଭୁବନେଶ୍ୱର ବିମାନ ବନ୍ଦରରେ ହକି ଟିମକୁ ଭବ୍ୟ ସ୍ୱାଗତ। ପ୍ୟାରିସ ଅଲିମ୍ପିକ୍ସରେ କାଂସ୍ୟ ପଦକ ବିଜେତାଙ୍କୁ ଓଡ଼ିଶା ମାଟିରେ ଜୋରଦାର ସ୍ୱାଗତ କରାଯାଇଛି। ରୋଡ଼ ସୋ’ କରି ବିମାନ ବନ୍ଦର ଠାରୁ କଳିଙ୍ଗ ଷ୍ଟାଡିୟମକୁ ଯାଇଛନ୍ତି ଖେଳାଳି। ରୋଡ଼ ସୋ’ରେ ଶହ ଶହ ଲୋକ…
ଫେବୃଆରୀ ୧୫ରେ +୨ ପରୀକ୍ଷା
ଭୁବନେଶ୍ବର : ଆସନ୍ତା ଫେବ୍ରୁଆରୀ ୧୫ରେ ହେବ ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା। ଏହାର ଅବ୍ୟବହିତ ପୂର୍ବରୁ ଜାନୁଆରୀ ୧ରୁ ୧୨ ପର୍ଯ୍ୟନ୍ତ ପ୍ରାକ୍ଟିକାଲ୍ ପରୀକ୍ଷା ଅନୁଷ୍ଠିତ ହେବ। ଉଚ୍ଚ ମାଧ୍ୟମିକ ସ୍କୁଲଗୁଡ଼ିକ ନିଜ ସୁବିଧା ଅନୁସାରେ ଏହି ତାରିଖ ଭିତରେ ପରୀକ୍ଷା କରିବେ। ଇଣ୍ଟରନାଲ ପରୀକ୍ଷା…
ଖୋର୍ଦ୍ଧା-ବଲାଙ୍ଗୀର ରେଳ ପ୍ରକଳ୍ପ
ବହୁ ପ୍ରତୀକ୍ଷିତ ଖୋର୍ଦ୍ଧା- ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପର କାର୍ଯ୍ୟ ଆଗେଇ ଚାଲିଛି । ଇତିମଧ୍ୟରେ ପୂର୍ବତଟ ରେଳପଥକୁ ଆଉ ଏକ ସଫଳତା ମିଳିଛି । ୨ କିଲୋମିଟରର ଲମ୍ବା ଟନେଲ କାର୍ଯ୍ୟକୁ ସୁରୁଖୁରୁରେ ସମାପ୍ତ କରି ପାରିଛି ପୂର୍ବତଟ ରେଳପଥ । ବୌଦ୍ଧ ଜିଲ୍ଲାର ଚାରିଛକ ଓ ପୁରୁଣାକଟକ ମଧ୍ୟରେ…
ଅପରାହ୍ନ ୪ଟା ଯାଏ ଗୃହକୁ ମୁଲତବୀ ଘୋଷଣା କଲେ ବାଚସ୍ପତି
ଭୁବନେଶ୍ବର: ବିଧାନସଭାରେ ଆଜି ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଆରମ୍ଭ ହୋଇଥିଲା କିନ୍ତୁ, ଆରମ୍ଭରୁ କଲେଜ ନିର୍ବାଚନ ପ୍ରସଙ୍ଗକୁ ନେଇ କଂଗ୍ରେସ ବିଧାୟକମାନେ ଗୃହରେ ହୋହାଲ୍ଲା କରିବା ସହ ଜୋରଦାର ପ୍ରତିବାଦ କରିଥିଲେ। ପରେ ପରେ ରାଜ୍ୟପାଳଙ୍କ ପୁଅ ପ୍ରସଙ୍ଗ ବି ଉଠାଇଥିଲା ବିଜେଡି। ବିରୋଧୀଙ୍କ…
ହସ୍ପିଟାଲରେ ଜୁଏଲ ଓରାମ
ଧନୀ, ଗରିବ ସବୁ ମଣିଷଙ୍କ ଜୀବନରେ ଦୁଃଖ ଆସିଥାଏ । ତେବେ ଏହା ମଧ୍ୟରେ ରାଜ୍ୟର ବରିଷ୍ଠ ରାଜନେତା ତଥା ନରେନ୍ଦ୍ର ମୋଦୀଙ୍କ ସରକାରରେ କ୍ୟାବିନେଟ ମନ୍ତ୍ରୀ ଦାୟିତ୍ୱ ସମ୍ଭାଳୁଥିବା ଜଣେ ମନ୍ତ୍ରୀଙ୍କ ପରିବାରକୁ ସତେ ଯେମିତି ଦୁଃଖର ପାହାଡ଼ ମାଡ଼ି ଆସିଛି । ୩ ଦିନ ତଳେ ପତ୍ନୀଙ୍କ ବିୟୋଗ ଘଟିଥିବା…
ମଧ୍ୟାହ୍ନ ଭୋଜନରେ ପରିବର୍ତ୍ତନ!
ପିଲାଙ୍କ ପାଇଁ ତିଆରି ହେଉଥିବା ମଧ୍ୟାହ୍ନ ଭୋଜନ ଯୋଜନାରେ ଏକ ବଡ଼ ପରିବର୍ତ୍ତନ ହେବା ନେଇ ଆଲୋଚନା କରାଯାଉଛି । ଏଥର ମଧ୍ୟାହ୍ନ ଭୋଜନରେ ଏହି ଖାଦ୍ୟ ନ ଦେବାକୁ ସରକାରଙ୍କ ଚିଠି ଲେଖି ଅନୁରୋଧ କରିଛନ୍ତି ଜଣେ ଡାକ୍ତର । ଏଭଳି ଖାଦ୍ୟ ଖାଇବା ଦ୍ୱାରା ପିଲାମାନଙ୍କ ଉପରେ ଖରାପ ପ୍ରଭାବ ପକାଉଥିବା…
ଆଳୁ ସଙ୍କଟ!
ଆଳୁର ଅଭାବ ଯୋଗୁ ରାଜ୍ୟରେ ବ୍ୟବସାୟୀ ଚଢା ଦରରେ ଆଳୁ ବିକ୍ରି କରୁଛନ୍ତି। ତେବେ ଆଳୁ ସଙ୍କଟ କେବେ ଦୂର ହେବ ସେନେଇ ପ୍ରଶ୍ନ ଉଠୁଥିବା ବେଳେ ଏବେ ଗ୍ରାହକଙ୍କୁ ଝଟକା ଦେବା ଭବି ଖବର ଆସିଛି। ରାଜ୍ୟରେ ପୁଣି ଦେଖା ଆଳୁ ସଙ୍କଟ ଦେଇପାରେ ବୋଲି କୁହାଯାଉଛି। ରାଜ୍ୟ ବ୍ୟବସାୟୀ ମହାସଂଘ ସାଧାରଣ…