Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Odisha
All about all odisha state news updates
ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ
ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ ହୋଇଥିବାର ଖବର ଆଜି ମିଳିଛି। ନୂଆପଡ଼ା ଉପ-ନିର୍ବାଚନ ପାଇଁ ଗତକାଲି ପ୍ରଚାର କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଇଥିଲେ ନବୀନ ପଟ୍ଟନାୟକ। ଏହି ସମୟରେ ଆଦର୍ଶ ଆଚରଣ ବିଧି ଆଧାରରେ ନବୀନଙ୍କ ହେଲିକପ୍ଟର ଯାଞ୍ଚ କରିଥିଲେ ଫ୍ଲାଇଂ ସ୍କ୍ବାଡ୍। …
ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ପବିତ୍ର ଚତୁର୍ଦ୍ଦଶୀ ତିଥି,ଶ୍ରୀମନ୍ଦିରରେ ‘ଲକ୍ଷ୍ମୀ ନୃସିଂହ’ ବେଶରେ ଦର୍ଶନ…
ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ପବିତ୍ର ଚତୁର୍ଦ୍ଦଶୀ ତିଥି। ଏହି ପରିପ୍ରେକ୍ଷୀରେ ମହାପ୍ରଭୁ ଶ୍ରୀମନ୍ଦିରରେ ‘ଲକ୍ଷ୍ମୀ ନୃସିଂହ’ ବେଶରେ ଦର୍ଶନ ଦେଉଛନ୍ତି। ତ୍ରୟୋଦଶୀ ତିଥି ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଆଡ଼କିଆ ବା ତ୍ରିବିକ୍ରମ ବେଶ ସମ୍ପନ୍ନ ହୋଇଛି।
ହେଲେ ମହାପ୍ରଭୁଙ୍କ…
ନବୀନ ପଟ୍ଟନାୟକଙ୍କୁ କାଉଣ୍ଟର କଲେ ଭାଜପା ମୁଖପାତ୍ର ଅନିଲ ବିଶ୍ବାଳ
ସୋସିଆଲ ମିଡିଆରେ ନବୀନ ପଟ୍ଟନାୟକଙ୍କୁ କାଉଣ୍ଟର କଲେ ଭାଜପା ମୁଖପାତ୍ର ଅନିଲ ବିଶ୍ବାଳ। ସେ ଫେସବୁକ ପୋଷ୍ଟରେ ନବୀନ ପଟ୍ଟନାୟକଙ୍କୁ କାଉଣ୍ଟର କରିଛନ୍ତି। ସେ କହିଛନ୍ତି ଆପଣଙ୍କୁ ଲୋକେ ୨୪ ବର୍ଷ ନିରଙ୍କୁଶ କ୍ଷମତା ପ୍ରଦାନ କରିଛନ୍ତି।ଏହାର ପ୍ରତିବଦଳରେ ଲୋକେ ପାଇଲେ କଣ? ଗୋଟିଏ ଶୀତଳ…
ବିଜେପି ଆଗରୁ ଭୋଟ୍ ଚୋରି କରି ସରକାର କରିଥିଲେ, ଆଉ ଏବେ ପ୍ରାର୍ଥୀ ଚୋରି – ବିଜେଡି ସୁପ୍ରିମୋ ନବୀନ…
ନୂଆପଡ଼ା ଉପନିର୍ବାଚନ ପ୍ରଚାରରେ ଆସି ବିଜେପି ଉପରେ ବର୍ଷିଛନ୍ତି ନବୀନ ପଟ୍ଟନାୟକ । ଆୟୋଜିତ ଏକ ସଭାରେ ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋହନ ସରକାରଙ୍କୁ କଡ଼ା ଟାର୍ଗେଟ୍ କରିଛନ୍ତି । ନବୀନ କହିଛନ୍ତି, ୧୬ ମାସର ଭାଜପା ସରକାର କାମରେ ଜିରୋ। ମିଶନ…
ବିଜେଡିକୁ ଜୋରଦାର୍ ଝଟକା। ପଦ୍ମ ଧରିଲେ ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ
ବିଜେଡିକୁ ଜୋରଦାର୍ ଝଟକା। ପଦ୍ମ ଧରିଲେ ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ। ଏ ନେଇ ସେ ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପହଞ୍ଚିଥିଲେ। ଏବଂ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବ ରେ ମନମୋହନଙ୍କ ଉପସ୍ଥିତିରେ ସେ ବିଜେପିରେ ସାମିଲ ହୋଇଛନ୍ତି। ଅମର ଦଳର ସୁପ୍ରିମୋ…
ସୁଜାତା ଆର୍ କାର୍ତ୍ତିକେୟନଙ୍କୁ ଶକ୍ତି ନାନୀ ଉପାଖ୍ୟାନ ଦେଲେ – ଶ୍ରୀମୟୀ ମିଶ୍ର
ନାଆଁ ନ ନେଇ ଇସାରାରେ ପୁଣି ଭି.କେ ପାଣ୍ଡିଆନଙ୍କୁ କଟାକ୍ଷ କରିଛନ୍ତି ବହୁଚର୍ଚ୍ଚିତା ଶ୍ରୀମୟୀ ମିଶ୍ର। ଏଥର ଭି.କେ ପାଣ୍ଡିଆନଙ୍କ ପତ୍ନୀ ସୁଜାତା ଆର୍ କାର୍ତ୍ତିକେୟନଙ୍କୁ ବି ଧୋଇଛନ୍ତି ସେ। ବିଜେଡି ସଭାପତି ନବୀନ ପଟ୍ଟନାୟକ ନୂଆପଡ଼ା ଗସ୍ତରେ ଯିବା ପୂର୍ବରୁ ଆଜି ଏହି ବାଣଛାଡ଼ି ବିଜେଡିକୁ…
ବାବା ଧବଳେଶ୍ଵରଙ୍କ ପୀଠରେ ପାଳନ ହେଉଛି ବଡଓଷା ପର୍ବ
କଟକର ଶୈବ ପୀଠ ବାବା ଧବଳେଶ୍ଵରଙ୍କ ପୀଠରେ ପାଳନ ହେଉଛି ବଡଓଷା ପର୍ବ । ଭୋର ୪ଟାରୁ ପହଡ ଖୋଲାଯାଇ ୧୦୮ ଗରା କଳସ ଜଳରେ ସ୍ନାନ କରାଯାଇ ମଙ୍ଗଳଆଳତୀ କରାଯାଇଛି । ବାବା ଧବଳେଶ୍ଵର ଶ୍ରଦ୍ଧାଳୁ ମାନଙ୍କୁ ବଡ ସିଂହାର ବେଶରେ ଦର୍ଶନ ଦେଉଛନ୍ତି । ସୁରକ୍ଷା ପାଇଁ ଦୁଇ ଜଣ ଅତିରିକ୍ତ ଏସପିଙ୍କ ସମେତ…
ଆଜି ପଞ୍ଚୁକର ଦ୍ବିତୀୟ ଦିନ , ପୁରୀ ଶ୍ରୀ ମନ୍ଦିରରେ ଅସମ୍ଭାଳ ଭିଡ଼
ପଞ୍ଚୁକ ପ୍ରଥମ ଦିନରେ ପୁରୀ ଅସମ୍ଭାଳ ଭିଡ଼ ପରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ନିଜେ ପୁଲିସ ଡିଜି ଯୋଗେଶ ବାହାଦୂର ଖୁରାନିଆ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି । ଭିଡ଼କୁ ଦୃଷ୍ଟିରେ ରଖି ସାରା ରାତି ମହାପ୍ରଭୁଙ୍କୁ ଦର୍ଶନ ଚାଲିଛି ।
ପଞ୍ଚକର ପ୍ରଥମ ଦିନରେ ଗତକାଲି…
ପରଲୋକରେ ‘ରୁଚି ମସଲା’ର ପ୍ରତିଷ୍ଠାତା ଶରତ କୁମାର
‘ରୁଚି ମସଲା’ର ପ୍ରତିଷ୍ଠାତା ଶରତ କୁମାର ସାହୁଙ୍କର ପରଲୋକ ହୋଇଥିବା ନେଇ ରବିବାର ଅପରାହ୍ଣରେ ସୂଚନା ମିଳିଛି। କିଛି ମାସ ହେବ ସେ କ୍ୟାନସରରେ ପୀଡ଼ିତ ଥିଲେ। ସେଥି ପାଇଁ ତାଙ୍କର ଚିକିତ୍ସା ଚାଲିଥିଲା। ମୁମ୍ବାଇର ଏକ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଖୁବ୍…
ଡିସେମ୍ବର ୩୧ ଯାଏଁ ବଢିଲା ଇ-କେୱାଇସି ର ଅବଧି
ସରକାରଙ୍କ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ ଥିବା ହିତାଧିକାରୀମାନଙ୍କ ପାଇଁ ଖୁସି ଖବର ଆସିଛି। କୌଣସି କାରଣରୁ ଏପର୍ଯ୍ୟନ୍ତ ଇ-କେୱାଇସି କରାଇ ନ ପାରିଥିବା ହିତାଧିକାରୀମାନେ ଆସନ୍ତା ଡିସେମ୍ବର ୩୧ ସୁଦ୍ଧା ନିକଟସ୍ଥ ଖାଉଟି ସୁଲଭ ମୂଲ୍ୟ ଦୋକାନ ବା ରାସନକାର୍ଡ଼ ପରିଚାଳନା କେନ୍ଦ୍ରକୁ ଯାଇ…