Trending
- ଆଜି ନେତାଜୀଙ୍କ ୧୨୯ ତମ ଜୟନ୍ତୀ
- ସାହାରାରେ ତୁଷାରପାତ , ବରଫ ଦ୍ୱାରା ଆବୃତ୍ତ ହେଲା ମରୁ ବାଲି
- ନୂଆ ରୂପ ପାଇବ କଟକ ମହାନଦୀ ରିଭର ଫ୍ରଣ୍ଟ , ଏ ନେଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- କଟକରେ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ଉପରାଷ୍ଟ୍ରପତି
- ୨୦୦ ଫୁଟ ତଳକୁ ଖସିଲା ସେନା ଗାଡ଼ି ,୧୦ ଯବାନ ମୃତ
- ଗ୍ରାମାଞ୍ଚଳରେ କାର୍ଯ୍ୟରତ ଗ୍ରାମରକ୍ଷୀଙ୍କ ପାଇଁ ଖୁସି ଖବର,୧,୮୦୦ ଟଙ୍କା ବଦଳରେ ପାଇବେ ୨,୫୦୦ ଟଙ୍କା ମାସିକ ଭତ୍ତା
- ଆଜି ମିଳିବ ସୁଭଦ୍ରା ଟଙ୍କା
- ସଂଗଠନ ଏବଂ ନିର୍ବାଚନ ଉପରେ ବିଶେଷ ଧ୍ୟାନ ଦେଇ ପ୍ରଥମ ପ୍ରମୁଖ ବୈଠକ କରିଛନ୍ତି ନୀତିନ ନବୀନ
- ଅବସର ଗ୍ରହଣ ଘୋଷଣା କଲେ ନାସାର ମହାକାଶଚାରୀ ସୁନୀତା ଓ୍ୱିଲିୟମ୍ସ
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ‘ବଡ଼ ମହାସ୍ନାନ’ ନୀତି: ଭିତର କାଠ ନିକଟରେ ରକ୍ତ ପଡ଼ିଥିବାରୁ ଦର୍ଶନ ବନ୍ଦ
Browsing Category
Odisha
All about all odisha state news updates
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୪ ଦିନିଆ ଗସ୍ତରେ ଆସୁଛନ୍ତି ଓଡ଼ିଶା
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୪ ଦିନିଆ ଗସ୍ତରେ ଆସୁଛନ୍ତି ଓଡ଼ିଶା । ଆଜିଠାରୁ ୪ ଦିନିଆ ଗସ୍ତରେ ରହିବେ ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ । ଅପରାହ୍ମରେ ରାଇରଙ୍ଗପୁରରେ ପହଞ୍ଚିବେ ମହାମହିମ। ମୟୂରଭଞ୍ଜ ସମେତ କେନ୍ଦୁଝର, କଟକ, ଭୁବନେଶ୍ବର, ସମ୍ବଲପୁର ଓ ବ୍ରହ୍ମପୁରରେ…
ଆଜିର ରାଶିଫଳ
ଅଦ୍ୟ ଫେବୃଆରୀ ମାସ ୨୮ ତାରିଖ ୨୦୨୪ ମସିହା(ବୁଧବାର)
ଶକାବ୍ଦ -୧୯୪୫
ସମ୍ବତ -୨୦୮୦
ଦିଲ୍ଲୀସ୍ୱରାଦ୍ଧ-୧୪୩୧
ସମ୍ବତ୍ସର-ପିଙ୍ଗଳ
ଫାଲଗୁନମାସ- କୃଷ୍ଣପକ୍ଷ
ତିଥି- ଚତୁର୍ଥୀ ରାତ୍ରି ଘ୦୪/୩୦ ପର୍ଯ୍ୟନ୍ତ ତଦନ୍ତେ ପଞ୍ଚମୀ
ନକ୍ଷତ୍ର- ହସ୍ତା ଦିବା ଘ୦୮/୨୯ ପର୍ଯ୍ୟନ୍ତ ତଦନ୍ତେ ଚିତ୍ରା…
ମାର୍ଚ୍ଚ ପ୍ରଥମ ସପ୍ତାହରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ମାର୍ଚ୍ଚ ପ୍ରଥମ ସପ୍ତାହରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଚଣ୍ଡିଖୋଲରେ କାର୍ଯ୍ୟକ୍ରମ ଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ଏନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଖବର ଆସିଥିବା କହିଛନ୍ତି ମନମୋହନ ସାମଲ । ତେବେ ଖୁବଶୀଘ୍ର ଚୂଡ଼ାନ୍ତ…
ଓଡ଼ିଶା ଆସିବେ ମହାମହିମ
ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବୁଧବାର ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ଓଡ଼ିଶା ଆସିବେ ମହାମହିମ । ରାଷ୍ଟ୍ରପତିଙ୍କ ୪ ଦିନିଆ ଓଡ଼ିଶା ଗସ୍ତକୁ ଦୃଷ୍ଟିରେ ରଖି କମିଶନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଏଥିପାଇଁ ଆଜି କମିଶନରେଟ ପୋଲିସ…
ଓଡ଼ିଶାରେ ଅଛନ୍ତି ୩୦ ବାଘ
ଭୁବନେଶ୍ବର: ଓଡ଼ିଶାରେ ଅଛନ୍ତି ୩୦ ବାଘ । ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରେ ୨୪ଟି, କେନ୍ଦୁଝର ଡିଭିଜନରେ ଗୋଟିଏ, ପାରଳାଖେମୁଣ୍ଡି ଡିଭିଜନରେ ଗୋଟିଏ, ହାରାକୁଦ ଡିଭିଜନରେ ଗୋଟିଏ ବାଘ ଥିବା ଜଣାଯାଇଛି । ରାଜ୍ୟରେ ବାଘ ଗଣନା ଲାଗି ମୋଟ ୧୪୩୨ଟି କ୍ୟାମେରା ବ୍ଯବହୃତ ହୋଇଥିବାବେଳେ…
ଆଜିର ରାଶିଫଳ
ଅଦ୍ୟ ଫେବୃଆରୀ ମାସ ୨୭ ତାରିଖ ୨୦୨୪ ମସିହା(ମଙ୍ଗଳବାର)
ଶକାବ୍ଦ -୧୯୪୫
ସମ୍ବତ -୨୦୮୦
ଦିଲ୍ଲୀସ୍ୱରାଦ୍ଧ-୧୪୩୧
ସମ୍ବତ୍ସର-ପିଙ୍ଗଳ
ଫାଲଗୁନମାସ- କୃଷ୍ଣପକ୍ଷ
ତିଥି- ତୃତୀୟା ରାତ୍ରି ଘ୦୨/୦୯ ପର୍ଯ୍ୟନ୍ତ ତଦନ୍ତେ ଚତୁର୍ଥୀ
ନକ୍ଷତ୍ର- ହସ୍ତା
ଚନ୍ଦ୍ର- କନ୍ୟା
ଯୋଗ- ଶୂଳ
କରଣ -…
ନାବାଳିକାଙ୍କୁ ବଳାତ୍କାର କରି ବନ୍ଧା ହେଲେ ଯୁବକ
ଜଣେ ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କରିଥିବା ଅଭିଯୋଗରେ ବାଲିଗୁଡ଼ା ପୋଲିସ ସୋମବାର ଜଣେ ଯୁବକଙ୍କୁ ଗିରଫ କରିଛି । ଅଭିଯୁକ୍ତ ଜଣକ କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅଧୀନ ପାଙ୍ଗାପଡ଼ା ଗ୍ରାମର ସପନ ପାଟ୍ଟମାଝୀ।
ଅଭିଯୋଗ ମୁତାବକ, ସପନ ଘର ନିର୍ମାଣ କାମ କରିବାକୁ ଗୁମୁଡୁମାହାରୁ…
ବରମୁଣ୍ଡା ଆମ୍ବେଦକର ବସ ଟର୍ମିନାଲରେ ହେବ ପୁଲିସ୍ ଆଉଟପୋଷ୍ଟ, ନିଯୁକ୍ତି ପାଇବେ ୮୯ ପୁଲିସ କର୍ମଚାରୀ
ନିକଟରେ ଉଦ୍ଘାଟିତ ହେବାକୁ ଥିବା ଡ. ବାବା ସାହେବ ଭୀମରାଓ ଆମ୍ବେଦକର ବସ୍ ଟର୍ମିନାଲରେ ଏକ ପୋଲିସ୍ ଆଉଟପୋଷ୍ଟ ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଏଥିରେ ୮୯ ଜଣ ପୋଲିସ୍ କର୍ମଚାରୀ ନିଯୁକ୍ତି ପାଇବେ।
ସୂଚନାଯୋଗ୍ୟ ଯେ ୫-ଟି…
ମଂଚକୁ ଆସିବା ପୂୃର୍ବରୁ ଚାଲିଗଲା ଜୀବନ
ମଂଚକୁ ଆସିବା ପୂୃର୍ବରୁ ଚାଲିଗଲା ଜୀବନ । କେନ୍ଦ୍ରାପଡା ନରଣପୁରରେ ଆଜି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୩ ଜଣ କଳାକାରଙ୍କ ମୃତ୍ୟୁ ହୋଇଛି । ରିହରସାଲ ସାରି ଫେରୁଥିବାବେଳେ କଳାକାରଙ୍କ ଗାଡି ଗଛରେ ପିଟି ହୋଇଯାଇଥିଲା । ଘଟଣାସ୍ଥଳରେ ୩ ଜଣ କଳାକାର ପ୍ରାଣ ହରାଇଥବାବେଳେ ୪ ଗୁରୁତର…
ଓଡ଼ିଶା ଆସିବେ ବିଲ୍ ଗେଟ୍ସ
ଓଡ଼ିଶା ଆସିବାକୁ ଯାଉଛନ୍ତି ମାଇକ୍ରୋସଫ୍ଟ ସିଇଓ ବିଲ୍ ଗେଟ୍ସ। ଫେବୃଆରୀ ୨୮ ତାରିଖରେ ଆସି ସେ ଭୁବନେଶ୍ୱରରେ ପହଞ୍ଚିବେ। ଏହି ଗସ୍ତ ସମୟରେ ସେ କୃଷି ଭବନକୁ ଯାଇପାରନ୍ତି। ୨୦୧୭ରେ ମେଲିଣ୍ଡା ଫାଉଣ୍ଡେସନ ସହ ଓଡ଼ିଶା ସରକାରଙ୍କ ମଧ୍ୟରେ ଚୁକ୍ତି ହୋଇଥିଲା। ଓଡ଼ିଶାରେ କୃଷିରେ ଉନ୍ନତି ପାଇଁ…