Trending
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
- ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
- ଦାରା ସିଂଙ୍କ ଆଗୁଆ ଜେଲ୍ ମୁକ୍ତି ଆଶା କ୍ରମଶଃ କ୍ଷୀଣ,ପରବର୍ତ୍ତୀ ଶୁଣାଣି ପାଇଁ ଆଗାମୀ ସେପ୍ଟେମ୍ବର ୧୭ ତାରିଖ ସ୍ଥିର
- କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲଙ୍କ ଘରେ ପହଞ୍ଚି ଗଣେଣଙ୍କ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
- ନୂଆଁଖାଇ କେବଳ ଏକ ପର୍ବ ନୁହେଁ ,ଏହା ଆମର ମାଟି, ସଂସ୍କୃତି, ଚାଲିଚଳଣୀ ଓ ସାମାଜିକ ଏକତାର ପ୍ରାଣସ୍ପନ୍ଦନ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ନୂଆ ଧାନକୁ ପ୍ରଥମେ ଦେବୀଙ୍କୁ ସମର୍ପଣ, ପରେ ପରିବାର ସହ ନବାନ୍ନ ଭକ୍ଷଣ
Browsing Category
Odisha
All about all odisha state news updates
ଦୋକାନ ଭିତରୁ ଦମ୍ପତିଙ୍କ ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
ବ୍ରହ୍ମପୁର: ରାକ୍ଷୀ ପର୍ଣ୍ଣିମାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି |ଲଙ୍ଗଳେଶ୍ୱର ଗ୍ରାମରେ ଥିବା ଏକ ଦୋକାନ ଭିତରୁ ସ୍ୱାମୀ ସ୍ତ୍ରୀଙ୍କ ମୃତଦେହ ଠାବ ହୋଇଛି। ଗଞ୍ଜାମ ୧୬ ନମ୍ବର ଜାତୀୟ ରାଜପଥ ଲଙ୍ଗଳେଶ୍ୱର କଳାଝରନଇ ନିକଟରେ ଏଭଳି ଅଘଟଣା ସାମ୍ନାକୁ ଆସିଛି । ଝୁଲନ୍ତା ଅବସ୍ଥାରେ…
ପବିତ୍ର ଗହ୍ମା ପୂର୍ଣ୍ଣିମା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆଜି ପବିତ୍ର ରାଖି ପୂର୍ଣ୍ଣିମା ତଥା ରକ୍ଷା ବନ୍ଧନ। ପବିତ୍ର ଗହ୍ମା ପୂର୍ଣ୍ଣିମା ତଥା ରକ୍ଷା ବନ୍ଧନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଭାରତୀୟ ସଂସ୍କୃତିର ଏହି ଅନନ୍ୟ ପର୍ବ ଆମର ସାମାଜିକ ମୂଲ୍ୟବୋଧକୁ ଆହୁରି…
ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ
ଆଜି ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ତଥା ଅଭିଯୋଗ ଶୁଣାଣି ବନ୍ଦ ରହିବ। ରାକ୍ଷୀ ପୂର୍ଣ୍ଣିମା ଉପଲକ୍ଷେ ସରକାରୀ ଛୁଟି ଥିବାରୁ ଭୁବନେଶ୍ୱର, ୟୁନିଟ ୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ଏ ନେଇ ସାଧାରଣ ପ୍ରଶାସନ…
ଆଜି ଶ୍ରାବଣ ମାସର ଶେଷ ସୋମବାର
ଭୁବନେଶ୍ଵର: ଆଜି ଶ୍ରାବଣ ମାସର ଶେଷ ସୋମବାର। ଏଥିଲାଗି ରାଜ୍ୟର ସମସ୍ତ ଶୈବପୀଠରେ କାଉଡ଼ିଆଙ୍କ ଭିଡ଼ ଲାଗିରହିଥିବା ଦେଖିବାକୁ ମିଳୁଛି। ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ଭୋର ସମୟରୁ ରାଜ୍ୟର ବିଭିନ୍ନ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ଦୂର ଦୂରାନ୍ତରୁ ପାଣି ଆଣି ଆସୁଥିବା କାଉଡିଆ…
ଦୁଗଲ ପଞ୍ଚାୟତରେ ସୁପ୍ରିମ୍କୋର୍ଟ ବିଚାରପତି: ଭୂମିହୀନ ଲୋକଙ୍କ ସମସ୍ୟା ବୁଝିଲେ
ସାକ୍ଷୀଗୋପାଳ: ସର୍ବୋଚ୍ଚ ନ୍ୟାୟାଳୟର ବିଚାରପତି ତଥା ଜାତୀୟ ଆଇନ ସେବା ପ୍ରାଧିକରଣର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ସଞ୍ଜୀବ ଖାନ୍ନା ଆଜି ପୁରୀ ଗସ୍ତରେ ଆସିଥିଲେ। ଏହି ଅବସରରେ ସେ ସତ୍ୟବାଦୀ ବ୍ଲକ୍ ଅନ୍ତର୍ଗତ ଦୁଗଲ ପଞ୍ଚାୟତ ଅଠାଇଶ ଗ୍ରାମର କିଛି ଭୂମିହୀନ ପରିବାର ଲୋକଙ୍କୁ ଭେଟିଥିଲେ।…
ଗଣେଶ ପୂଜା ଭସାଣି ରେ ଡ଼ିଜେ ଉପରେ ଲାଗିଲାକଟକଣା
ଭୁବନେଶ୍ବର: ଆଦ୍ୟ ଦେବତା ଶ୍ରୀ ଗଣେଶଙ୍କ ପୂଜା ଆସନ୍ତା ୭ ତାରିଖ ଦିନ ଠାରୁ ଆରମ୍ଭ ହେବ। ଦେଶବ୍ୟାପୀ ଗଣେଶ ପୂଜା ଉତ୍ସାହର ସହିତ ପାଳନ କରାଯିବ। ଓଡ଼ିଶାରେ ପ୍ରସିଦ୍ଧ ଜଟଣୀ, ତାଳଚେର, ଦେବଗଡ଼ ସମେତ କଟକ ଓ ଭୁବନେଶ୍ବରରେ ମଧ୍ୟ ଧୁମଧାମ୍ରେ ଗଣେଶ ପୂଜାର ଆୟୋଜନ ହେବ। ରାଜଧାନୀ ଭୁବନେଶ୍ବରରେ…
ୟୁପିରୁ ଟ୍ରେନ୍ରେ ଆସିବ ଆଳୁ
ଭୁବନେଶ୍ୱର: ରାଜ୍ୟରେ ଥମିବାର ନାଁ ନେଉନି ଆଳୁ ସଂକଟ। ବଜାରରୁ ଗାଏବ ହେଲାଣି ଆଳୁ, ଚଢା ଦର ଦେଖି ଖାଉଟି ନିରାଶ । ଏହାରି ଭିତରେ ଓଡ଼ିଶାରେ ଆଳୁ ସଂକଟ ଦୂର କରିବା ପାଇଁ ସରକାର ବଡ଼ ପଦକ୍ଷେପ ନେଉଥିବା ସୂଚନା ରୁ ଜଣାପଡିଛି। ଉତ୍ତରପ୍ରଦେଶରୁ ଟ୍ରେନ୍ରେ ଆଳୁ ଆସିବ ବୋଲି ଖାଦ୍ୟ ଯୋଗାଣ…
ଶ୍ରୀମନ୍ଦିରରେ ଦର୍ଶନ ବ୍ୟବସ୍ଥା ଶୃଙ୍ଖଳିତ କରିବାକୁ ଲଗାଯିବ ଏ.ଆଇ. କ୍ୟାମେରା
ପୁରୀ: ରତ୍ନଭଣ୍ଡାରରୁ ବାକ୍ସ ଓ ଆଲମିରା ସ୍ଥାନାନ୍ତର ପାଇଁ ସରକାରୀ ଅନୁମତି ମିଳିସାରିଛି। ଖୁବ୍ ଶୀଘ୍ର ରତ୍ନଭଣ୍ଡାର ମରାମତି ସାଙ୍ଗକୁ ଅଳଙ୍କାର ଗଣତି, ମଣତି ପ୍ରକ୍ରିୟା ଆରମ୍ଭ ହେବ। ରତ୍ନଭଣ୍ଡାରର ସ୍ଥିତି ଅନୁଧ୍ୟାନ ପାଇଁ ଜିପିଆରଏସ୍ ସର୍ଭେ ସହ ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳ…
ଓଡ଼ିଶାରେ ଜାହାଜ ପୁନଃଚକ୍ରଣ ପାର୍କ ପ୍ରତିଷ୍ଠା
ରାଜ୍ୟରେ ସ୍ଥାପନ ହେବାକୁ ଯାଉଛି ଏକ ‘ଗ୍ରୀନ୍ ଶିପ୍ ରିସାଇକ୍ଲିଂ ଶିଳ୍ପ ପାର୍କ’ । ଏହି ଶିଳ୍ପ ପାର୍କ ସ୍ଥାପନ ହେଲେ ରାଜ୍ୟରେ ୨୦ ହଜାର ପ୍ରତ୍ୟେକ୍ଷ ନିଯୁକ୍ତି ଓ ୫୦ ହଜାର ପରୋକ୍ଷ ନିଯୁକ୍ତି ଏପରି ଭାବେ ମୋଟ ୭୦ ହଜାର ନିଯୁକ୍ତି ସୃଷ୍ଟି ହେବ । ଏହି ଜାହାଜ ପୁନଃଚକ୍ରଣ ପାର୍କ ସ୍ଥାପନ ନେଇ…
କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମଙ୍କ ପତ୍ନୀଙ୍କ ପରଲୋକ
ଭୁବନେଶ୍ବର: ସୁନ୍ଦରଗଡ଼ ସାଂସଦ ତଥା କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମଙ୍କ ପତ୍ନୀ ଝିଙ୍ଗିଆ ଓରାମଙ୍କ ପରଲୋକ ହୋଇଯାଇଛି। ତାଙ୍କୁ ୫୮ ବର୍ଷ ହୋଇଥିଲା। ୯ ଦିନ ଧରି ଡେଙ୍ଗୁରେ ଆକ୍ରାନ୍ତ ଥିବା ଝିଙ୍ଗିଆ ଓରାମ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ…