Trending
- ଏସସିବି ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ତ,ଅଗ୍ନିକାଣ୍ତରେ ୧୦ରୁ ଅଧିକ ରୋଗୀଙ୍କର ମୃତ୍ୟୁ
- କଟକ ଏସସିବି ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ,ଅଗ୍ନିକାଣ୍ଡରେ ୧୦ ରୋଗୀ ମୃତ
- ମୋହନା ବିଧାୟକ ବିଧାୟକ ଦାଶରଥୀ ଗମାଙ୍ଗଙ୍କୁ ସୋ’ କଜ୍ ନୋଟିସ୍ ଜାରି କଲା ପିସିସି ଶୃଙ୍ଖଳା କମିଟି,ସନ୍ଧ୍ୟା ସୁଦ୍ଧା ଦଳୀୟ କାର୍ଯ୍ୟାଳୟରେ ହାଜର ହେବାକୁ ନିର୍ଦ୍ଦେଶ
- ରାସ୍ତାଘାଟରୁ ହଟିବେ ଶିଶୁ ଭିକ୍ଷୁକ,ନିର୍ଦ୍ଦେଶନାମା ଜାରି କଲା ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ
- ଦେଶର ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା,ଏପ୍ରିଲ ୯, ୨୩ ଓ ୨୯ରେ ହେବ ନିର୍ବାଚନ, ମେ ୪ ତାରିଖରେ ଭୋଟ ଗଣତି
- PNG ଥିଲେ LPG ସଂଯୋଗ ରଖିବା ପାଇଁ ଅନୁମତି ଦିଆଯିବ ନାହିଁ – ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ
- ବାଣିଜ୍ୟିକ ସିଲିଣ୍ଡର ଯୋଗାଣ ପୁଣି ଆରମ୍ଭ – ପେଟ୍ରୋଲିୟମ୍ ମନ୍ତ୍ରଣାଳୟର ଯୁଗ୍ମ ସଚିବ ସୁଜାତା ଶର୍ମା
- ସରକାରଙ୍କ କୌଣସି ପ୍ରସ୍ତାବକୁ ଆମେ ସ୍ବୀକାର କରିବୁ ନାହିଁ ବୋଲି ସେ ସ୍ପଷ୍ଟ କଲେ ମାଓବାଦୀ ଡିଭିଜନ ସଚିବ ରାଣୀତା
- ସୀମାନ୍ତ ଅଞ୍ଚଳଗୁଡ଼ିକୁ ଦେଶର ସବୁଠାରୁ ପଛୁଆ ଗାଁ ଭାବରେ ଦେଖୁଥିଲେ କଂଗ୍ରେସ – ପ୍ରଧାନମନ୍ତ୍ରୀ ମୋଦୀ
- ୨୦୨୬ ରଥଯାତ୍ରାକୁ ସମ୍ପୂର୍ଣ୍ଣ ଶୃଙ୍ଖଳିତ ଭାବରେ ଆୟୋଜନ କରିବା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ
Browsing Category
Odisha
All about all odisha state news updates
କଂଗ୍ରେସରୁ ଆଉଟ୍ ହେବେ ସୁର ରାଉତରାୟ!
ବୁଧବାର ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ପକ୍ଷରୁ ସୁରଙ୍କୁ କାରଣ ଦର୍ଶାଅ ନୋଟିସ୍ ପଠାଯାଇଛି। ନୋଟିସ୍ରେ କାହିଁକି ପୁଅ ମନ୍ମଥ ରାଉତରାୟ ପାଇଁ ଭୋଟ ମାଗୁଛନ୍ତି ବୋଲି କୁହାଯାଇଛି। ଏନେଇ ପିସିସି ସଭାପତି ସୁରଙ୍କୁ ଜବାବ ମାଗିଛନ୍ତି।
କିଛିଦିନ ପୂର୍ବରୁ ସୁରଙ୍କ ସାନପୁଅ ମନ୍ମଥ…
ଶଙ୍ଖ ଧରିଲେ ଭୃଗୁ ବକ୍ସିପାତ୍ର
ଦକ୍ଷିଣ ଓଡ଼ିଶାରେ ସଶକ୍ତ ହେଉଛି ବିଜେଡି। ବୁଧବାର ସକାଳେ ବିଜେପିରୁ ଇସ୍ତଫା ଦେଇଥିବା ଭୃଗୁ ବକ୍ସିପାତ୍ର ଶଙ୍ଖ ଭବନରେ ବିଜେଡିରେ ଯୋଗ ଦେଇଛନ୍ତି। ସାଂସଦ ମାନସ ମଙ୍ଗରାଜ, ସାଂସଦ ଚନ୍ଦ୍ରଶେଖର ସାହୁ, ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି ଭୃଗୁ ବକ୍ସିପାତ୍ର।…
ଚଳଚଞ୍ଚଳ ରଥଗଡ଼ା
ମହାପ୍ରଭୁଙ୍କ ରୁକୁଣା ରଥାଯାତ୍ରାକୁ ଆଉ ମାତ୍ର ୧୪ ଦିନ। ପୁଣି ଦୁଇଦିନ ପୂର୍ବରୁ ରଥ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ପାଇଁ ମନ୍ଦିର ପ୍ରଶାସନର ନିର୍ଦ୍ଦେଶ। ଏହାକୁ ଆଖିରେ ରଖି ରଥଖଳାରେ ପ୍ରାୟ ୬୦ ଜଣ କାରିଗର ମହାପ୍ରଭୁ ଲିଙ୍ଗରାଜଙ୍କ ନିକଟରେ ନିଜକୁ ସମର୍ପି ଦିନରାତି ରଥ ଗଢ଼ିବାରେ…
୮ ଜିଲ୍ଲାପାଳ ଓ ଏସ୍ପିଙ୍କୁ ନିର୍ବାଚନ କାମ ନଥିବା ସ୍ଥାନକୁ ବଦଳି ନିର୍ଦ୍ଦେଶ
ଭାରତୀୟ ନିର୍ବାଚନ କମିଶନ ଆଜି ଓଡିଶାର ୮ ଜଣ ଭାରତୀୟ ପ୍ରଶାସନିକ ଓ ପୁଲିସ ଅଧିକାରୀଙ୍କୁ ତୁରନ୍ତ ବଦଳି କରିବା ଲାଗି ନିର୍ଦ୍ଦେଶ ଦେଇଛନ୍ତି। କମିଶନଙ୍କ ପକ୍ଷରୁ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ଏହି ନିର୍ଦ୍ଦେଶନାମା ଆସିଛି। ନିର୍ବାଚନ କମିଶନ ସମ୍ପୃକ୍ତ ୮ ଜଣ ଅଧିକାରୀଙ୍କୁ ନିର୍ବାଚନ ସହ…
ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ
କଂଗ୍ରେସ ବିଧାନସଭା ନିର୍ବାଚନ ପାଇଁ ୪୯ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି କଂଗ୍ରେସ। ନୂଆପଡ଼ାରୁ ଲଢ଼ିବେ ପିସିସି ସଭାପତି ଶରତ ପଟ୍ଟନାୟକ।
ରାଉରକେଲା- ବୀରେନ୍ଦ୍ର ନାଥ ପଟ୍ଟନାୟକ, ରାଜଗାଙ୍ଗପୁର- ରାଜନ ଏକ୍କା
ଲୋଇସିଂହା- ଓମ ପ୍ରକାଶ କୁମ୍ଭାର, ପାଟଣାଗଡ଼- ଅନୀଲ ମେହେର
ବଲାଙ୍ଗୀର-…
ଆଜିଠାରୁ ସକାଳୁଆ ସ୍କୁଲ
ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ବିଦ୍ୟାଳୟର ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ପାଠପଢ଼ା ସମୟରେ ପରିବର୍ତ୍ତନ କରାଯାଇଛି। ମଙ୍ଗଳବାରଠାରୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ଘରୋଇ ବିଦ୍ୟାଳୟଗୁଡ଼ିକରେ ସକାଳ…
ଏହି ଔଷଧଗୁଡିକ ଆଜିଠାରୁ ହେବ ମହଙ୍ଗା
ଅତ୍ୟାବଶ୍ୟକ ଔଷଧ ପାଇଁ ବାର୍ଷିକ ସର୍ବାଧିକ ମୂଲ୍ୟ ବୃଦ୍ଧି କରିବାକୁ ସରକାର ସ୍ଥିର କରିଛନ୍ତି। ଏପ୍ରିଲ ୧, ୨୦୨୪ ରୁ ଏହିସବୁ ଔଷଧ ମୂଲ୍ୟ ୧୨% ବୃଦ୍ଧି ପାଇବ ବୋଲି ଆଶା କରାଯାଉଛି। ଔଷଧର ୧୦୦୦ ରୁ ଅଧିକ ଅତ୍ୟାବଶ୍ୟକ ଔଷଧ ମୁଲ୍ୟରେ ମୂଲ୍ୟ ବୃଦ୍ଧି ଘଟିବ। ଏହି ବୃଦ୍ଧି ମୁଖ୍ୟତ ହୋଲସେଲ ମୂଲ୍ୟ…
ସାଢ଼େ ୨ଟା ସୁଦ୍ଧା ଚାନ୍ଦବାଲି ସବୁଠୁ ଉତ୍ତପ୍ତ ସହର, ତାତି ଟପିଲା ୩୯ ଦଶମିକ ୬ ଡିଗ୍ରୀ
ଆଜି ବି ଖରାରେ ସିଝୁଛି ସାରା ଓଡିଶା । ପ୍ରମୁଖ ସ୍ଥାନଗୁଡିକରେ ଦିନ ସାଢେ ୨ଟା ସୁଦ୍ଧା ତାପମାତ୍ରା ୩୫ ଡିଗ୍ରୀ ଉପରେ ରହିଛି । ୩୯.୬ ଡିଗ୍ରୀ ସହ ଚାନ୍ଦବାଲି ଉତପ୍ତ ସହର ହୋଇଛି । ଭୁବନେଶ୍ୱର ବି ତତଲା ସହର ପାଲଟିଛି । ଏଠାରେ ତାପମାତ୍ରା ୩୯.୪ ଡିଗ୍ରୀ ରହିଛି । ଝାରୁସୁଗୁଡା ବି ତାପମାତ୍ରା…
ସକାଳୁଆ ଖୋଲିବ ଅଙ୍ଗନବାଡି
ରାଜ୍ୟରେ ସବୁ ଅଙ୍ଗନବାଡି ଏବେ ସକାଳୁଆ ଖୋଲିବ। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସରକାର ସକାଳୁଆ କରିବା ପାଇଁ ନିଷ୍ପତି ନେଇଛନ୍ତି। ସକାଳ ୭ଟାରୁ ପୂର୍ବାହ୍ନ ୧୧ଟା ୩୦ପର୍ଯ୍ୟନ୍ତ ଅଙ୍ଗନବାଡି ଖୋଲିବ। ଆଗକୁ ରାଜ୍ୟରେ…
ପଦ୍ମ ଧରିଲେ ସାଂସଦ ଅନୁଭବ ମହାନ୍ତି
ଦିଲ୍ଲୀ ମୁଖ୍ୟାଳୟରେ ପଦ୍ମ ଧରିଲେ ସାଂସଦ ଅନୁଭବ ମହାନ୍ତି। ୨ଦିନ ତଳେ ବିଜେଡିରୁ ଦେଇଥିଲେ ଇସ୍ତଫା ଅନୁଭବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଅନୁପ୍ରାଣିତ ହୋଇ ବିଜେପିରେ ଯୋଗ ଦେଇଥିବା କହିଛନ୍ତି ଅନୁଭବ। ଦଳରେ ମିଶିବା ପରେ ଅନୁଭବ କେଉଁଠୁ ଲଢିବେ ତାହା ଉପରେ ନଜର ରହିଛି।…