Browsing Category

Odisha

All about all odisha state news updates

ଆଜି ଉତ୍କଳ ଦିବସ

ଆଜି ପ୍ରତି ଓଡ଼ିଆଙ୍କ ପାଇଁ ଗର୍ବ ଆଉ ଗୌରବର ଦିନ । ଦେଶର ପ୍ରଥମ ଭାଷାଭିତ୍ତିକ ରାଜ୍ୟ ଭାବେ ଓଡ଼ିଶା ପାଇଥିଲା ନୂତନ ପରିଚୟ । ଆଜି ଓଡ଼ିଶା ଇତିହାସ ପାଇଁ ଏକ ଅବିସ୍ମରଣୀୟ ଦିନ । ୧୯୩୬ ମସିହା ଏପ୍ରିଲ ୧ରେ ଓଡ଼ିଶାକୁ ସ୍ୱତନ୍ତ୍ର ମାନ୍ୟତା ମିଳିଥିବାରୁ ଏହି ସ୍ମୃତିକୁ ଉଜ୍ଜୀବିତ କରିବା ପାଇଁ…

ଝାରସୁଗୁଡ଼ାରୁ ବିମାନ ଚଳାଚଳ ବନ୍ଦ କଲା ସ୍ପାଇସ୍‌‌ଜେଟ୍‌‌

ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ସ୍ପାଇସ୍‌‌ଜେଟ୍‌‌ ଝାରସୁଗୁଡ଼ାରୁ ଦିଲ୍ଲୀକୁ ଚଳାଚଳ କରୁଥିବା ସମସ୍ତ ବିମାନକୁ ଆଜିଠାରୁ ସମ୍ପୂର୍ଣ୍ଣ ରୂପେ ଅପସାରଣ କରିଛି। ଝାରସୁଗୁଡ଼ା ବିମାନବନ୍ଦରରରୁ ସ୍ପାଇସ୍ ଜେଟ୍ତା ’ର ବିମାନ ସେବା ବିଭିନ୍ନ ସେକ୍ଟରରୁ ବନ୍ଦ କରିବାରେ ଲାଗିଥିବାରୁ…

ଓଡ଼ିଶା ଉଚ୍ଚ ନ୍ୟାୟାଳୟର ସୂଚନା, ଏପ୍ରିଲ ୮ରୁ ହେବ ସକାଳୁଆ ଅଦାଲତ

ରାଜ୍ୟର ସମସ୍ତ ଜିଲା ଓ ନିମ୍ନ ଅଦାଲତଗୁଡିକ ଏପ୍ରିଲ ୮ରୁ ସକାଳୁଆ ଚାଲିବ। ସକାଳ ୭ରୁ ଦିନ ୧ଟା ପର୍ଯ୍ୟନ୍ତ ଅଦାଲତ ଖୋଲା ରହିବ। ସକାଳ ୧୦ଟାରୁ ୧୦.୩୦ ପର୍ଯ୍ୟନ୍ତ ବିରତି ମିଳିବ।ଖରାଦିନ ଛୁଟି ପର୍ଯ୍ୟନ୍ତ ବ୍ରହ୍ମପୁର, ଛତ୍ରପୁର, ଭୁବନେଶ୍ବର, କୋରାପୁଟ ସଦର ଏବଂ ପୁରୀ ସଦର ଅଦାଲତ ବ୍ୟତୀତ…

ପଦ୍ମ ଧରିଲେ ଆକାଶ ଦାସ ନାୟକ

ଗତକାଲି ବିଜେଡିରୁ ଇସ୍ତଫା ଦେବା ପରେ ରବିବାର ବିଜେପିର ହାତ ଧରିଛନ୍ତି ପୂର୍ବତନ କୋରେଇ ବିଧାୟକ ତଥା ସିନେ ଅଭିନେତା ଆକାଶ ଦାସ ନାୟକ । ରାଜ୍ୟ ବିଜେପି କାର୍ଯ୍ୟାଳୟରେ ସେ ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହେଇଛନ୍ତି । ଦଳର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସହ ଅରବିନ୍ଦ ଢାଲି,…

ଚିକିଟି ନିର୍ବାଚନ ମଣ୍ଡଳୀରେ ଯୁବରାଜଙ୍କ ସହ ପ୍ରଚାର କଲେ ମା’ ଉଷା ଦେବୀ

ଟିକେଟ୍ ମିଳିବା ପ୍ରାର୍ଥୀମାନେ ପ୍ରଚାର ଟମଇଦାନକୁ ଓହ୍ଲାଇଲେଣି । ଗଂଜାମ ଜିଲ୍ଲାର ଚର୍ଚିତ ନିର୍ବାଚନ ମଣ୍ଡଳି ଚିକିଟି ମା’ ପୁଅ ପ୍ରଚାର କରୁଛନ୍ତି । ବିଜେଡି ପ୍ରାର୍ଥୀ ତଥା ଚିକିଟି ଗଡର ଯୁବରାଜ ଚିନ୍ମୟ ସ୍ୱରୁପ୍ ଦେବ୍, ମା’ ଉଷା ଦେବୀଙ୍କ ସହ ମିଶି ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି ।…

ବିଜେଡିରେ ମିଶିଲେ ଚିରଞ୍ଜୀବ ବିଶ୍ବାଳ

ତିର୍ତ୍ତୋଲ ଓ ଜଗତସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ବାଳ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି। ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜଙ୍କ ଉପସ୍ଥିତିରେ ସେ ସମର୍ଥକଙ୍କ ସହ ଶଙ୍ଖଭବନକୁ ଆସି ବିଜେଡିରେ ମିଶିଛନ୍ତି। ତେବେ ସେ ବିଜେଡିରେ ସାମିଲ ପରେ କହିଛନ୍ତି, ମୁଖ୍ୟମନ୍ତ୍ରୀ…

କଂଗ୍ରେସରୁ ଇସ୍ତଫା ଦେଲେ ସୁର

ଦୀର୍ଘ ୪ ଦଶନ୍ଧିରୁ ଅଧିକ ସମୟ କଂଗ୍ରେସ ସହ ନିବିଡ ଭାବେ ସଂଶ୍ଲିଷ୍ଟ ଥିବା ବିଧାୟକ ସୁର ରାଉତାରାୟ କଂଗ୍ରେସର ସବୁ କମିଟିରୁ ଇସ୍ତଫା ଦେଇଛନ୍ତି । ଆଜି ତାଙ୍କ ସାନ ପୁଅ ବିଜେଡିରେ ମିଶିବା ପରେ ସେ ଏଭଳି ପଦକ୍ଷେପ ନେଇଛନ୍ତି । ଏକ ଚିଠି ଲେଖି ସୁର ରାଉତରାୟ କହିଛନ୍ତି, ତାଙ୍କ ସାନପୁଅ…

ଆଜିର ରାଶିଫଳ

ଅଦ୍ୟ ମାର୍ଚ୍ଚ ମାସ ୨୮ ତାରିଖ ୨୦୨୪ ମସିହା(ଗୁରୁବାର) ଶକାବ୍ଦ -୧୯୪୫ ସମ୍ବତ -୨୦୮୦ ଦିଲ୍ଲୀସ୍ୱରାଦ୍ଧ-୧୪୩୧ ସମ୍ବତ୍ସର-ପିଙ୍ଗଳ ଚୈତ୍ରମାସ- କୃଷ୍ଣପକ୍ଷ ତିଥି- ତୃତୀୟା ସନ୍ଧ୍ୟା ଘ୦୬/୫୫ ଗତେ ଚତୁର୍ଥୀ ନକ୍ଷତ୍ର- ସ୍ଵାତୀ ରାତ୍ରି ଘ୦୭/୧୫ ଗତେ ବିଶାଖା ଚନ୍ଦ୍ର-ତୁଳା ଯୋଗ- ହର୍ଷଣ…

ଅଧା ଜଳୁଛି, ଅଧା ଖରାପ

ଅନ୍ଧାରରେ ପୁରୀ-ଭୁବନେଶ୍ବର ୩୧୬ ନମ୍ବର ଜାତୀୟ ରାଜପଥ। ଆରମ୍ଭରୁ ଆଲୋକୀକରଣ ବ୍ୟବସ୍ଥା ଫେଲ୍‌। ଲାଗିଥିବା ଷ୍ଟ୍ରିଟ୍‌ଲାଇଟ୍‌ରୁ ଅଧା ଜଳୁଥିବା ବେଳେ ଅଧା ଖରାପ ଅବସ୍ଥାରେ। ଫଳରେ ସନ୍ଧ୍ୟା ଗଡ଼ିଲେ ଏହି ରାଜପଥରେ ଅନ୍ଧାର ରାଜୁତି କରୁଛି। ଫଳରେ ଦିନକୁ ଦିନ ପୁରୀ-ଭୁବନେଶ୍ବର ଜାତୀୟ ରାଜପଥରେ…

ହୋଲି ପାଇଁ ଅଗ୍ନିଶମ ବାହିନୀ ସଜାଗ, ମଦ୍ୟପାନ ନକରିବାକୁ ପରାମର୍ଶ

ଆସନ୍ତାକାଲି ରଙ୍ଗର ପର୍ବ ହୋଲି । ହୋଲି ପାଇଁ ରାଜଧାନୀରେ ସଜାଗ ରହିଛନ୍ତି ଅଗ୍ନିଶମ ବାହିନୀ । ପ୍ରତିବର୍ଷ ରଙ୍ଗ ଖେଳ ପରେ ନଦୀ କିମ୍ବା ପୋଖରୀରେ ଗାଧୋଇବା ବେଳେ ଅନେକ ଅଘଟଣ ଘଟିଥାଏ । ଏହି ଅଘଟଣକୁ ରୋକିବାକୁ ଭୁବନେଶ୍ୱର ୫ଟି ସ୍ଥାନରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । କୁଆଖାଇ, ଦୟା,…