Trending
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
- ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
- ଦାରା ସିଂଙ୍କ ଆଗୁଆ ଜେଲ୍ ମୁକ୍ତି ଆଶା କ୍ରମଶଃ କ୍ଷୀଣ,ପରବର୍ତ୍ତୀ ଶୁଣାଣି ପାଇଁ ଆଗାମୀ ସେପ୍ଟେମ୍ବର ୧୭ ତାରିଖ ସ୍ଥିର
- କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲଙ୍କ ଘରେ ପହଞ୍ଚି ଗଣେଣଙ୍କ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
- ନୂଆଁଖାଇ କେବଳ ଏକ ପର୍ବ ନୁହେଁ ,ଏହା ଆମର ମାଟି, ସଂସ୍କୃତି, ଚାଲିଚଳଣୀ ଓ ସାମାଜିକ ଏକତାର ପ୍ରାଣସ୍ପନ୍ଦନ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ନୂଆ ଧାନକୁ ପ୍ରଥମେ ଦେବୀଙ୍କୁ ସମର୍ପଣ, ପରେ ପରିବାର ସହ ନବାନ୍ନ ଭକ୍ଷଣ
Browsing Category
Odisha
All about all odisha state news updates
ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଆଜି ଦିଲ୍ଲୀରେ ବସିବ ଜାତୀୟ ରାଜପଥ ନିର୍ମାଣ ସମୀକ୍ଷା ବୈଠକ। ପୂର୍ବାହ୍ନରେ ଏହି ବୈଠକ ବସିବାର ଅଛି। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେବେ। ରାଜ୍ୟରେ କୋଷ୍ଟାଲ ହାଇୱେ ଏବଂ ରୋଡ ନେଟୱର୍କ ଲାଗି କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ। ଏଥିପାଇଁ…
ଭିଜିଲାନ୍ସ ହାତରେ ପୂର୍ବତନ ମୁଖ୍ୟ ଯନ୍ତ୍ରୀ ତାରା ପ୍ରସାଦ ମିଶ୍ର , ଘରୁ ବାହାରୁଛି ପୁଳାପୁଳା ସୁନା
ପୂର୍ବତନ ମୁଖ୍ୟ ଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ୯ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଚାଲିଛି। ତାଙ୍କ ନାଁରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା। ପରେ ସ୍ବତନ୍ତ୍ର ବିଚାରପତିଙ୍କ ଦ୍ୱାରା ଜାରି ହୋଇଥିବା ସର୍ଚ୍ଚ ୱାରେଣ୍ଟ ଆଧାରରେ ଭିଜିଲାନ୍ସ ରେଡ କରିଛି । ତେବେ…
ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ
ଆଜି ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ତଥା ଅଭିଯୋଗ ଶୁଣାଣି ବନ୍ଦ ରହିବ। ଭୁବନେଶ୍ୱର, ୟୁନିଟ ୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବା ନେଇ…
ମମତାଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ
ଆଜି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଟେଲିଫୋନ ଯୋଗେ ମମତା ବାନାର୍ଜୀଙ୍କ ସହିତ ଆଲୋଚନା କରି ଆଳୁ ଯୋଗାଣ ସମସ୍ୟା ଦୂର କରିବାକୁ ଅନୁରୋଧ କରିଛନ୍ତି। ଦିଲ୍ଲୀରେ ଆଲୋଚନା ହେବା ପରେ ଓଡ଼ିଶାକୁ ଆଳୁ ଯୋଗାଣ ସ୍ବାଭାବିକ ହୋଇଥିଲା ।…
ରାଜ୍ୟରେ କିଏ କେଉଁଠି କରିବେ ପତାକା ଉତ୍ତୋଳନ
ତିନିଦିନ ପରେ ଜାତୀୟ ପର୍ବ ‘ସ୍ବାଧୀନତା ଦିବସ‘।‘ ଅଗଷ୍ଟ ୧୫ତାରିଖରେ ସାରା ଦେଶ ସମେତ ଓଡ଼ିଶାରେ ରାଜ୍ୟସ୍ତରୀୟ ଓ ଜିଲ୍ଲାସ୍ତରୀୟ ସ୍ବାଧୀନତା ଦିବସ ପାଳନ କରାଯିବ। ଚଳିତ ବର୍ଷ ରାଜ୍ୟରେ ନୂଆ ସରକାର ଗଠନ ହୋଇଥିବା ବେଳେ କିଏ କେଉଁ ସ୍ଥାନରେ ପତାକା ଉତ୍ତୋଳନ କରିବେ ସେନେଇ ମୁଖ୍ୟମନ୍ତ୍ରୀଙ୍କ…
ପାଣ୍ଡିଆନଙ୍କ ହେଲିକପ୍ଟର ବୁଲାର ତଦନ୍ତ ହେବ
୨୦୨୪ ନିର୍ବାଚନ ପୂର୍ବରୁ ବିଜେଡି ନେତା ଭି. କେ ପାଣ୍ଡିଆନ ବିଭିନ୍ନ ଜିଲ୍ଲାକୁ ହେଲିକପ୍ଟରରେ ବୁଲୁଥିଲେ । କେବେ ସେ ଅଭିଯୋଗ ଶୁଣୁଥିଲେ ତ କେବେ ନିର୍ବାଚନ ପ୍ରଚାରରେ ଯାଉଥିଲେ । ତେବେ ଏହାକୁ ଏବେ ନୂଆ ସରକାର ତଦନ୍ତ ପରିସରକୁ ଆଣିଛନ୍ତି । ରାଜ୍ୟରେ ବିଜେପି ସରକାର ଆକ୍ସନ ମୋଡକୁ ଆସି…
ଆଳୁ ମିଶନ ଫେଲ୍ ପଛର କାରଣ କଣ
ଭୁବନେଶ୍ବର: ରାଜ୍ୟରେ ଆଳୁମିଶନ କାହିଁକି ଫେଲ ହେଲା । ଏହାର ଉତ୍ତର କିଏ ଦେବ । ରାଜ୍ୟ ସରକାର ଏ ଦିଗରେ କାରଣ ଖୋଜିବାକୁ କହିଛନ୍ତି କଂଗ୍ରେସ ନେତା ବିଜୟ ପଟ୍ଟନାୟକ । ତାଙ୍କ କହିବା କଥା ଦର ବୃଦ୍ଧିକୁ ନିୟନ୍ତ୍ରଣକୁ ଆଣିବା ଲାଗି ରାଜ୍ୟ ସରକାର କାମ କରୁଛନ୍ତି। କିନ୍ତୁ ପୂର୍ବରୁ ଆଳୁ…
ପୁରୀ ସମୁଦ୍ରରେ ଯୁଦ୍ଧ ଜାହାଜ
ଆସନ୍ତା ଡିସେମ୍ବର ୪ ତାରିଖରେ ପୁରୀ ସ୍ବର୍ଣ୍ଣାଭ ବେଳାଭୂମିରେ ନୌସେନା ଦିବସ ଅନୁଷ୍ଠିତ ହେବ। ଏହାପୂର୍ବରୁ ନୌସେନା ମୁଖ୍ୟଙ୍କ ସହ ନୌସେନାର ଅଧିକାରୀମାନେ ଶନିବାର ପୁରୀ ଆସି ବେଳାଭୂମିରେ ହାଇଡ୍ରୋଗ୍ରାଫି ସର୍ଭେ କରିଥିବା ବେଳେ ବିସ୍ତୃତ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ଏହି ଅବସରରେ ପୁରୀ…
ସରକାରୀ ଖୁଚୁରା ବିକ୍ରୟ କେନ୍ଦ୍ରରେ ଶହେ ଟଙ୍କାରେ ମିଳୁଛି ୩ କିଲୋ ଆଳୁ
ରାଜ୍ୟରେ ଆଳୁ ସଙ୍କଟ ଭିତରେ ଖାଉଟିଙ୍କ ପାଇଁ ଭଲ ଖବର। ୧୦୦ ଟଙ୍କାରେ ମିଳୁଛି ୩ କିଲୋ ଆଳୁ। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ୟ୍ୟାଳୟ ଠାରେ ଭୁବନେଶ୍ୱରର ବିଭିନ୍ନ ଡିଲର ମାନଙ୍କୁ ଆଳୁ ଦେବା ଆରମ୍ଭ ହୋଇଛି। ଏମାନେ ସରକାରୀ ଖୁଚୁରା ବିକ୍ରୟ…
ଏଥର ଗାନ୍ଧୀମାର୍ଗରେ ହେବ ସ୍ୱାଧୀନତା ଦିବସ ପରେଡ୍
ସ୍ୱାଧୀନତା ଦିବସ ପରେଡ୍ ସ୍ଥାନ ବଦଳିଛି। କୋଭିଡ ପରଠାରୁ ଏହା ପ୍ରଦର୍ଶନୀ ପଡ଼ିଆରେ ଅନୁଷ୍ଠିତ ହେଉଥିଲା। ଚଳିତ ବର୍ଷ ପୁଣିଥରେ ଗାନ୍ଧୀମାର୍ଗକୁ ଫେରୁଛି। ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପରେଡ୍ରେ ସାମିଲ ହେେବ ଘୋଡ଼ା। ଘୋଡ଼ା ପିଠିରେ ବସି ପରେଡ୍ କରିବେ ଏନ୍ସିସି କ୍ୟାଡେଟ। ଏଥିପାଇଁ…