Browsing Category

Odisha

All about all odisha state news updates

ବିଜେଡି ଛାଡି ବିଜପିରେ ମିଶିବେ କି ?

ଲୋକସଭା ନିର୍ବାଚନ-୨୦୨୪ ଏବେ ନୂଆ ମୋଡ଼ ନେଇଛି । ମେଣ୍ଟ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପଡ଼ିବା ପରେ ଏବେ ବିଜେଡି ଓ ବିଜେପି ରାଜ୍ୟରେ ଏକାକୀ ନିର୍ବାଚନ ଲଢିବାକୁ ଯାଉଛନ୍ତିା ଏଥିପାଇଁ ଉଭୟ ଦଳ ମଧ୍ୟରେ ଆରମ୍ଭ ହୋଇଯାଇଛି ଟିକେଟ୍ କସରତ । ଏହାସହିତ ଉଭୟ ଦଳରେ ଦେଖିବାକୁ ମିଳିଛି ଦଳ ଡିଆଁ ପର୍ବ ।…

ହୀରାକୁଦରେ ତୁରନ୍ତ କେନ୍ଦ୍ରୀୟ ମେଡିକାଲ ଟିମ୍‌ ନିୟୋଜିତ କରାଯାଉ

ସମ୍ବଲପୁର ଜିଲାର ହୀରାକୁଦ ସମେତ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଝାଡ଼ାବାନ୍ତି ସଂକ୍ରମଣକୁ ରୋକିବା ପାଇଁ ପ୍ରଭାବିତ ଅଞ୍ଚଳରେ ତୁରନ୍ତ କେନ୍ଦ୍ରୀୟ ମେଡିକାଲ ଟିମ୍‌ ନିୟୋଜିତ କରିବା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡା. ମନସୁଖ ମାଣ୍ଡଭୀୟଙ୍କୁ ଚିଠି ଜରିଆରେ ଅନୁରୋଧ…

ଫୋକସରେ ନୂଆ ଭୋଟର ଓ ଛାତ୍ରଛାତ୍ରୀ , ସୋସିଆଲ୍ ମିଡିଆ ପାଲଟିବ ପ୍ରମୁଖ ଅସ୍ତ୍ର

ନୂଆ ଭୋଟର ସହ ଛାତ୍ରଛାତ୍ରୀଙ୍କ ଉପରେ ସବୁ ରାଜନୈତିକ ଦଳର ଆଖି । ସେମାନଙ୍କୁ ନିଜ ଆଡକୁ ଆଣିବା ପାଇଁ ପ୍ରସ୍ତୁତ ହେଉଛି ରଣନୀତି । ଏଥିପାଇଁ ବିଜୁଛାତ୍ର ଜନତା ଦଳ ଜୋରଦାର ପ୍ରସ୍ତୁତି ଆରମ୍ଭ କରିଦେଇଛି । ରାଜ୍ୟ ସରକାରଙ୍କ ନୂଆ-ଓ ଏବଂ ସ୍କଲାରସିପ ଭଳି କାର୍ଯ୍ୟକ୍ରମକୁ ଅସ୍ତ୍ର କରି…

ଭିଜିଲାନ୍ସ ଜାଲରେ ସହିଦ ନଗର ଥାନା SI

ଭିଜିଲାନ୍ସ ଜାଲରେ ସହିଦ ନଗର ଥାନା ଏସଆଇ । ସହିଦ ନଗର ଥାନା ଏସଆଇ ପ୍ରିୟବ୍ରତ ପ୍ରଧାନଙ୍କୁ ଧରିଥିଲା ଭିଜିଲାନ୍ସ । ଜବତ ଗାଡ଼ିକୁ ଛାଡ଼ିବା ପାଇଁ ୨ ହଜାର ଟଙ୍କା ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଧରା ପଡ଼ିଥିଲେ ପ୍ରିୟବ୍ରତ ପ୍ରଧାନ ।ସୂତ୍ରରୁ ପ୍ରକାଶ ସହିଦ ନଗର ଥାନା ପରିସରରେ ଜବତ…

ରାଜ୍ୟର ବିଭିନ୍ନ ସ୍ଥାନରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୫ଜଣଙ୍କ ମୃତ୍ୟୁ

ନୀଳଗିରି ବାରକୋଇଲି ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବ୍ୟାଙ୍କ ଖାତା ଆଣିବା ପାଇଁ ସନ୍ତରାଗଡ଼ିଆରୁ ବିଦୁ ଅଭିମୁଖେ ଯିବା ବେଳେ ଘଟିଛି ଦୁର୍ଘଟଣା । ରାସ୍ତାକଡ଼ରେ ଛିଡ଼ା ହୋଇଥିବା ଟ୍ରକକୁ ଧକ୍କା ଦେଇଛି ବାଇକ୍ । ଦୁର୍ଘଟଣାରେ ବାଇକ ଚାଳକ ପ୍ରଶାନ୍ତ ନାୟକଙ୍କ ମୃତ୍ୟୁ ହୋଇଥିବା ବେଳେ ପଛରେ…

ଶ୍ରୀମନ୍ଦିରରେ ପଶିଲେ ବିଦେଶିନୀ

ପୁଣି ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାରେ ଢିଲା ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ବାହାରେ ଓ ଭିତରେ ଶହଶହ ପୋଲିସ ନିୟୋଜିତ ଥିବା ବେଳେ ଶନିବାର ପୂର୍ବାହ୍ନରେ ଜଣେ ବିଦେଶୀ ମହିଳା ଶ୍ରୀମନ୍ଦିରରେ ପ୍ରବେଶ କରିଥିବା ଜଣାପଡ଼ିଛି। ଯାହାକୁ ନେଇ ସେବାୟତମାନଙ୍କଠାରୁ ଆରମ୍ଭ କରି ଜଗନ୍ନାଥ…

ରାଜ୍ୟରେ ପାଣି ଯୋଗାଣ ଯୋଜନା ବିଫଳ ହୋଇଛି କହିଲେ ମୁକେଶ ମହାଲିଙ୍ଗ

ଏକାକୀ ଲଢ଼ିବା ନେଇ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ବୟାନ ପରେ ପ୍ରଥମ ଥର ପାଇଁ ରାଜ୍ୟ ସରକାରଙ୍କୁ ଘେରିଛି ବିଜେପି । ରାଜ୍ୟରେ ପିଇବା ପାଣି ସମସ୍ୟାକୁ ନେଇ ସରକାରଙ୍କୁ ଘେରିଛନ୍ତି ବିଜେପି ବିଧାୟକ ମୁକେଶ ମହାଲିଙ୍ଗ । ଘରେ ଘରେ ପାଣି ଯୋଗାଇବାରେ ସରକାର ବିଫଳ ହୋଇଛନ୍ତି ଏବଂ…

ଆଜି ଅନ୍ଧାରରେ ରହିବ ସାରା ବିଶ୍ୱ!

ଆଜି ସାରା ବିଶ୍ୱ ପାଳିବ ‘ଆର୍ଥ ଆୱାର’। ସବୁ ବର୍ଷ ପରି ଚଳିତ ବର୍ଷ ମଧ୍ୟ ଘଣ୍ଟାଏ ପାଇଁ ବିଦ୍ୟୁତ ଆଲୋକ ବନ୍ଦ କରିବେ ବିଶ୍ୱବାସୀ। ଆଜି ରାତି ୮ଟା ୩୦ ରୁ ୯ଟା ୩୦ ଯାଏଁ ‘ଆର୍ଥ ଆୱାର’ ପାଳନ କରାଯିବ। ଅର୍ଥାତ୍ ପୂରା ୧ ଘଣ୍ଟା ବିଶ୍ୱବାସୀ ବିନା ବିଦ୍ୟୁତ୍ ରେ ସମୟ କଟାଇବେ ବା ଅନ୍ଧାରରେ…

ମେଣ୍ଟରେ ପଡିଲା ପୂର୍ଣ୍ଣଚ୍ଛେଦ

ଦୁଇ ଦଳ ଭିତରେ ଆସନ ବୁଝାମଣା ହୋଇପାରିଲାନି। ତେବେ କ’ଣ ସତରେ ଆସନ ଭାଗବଣ୍ଟା ହୋଇପାରିଲାନି ନା ମେଣ୍ଟ ନ ହେବା ପଛରେ ରହିଛି ଅନ୍ୟ କେଉଁ କାରଣ । ତେବେ ମେଣ୍ଟ ହେବା ନେଇ ଦିଲ୍ଲୀରୁ ପଲ୍ଲୀ ହେଉ କି, ଗାଁ ଖଟିରୁ ଚା’ ଖଟି ଯାଏଁ ଯେଉଁ ଚର୍ଚ୍ଚା ହେଉଥିଲା ସେଥିରେ ବିରାମ ଲାଗିଛି। ଏବେ ପ୍ରସଙ୍ଗ…

ଆଜିର ରାଶିଫଳ

ମେଷ: ଉଚ୍ଚ ସମ୍ଭବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂର ହେବ । ପରକଥାରେ ପଡି ବନ୍ଧୁଙ୍କ ସହ କଳହ ସୃଷ୍ଟି ହୋଇପାରେ। ବୃଷ : ବ୍ୟବସାୟରେ ଲାଭ ମିଳିବ ନାହିଁ ବରଂ କାହାରି ସହିତ କଳହ ହୋଇପାରେ । …