Trending
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
- ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
- ଦାରା ସିଂଙ୍କ ଆଗୁଆ ଜେଲ୍ ମୁକ୍ତି ଆଶା କ୍ରମଶଃ କ୍ଷୀଣ,ପରବର୍ତ୍ତୀ ଶୁଣାଣି ପାଇଁ ଆଗାମୀ ସେପ୍ଟେମ୍ବର ୧୭ ତାରିଖ ସ୍ଥିର
- କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲଙ୍କ ଘରେ ପହଞ୍ଚି ଗଣେଣଙ୍କ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
- ନୂଆଁଖାଇ କେବଳ ଏକ ପର୍ବ ନୁହେଁ ,ଏହା ଆମର ମାଟି, ସଂସ୍କୃତି, ଚାଲିଚଳଣୀ ଓ ସାମାଜିକ ଏକତାର ପ୍ରାଣସ୍ପନ୍ଦନ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ନୂଆ ଧାନକୁ ପ୍ରଥମେ ଦେବୀଙ୍କୁ ସମର୍ପଣ, ପରେ ପରିବାର ସହ ନବାନ୍ନ ଭକ୍ଷଣ
Browsing Category
Odisha
All about all odisha state news updates
ଫୁଲୁଛି ମହାନଦୀ
ଲଗାଣ ବର୍ଷା ଆଉ ଉପରମୁଣ୍ଡରେ ହୀରାକୁଦର ୧୪ଟି ଗେଟ୍ ଖୋଲିବା ପରେ ଫୁଲିଛି ମହାନଦୀ ଓ ଏହାର ଶାଖା ନଦୀ । ଫଳରେ କଟକ, ପୁରୀ, ଖୋର୍ଦ୍ଧା ଓ ଜଗତସିଂପୁର ଜିଲ୍ଲାର କିଛି ଅଞ୍ଚଳରେ ସୃଷ୍ଟି ହୋଇଛି ବନ୍ୟା ସ୍ଥିତି । ବିଶେଷକରି ମହାନଦୀର ବ୍ୟାକ୍ ୱାଟର ଯୋଗୁଁ ବୁଡି ଯାଇଛି ଶହ ଶହ ହେକ୍ଟର ଚାଷ ଜମି…
ହୀରାକୁଦରେ ଖୋଲିଲା ଆଉ ୬ଗେଟ୍
ଉପର ମୁଣ୍ଡରେ ପ୍ରବଳ ବର୍ଷା ହେତୁ ହୀରାକୁଦରେ ବଢିଛି ଜଳସ୍ତର। ଆଜି ଆଉ ୬ଟି ଗେଟ୍ ଖୋଲାଯାଇଛି। ବର୍ତ୍ତମାନ ମୋଟ ୧୪ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ଜଳ ଭଣ୍ଡାରରୁ ଗେଟ ଖୋଲିବା ପରେ ମହାନଦୀରେ ବଢିଛି ଜଳସ୍ତର। କଟକର ମୁଣ୍ଡଳୀଠାରେ ୫.୭୮ ଲକ୍ଷ୍ୟ କ୍ୟୁସେକ ବନ୍ୟାଜଳ…
ଖୋଲିଲା ‘ଶସ୍ୟ ଏଟିଏମ୍
ସାଧାରଣ ଭାବେ ଏଟିଏମରୁ ଟଙ୍କା ବାହାରୁଥିବା କଥା ସମସ୍ତେ ଜାଣିଛନ୍ତି । ମାତ୍ର ଏଣିକି ଏଟିଏମରୁ ଶସ୍ୟ ବାହାରିଯିବ । ଏହି କ୍ରମରେ ରାଜଧାନୀ ଭୁବନେଶ୍ୱରର ମଞ୍ଚେଶ୍ୱରରେ ଏକ ‘ଶସ୍ୟ ଏଟିଏମ୍’ ସ୍ଥାପନ କରାଯାଇଛି । ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏହି…
ରାଜ୍ୟରେ ଖୋଲିବନି ଆଉ ନୂଆ ମଦ ଦୋକାନ
ଆଇନ୍ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ବଡ ବୟାନ । ରାଜ୍ୟରେ ଖୋଲିବନି ଆଉ ନୂଆ ମଦ ଦୋକାନ । ସରକାର ଏନେଇ ନିଷ୍ପତ୍ତି ନେଇଛନ୍ତି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ଚୋରା ମଦ କିପରି ବନ୍ଦ ହେବ ସେନେଇ ବଡ ଚ୍ୟାଲେଞ୍ଜ ରହିଛି । ଆଗାମୀ ବର୍ଷଠାରୁ ରାଜ୍ୟରେ ଚୋରା ମଦ…
ରାଜ୍ୟ ଆଇଏଏସ ସ୍ତରରେ ଅଦଳବଦଳ
ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ। ବଦଳିଲେ ୨୦ ଜିଲ୍ଲାର ଜିଲ୍ଲାପାଳ। ଯାଜପୁର ଜିଲ୍ଲାପାଳ ଥିବା ନିଖିଲ ପୱନ କଲ୍ୟାଣଙ୍କୁ ବଦଳି କରାଯାଇ ତାଙ୍କୁ ଓଡ଼ିଶାମୃର୍ତ୍ତିକା ସଂରକ୍ଷଣ ଓ ଜଳଛାୟା ବିକାଶ ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରାଯାଇଛି। ତାଙ୍କ ସ୍ଥାନରେ ପି. ଅନ୍ବେଷା ରେଡ୍ଡି ହୋଇଛନ୍ତି…
ଆଜି ରାଜ୍ୟ କ୍ୟାବିନେଟ୍
ଆଜି ରାଜ୍ୟ କ୍ୟାବିନେଟ୍। ପୂର୍ବାହ୍ନରେ ଲୋକସେବା ଭବନରେ ଚତୁର୍ଥ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ବହୁ ଗୁରୁତ୍ଵପୂର୍ଣ୍ଣ ବିଷୟରେ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି। ବିଶେଷ କରି ରତ୍ନଭଣ୍ଡାର ମରାମତି…
ଓଡିଶା ହେବ ଗ୍ରୋଥ୍ ଇଞ୍ଜିନ୍
ପ୍ରଧାନମନ୍ତ୍ରୀଙ୍କ ବିକଶିତ ଭାରତରେ ଓଡିଶା ଏକ ଗ୍ରୋଥ୍ ଇଞ୍ଜିନ୍ ହେବାର ଲକ୍ଷ୍ୟ ରଖିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି । ଏହା ପୂର୍ବରୁ ୨୦୩୬ରେ ସ୍ୱତନ୍ତ୍ର ଓଡିଶା ଗଠନର ୧୦୦ ବର୍ଷ ପୂରଣ ହେଉଛି । ତେଣୁ ୨୦୩୬ ଓ ୨୦୪୭କୁ ଲକ୍ଷ୍ୟ ରଖି ଦୁଇଟି ଭିଜନ ଡକ୍ୟୁମେଣ୍ଟ…
ଓଡ଼ିଶାରେ କାର୍ଯ୍ୟକାରୀ ହେବ “ପେସା ଆଇନ”
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନେକ ନୂଆ ନୂଆ ପଦକ୍ଷେପ ଗ୍ରହଣ କରୁଛନ୍ତି । ଦୀର୍ଘଦିନ ଧରି ବନ୍ଦ ରହିଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ନିୟମିତ ଭାବେ ଶୁଣାଣି ଆରମ୍ଭ କରିଥିଲେ । ଏଥିସହିତ ଶ୍ରୀମନ୍ଦିରର ଚାରିଦ୍ୱାର ଖୋଲା ଯିବା ସହିତ ରତ୍ନଭଣ୍ଡାର ମଧ୍ୟ ଖୋଲା…
ଆଜି ଶ୍ରାବଣ ମାସର ତୃତୀୟ ସୋମବାର,ମହାଦେବଙ୍କୁ ଜଳଲାଗି ପାଇଁ ବିଭିନ୍ନ ଶିବ ମନ୍ଦିରରେ ପ୍ରବଳ ଭକ୍ତଙ୍କ ଭିଡ
ଆଜି ଶ୍ରାବଣ ମାସର ତୃତୀୟ ସୋମବାର। ମହାଦେବଙ୍କୁ ଜଳଲାଗି ପାଇଁ ବିଭିନ୍ନ ଶିବ ମନ୍ଦିରରେ ପ୍ରବଳ ଭକ୍ତଙ୍କ ଭିଡ ପରିଲକ୍ଷିତ ହୋଇଛି। ରାଜ୍ୟର ବିଭିନ୍ନ ଶିବ ମନ୍ଦିର ଗୁଡିକରେ ଜଳ ଲାଗି କରୁଛନ୍ତି କାଉଡିଆ। ପ୍ରଭୁ ଲିଙ୍ଗରାଜ, ବାବା ଧବଳେଶ୍ଵର, ବାବା ଆଖଣ୍ଡଳମଣି, ପୁରୀର ବାବା ଲୋକନାଥଙ୍କ ପୀଠ…
ଆଜି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ
ଆଜି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ । ଭୁବନେଶ୍ୱର ୟୁନିଟ- ୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହେବ ଜନ ଶୁଣାଣି। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।ପୂର୍ବାହ୍ନ ୧୧ରୁ ଆରମ୍ଭ ହେବ ଜନ ଶୁଣାଣି ।…