Trending
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
- ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
- ଦାରା ସିଂଙ୍କ ଆଗୁଆ ଜେଲ୍ ମୁକ୍ତି ଆଶା କ୍ରମଶଃ କ୍ଷୀଣ,ପରବର୍ତ୍ତୀ ଶୁଣାଣି ପାଇଁ ଆଗାମୀ ସେପ୍ଟେମ୍ବର ୧୭ ତାରିଖ ସ୍ଥିର
- କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲଙ୍କ ଘରେ ପହଞ୍ଚି ଗଣେଣଙ୍କ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
- ନୂଆଁଖାଇ କେବଳ ଏକ ପର୍ବ ନୁହେଁ ,ଏହା ଆମର ମାଟି, ସଂସ୍କୃତି, ଚାଲିଚଳଣୀ ଓ ସାମାଜିକ ଏକତାର ପ୍ରାଣସ୍ପନ୍ଦନ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ନୂଆ ଧାନକୁ ପ୍ରଥମେ ଦେବୀଙ୍କୁ ସମର୍ପଣ, ପରେ ପରିବାର ସହ ନବାନ୍ନ ଭକ୍ଷଣ
Browsing Category
Odisha
All about all odisha state news updates
ସାବଧାନ ! ଫୁଲୁଛି ମହାନଦୀ
ଗତକାଲି ହୀରାକୁଦର ୨୦ଟି ଗେଟ୍ ଖୋଲିବା ପରେ ମହାନଦୀର ଜଳସ୍ତର ବଢ଼ିବାରେ ଲାଗିଛି । ହୀରାକୁଦରୁ ବନ୍ୟାଜଳ ପ୍ରଥମେ ଖଇରାମାଳ ଓ ପରେ ବରମୂଳ ଦେଇ ଆସି ମୁଣ୍ଡଳୀରେ ପହଞ୍ଚିଛି। ଫଳରେ ଜଳସ୍ତର ବଢ଼ିଛି । ବିଶେଷ କରି ବନ୍ୟାଜଳ ପହଞ୍ଚିବା ଫଳରେ ତଳିଆ ଅଞ୍ଚଳ ଜଳମଗ୍ନ ହେବା ଆଶଙ୍କା ଦେଖାଦେଇଛି। ସାରା…
ରତ୍ନଭଣ୍ଡାର ସ୍ଥିତି ଓ ସ୍ଥାୟୀତ୍ୱ ନେଇ ଆଜି ପୂର୍ବାହ୍ନରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
ରତ୍ନଭଣ୍ଡାର ସ୍ଥିତି ଓ ସ୍ଥାୟୀତ୍ୱ ନେଇ ଆଜି ପୂର୍ବାହ୍ନରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ । ଏହି ବୈଠକରେ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ୍ ବିଶ୍ୱନାଥ ରଥ ଅଧ୍ୟକ୍ଷତା କରିବେ। ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବସିବାକୁ ଥିବା ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏଏସଆଇ ଅଧିକାରୀମାନେ…
ସେପ୍ଟେମ୍ବରରୁ ସୁଭଦ୍ରା ଯୋଜନା ଲାଗୁ
ଆସନ୍ତା ସେପ୍ଟେମ୍ବର ୧୭ ରୁ ଆରମ୍ଭ ହେବାକୁ ଯାଉଛି ସୁଭଦ୍ରା ଯୋଜନା । କ୍ୟାବିନେଟ ନିଷ୍ପତ୍ତି ପରେ ବଜେଟରେ ସୁଭଦ୍ରା ଯୋଜନା ପାଇଁ ୧୦ ହଜାର କୋଟି ଟଙ୍କା ବ୍ୟୟ ବରାଦ ହୋଇଛି । ଅର୍ଗସକୁ ଦେଇଥିବା ଏକ୍ସକ୍ଲୁସିଭ୍ ପ୍ରତିକ୍ରିୟାରେ ଏନେଇ ସୂଚନା ଦେଇଛନ୍ତି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ…
ଓଡିଶାରୁ ଜମ୍ମୁ କାଶ୍ମୀର ଯିବେ ବିଏସଏଫ୍ ଯବାନ
ଓଡିଶାର ମାଲକାନଗିରି ଅଞ୍ଚଳରେ ମୁତୟନ ହୋଇଥିବା ପ୍ରାୟ ୨୦୦୦ ବିଏସଏଫ (BSF) ଯବାନଙ୍କୁ ଜମ୍ମୁ-କାଶ୍ମୀରରେ ମୁତୟନ କରାଯିବ । ସେଥିପାଇଁ ଭାରତୀୟ ସେନା ଏହି ନିଷ୍ପତ୍ତି ନେଇଛି । ଭାରତ ପାକ ସୀମାରେ ଅଧିକ ସୈନିକଙ୍କ ଆବଶ୍ୟକତାକୁ ଉପଲବ୍ଧି କରି ଭାରତୀୟ ସେନା ଏଭଳି କରିଥିବା କୁହାଯାଉଛି ।…
ଆଇଏଏସ୍ ଶାଶ୍ୱତ ମିଶ୍ରଙ୍କୁ ମିଳିଲା ନୂଆ ଦାୟିତ୍ୱ
ଆଇଏଏସ୍ ଅଫିସର ଶାଶ୍ୱତ ମିଶ୍ରଙ୍କୁ ନୂଆ ଦାୟିତ୍ୱ। ଅର୍ଥ ବିଭାଗର ପ୍ରମୁଖ ସଚିବ ଭାବେ ତାଙ୍କୁ ନିଯୁକ୍ତି ମିଳିଛି। ଏହାଛଡ଼ା ଓଏସ୍ଏସ୍ଏସ୍ସି ଅଧ୍ୟକ୍ଷ ଭାବେ ମଧ୍ୟ ତାଙ୍କୁ ଅତିରିକ୍ତ ଦାୟିତ୍ୱ ମିଳିଛି। ସେହିଭଳି ଆଇଏଏସ୍ ଅଫିସର ଏନ୍.ବି.ଏସ୍. ରାଜପୁତଙ୍କୁ ଶାଶ୍ୱତଙ୍କ ସ୍ଥାନରେ…
୯ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ଏସଆରସି
ହୀରାକୁଦ ଗେଟ୍ ଖୋଲିଲା, ସତର୍କ ସୂଚନା ଜାରି ହେଲା । ୯ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ଏସଆରସି । ହୀରାକୁଦ ଗେଟ୍ ଖୋଲିବା ଏବଂ ତତପରେ ନଦୀ ମାନଙ୍କରେ ନିଷ୍କାସିତ ବନ୍ୟାଜଳର ପରିମାଣ ବୃଦ୍ଧି ନେଇ ସତର୍କ ସୂଚନା ଜାରି କରାଯାଇଛି । ତେବେ ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ନୟାଗଡ,…
ହୀରାକୁଦ ଡ୍ୟାମରେ ପ୍ରଥମ ବନ୍ୟାଜଳ ନିଷ୍କାସନ ଆରମ୍ଭ
ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡ ଛତିଶଗଡ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। ଫଳରେ ଡ୍ୟାମକୁ ଜଳ ପ୍ରବେଶ ଯୋଗୁ ବଢ଼ିଛି ଜଳସ୍ତର। ଏହାକୁ ଦୃଷ୍ଟିରେ ରଖି ବନ୍ୟା ଜଳ ନିଷ୍କାସନ ନିଷ୍ପତ୍ତି ନିଆଯାଇଛି। ସବୁ ବର୍ଷ ଭଳି ଚଳିତବର୍ଷ ମଧ୍ୟ ପରମ୍ପରା ଅନୁଯାୟୀ ପୂଜାର୍ଚ୍ଚନା ପରେ ପ୍ରଥମେ ୭ ନମ୍ବର…
ନୀତି ଆୟୋଗ ବୈଠକରେ ବିଭିନ୍ନ ଦାବି କରିଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝି
ନୀତି ଆୟୋଗ ବୈଠକରେ ବିଭିନ୍ନ ଦାବି କରିଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟରେ ବନ୍ଦର ଭିତ୍ତିକ ଶିଳ୍ପାଞ୍ଚଳ ପ୍ରତିଷ୍ଠା ଦାବି ପାଇଁ ସହାୟତା ଲୋଡ଼ିଛନ୍ତି ମୁଖ୍ୟମନ୍ତ୍ରୀ। ଧାମରା ଓ ଗୋପାଳପୁରରେ ନିକଟରେ ଶିଳ୍ପାଞ୍ଚଳ ଗଠନ ଦାବି କରିଛନ୍ତି। ଏଥିପାଇଁ ଗଞ୍ଜାମ ଜିଲ୍ଲାରେ ପ୍ରାୟ…
ଖୋଲିବ ହୀରାକୁଦ ଗେଟ୍
ଖୋଲିବ ହୀରାକୁଦ ଗେଟ୍, ନିଷ୍କାସିତ ହେବ ବର୍ଷର ପ୍ରଥମ ବନ୍ୟାଜଳ । ତଳିଆ ଅଞ୍ଚଳରେ ସମସ୍ତଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ କର୍ତ୍ତୃପକ୍ଷ । ଛତିଶଗଡ଼ରେ ତୁହାକୁ ତୁହା ବର୍ଷା ହେଉଛି । ଓଡ଼ିଶାରେ ଭଲ ବର୍ଷା ନଥିବା ବେଳେ ଛତିଶଗଡ଼ର ଉପର ମୁଣ୍ଡରେ ବର୍ଷା ହେବା ପାଇଁ ହୀରାକୁଦରେ ବଢ଼ିବାକୁ…
ଆଳୁ ଦର ବୃଦ୍ଧି
ଆଳୁ ଏବେ କେଉଁଠି ୪୫ ଟଙ୍କା ତ ଆଉ କେଉଁଠାରେ ୫୦ ଟଙ୍କାରେ ଲୋକମାନଙ୍କୁ କିଣିବାକୁ ପଡୁଛି। କିଛି ସ୍ଥାନରେ ଖୁଚୁରାରେ ୫୫ ଟଙ୍କାରେ ମଧ୍ୟ ବିକ୍ରି ହେଉଥିବା ଖବର ମିଳୁଛି। ଏସବୁ ସ୍ଥିତି ଦେଖି ଗ୍ରାହକମାନଙ୍କ ମଧ୍ୟରେ ଛନକା ସୃଷ୍ଟି ହେଲାଣି। ଖୋଲା ବଜାରରେ ଆଳୁ ବିକ୍ରି କରୁଥିବା…