Trending
- ମୋହନା ବିଧାୟକ ବିଧାୟକ ଦାଶରଥୀ ଗମାଙ୍ଗଙ୍କୁ ସୋ’ କଜ୍ ନୋଟିସ୍ ଜାରି କଲା ପିସିସି ଶୃଙ୍ଖଳା କମିଟି,ସନ୍ଧ୍ୟା ସୁଦ୍ଧା ଦଳୀୟ କାର୍ଯ୍ୟାଳୟରେ ହାଜର ହେବାକୁ ନିର୍ଦ୍ଦେଶ
- ରାସ୍ତାଘାଟରୁ ହଟିବେ ଶିଶୁ ଭିକ୍ଷୁକ,ନିର୍ଦ୍ଦେଶନାମା ଜାରି କଲା ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ
- ଦେଶର ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା,ଏପ୍ରିଲ ୯, ୨୩ ଓ ୨୯ରେ ହେବ ନିର୍ବାଚନ, ମେ ୪ ତାରିଖରେ ଭୋଟ ଗଣତି
- PNG ଥିଲେ LPG ସଂଯୋଗ ରଖିବା ପାଇଁ ଅନୁମତି ଦିଆଯିବ ନାହିଁ – ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ
- ବାଣିଜ୍ୟିକ ସିଲିଣ୍ଡର ଯୋଗାଣ ପୁଣି ଆରମ୍ଭ – ପେଟ୍ରୋଲିୟମ୍ ମନ୍ତ୍ରଣାଳୟର ଯୁଗ୍ମ ସଚିବ ସୁଜାତା ଶର୍ମା
- ସରକାରଙ୍କ କୌଣସି ପ୍ରସ୍ତାବକୁ ଆମେ ସ୍ବୀକାର କରିବୁ ନାହିଁ ବୋଲି ସେ ସ୍ପଷ୍ଟ କଲେ ମାଓବାଦୀ ଡିଭିଜନ ସଚିବ ରାଣୀତା
- ସୀମାନ୍ତ ଅଞ୍ଚଳଗୁଡ଼ିକୁ ଦେଶର ସବୁଠାରୁ ପଛୁଆ ଗାଁ ଭାବରେ ଦେଖୁଥିଲେ କଂଗ୍ରେସ – ପ୍ରଧାନମନ୍ତ୍ରୀ ମୋଦୀ
- ୨୦୨୬ ରଥଯାତ୍ରାକୁ ସମ୍ପୂର୍ଣ୍ଣ ଶୃଙ୍ଖଳିତ ଭାବରେ ଆୟୋଜନ କରିବା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ
- ଓଡ଼ିଶାରେ ୫୧୮୨ଟି ମୋବାଇଲ୍ ଟାୱାର ସ୍ଥାପନ କରାଯିବ, ଉପକୃତ ହେବେ ୭୧୫୭ଟି ଗାଁର ବାସିନ୍ଦା
- ନେତାଙ୍କ ଘରୁ ବାହାରିଲା ୫୫ଟି ଗ୍ୟାସ୍ ସିଲିଣ୍ଡର
Browsing Category
Odisha
All about all odisha state news updates
୫୫ ଖିଲାପକାରୀଙ୍କ ଉପରେ ୨୯.୫୦ କୋଟି ବକେୟା
ଭୁବନେଶ୍ବର ମହାନଗର ନିଗମ (ବିଏମ୍ସି)ର ରାଜସ୍ବ ଆଦାୟ ଅତି ନଗଣ୍ୟ ରହିବ। ଆର୍ଥତ୍କ ବର୍ଷ ପୂରିବାକୁ ଆଉ ମାତ୍ର ୧୫ଦିନ ଥିବାବେଳେ ଏବେସୁଦ୍ଧା ଧାର୍ଯ୍ୟ ଲକ୍ଷ୍ୟର ୬୦% ରାଜସ୍ବ ଆଦାୟ ହୋଇପାରିନାହିଁ। ଗୋଟିଏ ପଟେ ଟ୍ୟାକ୍ସ କଲେକ୍ଟର ତଥା ୱାର୍ଡ ଅଫିସରଙ୍କୁ ଟାର୍ଗେଟ ପୂରଣ କରିବାକୁ ପରୱାନା…
ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ଗାଡ଼ି ଦୁର୍ଘଟଣା
ଗତକାଲି ବିଳମ୍ବିତ ରାତିରେ ସଡ଼କ ଦୁର୍ଘଟଣାରେ ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଗୁରୁତର ହୋଇଥିବା ଜଣାଯାଇଛି। ତାଙ୍କ ପିଏସଓ ବି ଆହତ ହୋଇଛନ୍ତି।ଭୁବନେଶ୍ୱରରୁ ବରଗଡ଼ ଫେରିବା ବେଳେ ରେଢ଼ାଖୋଲ ନିକଟ ଲୁହାପଙ୍କ ନିକଟରେ ଏକ ଗ୍ୟାସ ଟ୍ୟାଙ୍କର ସହିତ ଧକ୍କା ହୋଇଥିଲା। ଏହି ସମୟରେ…
ରାଶିଫଳ
ଅଦ୍ୟ ମାର୍ଚ୍ଚ ମାସ ୧୫ ତାରିଖ ୨୦୨୪ ମସିହା(ଶୁକ୍ରବାର)
ଶକାବ୍ଦ -୧୯୪୫
ସମ୍ବତ -୨୦୮୦
ଦିଲ୍ଲୀସ୍ୱରାଦ୍ଧ-୧୪୩୧
ସମ୍ବତ୍ସର-ପିଙ୍ଗଳ
ଫାଲଗୁନମାସ- ଶୁକ୍ଳପକ୍ଷ
ତିଥି- ଷଷ୍ଠୀ ରାତ୍ରି ଘ୧୦/୦୪ ପର୍ଯ୍ୟନ୍ତ ତଦନ୍ତେ ସପ୍ତମୀ
ନକ୍ଷତ୍ର- କୃତ୍ତିକା ଦିବା ଘ୦୪/୪୦ ପର୍ଯ୍ୟନ୍ତ ତଦନ୍ତେ ରୋହିଣୀ…
ନୂଆ ରୂପ ନେଉଛି ଶ୍ରୀମନ୍ଦିର ଦୋଳବେଦୀ
ନୂଆ ରୂପ ନେଉଛି ଶ୍ରୀମନ୍ଦିର ଦୋଳବେଦୀ। ବହୁ ବର୍ଷର ପ୍ରାଚୀନ ଐତିହ୍ୟ କୀର୍ତ୍ତିରାଜି ଯାହା ସବୁ ରଙ୍ଗ ଆଉ ଚୁନ ପଲସ୍ତରା ଭିତରେ ଲୁଚିଯାଇଥିଲା, ସେଗୁଡିକୁ ପୁନରୁଦ୍ଧାର କରାଯାଉଛି। ପୁରୁଣା ପ୍ରାଚୀରରେ ଥିବା ଐତିହ୍ୟ କୀର୍ତ୍ତିରାଜି ମୂର୍ତ୍ତିଗୁଡିକ ଦୋଳବେଦୀର ନୂତନ ପ୍ରାଚୀରରେ ନିଖୁଣ ଭାବେ…
ପାକ୍ସ ଏବଂ ଲାମ୍ପ୍ସ କର୍ମଚାରୀମାନଙ୍କ ପାଇଁ ୬୬ ପ୍ରତିଶତ ମହଙ୍ଗାଭତ୍ତା
ରାଜ୍ୟ ସମବାୟ ବିଭାଗ ଅଧିନସ୍ଥ ସମସ୍ତ ପ୍ରାଥମିକ କୃଷି ସମବାୟ ସମିତି ଓ ବୃହଦାକାର ବହୁମୁଖୀ ସମବାୟ ସମିତି( ଲାମ୍ପ୍ସ )ରେ କାର୍ଯ୍ୟରତ କର୍ମଚାରୀ ମାନଙ୍କ ନିମନ୍ତେ ଖୁସି ଖବର । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଏହି କର୍ମଚାରୀ ମାନଙ୍କର ମହଙ୍ଗାଭତ୍ତାରେ ୬୬ ପ୍ରତିଶତ…
ମେଣ୍ଟ ଚିତ୍ର ଏବେବି ଅସ୍ପଷ୍ଟ
କିଏ କହୁଛି ମେଣ୍ଟ ହେବ କିଏ କହୁଛି ହେବନି । ପୂର୍ବରୁ ବିଜେଡି ସହ ମେଣ୍ଟ ଚର୍ଚ୍ଚାକୁ ସିଧାସଳଖ ଖଣ୍ଡନ କରୁଥିବା ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ମିଜାଜରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ମେଣ୍ଟକୁ ନେଇ ସେ ସିଧାସଳଖ କିଛି କହି ନ ଥିଲେ ବି ବିଜେଡି ଓ ବିଜେପି ରାଜ୍ୟରେ ସମ୍ଭାବ୍ୟ…
ନବୀନ ନିବାସରେ ଆଜି ମେଣ୍ଟ ଘୋଷଣା!
ଗତକାଲି ଗୃହମନ୍ତ୍ରୀ ଅମିତ ଶାହାଙ୍କ ନୂଆଦିଲ୍ଲୀ ବାସଭବନରେ ରାଜ୍ୟ ନେତାଙ୍କ ରୁଦ୍ଧଦ୍ବାର ବୈଠକ ବସିଥିଲା । ପୁଣି ଅପରାହ୍ନଣରେ ନବୀନ ନିବାସରେ ବୈଠକ ବସିଥିଲା। ଆଜି ସକାଳୁ ସକାଳୁ ରାଜ୍ୟ ସଭାପତି ମନମୋହନ ସାମଲ ମଧ୍ୟ ଦିଲ୍ଲୀରୁ ଫେରି ମେଣ୍ଟ ସମ୍ଭାବନାକୁ ନେଇ ଇଙ୍ଗିତ ଦେଇଛନ୍ତି।ମେଣ୍ଟ ହେବ…
ବରୁଣେଇରେ 5T ଅଧ୍ୟକ୍ଷ
ଖୋର୍ଦ୍ଧା ବରୁଣେଇ ଗସ୍ତରେ ନବୀନ ଓଡ଼ିଶା ଅଧ୍ୟକ୍ଷ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଆଜି ଭୋରୁ ଖୋର୍ଦ୍ଧା ବରୁଣେଇ ଗସ୍ତ କରିଛନ୍ତି । ବରୁଣେଇ ମନ୍ଦିର ପରିଦର୍ଶନ କରି ସ୍ଥିତି ସମୀକ୍ଷା କରିଛନ୍ତି । ଏହା ସହିତ ପର୍ଯ୍ୟଟକ ଓ ଶ୍ରଦ୍ଧାଳୁଙ୍କ…
କଟକ ମେୟରଙ୍କ ଗାଡି ଧକ୍କାରେ ଯୁବକ ଆହତ
କଟକ ମେୟର ସୁବାସ ସିଂଙ୍କ ଗାଡି ଧକ୍କାରେ ଜଣେ ଯୁବକ ଆହତ ହୋଇଛନ୍ତି। କଟକ ଖାନନଗର ଛକରେ ଏହି ଦୁର୍ଘଟଣା ଘଟିଛି। ଏଥିରେ ଜଣେ ସ୍କୁଟି ଆରୋହୀ ଆହତ ହୋଇଥିବା ସୂଚନା ମିଳିଛି। ଦୁର୍ଘଟଣା ପରେ ନିଜେ ମେୟର ତାଙ୍କୁ ଏକ ଅଟୋରେ ମେଡିକାଲ ନେଇଥିଲେ। ପ୍ରାଥମିକ ଚିକିତ୍ସା ପରେ ଯୁବକ ଜଣକ ସୁସ୍ଥ ଥିବା…
ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ
ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ତଥା ପ୍ରଜାମଣ୍ଡଳ ଆନ୍ଦୋଳନର ପୁରୋଧା ଓଡ଼ିଶାର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ପବିତ୍ର ମୋହନ ପ୍ରଧାନଙ୍କ ସ୍ମୃତି ରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନେକ ପଦକ୍ଷେପ ନେଇଛନ୍ତି। ତାଳଚେରରେ ପବିତ୍ର ମୋହନ ମେଡିକାଲ କଲେଜ, ବ୍ରାହ୍ମଣୀ ନଦୀ…