Trending
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
- ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
- ଦାରା ସିଂଙ୍କ ଆଗୁଆ ଜେଲ୍ ମୁକ୍ତି ଆଶା କ୍ରମଶଃ କ୍ଷୀଣ,ପରବର୍ତ୍ତୀ ଶୁଣାଣି ପାଇଁ ଆଗାମୀ ସେପ୍ଟେମ୍ବର ୧୭ ତାରିଖ ସ୍ଥିର
- କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲଙ୍କ ଘରେ ପହଞ୍ଚି ଗଣେଣଙ୍କ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
- ନୂଆଁଖାଇ କେବଳ ଏକ ପର୍ବ ନୁହେଁ ,ଏହା ଆମର ମାଟି, ସଂସ୍କୃତି, ଚାଲିଚଳଣୀ ଓ ସାମାଜିକ ଏକତାର ପ୍ରାଣସ୍ପନ୍ଦନ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ନୂଆ ଧାନକୁ ପ୍ରଥମେ ଦେବୀଙ୍କୁ ସମର୍ପଣ, ପରେ ପରିବାର ସହ ନବାନ୍ନ ଭକ୍ଷଣ
Browsing Category
Odisha
All about all odisha state news updates
ଆଳୁ ଗୋଦାମରେ ମନ୍ତ୍ରୀ ,୩୨ ଟଙ୍କାରୁ ଅଧିକ ଦରରେ ବିକିଲେ କାର୍ଯ୍ୟାନୁଷ୍ଠାନ ହେବ
ଆଉ କିଛି ସମୟ ଭିତରେ ଆଳୁକୁ ନେଇ ବସିବ ବୈଠକ। ବୈଠକ ପୂର୍ବରୁ ଆଳୁ ଗୋଦାମରେ ପହଞ୍ଚି ସ୍ଥିତି ପରଖିଥିଲେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଯୋଗାଣ ବିଭାଗ ପକ୍ଷରୁ ବିଭିନ୍ନ ବଜାର ଓ ଗୋଦାମରେ ଚଢାଉ କରାଯାଉଛି। ମନ୍ତ୍ରୀ କହିଛନ୍ତି ରାଜ୍ୟରେ ଆଗାମୀ ୭ ଦିନ ଯାଏ ମହଜୁଦ ରହିଛି ଆଳୁ। ତେଣୁ…
ଆରମ୍ଭ ହେବ ପ୍ରସ୍ପର-ଓଡ଼ିଶା ଯୋଜନା
ଆଜି ବିଧାନସଭାବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟ ବଜେଟ୍ ୨୦୨୪-୨୫ ଉପସ୍ଥାପନ କରିଛନ୍ତି । ବଜେଟରେ ଷ୍ଟାର୍ଟଅପକୁ ମଧ୍ୟ ଗୁରୁତ୍ୱ ଦିଆଯାଇଛି । ଏଣିକି ଗତିଶୀଳ ହେବ ଷ୍ଟାର୍ଟଅପ୍ ଓଡ଼ିଶା । ରାଜ୍ୟରେ ବିଶେଷ କରି ଯୁବ ବର୍ଗଙ୍କୁ ଆତ୍ମନିର୍ଭରଶୀଳ କରିବା ପାଇଁ ଷ୍ଟାର୍ଟଅପ୍ ଉପରେ ଅଧିକ…
ରାଜ୍ୟ ବଜେଟ – ସିଏମ କିଷାନ ପାଇଁ ୧୯୩୫ କୋଟିର ବ୍ୟୟ ବରାଦ
ବିଧାନସଭାରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝି । ବଜେଟର ପ୍ରଥମ ପର୍ୟ୍ୟାୟର ସେ କୃଷି ବଜେଟ ସଂପର୍କରେ ଘୋଷଣା କରିଛନ୍ତି ।
କୃଷି ଓ ଅନୁଷଙ୍ଗିକ କ୍ଷେତ୍ର ହେଉଛି ରାଜ୍ୟର ପ୍ରମୁଖ ନିଯୁକ୍ତିପ୍ରଦାନକାରୀ…
କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କ ବାସଭବନରେ ବିଜେପି ସାଂସଦଙ୍କ ଭେଟଘାଟ
କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କ ବାସଭବନରେ ଭେଟଘାଟ । ଦିଲ୍ଲୀ ସ୍ଥିତ ବାସଭବନରେ ଓଡ଼ିଶାର ବିଜେପି ସାଂସଦଙ୍କ ଭେଟଘାଟ । ଉପସ୍ଥିତ ଥିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମର ବି ଉପସ୍ଥିତ । ଉପସ୍ଥିତ ଥିଲେ ଦୁଇ କେନ୍ଦ୍ରମନ୍ତ୍ରୀ…
ଲୋୟର ସୁକତେଲ ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ବଲାଙ୍ଗୀର: ଲୋୟର ସୁକତେଲ ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ଲୋୟର ସୁକତେଲ ପ୍ରକଳ୍ପର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନୀଲ କୁମାର ରାଉତଙ୍କ ବିଭିନ୍ନ ସ୍ଥାନରେ ଥିବା ଘରେ ଭିଜିଲାନ୍ସ ଚଢ଼ାଉ କରାଯାଉଛି। ତାଙ୍କ ବିରୋଧରେ ଆୟ ବହିର୍ଭୁତ ସମ୍ପତି ରଖିଥିବା…
ଆଜି ବିଧାନସଭାରେ ଓଡ଼ିଶା ବଜେଟ୍
ଆଜି ବିଧାନସଭାରେ ଉପସ୍ଥାପିତ ହେବ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ। ଗତ ଫେବୃଆରୀ ମାସରେ ପୂର୍ବ ସରକାର ଆଣିଥିଲେ କାମଚଳା ବଜେଟ। ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ସେ ସମୟରେ ମୋଟ ୨ ଲକ୍ଷ ୫୫ ହଜାର କୋଟି ଟଙ୍କାର ବ୍ୟୟ ବରାଦ କରାଯାଇ ଆର୍ଥିକ ବର୍ଷର ପ୍ରଥମ ତିନି ମାସ ପାଇଁ ୧…
ବଢ଼ିଲା ହୀରାକୁଦ ଜଳସ୍ତର
ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢ଼ିବାରେ ଲାଗିଛି। ଜଳଭଣ୍ଡାରର ଜଳଧାରଣ କ୍ଷମତା ୬୩୦ ଫୁଟ ଥିବାବେଳେ ବର୍ତ୍ତମାନ ଜଳସ୍ତର ୬୦୪ ଫୁଟକୁ ଛୁଇଁଲାଣି।ଜଳସ୍ତର ୨ ଫୁଟ ବଢିଛି। ସେକେଣ୍ତ ପ୍ରତି ୧ ଲକ୍ଷ ୭୨ ହଜାର ୧୭୬ କ୍ୟୁସେକ ଜଳ ଜଳଭଣ୍ଡାରରେ ପ୍ରବେଶ କରୁଛି । ମହାନଦୀର ଉପରମୁଣ୍ଡରେ ଲଗାଣ ବର୍ଷା…
ଓଡ଼ିଶା ଅର୍ଥନୈତିକ ସର୍ଭେ
୨୪ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ବରେ ଗଠିତ ବିଜେପି ସରକାରଙ୍କ ପକ୍ଷରୁ ଆଜି ପ୍ରକାଶିତ ଓଡ଼ିଶା ଅର୍ଥନୈତିକ ସର୍ଭେ ରିପୋର୍ଟରେ ଏହା କୁହାଯାଇଛି। ଅର୍ଥନୀତି ଆଗକୁ ବଢ଼ିବା ଫଳରେ ରାଜ୍ୟବାସୀଙ୍କ ମୁଣ୍ଡପିଛା ଆୟ ବଢ଼ି ୨୦୨୩-୨୪ରେ ୧,୬୧,୪୩୭ ଟଙ୍କାରେ…
୧ରୁ ଖୋଲିବ ଭିତରକନିକା
ଜାତୀୟ ଉଦ୍ୟାନ ଅଗଷ୍ଟ ୧ରୁ ଭିତରକନିକା ପର୍ଯ୍ୟଟକଙ୍କ ପାଇଁ ଖୋଲିବ। ଏହା ମଧ୍ୟରେ ନୂଆକରି ସ୍କାଏ ଓ୍ବାକ୍ ବ୍ରିଜ୍ ନିର୍ମାଣ କରାଯାଇଛି, ଯାହାକି ପର୍ଯ୍ୟଟକମାନଙ୍କ ପାଇଁ ମୁଖ୍ୟ ଆକର୍ଷଣ ପାଲଟିବ। ମେ ୧ରୁ ଜୁଲାଇ ୩୧ ଯାଏ ବଉଳା କୁମ୍ଭୀର ପ୍ରଜନନ ପାଇଁ ଭିତରକନିକା ପର୍ଯ୍ୟଟକଙ୍କ ଲାଗି ବନ୍ଦ…
ଆଜି ଆସିବ ରାଜ୍ୟ ବଜେଟ୍
ଆଜି ବିଧାନସଭାରେ ଆର୍ଥିକ ବଜେଟ୍ ଉପସ୍ଥାପିତ ହେବ। ଅର୍ଥବିଭାଗ ନିଜ ହାତରେ ରଖିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ବଜେଟ୍ ଉପସ୍ଥାପନ କରିବେ। ନୂଆ ସରକାର ପ୍ରଥମ ଥର ବଜେଟ୍ ଉପସ୍ଥାପନ କରିବାକୁ ଯାଉଥିବାରୁ କ’ଣ ନୂଆ ଘୋଷଣା ହେବ ତାହା ଉପରେ ନଜର ରହିଛି। କେଉଁ କେଉଁ ଦିଗ ପ୍ରତି ଫୋକସ୍…