Trending
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
- ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
- ଦାରା ସିଂଙ୍କ ଆଗୁଆ ଜେଲ୍ ମୁକ୍ତି ଆଶା କ୍ରମଶଃ କ୍ଷୀଣ,ପରବର୍ତ୍ତୀ ଶୁଣାଣି ପାଇଁ ଆଗାମୀ ସେପ୍ଟେମ୍ବର ୧୭ ତାରିଖ ସ୍ଥିର
- କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲଙ୍କ ଘରେ ପହଞ୍ଚି ଗଣେଣଙ୍କ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
- ନୂଆଁଖାଇ କେବଳ ଏକ ପର୍ବ ନୁହେଁ ,ଏହା ଆମର ମାଟି, ସଂସ୍କୃତି, ଚାଲିଚଳଣୀ ଓ ସାମାଜିକ ଏକତାର ପ୍ରାଣସ୍ପନ୍ଦନ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ନୂଆ ଧାନକୁ ପ୍ରଥମେ ଦେବୀଙ୍କୁ ସମର୍ପଣ, ପରେ ପରିବାର ସହ ନବାନ୍ନ ଭକ୍ଷଣ
Browsing Category
Odisha
All about all odisha state news updates
ଆସନ୍ତା ଶୁକ୍ରବାର ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ
ଆସନ୍ତା ଶୁକ୍ରବାର ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତରେ ଯିବେ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୨୭ତାରିଖ ଶନିବାର ନୂଆଦିଲ୍ଲୀରେ ନୀତି ଆୟୋଗର ସାଧାରଣ ପରିଷଦ ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ…
କାଳିଆ ଯୋଜନା ଜାରି ରହିବ ନା ବନ୍ଦ ହେଇଯିବ, ଚିନ୍ତାରେ ଚାଷୀ
ବିଧାନସଭା ପ୍ରଶ୍ନକାଳରେ ଉଠିଲା କାଳିଆ ଯୋଜନା। ବୁଧବାର ବିଧାନସଭାରେ ବିଜେଡି ବିଧାୟକ ଗୌତମ ବୁଦ୍ଧ ଦାସ କୃଷି ମନ୍ତ୍ରୀ କେଭି ସିଂ ଦେଓଙ୍କୁ କାଳିଆ ଯୋଜନା ସମ୍ପର୍କରେ ପ୍ରଶ୍ନ କରିଛନ୍ତି। ଏନେଇ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏହାର ଉତ୍ତର ରଖିଛନ୍ତି।…
ପ୍ରାୟ ୮ ଲକ୍ଷ ନୂଆ ହିତାଧିକାରୀ ନୂଆ ରାସନ କାର୍ଡ ପାଇବେ
ଭୁବନେଶ୍ୱର:ନୂଆ ସରକାର ଆସିବା ପରେ ରାସନ କାର୍ଡକୁ ନେଇ ନୂଆ ତାଲିକା ହେବ । ରାଜ୍ୟ ସରକାର ଏନେଇ ମତ ରଖିଛନ୍ତି । ଖୁବ୍ ଶୀଘ୍ର ରାସନ୍ କାର୍ଡ ହିତାଧିକାରୀଙ୍କ ନୂଆ ତାଲିକା କରାଯିବ। ମାସେ ଭିତରେ ନୂଆ ହିତାଧିକାରୀ ରାସନ କାର୍ଡ ପାଇବେ ବୋଲି ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ…
ସାଂସଦ ଅପରାଜିତାଙ୍କୁ ବଡ଼ ଦାୟିତ୍ୱ
ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କୁ ମିଳିଛି ଏକ ବଡ଼ ଦାୟିତ୍ୱ । ଏସିଆ ପାସିଫିକ୍ ଗ୍ରୁପର ଉପ-ସଭାପତି ଭାବରେ ତାଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି । ଆଇପିୟୁ କାର୍ଯ୍ୟକାରୀ କମିଟି ଦ୍ୱାରା ଅପରାଜିତାଙ୍କ ନାଁରେ ମୋହର ବାଜିଥିବା କୁହାଯାଇଛି । ବାଚସ୍ପତି ଓମ୍ ବିର୍ଲାଙ୍କ ଜରିଆରେ ଏ ନେଇ…
ବିନା ଫିଟ୍ନେସ୍, ପଞ୍ଜୀକରଣରେ ଗାଡ଼ି ଚଳାଇଲେ ଫସିବେ
ବିନା ଫିଟ୍ନେସ୍ ଓ ପଞ୍ଜୀକରଣ ସାର୍ଟିଫିକେଟ୍ରେ ରାସ୍ତାରେ ଚାଲୁଥିବା ଗାଡ଼ିଗୁଡ଼ିକ ବିରୋଧରେ କେବଳ ଜରିମାନା ନୁହେଁ, ଏଣିକି ଆଇନ ଅନୁଯାୟୀ ଜବତ କରାଯିବା ସହ ମାମଲା ରୁଜୁ କରିବା ଭଳି ନିଷ୍ପତ୍ତି ନିଆଯାଇଛି। ସାରା ରାଜ୍ୟରେ ଫିଟ୍ନେସ୍ ଓ ରେଜିଷ୍ଟ୍ରେଶନ ସାର୍ଟିଫିକେଟ ଯାଞ୍ଚ…
ରାଜ୍ୟ ସରକାରଙ୍କ ବଡ଼ ଘୋଷଣା
ରାଜ୍ୟ ସରକାର କଲେ ବଡ଼ ଘୋଷଣା। ଏଥର ସବୁ ଜିଲାରେ ହେବ ମେଡିକାଲ କଲେଜ । ଏନେଇ ଗୃହରେ ବିବୃତ୍ତି ରଖିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ସବୁ ଜିଲାରେ ମେଡିକାଲ କଲେଜ କରିବା ମୋଦିଙ୍କ ଗ୍ୟାରେଣ୍ଟି ବୋଲି କହିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ । ତେବେ ବିଧାନସଭାରେ ବିବୃତ୍ତି ରଖିବା…
ଅରୁଣଙ୍କ ତ୍ରେଚ୍ଛାବାଣ
ରାଜ୍ୟପାଳଙ୍କ ପୁଅ ଏଏସ୍ଓଙ୍କୁ ମାଡ଼ ମାରିବା ଘଟଣାରେ ବିରୋଧୀ ସରକାରଙ୍କୁ ଘେରିଛନ୍ତି। ଏହି ପ୍ରସଙ୍ଗକୁ ନେଇ ମଙ୍ଗଳବାର ଉଭୟ ବିଜେଡି ଓ କଂଗ୍ରେସ ବିଧାନସଭାରେ ପ୍ରବଳ ହଟ୍ଟଗୋଳ କରିଥିବା ଦେଖାଯାଇଛି। ତେବେ ଏନେଇ ବିଜେଡି ବିଧାୟକ ଅରୁଣ ସାହୁ ପ୍ରତିକ୍ରିୟା ରଖି ଭାଜପା ସରକାର ଚଳାଇବାରେ…
ଚଳିତ ବଜେଟର ଓଡିଶାକୁ ଗୁରୁତ୍ୱ
ଚଳିତ ବଜେଟର ଓଡିଶାକୁ ଗୁରୁତ୍ୱ । ରାଜ୍ୟର ପ୍ରକୃତିକ ସୌନ୍ଦର୍ଯ୍ୟକୁ ଗୁରୁତ୍ୱ ଦେଇଛନ୍ତି ମୋଦୀ ସରକାର । ବିଶେଷ କରି ପ୍ରାକୃତିକ ଶୋଭାରେ ସମୃଦ୍ଧ ଓଡିଶାର ବନ୍ୟପ୍ରାଣୀ ଅଭୟାରଣ୍ୟ ଓ ବେଳାଭୂମି ଗୁଡିକ ପର୍ଯ୍ୟଟନର ମୁଖ୍ୟ ଆଧାର ହୋଇଥିବାରୁ ଏହାକୁ ବିଶେଷ ଗୁରୁତ୍ୱ ଦିଆଯିବ । ଏହାକୁ ବିଶ୍ୱର…
ଓଡ଼ିଶାର ପର୍ଯ୍ୟଟନସ୍ଥଳୀ ହେବ ବିଶ୍ୱସ୍ତରୀୟ
ସଂସଦରେ ୨୦୨୪-୨୫ ଆର୍ଥିକ ବର୍ଷର ସାଧାରଣ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଚଳିତ ବଜେଟରେ ଓଡ଼ିଶାକୁ ଗୁରୁତ୍ୱ ଦିଆଯାଇଛି । ରଜ୍ୟର ପର୍ଯ୍ୟଟନସ୍ଥଳୀ ପାଇଁ ବଜେଟରେ ବିଶେଷ ଘୋଷଣା କରାଯାଇଛି । ପ୍ରାକୃତିକ ଶୋଭାରେ ସମୃଦ୍ଧ ଓଡ଼ିଶାର ବନ୍ୟପ୍ରାଣୀ ଅଭୟାରଣ୍ୟ ଓ…
ସ୍ୱାସ୍ଥ୍ୟକେନ୍ଦ୍ରର ବଦଳିବ ନାମ
ରାଜ୍ୟରେ ବିଜେପି ସରକାର ପ୍ରଥମ ଥର ପାଇଁ କ୍ଷମତାକୁ ଆସିବା ବେଳେ ଅନେକ ନୂଆ ନୂଆ ପଦକ୍ଷେପ ଗ୍ରହଣ କରୁଛନ୍ତି । ବର୍ଷ ବର୍ଷ ଧରି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିଥିବା ବେଳେ ଏବେ ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କରୁଛନ୍ତି । ନିକଟରେ…