Browsing Category

Odisha

All about all odisha state news updates

ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀର ଦ୍ବିତୀୟ ଦିନ: ଭାଷାକୁ ନେଇ ଆମେ ଗର୍ବିତ

ଭୁବନେଶ୍ବର:  ରାଜଧାନୀ ଭୁବନେଶ୍ବରେ ଚାଲିଛି ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ। ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀର ଦ୍ବିତୀୟ ଦିନରେ ଆଧୁନିକ ଓଡିଶାର ଉତ୍ପତ୍ତି, ଓଡ଼ିଆ ଭାଷା ଓ ମହିଳା ସଶକ୍ତି କରଣ, ଓଡ଼ିଶାର ପ୍ରତ୍ନତତ୍ତ୍ଵ, ଆଧୁନିକ ଭାଷା ସାହିତ୍ୟ, ସାମୁଦ୍ରିକ ଐତିହ୍ୟ ଓ ଓଡ଼ିଶାର…

ଭୁବନେଶ୍ବରରେ ଭାଷାବିତ୍‌ଙ୍କ ଭିଡ: ୧୧ଟା ସମୟରେ ବନ୍ଦେ ଉତ୍କଳ ଜନନୀ’ ଗାନ

ଭୁବନେଶ୍ବର: ଆଜିଠାରୁ ଆରମ୍ଭ ହେଉଛି ବିଶ୍ଵ ଓଡିଆ ଭାଷା ସମ୍ମିଳନୀ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପରାମର୍ଶ କ୍ରମେ ଓଡ଼ିଶା ସରକାର କରିଛନ୍ତି ଭବ୍ୟ ଆୟୋଜନ। ଆଜି ଦିନ ୧୧ଟା ସମୟରେ ଓଡ଼ିଆ ଭାଷା ମହାକୁମ୍ଭକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ତେବେ ରାଜ୍ୟରେ ପ୍ରଥମ ଥର…

ଆଜିଠୁ ଆରମ୍ଭ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ

ଆଜିଠୁ ଆରମ୍ଭ ହେଉଛି ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ରାଜଧାନୀର ଜନତା ମଇଦାନରେ ହୋଇଛି ଆୟୋଜନ। ଯୋଗଦେବେ ବହୁ ଭାଷାବିତ୍‌ ଓ ଭାଷା ଗବେଷକ। ଓଡ଼ିଆ ଭାଷା କିପରି ଆଗକୁ ବଢ଼ିପାରିବ ଓ ଆଧୁନିକ ଜ୍ଞାନକୌଶଳକୁ ପ୍ରୟୋଗ କରି ଭାଷା କିପରି…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ସମ୍ବଲପୁର IIMର ନୂଆ କ୍ୟାମ୍ପସର ଉଦ୍‌ଘାଟନ କରିଛନ୍ତି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ସମ୍ବଲପୁର IIMର ନୂଆ କ୍ୟାମ୍ପସର ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ସ୍ଥାନୀୟ ସାଂସଦ, ବିଧାୟକ ଓ ଅନ୍ୟମାନେ…

ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ଓ ନିର୍ଦ୍ଦେଶକ ପଦ୍ମଶ୍ରୀ ସାଧୁ ମେହେରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ଵର: ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ଓ ନିର୍ଦ୍ଦେଶକ ପଦ୍ମଶ୍ରୀ ସାଧୁ ମେହେରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଉଭୟ ହିନ୍ଦି ଓ ଓଡିଆ ଚଳଚ୍ଚିତ୍ରରେ ସେ ତାଙ୍କର ନିଖୁଣ ଅଭିନୟର ଛାପ ଛାଡି ଯାଇଛନ୍ତି। ସେ ହେଉଛନ୍ତି ଜାତୀୟ ଚଳଚ୍ଚିତ୍ର…

ଭାଷା ଓ ସାହିତ୍ୟକୁ ନେଇ କେବେ ହୋଇ ନ ଥିବା ବିବିଧ କାର୍ଯ୍ୟକ୍ରମ

ଓଡିଆ ଭାଷା ଓ ଭାଷା ବିଜ୍ଞାନରେ ଅନନ୍ୟ ଅବଦାନ ପାଇଁ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ଜୀବନବ୍ୟାପୀ ସାଧନା ପୁରସ୍କାରରେ ସମ୍ବର୍ଦ୍ଧିତ କରାଯିବ।ଏତଦ୍‌ବ୍ୟତୀତ ଜ୍ଞାନପୀଠ ପୁରସ୍କାର ବିଜେତା, ପଦ୍ମପୁରସ୍କାର ବିଜେତା, ସାହିତ୍ୟ ଅକାଦେମି ପୁରସ୍କାରପ୍ରାପ୍ତ ବ୍ୟକ୍ତି, କବୀର ସମ୍ମାନ…

ରାଜ୍ୟପାଳଙ୍କୁ ଭେଟିଲେ ଏନସିସି କ୍ୟାଡେଟଙ୍କ ସହ କର୍ଣ୍ଣେଲ ସାଗର ମହାନ୍ତି

ଭୁବନେଶ୍ବର: ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଛନ୍ତି ଟିମ୍ ଓଡିଶା RDC-24 NCC କ୍ୟାଡେଟ୍ସଙ୍କ ସହ କର୍ଣ୍ଣେଲ ସାଗର ମହାନ୍ତି| ଏକ ପ୍ରେରଣାଦାୟକ "ଏଟି-ହୋମ୍" ଇଭେଣ୍ଟ ପାଇଁ  ରାଜ ଭବନରେ ଶ୍ରୀ ମହାନ୍ତି ରାଜ୍ୟପାଳଙ୍କୁ ଭେଟି ଆଲୋଚନା କରିଛନ୍ତି ।  ସେବା ଏବଂ ଉତ୍କର୍ଷତା ପାଇଁ ଏନସିସି…

୩ରୁ ଆରମ୍ଭ ହେବ ଏକାମ୍ର ଉତ୍ସବ

ରାଜଧାନୀ ଭୁବନେଶ୍ୱରରେ ଆସନ୍ତା ଫେବୃଆରୀ ୩ରୁ ଫେବ୍ରୁଆରୀ ୯ ତାରିଖ ପର୍ଯ୍ୟନ୍ତ ଏହି ଉତ୍ସବ ପାଳନ ହେବ। ବୁଧବାର ଲୋକସେବା ଭବନରେ ସମ୍ମିଳନୀ କକ୍ଷରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏକାମ୍ର ଉତ୍ସବ ସମ୍ପର୍କରେ ସୂଚନା ପ୍ରଦାନ କରାଯାଇଛି। ଏହି ସମ୍ମିଳନୀରେ ଭୁବନେଶ୍ୱର ମ୍ୟୁନିସିପାଲିଟି…

ରାହୁଲ ଗାନ୍ଧିଙ୍କ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା ଆସନ୍ତା ୬ତାରିଖରେ ଓଡ଼ିଶାରେ ପ୍ରବେଶ କରିବ

ରାହୁଲ ଗାନ୍ଧିଙ୍କ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା ଆସନ୍ତା ୬ତାରିଖରେ ଓଡ଼ିଶାରେ ପ୍ରବେଶ କରିବ । ବୀରମିତ୍ରପୁରଠାରେ ରାହୁଲ ଗାନ୍ଧିଙ୍କୁ ସ୍ୱାଗତ କରିବା ପାଇଁ ପ୍ରଦେଶ କଂଗ୍ରେସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି । ରାହୁଲ ୬ରେ ବୀରମିତ୍ରପୁର ଓ ୭ରେ ଝାରସୁଗୁଡ଼ାରେ ରାତି ବିତାଇବାର…

ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମାନରେ ସମ୍ମାନିତ ହେବେ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ

ଭୁବନେଶ୍ବର: ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମାନରେ ସମ୍ମାନିତ ହେବେ ବିଶିଷ୍ଟ ଭାଷାବିତ୍ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ । ଦେବୀପ୍ରସନ୍ନଙ୍କୁ ମାନପତ୍ର ସହ କୋଡ଼ିଏ ଲକ୍ଷ ଟଙ୍କା ପୁରସ୍କାର ରାଶିରେ ସମ୍ମାନିତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମ ବିଶ୍ଵ ଓଡିଆ  ଭାଷା ସମ୍ମିଳନୀ…