Trending
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
- ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
- ଦାରା ସିଂଙ୍କ ଆଗୁଆ ଜେଲ୍ ମୁକ୍ତି ଆଶା କ୍ରମଶଃ କ୍ଷୀଣ,ପରବର୍ତ୍ତୀ ଶୁଣାଣି ପାଇଁ ଆଗାମୀ ସେପ୍ଟେମ୍ବର ୧୭ ତାରିଖ ସ୍ଥିର
- କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲଙ୍କ ଘରେ ପହଞ୍ଚି ଗଣେଣଙ୍କ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
- ନୂଆଁଖାଇ କେବଳ ଏକ ପର୍ବ ନୁହେଁ ,ଏହା ଆମର ମାଟି, ସଂସ୍କୃତି, ଚାଲିଚଳଣୀ ଓ ସାମାଜିକ ଏକତାର ପ୍ରାଣସ୍ପନ୍ଦନ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ନୂଆ ଧାନକୁ ପ୍ରଥମେ ଦେବୀଙ୍କୁ ସମର୍ପଣ, ପରେ ପରିବାର ସହ ନବାନ୍ନ ଭକ୍ଷଣ
Browsing Category
Odisha
All about all odisha state news updates
ଆର୍ ସନ୍ଥଗୋପାଳନ ରାଜ୍ୟର ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ ନିଯୁକ୍ତ
ରାଜ୍ୟର ନୂଆ ସିଇଓ ହେଲେ ଆଇଏଏସ ଅଫିସର ଆର୍ ସନ୍ଥଗୋପାଳନ । ୨୦୦୧ ବ୍ୟାଚର ଏହି ଆଇଏଏସ ଅଫିସରଙ୍କୁ ରାଜ୍ୟର ନୂଆ ନିର୍ବାଚନ କମିଶନର ଭାବେ ନିଯୁକ୍ତ କରାଯାଇଛି । ଏନେଇ ଇସିଆଇ ପକ୍ଷରୁ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ କରାଯାଇ ସୂଚନା ଦିଆଯାଇଛି । ପୂର୍ବରୁ ସିଇଓ ଥିବା ନିକୁଞ୍ଜବିହାରୀ ଧଳଙ୍କୁ…
ଆଦିବାସୀଙ୍କ ପାଇଁ ଖୁସି ଖବର
ଓଡ଼ିଶାକୁ ପୂର୍ବ ଭାରତର ଶକ୍ତିଶାଳି ରାଜ୍ୟ କରାଯିବ ବୋଲି ରାଜ୍ୟପାଳ କହିଛନ୍ତି। ଏହି ଅବସରରେ ରାଜ୍ୟପାଳ କହିଛନ୍ତି, ରାଜ୍ୟରେ ଆଦିବାସୀ ଭାଷା ସଂରକ୍ଷଣ ନେଇ କାର୍ଯ୍ୟ କରାଯିବ। ଆଦିବାସୀ ଛାତ୍ରଙ୍କୁ ଅଧିକ ଆକୃଷ୍ଟ କରିବା ପାଇଁ ଲାଇବ୍ରେରୀ ଅନ୍ ହ୍ବିଲ୍ସର ଆରମ୍ଭ କରାଯିବ। ଏପରିକି ବନଜାତ…
ଜୁଲାଇ ୨୨ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି
ଆସନ୍ତାକାଲି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି । ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ଜନ ଅଭିଯୋଗ (ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସାଧାରଣ ଭାବେ ପ୍ରତି ସୋମବାର ଦିନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧୀ ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ…
ରାଷ୍ଟ୍ରୀୟ ସମ୍ମାନ ସହ ପଦ୍ମଶ୍ରୀ କମଳା ପୂଜାରୀଙ୍କ ଶେଷକୃତ୍ୟ ସମ୍ପନ୍ନ
ରାଷ୍ଟ୍ରୀୟ ସମ୍ମାନ ସହ ଜନ୍ମମାଟି କୋରାପୁଟ ପାତ୍ରପୁଟରେ ସମ୍ପନ୍ନ ହୋଇଛି ପଦ୍ମଶ୍ରୀ କମଳା ପୂଜାରୀଙ୍କ ଶେଷକୃତ୍ୟ। ଜୟପୁର ମେଡିକାଲରୁ ତାଙ୍କ ପାର୍ଥୀବ ଶରୀରକୁ ଶୋଭାଯାତ୍ରାରେ ପାତ୍ରପୁଟକୁ ନିଆଯାଇଥିଲା । ଗାଁ ମଶାଣୀରେ ତାଙ୍କୁ ଗାର୍ଡ ଅଫ ଅନର ଦିଆଯିବା ପରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ…
ରାଜ୍ୟ ସରକାରଙ୍କୁ ଘେରିବ ବିଜେଡି ଦଳ
ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଜୁ ଜନତା ଦଳ ବିଧାୟକ ଦଳ ବୈଠକ ବସିଛି । ସୋମବାରଠାରୁ ଆରମ୍ଭ ହେଉଛି ବିଧାନସଭାର ବଜେଟ ଅଧିବେଶନ । ଏହାପୂର୍ବରୁ ବିଜେଡି ତାର ରଣନୀତି ପ୍ରସ୍ତୁତ କରି ସାରିଛି ।ବିଶେଷ ସୂତ୍ରରୁ ଜଣାପଡିଛି ଯେ, ବିଜେଡି ପକ୍ଷରୁ ଏସଓଙ୍କୁ ମାଡ ଘଟଣା ଓ…
ଶଙ୍ଖ ଭବନ’ର ହେବ ତଦନ୍ତ
ବିଜେଡିର ଶଙ୍ଖ ଭବନକୁ ନେଇ ଅନେକ ଦିନ ଧରି ଅଭିଯୋଗ ହୋଇ ଆସୁଥିବାବେଳେ ଏବେ ତଦନ୍ତ ନେଇ ପ୍ରତିଶ୍ରୁତି ଦେଇଛନ୍ତି ମନ୍ତ୍ରୀ ସୁରେଶ ପୂଜାରୀ। ଅଭିଯୋଗ ଅନୁସାରେ, ସଡ଼କ କିସମ ଜାଗାକୁ ଘରବାଡ଼ିରେ ପରିବର୍ତ୍ତନ କରି ନିର୍ମାଣ ହୋଇଛି ଶଙ୍ଖ ଭଵନ। ରାଜଧାନୀ ଛାତି ଉପରେ ବେଆଇନ ଭାବେ ନିର୍ମାଣ ହୋଇଛି…
ବଦଳିଲା ବିଜୁ କ୍ରୀଡ଼ା ପୁରସ୍କାରର ନାଁ
ବିଜୁ ପଟ୍ଟନାୟକ କ୍ରୀଡ଼ା ସମ୍ମାନର ନାଁ ବଦଳାଇଛନ୍ତି ରାଜ୍ୟ ସରକାର। ଏନେଇ କ୍ରୀଡ଼ା ଓ ଯୁବ ସେବା ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି। ବିଜୁ କ୍ରୀଡ଼ା ସମ୍ମାନ ଏଣିକି ରାଜ୍ୟ କ୍ରୀଡ଼ା ସମ୍ମାନ ନାମରେ ପୁରସ୍କାର ପ୍ରଦାନ କରାଯିବ।ପୂର୍ବରୁ ରାଜ୍ୟ ସରକାର ରାଜ୍ୟର ପ୍ରତିଭାବାନ କ୍ରୀଡ଼ାବିତଙ୍କୁ…
ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ
ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ । ୨ ଦିନ ତଳେ ଅସୁସ୍ଥ ହୋଇ ଆଇସିୟୁରେ ଭର୍ତ୍ତି ହୋଇଥିଲେ । ଆଜି ଭୋର ୫ଟା ସମୟରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି ପଦ୍ମଶ୍ରୀ କମଳା ପୂଜାରୀ ।
ଧାନ ଗବେଷଣା ଓ ସଂରକ୍ଷଣ ପାଇଁ କୋରାପୁଟ ଜିଲ୍ଲାର ଆଦିବାସୀ ମହିଳା ଭାବେ ସେ ଦେଶରେ ପରିଚିତ ଥିଲେ । ୨୦୧୯…
ନୂଆ ସରକାରରେ ଆଡଭୋକେଟ ଜେନେରାଲ ହେଲେ ପୀତାମ୍ବର ଆଚାର୍ଯ୍ୟ
ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟଙ୍କୁ ବଡ଼ ଦାୟିତ୍ବ ମିଳିଛି । ନୂଆ ସରକାରେ ଆଡଭୋକେଟ ଜେନେରାଲ ହୋଇଛନ୍ତି ପୀତାମ୍ବର ଆଚାର୍ଯ୍ୟ । ତାଙ୍କୁ ଆଡଭୋକେଟ ଜେନେରାଲ ଭାବେ ନିଯୁକ୍ତି ମିଳିଛି । ଏଜି ଭାବେ ନିଯୁକ୍ତି କଲେ ରାଜ୍ୟପାଳ । ଏ ନେଇ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ…
ଭୁବନେଶ୍ୱରରେ ପହଞ୍ଚିଲେ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା
ଭୁବନେଶ୍ୱରରେ ପହଞ୍ଚିଲେ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା । ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ପାଛୋଟି ନେଇଥିଲେ ଦଳୀୟ ନେତା, ମନ୍ତ୍ରୀ ।ଆଜିଠାରୁ ଦୁଇ ଦିନ ଧରି ପୁରୀରେ ଅନୁଷ୍ଠିତ ବିଜେପିର ଦଳୀୟ…