Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Browsing Category
Odisha
All about all odisha state news updates
ମୁଣ୍ଡବିହୀନ ମୃତଦେହକୁ ନେଇ ଗଣ୍ଡଗୋଳ
ଗତ ଚାରି ଦିନ ତଳେ ପୋଟେରୁ ନଦୀରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଉଦ୍ଧାର ହେବା ପରେ ମାଲକାନଗିରିର MV-26 ଏବଂ ରାଖାଲଗୁଡ଼ା ଗାଁ ମଧ୍ୟରେ ତୀବ୍ର ଉତ୍ତେଜନା ଦେଖାଦେଇଛି। ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ଜିଲ୍ଲା ପୋଲିସ 'ଜୋରଦାର ଆକ୍ସନ' ଆରମ୍ଭ କରିଛି।ରାଖାଲଗୁଡ଼ା ଗାଁର…
ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ , ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନ ମରାମତି ପାଇଁ ଖର୍ଚ୍ଚ ୫୦ ଲକ୍ଷ
ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ କାର୍ଯ୍ୟ ଆରମ୍ଭରୁ ଆଜିର ବାତାବରଣ ବେଶ୍ ସ୍ୱାଭାବିକ ରହିଥିବା ଦେଖିବାକୁ ମିଳିଛି । ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନ ମରାମତି ପାଇଁ ଖର୍ଚ୍ଚ ହୋଇଛି ୫୦ ଲକ୍ଷ ଟଙ୍କା । ସେହିପରି ଅନ୍ୟ ଏକ ସରକାରୀ ବାସଭବନର ମରାମତିରେ ଖର୍ଚ୍ଚ ହୋଇଛି ୨୩…
ତାରିଣୀ ପୀଠର ବିକାଶ ପାଇଁ କଲେ ବଡ଼ ଘୋଷଣା
ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଏକ ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ୱରରୁ ଆସି ଘଟଗାଁରେ ପହଞ୍ଚିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ମା’ ତାରିଣୀ ପୀଠକୁ ଯାଇ ସେଠାରେ ମା’ଙ୍କ ଦର୍ଶନ ଓ ପୂଜାର୍ଚ୍ଚନା କରିଛନ୍ତି।
ମା’ ତାରିଣୀ ପୀଠର ବିକାଶ ପାଇଁ ୩୦୦ କୋଟିରୁ ଊଦ୍ଧର୍ବ…
ଭୁବନେଶ୍ବରରେ ଖୋଲିବ ୨ ନୂଆ ତହସିଲ ଅଫିସ୍
ଭୁବନେଶ୍ବରରେ ଆଉ ୨ ନୂଆ ତହସିଲ ଅଫିସ୍ ପ୍ରସ୍ତୁତ ହେବାକୁ ଯାଉଛି । ପୁରୁଣା ଭୁବନେଶ୍ବରରେ ଥିବା ତହସିଲ ଅଫିସ୍ରେ କ୍ରମାଗତ ଭାବେ ଚାପ ବଢ଼ିବାରେ ଲାଗିବା ପରେ ସରକାରଙ୍କ ପକ୍ଷରୁ ଆଉ ୨ ନୂଆ ତହସିଲ ଖୋଲିବା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଜ୍ଞପ୍ତି ପ୍ରକାଶ ପରେ ବର୍ତ୍ତମାନ…
ବିଜେପିରେ ଯୋଗଦେଲେ ପ୍ରୟାସକାନ୍ତି ସାମଲ ଓ ପ୍ରଣିତକାନ୍ତି ସାମଲ
ଭୁଶୁଡ଼ିଲା ଭଦ୍ରକ ବିଜେଡି । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବଡ଼ ମିଶ୍ରଣ ପର୍ବରେ ପଦ୍ମ ଧରିଲେ ବିଜେଡ଼ି ନେତା ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ । ବିଜେପିରେ ଯୋଗଦେଲେ ପ୍ରୟାସକାନ୍ତି ସାମଲ ଓ ପ୍ରଣିତକାନ୍ତି ସାମଲ । ପ୍ରୟାସକାନ୍ତି ସାମଲଙ୍କ ନେତୃତ୍ବରେ ଭଦ୍ରକ, ବନ୍ତ, ଭଣ୍ଡାରୀପୋଖରୀ,…
ଓଡ଼ିଶାକୁ ଛୁଟୁଛି ବିଦେଶୀ ପର୍ଯ୍ୟଟକଙ୍କ ସୁଅ
ପର୍ଯ୍ୟଟକଙ୍କ ପ୍ରଥମ ପସନ୍ଦ ପାଲଟିଛି ଓଡ଼ିଶା । ଗତ କିଛି ବର୍ଷ ଧରି ଓଡ଼ିଶାକୁ ଛୁଟୁଛି ବିଦେଶୀ ପର୍ଯ୍ୟଟକଙ୍କ ସୁଅ । ୨୦୨୨-୨୩ରେ ୮୬ ଲକ୍ଷ ୨୪ ହଜାର ପର୍ଯ୍ୟଟକ ଓଡ଼ିଶା ଆସିଥିଲେ। ଏହାପରେ ୨୦୨୩-୨୪ରେ ୧ କୋଟି ୧୪ ହଜାର ୧୭୫ ପର୍ଯ୍ୟଟକ ଓଡ଼ିଶା ଆସିଥିଲେ। ୨୦୨୪-୨୫ରେ ବର୍ତ୍ତମାନ ସୁଦ୍ଧା ୧…
ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ପାଇଁ ଆସିଲା ଗାଇଡ୍ଲାଇନ, ଅସହାୟଙ୍କୁ ୫୧ ହଜାର ଟଙ୍କାର ଆର୍ଥିକ ସହାୟତା…
ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ପାଇଁ ଆସିଲା ଗାଇଡ୍ଲାଇନ । ଗରିବ, ଅସହାୟଙ୍କୁ ୫୧ ହଜାର ଟଙ୍କାର ଆର୍ଥିକ ସହାୟତା ଯୋଗାଇଦେବେ ସରକାର । ସିଧାସଳଖ ଯୁବତୀଙ୍କ ଆକାଉଣ୍ଟକୁ ଯିବ ୩୫ ହଜାର ଟଙ୍କା । ଦିବ୍ୟାଙ୍ଗ, ବିଧବା, ଏସସି-ଏସଟିଙ୍କୁ ମିଳିବ ଅଗ୍ରାଧିକାର । ସମସ୍ତ ଜିଲ୍ଲାପାଳଙ୍କୁ…
ନବରଙ୍ଗପୁର ଜିଲ୍ଲା ମଙ୍ଗଳ ଅଧିକାରୀଙ୍କ ନାଁରେ ପାଲଟା ଏତଲା ଦେଲେ ଯୁବ ବିଜେଡି ନେତା
ଗତ ୨୮ତାରିଖ ଦିନ ପୂର୍ବତନ ସାଂସଦ ପ୍ରଦୀପ ମାଝୀ ଜିଲ୍ଲାପାଳ ଓ ଅନ୍ୟମାନଙ୍କ ସମ୍ମୁଖରେ ଡିଡବ୍ଲୁଓଙ୍କୁ ଗୁଳି କରିଦେବି ବୋଲି କହିବା ସହ ତାଙ୍କ ଅସମ୍ମାନ କରିବା ଅଭିଯୋଗ କରି ନବରଙ୍ଗପୁର ଥାନାରେ ଏତଲା ଦେଇଥିଲେ ଡିଡବ୍ଲୁଓ। ଆଜି ଯୁବ ବିଜେଡି ଦଳର ନେତା ନେତ୍ରନନ୍ଦ କଲାର…
ବିରୂପା ନଦୀରୁ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ
ଜଗତପୁର ଥାନା ଅନ୍ତର୍ଗତ ଆଇବି ରୋଡ୍ସ୍ଥିତ ବିରୂପା ନଦୀରୁ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ। ଆଜି ସକାଳେ ମୃତଦେହ ଉଦ୍ଧାର ହୋଇଛି। ଗତକାଲି ବିରୂପା ନଦୀ ପଣ୍ଡାସାହି ତୁଠରେ ଏକ ଅଭାବନୀୟ ଘଟଣା ଘଟିଥିଲା। ୫ଜଣ ସାଙ୍ଗ କାର୍ରେ ଭୁବନେଶ୍ୱରରୁ କଟକ ଆସିଥିବା ବେଳେ ବିରୂପା ନଦୀରେ କାର୍…
ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଟଳିଲେ ୧୨ ମାଓବାଦୀ
ବର୍ଷର ଶେଷ ମାସରେ ହେଲା ବଡ଼ ନକ୍ସଲ ଅପରେସନ୍ । ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଟଳିଲେ ୧୨ ମାଓବାଦୀ । ଛତିଶଗଡ଼ ବିଜାପୁର ଜିଲ୍ଲାର କେଶକୁତୁଲ ଜଙ୍ଗଲରେ ସୁରକ୍ଷାକର୍ମୀ ଓ ମାଓବାଦୀ ମଧ୍ୟରେ ଗୁଳିବିନିମୟ ହୋଇଛି। ଛତିଶଗଡ଼ର ଦାନ୍ତେୱାଡ଼ା-ବିଜାପୁର ସୀମାରେ ମାଓବାଦୀ ଏବଂ ସୁରକ୍ଷାକର୍ମୀଙ୍କ…