Browsing Category

Odisha

All about all odisha state news updates

ଭୁବନେଶ୍ବର ମାଷ୍ଟରକ୍ୟାଣ୍ଟିନରେ ପୋଲିସ-ଅନଲାଇନ ଗାଡ଼ିଚାଳକ ଧସ୍ତାଧସ୍ତି,ସ୍ଥିତି ନିୟନ୍ତ୍ରଣ କରିବା ପାଇଁ ପୋଲିସର…

ରଣକ୍ଷେତ୍ର ପାଲଟିଲା ମାଷ୍ଟରକ୍ୟାଣ୍ଟିନ। ପୋଲିସ-ଅନଲାଇନ ଗାଡ଼ିଚାଳକ ମୁହାଁମୁହିଁ ହୋଇଛନ୍ତି । ରାସ୍ତା ଉପରେ ଗାଡ଼ି ରଖି ଡ୍ରାଇଭର ମାନେ ରାସ୍ତାରୋକ କରିଛନ୍ତି । ଭୁବନେଶ୍ବର ମାଷ୍ଟରକ୍ୟାଣ୍ଟିନରେ ପୋଲିସ-ଅନଲାଇନ ଗାଡ଼ିଚାଳକ ଧସ୍ତାଧସ୍ତି । ସ୍ଥିତି ନିୟନ୍ତ୍ରଣ କରିବା ପାଇଁ ପୋଲିସର…

ଟ୍ୱିନ୍ ସିଟି ସହରଦ୍ୱୟର ସୌନ୍ଦର୍ଯ୍ୟକରଣ ପାଇଁ ଗମ୍ଭୀର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ,ଟ୍ରାଫିକ୍ ଡିକଞ୍ଜେସନ୍…

 ଟ୍ୱିନ୍ ସିଟି ଭୁବନେଶ୍ୱର ଓ କଟକରେ ଦିନକୁ ଦିନ ବୃଦ୍ଧି ପାଉଥିବା ଯାତାୟାତ ସମସ୍ୟାର ସ୍ଥାୟୀ ସମାଧାନ ଏବଂ ସହରଦ୍ୱୟର ସୌନ୍ଦର୍ଯ୍ୟକରଣ ପାଇଁ ଗମ୍ଭୀର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏ ନେଇ ମଙ୍ଗଳବାର ଲୋକସେବା ଭବନଠାରେ ଏକ ସମୀକ୍ଷା ବୈଠକ କରିଛନ୍ତି। ଅନୁଷ୍ଠିତ ବୈଠକରେ ଟ୍ୱିନ୍ ସିଟିର…

ବନ୍ୟା କ୍ଷୟକ୍ଷତି ସମୀକ୍ଷା ବୈଠକ ପରେ ମୁଖ୍ୟମନ୍ତ୍ରୀ ଙ୍କ ବଡ଼ ଘୋଷଣା ,ବିପର୍ଯ୍ୟୟ ମୁକାବିଲା ଲାଗି ହଜାରେ କୋଟିର…

ବନ୍ୟା କ୍ଷୟକ୍ଷତି ସମୀକ୍ଷା ପରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି । ବିପର୍ଯ୍ୟୟ ମୁକାବିଲା ଲାଗି ହଜାରେ କୋଟିର ପ୍ୟାକେଜ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଅଣସେଚିତ ଜମି ପାଇଁ ହେକ୍ଟର ପିଛା ୮୫୦୦ ଟଙ୍କା, ଜଳସେଚିତ ଜମି ପାଇଁ ୧୭,୦୦୦ ଟଙ୍କା ଘୋଷଣା…

ଆଜି ମଧ୍ୟ ବନ୍ଦ ଓଲା, ଉବେର ଓ ରାପିଡୋ ଭଳି ଅନଲାଇନ୍ ସେବା , ଆନ୍ଦୋଳନର ଦ୍ୱିତୀୟ ଦିନରେ ହନ୍ତସନ୍ତ ହେଉଛନ୍ତି ଯାତ୍ରୀ

ଆଜି ମଧ୍ୟ ବନ୍ଦ ଓଲା, ଉବେର ଓ ରାପିଡୋ ଭଳି ଅନଲାଇନ୍ ସେବା । ଆନ୍ଦୋଳନର ଦ୍ୱିତୀୟ ଦିନରେ ହନ୍ତସନ୍ତ ହେଉଛନ୍ତି ଯାତ୍ରୀ । କିଛି ସ୍ଥାନରେ ଡ୍ରାଇଭର ମାନେ ଧାରଣାକୁ ଓହ୍ଲାଇଛନ୍ତି ଆଉ ପିକେଟିଙ୍ଗ ମଧ୍ୟ କରୁଛନ୍ତି । ଏନେଇ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ସବୁ ଛକ…

୭ ଦଫା ଦାବି ନେଇ ଅନଲାଇନ୍ ଆପ୍ ଡ୍ରାଇଭରଙ୍କ ‘ଜିରୋ ସପ୍ଲାଇ’ ଆନ୍ଦୋଳନ ,ଯାତ୍ରୀ ହନ୍ତସନ୍ତ

ଅନଲାଇନ କ୍ୟାବ ଡ୍ରାଇଭରଙ୍କ ଧର୍ମଘଟର ପ୍ରଭାବ । ସେବା ଠପ୍ , ଯାତ୍ରୀ ହନ୍ତସନ୍ତ। ୭ ଦଫା ଦାବି ନେଇ ଅନଲାଇନ୍ ଆପ୍ ଡ୍ରାଇଭରଙ୍କ ‘ଜିରୋ ସପ୍ଲାଇ’ ଆନ୍ଦୋଳନ । ଅନଲାଇନ୍ ଡ୍ରାଇଭର୍ ମଞ୍ଚ, ଅନଲାଇନ୍ ଓ ଅଫଲାଇନ୍ ଡ୍ରାଇଭର ସଂଗଠନର ମିଳିତ ସଂଗ୍ରାମ ସମିତି ପକ୍ଷରୁ ଓଲା, ଉବେର୍, ର‍ାପିଡୋ ଭଳି…

ପୁରୀରେ ଅନ୍ତରୀଣ ଡିଜିପି ବିନୟତୋଷ ମିଶ୍ର,ଦାୟିତ୍ୱ ଗ୍ରହଣ କରିବା ପରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିଛନ୍ତି

ପୁରୀରେ ବିନୟତୋଷ ମିଶ୍ର। ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିଛନ୍ତି। ଶ୍ରୀମନ୍ଦିରରେ ପହଞ୍ଚିବା ପରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତାଙ୍କୁ ସ୍ୱାଗତ କରାଯାଇଥିଲା। ପରେ ଶ୍ରୀମନ୍ଦିର ଭିତରକୁ ଯାଇ ମହାପ୍ରଭୁଙ୍କ…

ହୀରାକୁଦର ୭ ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ,ନଦୀକୂଳିଆ ଅଞ୍ଚଳର ଲୋକଙ୍କୁ ସତର୍କ ରହିବା ସହ ପ୍ରଶାସନର ନିର୍ଦ୍ଦେଶ…

ହୀରାକୁଦର ୭ ଗେଟ୍ ଖୋଲା। ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୫ଟି ଗେଟ। ପୂର୍ବରୁ ୨ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ ହେଉଥିଲା । ଜଳସ୍ତର ବୃଦ୍ଧି ଯୋଗୁ ହୀରାକୁଦର ଆଉ ୫ଟି ଗେଟ ଖୋଲାଯାଇଛି। ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୧୮.୭୭ ଫୁଟ ରହିଛି। ଉପର ମୁଣ୍ଡରେ ପ୍ରବଳ ବର୍ଷା…

ବାଲେଶ୍ଵର ଜିଲ୍ଲାରେ ଲଗାଣ ବର୍ଷାରେ ବେହାଲ୍ ସମସ୍ତ ବ୍ଲକ୍,୪୨ ହଜାର ୬୦୦ ଲୋକ ସ୍ଥାନାନ୍ତରିତ

ବାଲେଶ୍ଵର ଜିଲ୍ଲାରେ ଲଗାଣ ବର୍ଷାରେ ବେହାଲ୍ ସମସ୍ତ ବ୍ଲକ୍ । ବାଲେଶ୍ଵର ଜିଲ୍ଲାର ୧୨ ଟି ବ୍ଲକ୍ ମଧ୍ୟରୁ ଭୋଗରାଇ , ଜଳେଶ୍ୱର, ବାଲିଆପାଳ, ବସ୍ତା,ସଦର,ରେମୁଣା ଓ ବାହାନଗା ବ୍ଲକ୍ ପ୍ରଭାବିତ ହୋଇଛି । ସେଥି ମଧ୍ୟରୁ ୯୬ଟି ପଞ୍ଚାୟତ ୪୪୬ଟି ଗାଁ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଛି । ସେହିଭଳି…

ଦାୟିତ୍ବ ଗ୍ରହଣ କଲେ ଅନ୍ତରୀଣ ଡିଜିପି ବିନୟତୋଷ ମିଶ୍ର,କିଭଳି ପର୍ବପର୍ବାଣୀ ଶାନ୍ତି ଶୃଙ୍ଖଳାର ସହ ପାଳନ ହେବ ପୋଲିସ…

ଦାୟିତ୍ବ ଗ୍ରହଣ କଲେ ଅନ୍ତରୀଣ ଡିଜିପି ବିନୟତୋଷ ମିଶ୍ର । କଟକ ସ୍ଥିତ ପୋଲିସ ମୁଖ୍ୟାଳୟ ଆସି ବିଧିବଦ୍ଧ ଭାବେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି ଅନ୍ତରୀଣ ପୋଲିସ ଡିଜି ବିନୟତୋଷ ମିଶ୍ର ।କାର୍ଯ୍ୟରେ ଯୋଗ ଦେବା ପରେ ଅନ୍ତରୀଣ ଡିଜି ବିନୟତୋଷ ମିଶ୍ର କହିଛନ୍ତି, ଏବେ ଗୁରୁତ୍ୱପୂର୍ଣ୍ଣ ଦିଗ ଗୁଡିକ…

ରାଜ୍ୟରେ ପ୍ରବଳ ବର୍ଷା ପାଇଁ ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ ,

୩ ଦିନ ବଡ଼ ବର୍ଷା ।  ଆଜିଠୁ ଆସନ୍ତା ୧୮ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।  ଏଥିପାଇଁ ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।  ଏନେଇ ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଲର୍ଟ କରାଯାଇଛି । ସମସ୍ତ ଅଧିକାରୀଙ୍କ ଛୁଟିକୁ ବାତିଲ କରାଯାଇଛି ।  ୩…