Trending
- ମୋହନା ବିଧାୟକ ବିଧାୟକ ଦାଶରଥୀ ଗମାଙ୍ଗଙ୍କୁ ସୋ’ କଜ୍ ନୋଟିସ୍ ଜାରି କଲା ପିସିସି ଶୃଙ୍ଖଳା କମିଟି,ସନ୍ଧ୍ୟା ସୁଦ୍ଧା ଦଳୀୟ କାର୍ଯ୍ୟାଳୟରେ ହାଜର ହେବାକୁ ନିର୍ଦ୍ଦେଶ
- ରାସ୍ତାଘାଟରୁ ହଟିବେ ଶିଶୁ ଭିକ୍ଷୁକ,ନିର୍ଦ୍ଦେଶନାମା ଜାରି କଲା ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ
- ଦେଶର ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା,ଏପ୍ରିଲ ୯, ୨୩ ଓ ୨୯ରେ ହେବ ନିର୍ବାଚନ, ମେ ୪ ତାରିଖରେ ଭୋଟ ଗଣତି
- PNG ଥିଲେ LPG ସଂଯୋଗ ରଖିବା ପାଇଁ ଅନୁମତି ଦିଆଯିବ ନାହିଁ – ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ
- ବାଣିଜ୍ୟିକ ସିଲିଣ୍ଡର ଯୋଗାଣ ପୁଣି ଆରମ୍ଭ – ପେଟ୍ରୋଲିୟମ୍ ମନ୍ତ୍ରଣାଳୟର ଯୁଗ୍ମ ସଚିବ ସୁଜାତା ଶର୍ମା
- ସରକାରଙ୍କ କୌଣସି ପ୍ରସ୍ତାବକୁ ଆମେ ସ୍ବୀକାର କରିବୁ ନାହିଁ ବୋଲି ସେ ସ୍ପଷ୍ଟ କଲେ ମାଓବାଦୀ ଡିଭିଜନ ସଚିବ ରାଣୀତା
- ସୀମାନ୍ତ ଅଞ୍ଚଳଗୁଡ଼ିକୁ ଦେଶର ସବୁଠାରୁ ପଛୁଆ ଗାଁ ଭାବରେ ଦେଖୁଥିଲେ କଂଗ୍ରେସ – ପ୍ରଧାନମନ୍ତ୍ରୀ ମୋଦୀ
- ୨୦୨୬ ରଥଯାତ୍ରାକୁ ସମ୍ପୂର୍ଣ୍ଣ ଶୃଙ୍ଖଳିତ ଭାବରେ ଆୟୋଜନ କରିବା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ
- ଓଡ଼ିଶାରେ ୫୧୮୨ଟି ମୋବାଇଲ୍ ଟାୱାର ସ୍ଥାପନ କରାଯିବ, ଉପକୃତ ହେବେ ୭୧୫୭ଟି ଗାଁର ବାସିନ୍ଦା
- ନେତାଙ୍କ ଘରୁ ବାହାରିଲା ୫୫ଟି ଗ୍ୟାସ୍ ସିଲିଣ୍ଡର
Browsing Category
Odisha
All about all odisha state news updates
ବ୍ଲକ୍ଗ୍ରାଣ୍ଟ କର୍ମଚାରୀଙ୍କ ଅନୁକମ୍ପାମୂଳକ ସହାୟତା ରାଶି ବଢ଼ାଇଲେ ସରକାର
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଅନୁଦାନପ୍ରାପ୍ତ ବେସରକାରୀ ଉଚ୍ଚତର ଶିକ୍ଷା ଅନୁଷ୍ଠାନରେ କାର୍ଯ୍ୟ କରୁଥିବା ବ୍ଲକ୍ଗ୍ରାଣ୍ଟ ଅନୁଦାନ ପରିସରଭୁକ୍ତ କର୍ମଚାରୀମାନଙ୍କ ପାଇଁ ବିଭିନ୍ନ ସେବା ସୁବିଧା ଘୋଷଣା କରିଛନ୍ତି।
ଘୋଷଣା ଅନୁଯାୟୀ, ଏହି ବ୍ଲକଗ୍ରାଣ୍ଟ…
ଆଜିର ରାଶିଫଳ
ମେଷ: ବିଳମ୍ବରେ ଲକ୍ଷ୍ୟସ୍ଥଳରେ ପହଞ୍ଚିବେ । ପ୍ରତ୍ୟେକ କ୍ଷେତ୍ରରେ ଆଗପଛ ବିଚାର କରି କାମ ନ କଲେ ଅପଦସ୍ଥ ହୋଇପାରନ୍ତି । ପରିବାରରେ ଭାଇ ଓ ଭଉଣୀମାନଙ୍କ କଥାବାର୍ତ୍ତାକୁ ନେଇ ମନ ଭାରାକ୍ରାନ୍ତ ହେବ । କର୍ମକ୍ଷେତ୍ରରେ ସମସ୍ୟା ଦେଖାଦେଇପାରେ ।
ବୃଷ : ନିକଟ ସମ୍ପର୍କୀୟଙ୍କ ସାହାଯ୍ୟ…
ରଥଯାତ୍ରା ସମୟରେ ଗଣତି ହେବ ରତ୍ନଭଣ୍ଡାରର ଦୁର୍ମୂଲ୍ୟ ସୁନା ଅଳଙ୍କାର
ଶ୍ରୀମନ୍ଦିର ରତ୍ନଭଣ୍ଡାର ସ୍ଥିତି ଓ ଏହାର ମରାମତି ନେଇ ଆଲୋଚନା ହୋଇଛି। ବୈଠକ ପରେ ଜଷ୍ଟିସ ଅରିଜିତ ପଶାୟତ କହିଛନ୍ତି, ବୈଠକରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଛି। ୧୯୭୮ ମସିହା କରାଯାଇଥିବା ଗଣତି ତାଲିକା ଉପରେ ଆଲୋଚନା କରାଯାଇଛି। ରତ୍ନଭଣ୍ଡାର ଭିତରକୁ ଯିବା ପାଇଁ କେତେବେଳେ…
୧୭ଟି ପ୍ରସ୍ତାବକୁ ମଞ୍ଜୁରୀ- ରାଜ୍ୟ କ୍ୟାବିନେଟ୍ ବୈଠକ
ରାଜ୍ୟ କ୍ୟାବିନେଟ୍ ବୈଠକରେ ଶନିବାର ସନ୍ଧ୍ୟାରେ ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ରାଜସ୍ୱ ବିପର୍ଯ୍ୟୟ ପରିଚାଳନା ବିଭାଗର ୩ଟି ପ୍ରସ୍ତାବ ମଞ୍ଜୁରୀ ମିଳିଛି। ବୈଠକରେ ରାଜ୍ୟର ସମସ୍ତ ୟୁଜି…
ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନଙ୍କର ପ୍ରୋତ୍ସାହନ ରାଶି ବୃଦ୍ଧି
ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନଙ୍କର ପ୍ରୋତ୍ସାହନ ରାଶି ବୃଦ୍ଧି ବିଷୟ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଘୋଷଣା କରିଛନ୍ତି । ସରକାରଙ୍କ ଏହି ପ୍ରୋତ୍ସାହନ ଅର୍ଥରାଶି ବୃଦ୍ଧି ଯୋଗୁଁ ମିଶନ ଶକ୍ତିର ୫୯,୫୦୯ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଉପକୃତ ହେବେ । ରାଜ୍ୟରେ ମହିଳା…
ମହାପ୍ରଭୁଙ୍କୁ ଦର୍ଶନ କଲେ ଜଷ୍ଟିସ ଅରିଜିତ
ଏସଆଇଟି ଅଧ୍ୟକ୍ଷ ଜଷ୍ଟିସ ଅରିଜିତ ପଶାୟତ ଓଡ଼ିଶାରେ ପହଞ୍ଚିଛନ୍ତି। ସେ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସକଳେ ସେ ପୁରୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ସ୍ତ୍ରୀଙ୍କ ସହ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି।ପରେ ଅପରାହ୍ନରେ ସେ ରତ୍ନଭଣ୍ଡାରରେ ଗଚ୍ଛିତ…
ବଡ଼ ଦେଉଳୁ ଖସିଲା ପଥର
କଳିଯୁଗ ଶେଷ ବିଷୟରେ ମହାପୁରୁଷ ଅଚ୍ୟୁତାନନ୍ଦଙ୍କ ମାଳିକାରେ ଅନେକ ଘଟଣା-ଅଘଟଣା ବିଷୟରେ ବର୍ଣ୍ଣନା କରାଯାଇଛି। ପତିତ ପାବନରେ ନିଆଁ ଲାଗିବା, ହୀରାକୁଦ ବନ୍ଧ ଭାଙ୍ଗିବା ହେଉ କି ହୀରାକୁଦରେ ଚିତଳ ମାଛର କାହାଣୀ ହେଉ, ଏମିତି ଅନେକ ଘଟଣା କଳିଯୁଗରେ ଘଟିବା ନେଇ ସେ ଲେଖି ଯାଇଛନ୍ତି। ଯାହା…
ବିଜେପି ରାଜ୍ୟରେ ଏକାକୀ ବିଧାନସଭା ଓ ଲୋକସଭା ନିର୍ବାଚନ ଲଢ଼ିବ!
ଆଗାମୀ ସାଧାରଣ ନିର୍ବାଚନରେ ରାଜ୍ୟରେ ବିଜେଡି ଓ ବିଜେପି ମଧ୍ୟରେ ମେଂଟ ହେବ କି ନାହିଁ ତାକୁ ନେଇ ଚର୍ଚା ଜାରି ରହିଛି । ନିର୍ବାଚନୀ ମେଂଟକୁ ନେଇ ଦୁଇ ଦଳ କିଛି କହୁନାହାଁନ୍ତି । ମେଂଟକୁ ନେଇ ଗତ ଦୁଇଦିନ ଧରି ଚାଲିଥିବା ରାଜନୀତିକ ହଟଚମଟ ଓ ସମ୍ଭାବ୍ୟ ମେଂଟ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ…
ଆଜିର ରାଶିଫଳ
ମେଷ: ବିଳମ୍ବରେ ଲକ୍ଷ୍ୟସ୍ଥଳରେ ପହଞ୍ଚିବେ । ପ୍ରତ୍ୟେକ କ୍ଷେତ୍ରରେ ଆଗପଛ ବିଚାର କରି କାମ ନ କଲେ ଅପଦସ୍ଥ ହୋଇପାରନ୍ତି । ପରିବାରରେ ଭାଇ ଓ ଭଉଣୀମାନଙ୍କ କଥାବାର୍ତ୍ତାକୁ ନେଇ ମନ ଭାରାକ୍ରାନ୍ତ ହେବ । କର୍ମକ୍ଷେତ୍ରରେ ସମସ୍ୟା ଦେଖାଦେଇପାରେ ।
ବୃଷ : ନିକଟ ସମ୍ପର୍କୀୟଙ୍କ ସାହାଯ୍ୟ…
ପାରାଦୀପ ବନ୍ଦର ବିଶ୍ୱସ୍ତରୀୟ କଣ୍ଟେନର ସର୍ଭିସ୍ ଆରମ୍ଭ
ପାରାଦୀପ ବନ୍ଦର ଏବଂ ଓଡ଼ିଶା ସରକାରଙ୍କ ସହ ବିଶ୍ୱର ସର୍ବବୃହତ ଭୂମଧ୍ୟସାଗରୀୟ ଶିପିଂ କମ୍ପାନୀ ଏମ୍ଏସ୍ସି (ମେଡିଟାରାନ ଶିପିଂ କମ୍ପାନୀ)ବୁଝାମଣାପତ୍ର କରିଛି। ପ୍ରଥମଥର ପାଇଁ ପଣ୍ୟ କାରବାରରେ ଓଡ଼ିଶା ସରକାରଙ୍କ ଭାଗୀଦାରି ହୋଇଛି। ଉକ୍ତ କମ୍ପାନୀର ବୃହତ୍ ଜାହାଜ ଏମ୍ଭି ଟାଇଗର ଏଫ୍…