Trending
- ବସ୍ ଧର୍ମଘଟ ନିଷ୍ପତ୍ତିରୁ ଓହରିଲା ଓଡ଼ିଶା ଘରୋଇ ବସ୍ ମାଲିକ ସଂଘ ,ବସ୍ ସେବା ସ୍ୱାଭାବିକ
- ଆଜି ନେତାଜୀଙ୍କ ୧୨୯ ତମ ଜୟନ୍ତୀ
- ସାହାରାରେ ତୁଷାରପାତ , ବରଫ ଦ୍ୱାରା ଆବୃତ୍ତ ହେଲା ମରୁ ବାଲି
- ନୂଆ ରୂପ ପାଇବ କଟକ ମହାନଦୀ ରିଭର ଫ୍ରଣ୍ଟ , ଏ ନେଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- କଟକରେ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ଉପରାଷ୍ଟ୍ରପତି
- ୨୦୦ ଫୁଟ ତଳକୁ ଖସିଲା ସେନା ଗାଡ଼ି ,୧୦ ଯବାନ ମୃତ
- ଗ୍ରାମାଞ୍ଚଳରେ କାର୍ଯ୍ୟରତ ଗ୍ରାମରକ୍ଷୀଙ୍କ ପାଇଁ ଖୁସି ଖବର,୧,୮୦୦ ଟଙ୍କା ବଦଳରେ ପାଇବେ ୨,୫୦୦ ଟଙ୍କା ମାସିକ ଭତ୍ତା
- ଆଜି ମିଳିବ ସୁଭଦ୍ରା ଟଙ୍କା
- ସଂଗଠନ ଏବଂ ନିର୍ବାଚନ ଉପରେ ବିଶେଷ ଧ୍ୟାନ ଦେଇ ପ୍ରଥମ ପ୍ରମୁଖ ବୈଠକ କରିଛନ୍ତି ନୀତିନ ନବୀନ
- ଅବସର ଗ୍ରହଣ ଘୋଷଣା କଲେ ନାସାର ମହାକାଶଚାରୀ ସୁନୀତା ଓ୍ୱିଲିୟମ୍ସ
Browsing Category
Odisha
All about all odisha state news updates
ଓଡ଼ିଶା ଆସୁଛନ୍ତି ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ
ଆଜି ଓଡ଼ିଶା ଆସୁଛନ୍ତି ମଲ୍ଲିକାର୍ଜୁନ ଖଡ଼ଗେ । ୧୧ଟା ୪୫ରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ । ଫେବ୍ରୁଆରୀ ୧ରୁ କଂଗ୍ରେସର ବସ୍ ଯାତ୍ରା ଆରମ୍ଭ ହେବ । ଏହି କାର୍ଯ୍ୟକ୍ରମରେ ସାମିଲ ହେବେ ୫୦ ହଜାର କର୍ମୀ । ବୁଥ କମିଟି, ଜିଲ୍ଲା ଓ ବ୍ଲକ ସଭାପତି ସାମିଲ ହେବେ । ନେତାଙ୍କୁ ନେଇ…
ନିର୍ବାଚନ ପ୍ରଭାରୀ ଘୋଷଣା କଲା ବିଜେପି; ବିଜୟପାଲ ସିଂହ ତୋମାରଙ୍କୁ ଓଡ଼ିଶା ଓ ବୈଜୟନ୍ତଙ୍କୁ ୟୁପି ଦାୟିତ୍ୱ
ରାଜ୍ୟ ପାଇଁ ପ୍ରଭାରୀ ତାଲିକା ଘୋଷଣା କରିଛି ଦଳ। ବିଜୟ ସିଂହ ତୋମାରଙ୍କୁ ଓଡ଼ିଶା ପ୍ରଭାରୀ ଭାବେ ନିଯୁକ୍ତ କରାଯାଇ ଥିବାବେଳେ ଲତା ଉସେଣ୍ଡିଙ୍କୁ ଓଡ଼ିଶା ସହ ପ୍ରଭାରୀ ଦାୟିତ୍ୱ ମିଳିଛି। ୨୦୧୪ ନିର୍ବାଚନରେ ଉତ୍ତର ପ୍ରଦେଶ ପ୍ରଭାରୀ ଦାୟିତ୍ୱ ତୁଲାଇ ଥିଲେ ଅମିତ ଶାହ। ଏହାପରେ ୨୦୧୯ରେ…
ସମଲେଇ ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ପଶ୍ଚିମ ଓଡ଼ିଶାର ଇଷ୍ଟଦେବୀ ମା’ ସମଲେଇ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପଣ କରିଛନ୍ତି ।ମୁଖ୍ୟମନ୍ତ୍ରୀ ଟୁଇଟ କରି କହିଛନ୍ତି ମା' ସମଲେଇ ଆମ ସମସ୍ତଙ୍କର ଆରାଧ୍ୟ ଦେବୀ। ତାଙ୍କରି କୃପା ଓ ଆଶିଷରେ 'ସମଲେଇ' ପ୍ରକଳ୍ପ ସାକାର ହୋଇଛି। ଏବେ ମା'ଙ୍କ ପୀଠର ଭବ୍ୟ ପରିବେଶ…
ଆଜି ରାଜ୍ୟର ସମସ୍ତ ସ୍କୁଲ ଓ କଲେଜ ବନ୍ଦ
ଆଜି ରାଜ୍ୟର ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରହିବ ବୋଲି ଗତ ୨୫ ତାରିଖରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।୪୦ ଏକର ପରିମିତ ଅଞ୍ଚଳରେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ମନ୍ଦିରର ଭ୍ୟ ରୂପାନ୍ତରଣ ହୋଇଛି । ଏହି କାର୍ଯ୍ୟ ପାଇଁ ୩ ହଜାରରୁ ଅଧିକ ଶ୍ରମିକ ଓ କର୍ମଚାରୀ ଦିନରାତି…
କର୍ତ୍ତବ୍ୟପଥରେ ଓଡ଼ିଶାର ପ୍ରଜ୍ଞାପନ ମେଢ
ନୂଆଦିଲ୍ଲୀ: ରାଜ୍ୟ ବିକାଶର ଗାଥା ଶୁଣାଇଥିଲେ ୧୩ଟି ପ୍ରଜ୍ଞାପନ ମେଢ। ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ ପକ୍ଷରୁ ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନା ସ୍ଥାନ ପାଇଥିଲା। ଏଥିରେ ଜଗନ୍ନାଥ ସଂସ୍କୃତି ପ୍ରଚାର ପ୍ରସାର ସହିତ ଗ୍ରାମୀଣ ବିକାଶକୁ ଫୋକସ୍ କରାଯାଇଛି। କୃଷି ବିଭାଗର ପ୍ରଜ୍ଞାପନ…
ମାଆ ‘ସମଲେଇ ପ୍ରକଳ୍ପ’ ଲୋକାର୍ପଣ
ପଶ୍ଚିମ ଓଡ଼ିଶାର ଇଷ୍ଟଦେବୀ ମାଆ ‘ସମଲେଇ ପ୍ରକଳ୍ପ’ର ଲୋକାର୍ପଣ ହେବ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜେ ଏହି ପ୍ରକଳ୍ପର ଲୋକାର୍ପଣ କରିବେ। ତେବେ ଏହା ପୂର୍ବରୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ବାର୍ତ୍ତା ରଖିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ମା’ ସମଲେଶ୍ୱରୀ…
ସାହସିକତା ଓ ବିଶିଷ୍ଟ ସେବା ପାଇଁ ସମ୍ମାନିତ ହେଲେ ପୋଲିସ ଅଧିକାରୀ
ଭୁବନେଶ୍ବର: ଉଲ୍ଲେଖନୀୟ ସେବା, ସାହାସିକତା ଓ ବିଶିଷ୍ଟ ସେବା ପାଇଁ ପୋଲିସ ପଦକ ପ୍ରଦାନ କରାଯାଇଛି । ଉଲ୍ଲେଖନୀୟ ସେବା ପାଇଁ ଉତ୍ତରାଞ୍ଚଳ ଆଇଜି ଦୀପକ କୁମାର, ଜୟପୁର ଭିଜିଲାନ୍ସ ଏସପି ବେଣୁଧର ନାୟକ, ସ୍ପେଶାଲବ୍ରାଞ୍ଚ ଅତିରିକ୍ତ ଏସପି ଅନନ୍ତ ଚରଣ ପତି, ଗଞ୍ଜାମ ଜିଲ୍ଲା ଅତିରିକ୍ତ ଏସପି…
ବିଜେଡି କନିଆଁ ବିଜେପି ବର: ବାହାଘର କରାଇଲା କଂଗ୍ରେସ
ଭୁବନେଶ୍ୱର: ବିଜେଡି କନିଆଁ ବିଜେପି ବର: ବାହାଘର କରାଇଲା କଂଗ୍ରେସ । ମାଷ୍ଟରକ୍ୟାଣ୍ଟିନ୍ ଛକ କଂଗ୍ରେସ ଭବନ ସମ୍ମୁଖରେ ବାହାଘରରେ ବିଜେପି ବର ଓ ବିଜେଡି କନ୍ୟା ସାଜିଥିଲା। ଛାତ୍ର କଂଗ୍ରେସର କର୍ମୀମାନେ ବରବେଶରେ ବଶିଥିଲେ । ନିମନ୍ତ୍ରଣ ପତ୍ର ମଧ୍ୟ ଆଗରୁ ବଣ୍ଟାଯାଇଥିଲା। ହିନ୍ଦୁ…
୭୫ତମ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ
ଭୁବନେଶ୍ୱର: ରାଜଧାନୀର ମହାତ୍ମା ଗାନ୍ଧୀ ମାର୍ଗରେ ୭୫ତମ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ରାଜ୍ୟପାଳ ରଘୁବର ଦାସ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ରାଜ୍ୟପାଳ ରଘୁବର ଦାସ ଚିତ୍ତାକର୍ଷକ ପରେଡରେ ଅଭିବାଦନ ଗ୍ରହଣ କରିଛନ୍ତି। ଏହି…
ପଦ୍ମ ପୁରସ୍କାର ୨୦୨୪: ଓଡ଼ିଶାର ଏହି ୪ ଜଣ ପାଇଲେ ପଦ୍ମଶ୍ରୀ
ପଦ୍ମ ପୁରସ୍କାର ଘୋଷଣା କରିଛନ୍ତି ଭାରତ ସରକାର। ଚଳିତଥର ମୋଟ ୧୩୨ ଜଣଙ୍କୁ ପଦ୍ମ ପୁରସ୍କାର ପାଇଁ ମନୋନୀତି କରାଯାଇଛି। ୫ ଜଣ ପଦ୍ମ ବିଭୂଷଣ, ୧୭ ଜଣ ପଦ୍ମଭୂଷଣ ଏବଂ ୧୧୦ ଜଣ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହେବେ। ୧୩୨ ଜଣଙ୍କ ମଧ୍ୟରେ ୩୦ ଜଣ ମହିଳା ସ୍ଥାନ ପାଇଥିବା ବେଳେ ୮ ଜଣ ବିଦେଶୀ ଏବଂ…