Trending
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
- ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
- ଦାରା ସିଂଙ୍କ ଆଗୁଆ ଜେଲ୍ ମୁକ୍ତି ଆଶା କ୍ରମଶଃ କ୍ଷୀଣ,ପରବର୍ତ୍ତୀ ଶୁଣାଣି ପାଇଁ ଆଗାମୀ ସେପ୍ଟେମ୍ବର ୧୭ ତାରିଖ ସ୍ଥିର
- କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲଙ୍କ ଘରେ ପହଞ୍ଚି ଗଣେଣଙ୍କ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
- ନୂଆଁଖାଇ କେବଳ ଏକ ପର୍ବ ନୁହେଁ ,ଏହା ଆମର ମାଟି, ସଂସ୍କୃତି, ଚାଲିଚଳଣୀ ଓ ସାମାଜିକ ଏକତାର ପ୍ରାଣସ୍ପନ୍ଦନ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ନୂଆ ଧାନକୁ ପ୍ରଥମେ ଦେବୀଙ୍କୁ ସମର୍ପଣ, ପରେ ପରିବାର ସହ ନବାନ୍ନ ଭକ୍ଷଣ
Browsing Category
Odisha
All about all odisha state news updates
ମହାପ୍ରଭୁଙ୍କ ସୁନାବେଶ,ଭକ୍ତଙ୍କ ପାଇଁ ସ୍ୱତନ୍ତ୍ର ଟ୍ରାଫିକ୍ ବ୍ୟବସ୍ଥା
ଆସନ୍ତାକାଲି ମହାପ୍ରଭୁଙ୍କ ସୁନାବେଶ । ମହଣ ମହଣ ସୁନାରେ ସଜେଇ ହେବେ ଶ୍ରୀଜୀଉ । ରଥରେ ଚତୁର୍ଦ୍ଧା ବିଗ୍ରହଙ୍କ ସୁନ୍ଦର ସୁନାବେଶ ଦର୍ଶନ ପାଇଁ ପୁରୀରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ହେବ । ଭିଡ଼ ନିୟନ୍ତ୍ରଣ ପ୍ରଶାସନ ପାଇଁ ଏକ ବଡ ଚ୍ୟାଲେଞ୍ଜ ହୋଇଛି। ଭକ୍ତଙ୍କ ପାଇଁ ସ୍ୱତନ୍ତ୍ର ଟ୍ରାଫିକ୍…
ପୁଣି ଖୋଲାଯିବ ରତ୍ନଭଣ୍ଡାର
ଆସନ୍ତା ୧୮ ତାରିଖରେ ପୁଣି ଖୋଲାଯିବ ରତ୍ନଭଣ୍ଡାର। ଏନେଇ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ମଙ୍ଗଳବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଶୁଭ ସମୟ ସକାଳ ୯ଟା ୫୧ରୁ ୧୨ଟା ୧୫ ମଧ୍ୟରେ ଖୋଲାଯିବ। ଭିତର ଭଣ୍ଡାର ତାଲା ଖୋଲାଯାଇ ସିନ୍ଦୁକ ଏବଂ ଆଲମାରୀରେ ଥିବା…
ପ୍ରତି ଜିଲ୍ଲାରେ ଖୋଲିବ ପରିବା ମଣ୍ଡି
ରାଜ୍ୟରେ ପ୍ରଥମ ଥର ପାଇଁ ବିଜେପି ସରକାର କ୍ଷମତାକୁ ଆସିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନେକ ନୂଆ ନୂଆ ପଦକ୍ଷେପ ଗ୍ରହଣ କରୁଛନ୍ତି । ଏହା ମଧ୍ୟରେ ରାଜ୍ୟ ସରକାର ଚାଷୀଙ୍କ ଉତ୍ସାହ ବୃଦ୍ଧି ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ରାଜ୍ୟର ସମସସ୍ତ ଜିଲ୍ଲାରେ ପରିବା ମଣ୍ଡି ଖୋଲିବ ।…
ଆଇପିଏସ କୁଟ୍ଟେଙ୍କୁ ନିଯୁକ୍ତି ଦେଲେ ରାଜ୍ୟ ସରକାର
ଆଇପିଏସ ଡିଏସ କୁଟ୍ଟେଙ୍କୁ ରାଜ୍ୟ ଗୃହ ବିଭାଗ ଓଏସଡି ଭାବେ ନିଯୁକ୍ତି ମିଳିଛି। ଏନେଇ ଗୃହ ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ନିଲମ୍ବନ ଉଠିବା ପରେ କୁଟ୍ଟେଙ୍କୁ ନିଯୁକ୍ତି ଦେଇଛନ୍ତି ସରକାର।ନିର୍ବାଚନ ସମୟରେ କୁଟ୍ଟେଙ୍କୁ ନିଲମ୍ବିତ କରାଯାଇଥିଲା। ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କ…
ସିଂହଦ୍ବାରରେ ପହଞ୍ଚିଲେ ୩ ରଥ
ଜନ୍ମବେଦିରେ ନବଦିନର ଲୀଳାଖେଳ ସାରି ଭାଇଭଉଣୀଙ୍କୁ ସାଙ୍ଗରେ ଧରି କୋଟି କୈବଲ୍ୟନାଥ ବ୍ରହ୍ମାଣ୍ଡ ଠାକୁର ଶ୍ରୀମନ୍ଦିର ସିଂହଦ୍ବାରକୁ ବାହୁଡ଼ିଛନ୍ତି। ଭାବଦିଆ କାଳିଆ ଠାକୁର ବଡ଼ଦାଣ୍ଡକୁ ନିସ୍ବାର୍ଥ ଭକ୍ତିଭାବରେ ବୁଡ଼ାଇଛନ୍ତି। ପୁଣିଥରେ ଭକ୍ତ-ଭଗବାନଙ୍କ ଅପୂର୍ବ ମିଳନ ହୋଇଛି। ଲକ୍ଷ…
ଆଜି ବାହୁଡ଼ିବେ ମହାବାହୁ
ଆଜି ବାହୁଡ଼ା ଶ୍ରୀଜିଉଙ୍କ ବାହୁଡ଼ା ଯାତ୍ରା । ଜନ୍ମବେଦୀରେ ସବୁ ଲିଳାଖେଳା ସାରିବା ନୀଳକନ୍ଦରକୁ ବାହୁଡ଼ିିବେ ନୀଳାଦ୍ରୀନାଥ ଏଥିପାଇଁ ସରିଛି ସବୁ ପ୍ରସ୍ତୁତି।ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପର୍ବ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ବାହୁଡ଼ା ନୀତି ପାଇଁ ଆଡପ ମଣ୍ଡପରେ…
ବାହାର ରତ୍ନଭଣ୍ଡାର ରୁ ରତ୍ନ ସ୍ଥାନାନ୍ତର ହେଲା, ଭିତର ଭଣ୍ଡାର ରତ୍ନ ପରେ ସ୍ଥାନାନ୍ତର ହେବ
ସରିଲା ରତ୍ନଭଣ୍ଡାର ଖୋଲିବା ପ୍ରକ୍ରିୟାର ପ୍ରଥମ ଦିନର କାର୍ଯ୍ୟ । ଭିତର ରତ୍ନଭଣ୍ଡାର ତାଲା ଭାଙ୍ଗି ଖୋଲାଗଲା । ବାହାର ରତ୍ନଭଣ୍ଡାର ରୁ ରତ୍ନ ସ୍ଥାନାନ୍ତର ହେଲା । ବାହାର ରତ୍ନଭଣ୍ଡାରର ଅଳଙ୍କାର ସ୍ତାନାନ୍ତରିତ ହୋଇଥିବା କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ । ସମୟ…
୪୬ ବର୍ଷ ପରେ ଆଜି ଏକ ମହତ୍ ଉଦ୍ଦେଶ୍ୟ ନେଇ ରତ୍ନ ଭଣ୍ଡାର ଖୋଲାଗଲା
ପୁରୀ: ୪୬ ବର୍ଷ ପରେ ଆଜି ଏକ ମହତ୍ ଉଦ୍ଦେଶ୍ୟ ନେଇ ରତ୍ନ ଭଣ୍ଡାର ଖୋଲାଗଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀ କହିଛନ୍ତି ମହତ ଉଦ୍ଦେଶ୍ୟ ନେଇ ଠିକ୍ ୧ଟା ୨୮ ମିନିଟରେ ଖୋଲାଗଲା ରତ୍ନଭଣ୍ଡାର। ବାହାର ରତ୍ନଭଣ୍ଡାର ସହ ଭିତର ରତ୍ନଭଣ୍ଡାର…
ରତ୍ନଭଣ୍ଡାର ଯାଞ୍ଚ ଲାଗି ତଦାରଖ କମିଟି ସଦସ୍ୟ ଭାଙ୍ଗିଲେ ତାଲା
ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିଛନ୍ତି ତଦାରଖ କମିଟି ସଦସ୍ୟ। ଶ୍ରୀମନ୍ଦିର ଭିତରକୁ ଗଲେ ରତ୍ନଭଣ୍ଡାରକୁ ଯିବାକୁ ଥିବା ସଦସ୍ୟ। ଚାବିରେ ଖୋଲିଲାନି ରତ୍ନଭଣ୍ଡାର ତାଲା, ତାଲାକୁ ଭାଙ୍ଗିଛନ୍ତି ଟିମ୍ । ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଚାବି ଭାଙ୍ଗି ଏହା ଭିତରେ ଟିମ୍ ପ୍ରବେଶ କରିଛି । ୧୫…
ବହୁ ବର୍ଷ ଅପେକ୍ଷାର ହେବ ଅନ୍ତ!
ଖୋଲାଯିବ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରତ୍ନଭଣ୍ଡାର। ଏହାପୂର୍ବରୁ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ଏହାପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ସେ କହିଛନ୍ତି ଯେ, ରତ୍ନଭଣ୍ଡାର ଖୋଲିବାକୁ ମହାପ୍ରଭୁଙ୍କ ଆଶୀର୍ବାଦ ରହିଛି। ଲୋକନାଥଙ୍କ ପାଖରୁ…