Trending
- ମୋହନା ବିଧାୟକ ବିଧାୟକ ଦାଶରଥୀ ଗମାଙ୍ଗଙ୍କୁ ସୋ’ କଜ୍ ନୋଟିସ୍ ଜାରି କଲା ପିସିସି ଶୃଙ୍ଖଳା କମିଟି,ସନ୍ଧ୍ୟା ସୁଦ୍ଧା ଦଳୀୟ କାର୍ଯ୍ୟାଳୟରେ ହାଜର ହେବାକୁ ନିର୍ଦ୍ଦେଶ
- ରାସ୍ତାଘାଟରୁ ହଟିବେ ଶିଶୁ ଭିକ୍ଷୁକ,ନିର୍ଦ୍ଦେଶନାମା ଜାରି କଲା ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ
- ଦେଶର ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା,ଏପ୍ରିଲ ୯, ୨୩ ଓ ୨୯ରେ ହେବ ନିର୍ବାଚନ, ମେ ୪ ତାରିଖରେ ଭୋଟ ଗଣତି
- PNG ଥିଲେ LPG ସଂଯୋଗ ରଖିବା ପାଇଁ ଅନୁମତି ଦିଆଯିବ ନାହିଁ – ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ
- ବାଣିଜ୍ୟିକ ସିଲିଣ୍ଡର ଯୋଗାଣ ପୁଣି ଆରମ୍ଭ – ପେଟ୍ରୋଲିୟମ୍ ମନ୍ତ୍ରଣାଳୟର ଯୁଗ୍ମ ସଚିବ ସୁଜାତା ଶର୍ମା
- ସରକାରଙ୍କ କୌଣସି ପ୍ରସ୍ତାବକୁ ଆମେ ସ୍ବୀକାର କରିବୁ ନାହିଁ ବୋଲି ସେ ସ୍ପଷ୍ଟ କଲେ ମାଓବାଦୀ ଡିଭିଜନ ସଚିବ ରାଣୀତା
- ସୀମାନ୍ତ ଅଞ୍ଚଳଗୁଡ଼ିକୁ ଦେଶର ସବୁଠାରୁ ପଛୁଆ ଗାଁ ଭାବରେ ଦେଖୁଥିଲେ କଂଗ୍ରେସ – ପ୍ରଧାନମନ୍ତ୍ରୀ ମୋଦୀ
- ୨୦୨୬ ରଥଯାତ୍ରାକୁ ସମ୍ପୂର୍ଣ୍ଣ ଶୃଙ୍ଖଳିତ ଭାବରେ ଆୟୋଜନ କରିବା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ
- ଓଡ଼ିଶାରେ ୫୧୮୨ଟି ମୋବାଇଲ୍ ଟାୱାର ସ୍ଥାପନ କରାଯିବ, ଉପକୃତ ହେବେ ୭୧୫୭ଟି ଗାଁର ବାସିନ୍ଦା
- ନେତାଙ୍କ ଘରୁ ବାହାରିଲା ୫୫ଟି ଗ୍ୟାସ୍ ସିଲିଣ୍ଡର
Browsing Category
Odisha
All about all odisha state news updates
କଂଗ୍ରେସକୁ କଡ଼ା ସମାଲୋଚନା କଲେ ପ୍ରଧାନମନ୍ତ୍ରୀ
ଚଣ୍ଡିଖୋଲ:କଂଗ୍ରେସକୁ କଡ଼ା ସମାଲୋଚନା କଲେ ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀ ମୋଦୀ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ କହିଥିଲେ, ୨୦୧୪ ପୂର୍ବରୁ କଂଗ୍ରେସ କେବଳ ନିଜ ସିନ୍ଦୁକ ଭରୁଥିଲା। ନିଜ ଦଳ ଓ ନିଜ ପରିବାରର ସମୃଦ୍ଧି କରୁଥିଲା। ଆଜି ବିକାଶ ପାଇଁ ଯେଉଁ ବଡ଼ କାମ ହେଉଛି,…
ଆଜିର ରାଶିଫଳ
ମେଷ: ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବା ସହ କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ପଡୋଶୀମାନେ ସ୍ୱାର୍ଥ ହାସଲ କରିବା ପାଇଁ ମିଠାଳିଆ କଥା କହିବେ। ବ୍ୟବସାୟରେ ଉଧାର ଦେଲେ ଫେରି ପାଇବା ପାଇଁ ଧାଁଦୌଡ଼ କରିବାକୁ ପଡିବ ।
ବୃଷ: ବାଦବିବାଦ, ପ୍ରତିଯୋଗିତା, ପରୀକ୍ଷା ଓ…
ଆଜି ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ
ପ୍ରବାଦ ପୁରୁଷ ଭାବେ ପରିଚିତ ଏକ ଧାରରେ ସେ ଜଣେ ସ୍ୱାଧୀନତା ସଂଗ୍ରାମୀ, ସାହସୀ ପାଇଲଟ୍ ଏବଂ ଜଣେ ମହାନ ରାଜନେତା । ଓଡ଼ିଆ ମାଟିର ଗର୍ବ ଆଉ ଗୌରବ ବିଜୁ ପଟ୍ଟନାୟକ । ବିଜୁ ପଟ୍ଟନାୟକ ବା ବିଜୁ ବାବୁ ନାଁରେ ସେ ପରିଚିତ ।୧୯୬୧ ମାର୍ଚ୍ଚ ୫ରେ ବିଜୁ ପଟ୍ଟନାୟକଙ୍କ ଜନ୍ମ । ପିତା ଲକ୍ଷ୍ମୀନାରାୟଣ…
ସ୍ପ୍ରେ କରି ଅଳଙ୍କାର ଓ ଟଙ୍କା ଲୁଟ
ଭୁବନେଶ୍ୱରରେ ମାତିଛନ୍ତି ଲୁଟେରା । ପୁଲିସ ଡାଳେ ଡାଳେ ଗଲେ ଲୁଟେରା ପତ୍ରେ ପତ୍ରେ ଯାଉଛନ୍ତି । ଲୋକଙ୍କ ଉପସ୍ଥିତିରେ ଲୁଟେରା ବୁଲାଉଛନ୍ତି କଳାକନା । ଭୁବନେଶ୍ୱର ଶାସ୍ତ୍ରୀ ନଗରରୁ ଏଭଳି ଘଟଣା ନଜରକୁ ଆସିଛି । ରାତିରେ ଶୋଇଥିବା ଅବସ୍ଥାରେ ଲୁଟେରା ମାନେ ବେଡରୁମରେ ପଶି ସ୍ପ୍ରେ କରି…
ଆସନ୍ତାକାଲି ଅପରାହ୍ନରେ ଓଡ଼ିଶା ଗସ୍ତରେ ଆସିବେ-ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଅପରାହ୍ନ ୨ଟା ୪୦ ମିନିଟରେ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନ ବନ୍ଦର, ଭୁବନେଶ୍ୱରଠାରେ ପହଞ୍ଚିବେ। ପରେ ବାୟୁସେନାର ଏକ ଏମଆଇ-୧୭ ହେଲିକପ୍ଟର ଯୋଗେ ସେ ଚଣ୍ଡୀଖୋଲ ଅଭିମୁଖେ ଯାତ୍ରା କରିବାର କାର୍ଯ୍ୟକ୍ରମ ରହିଛି। ୩ଟା ୩୦ ମିନିଟ୍ରୁ ୪ତା…
ପାରାଦୀପରୁ କେନ୍ଦୁଝର ଗଡ଼ିବ ମେମୋ
ବହୁ ପ୍ରତିକ୍ଷୀତ ପରାଦୀପ-ହରିଦାସପୁର ରେଳ ଲାଇନ୍ରେ ଗଡ଼ିବ ଯାତ୍ରୀବାହୀ ଟ୍ରେନ୍। ପାରାଦୀପରୁ କେନ୍ଦ୍ରାପଡ଼ା ଦେଇ କେନ୍ଦୁଝର ଗଡ଼ିବ ମେମୋ ଟ୍ରେନ୍। ଆସନ୍ତା ୫ ତାରିଖରେ ଓଡ଼ିଶା ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପତାକା ଦେଖାଇ ଟ୍ରେନ୍ର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ…
ମୋକିମଙ୍କ ନିର୍ବାଚନ ଅସିଦ୍ଧ; ହରାଇଲେ ବିଧାୟକ ପଦ
କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିଛନ୍ତି ହାଇକୋର୍ଟ । ନିର୍ବାଚନୀ ଅନିୟମିତତା ମାମଲାର ଶୁଣାଣି କରି ଏପରି ରାୟ ପ୍ରକାଶ କରିଛନ୍ତି ହାଇକୋର୍ଟ ।ହାଇକୋର୍ଟଙ୍କ ଏହି ନିଷ୍ପତ୍ତି ପରେ ବର୍ତ୍ତମାନ ପାଇଁ ବାରବାଟୀ-କଟକ ଆସନ ଫାଙ୍କା ରହିଲା। ଆଗାମୀ ଦିନରେ…
ନିର୍ବାଚନ ପାଇଁ ପହଞ୍ଚିଲେ ସିଏପିଏଫ
ନିର୍ବାଚନ ପୂର୍ବରୁ ରାଜଧାନୀରେ କଡ଼ା ସୁରକ୍ଷା ବ୍ୟବସ୍ଥା ପାଇଁ ପଦକ୍ଷେପ ନିଆଯାଇଛି। ଏହି ପରିପ୍ରେକ୍ଷୀରେ ଆଜି ଭୁବନେଶ୍ବରରେ ୭୫ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ଫୋର୍ସ (ସିଏପିଏଫ) ପହଞ୍ଚିଛନ୍ତି। ପ୍ରଥମ ପର୍ଯ୍ୟାୟରେ ୧୫ କମ୍ପାନୀ ସିଏପିଏଫ ଆସିଥିଲେ। ଆଜି ଆଉ ୬୦ କମ୍ପାନୀ ଫୋର୍ସ…
ପ୍ରଦର୍ଶନୀ ପଡ଼ିଆରେ ଭିଡ଼
ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ କାମଧେନୁ ଖଦି ଉଲ୍ ପାନିପଥ ପକ୍ଷରୁ ଭୁବନେଶ୍ୱରର ପ୍ରଦର୍ଶନୀ ପଡ଼ିଆରେ ଏକ ଆନ୍ତଃ ରାଜ୍ୟ ହ୍ୟାଣ୍ଡଲୁମ୍ ଆଣ୍ଡ ହାଣ୍ଡିକ୍ରାଫ୍ଟ ପ୍ରଦର୍ଶନୀର ଆୟୋଜନ କରାଯାଇଛି। ଏପରିକି ପାଣିପାଗ ଓ ପରିବେଶ ପ୍ରଦର୍ଶନୀ ପାଇଁ ବେଶ୍ ଉତ୍ସାହଜନକ ରହିଥିଲାବେଳେ ସନ୍ଧ୍ୟା…
ଶ୍ରୀମନ୍ଦିରରେ ପ୍ରବେଶ କଲେ ଅଣହିନ୍ଦୁ
ଶ୍ରୀମନ୍ଦିରରେ ପ୍ରବେଶ କଲେ ଅଣହିନ୍ଦୁ। ଜଣେ କି ଦୁଇ ଜଣ ନୁହେଁ, ଜଣେ ହିନ୍ଦୁଙ୍କ ସହିତ ୪ ଜଣ ଅଣ ହିନ୍ଦୁ ଶ୍ରୀମନ୍ଦିର ଭିତରେ ପ୍ରବେଶ କରିଛନ୍ତି। ସେମାନେ ମହାପ୍ରଭୁଙ୍କୁ ଦର୍ଶନ କରିବା ସହିତ ଆନନ୍ଦ ବଜାରରେ ମହାପ୍ରସାଦ ସେବନ କରିଥିବା ଅଭିଯୋଗ ହୋଇଛି। ସିଂହଦ୍ୱାର ଥାନା ପୁଲିସ…