Browsing Category

Odisha

All about all odisha state news updates

ଲଖନପୁର ଥାନା ପୂର୍ବତନ ମହିଳା ଇନସ୍ପେକ୍ଟର ସନ୍ଧ୍ୟାରାଣୀ ଜେନା ନିଲମ୍ବିତ

ଝାରସୁଗୁଡ଼ା : ଲଖନପୁର ଥାନା ପୂର୍ବତନ ମହିଳା ଇନସ୍ପେକ୍ଟର ସନ୍ଧ୍ୟାରାଣୀ ଜେନା ନିଲମ୍ବିତ  ।  ବିରୋଧରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପୂର୍ବକ ତାଙ୍କୁ ନିଲମ୍ବିତ କରାଯାଇଛି । ରାଜ୍ୟ ପୋଲିସ ମୁଖ୍ୟାଳୟରୁ ନିଲମ୍ବନ ଆଦେଶ ଜାରି କରାଯାଇଛି । ଗତ ସପ୍ତାହରେ ଝାରସୁଗୁଡ଼ା ଏସ୍‌ପି ମଧ୍ୟ…

ଆଜିଠୁ ବିଜେଡିର ପରିବାର ସମ୍ପର୍କ ଯାତ୍ରା

ଭୁବନେଶ୍ୱର:ଆଜିଠୁ ବିଜେଡିର ପରିବାର ସମ୍ପର୍କ ଯାତ୍ରା। ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀରୁ ମାର୍ଚ୍ଚ ୫ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଯାଏ ବିଜେଡି ପକ୍ଷରୁ ଏହି ଅଭିଯାନ ଚାଲିବ। ପରିବାର ସହ ନେତା ଓ କର୍ମକର୍ତ୍ତା ସମ୍ପର୍କ ଯୋଡ଼ିବା ଲକ୍ଷ୍ୟରେ ଏଭଳି କାର୍ଯ୍ୟକ୍ରମ…

୧୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମିଳିଲା କ୍ୟାବିନେଟ ମଞ୍ଜୁରୀ

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟରେ ୧୪ଟି ପ୍ରସ୍ତାବ ଉପରେ ମୋହର ଲାଗିଛି । ଏନେଇ ମୁଖ୍ୟ ଶାସନ ସଚିବ ପିକେ ଜେନା ସୂଚନା ଦେଇଛନ୍ତି । କ୍ୟାବିନେଟରେ ନିଆଯାଇଥିବା ନିଷ୍ପତ୍ତି ମୁତାବକ କୋରାପୁଟ, ରାୟଗଡା, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର ଓ ଗଜପତି ଭଳି ରାଜ୍ୟର ୬ଟି ଜିଲ୍ଲାରେ ସ୍ଥାୟୀ…

ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ

ଆସନ୍ତା ଫେବୃଆରୀ ମାସ ୩ରୁ ୫ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ ହେବ । ଏନେଇ ଗତ ୧୧ ତାରିଖରେ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ଏହାର ଲୋଗୋ ଉନ୍ମୋଚନ କରିଥିଲେ । ବୁଦ୍ଧିଜୀବୀ, ଗବେଷକ, ବିଦ୍ୱାନ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଏହି ସମ୍ମିଳନୀ ମତ…

ଜାଣି ଅଜଣା ହେବାର ନାଟକ କରୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ: ବିଜେଡ଼ି

ଭୁବନେଶ୍ବର: କେନ୍ଦ୍ର ସରକାରଙ୍କ ମିନିରତ୍ନ ସଂସ୍ଥା କରିଛି ଶିକ୍ଷକ ନିଯୁକ୍ତି । ଶିକ୍ଷକ ନିଯୁକ୍ତି ସଂକ୍ରାନ୍ତରେ ସବୁ ଜାଣି ଅଜଣା ହେବାର ନାଟକ କରୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଟୁଇଟ ଜରିଆରେ ଧର୍ମେନ୍ଦ୍ରଙ୍କୁ ଏପରି ଜବାବ ଦେଇଛନ୍ତି ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ…

ପୁରୀରେ 5ଟି ଅଧ୍ୟକ୍ଷ, ପରିକ୍ରମା ପ୍ରକଳ୍ପ କଲେ ଅନୁଧ୍ୟାନ

ପୁରୀ: ପୁରୀରେ 5T ତଥା ନବୀନ ଓଡିଶାର ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଆଜି ସେ ପୁରୀ ଯାଇ ସର୍ବ ପ୍ରଥମେ ଲୋକାର୍ପିତ ହୋଇଥିବା ପରିକ୍ରମା ପ୍ରକଳ୍ପରେ ଥିବା ମାର୍ଗରେ ପ୍ରଦୀକ୍ଷଣ କରିଥିଲେ। ଶ୍ରୀମନ୍ଦିର ଚାରିପଟେ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ପରିକ୍ରମା ପ୍ରକଳ୍ପ ରାଜ୍ୟ ସରକାରଙ୍କ ବୃହତ…

୨୧ଜଣ ଦଳୀୟ ନେତାଙ୍କୁ ସଂଯୋଜକଙ୍କୁ ନିଯୁକ୍ତି ଦେଲା କଂଗ୍ରେସ

ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି କଂଗ୍ରେସ ରାଜ୍ୟର ସମସ୍ତ ଲୋକସଭା ଆସନ ପାଇଁ ୨୧ଜଣ ଦଳୀୟ ନେତାଙ୍କୁ ସଂଯୋଜକଙ୍କୁ ନିଯୁକ୍ତି ଦେଇଛି । ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସୁପାରିଶ ଓ ନବନିଯୁକ୍ତ ଓଡ଼ିଶା ପ୍ରଭାରୀଙ୍କ ଦ୍ୱାରା ଏହି ନେତାମାନେ ସଂଯୋଜକ ଭାବେ ନିଯୁକ୍ତି ପାଇଛନ୍ତି । ସେମାନେ…

ଆଜିଠୁ ଶ୍ରୀକ୍ଷେତ୍ରକୁ ଗଡ଼ିବ ଜଗନ୍ନାଥ ଏକ୍ସପ୍ରେସ୍

ଆହୁରି ସହଜ ଜଗନ୍ନାଥ ଦର୍ଶନ ହେବ । ସୁଦୁର ସୁନ୍ଦରଗଡ଼ ହେଉ କି ସୀମାନ୍ତ ନୂଆପଡ଼ା, ଯାତ୍ରୀମାନେ ପୁରୀକୁ ଆରାମଦାୟକ ଯାତାୟତ କରିବାର ସୁବିଧା ପାଇବେ । ତାହା ପୁଣି ସୁଲଭ ମୂଲ୍ୟରେ । କାରଣ ଆଜିଠୁ ଶ୍ରୀକ୍ଷେତ୍ରକୁ ଗଡ଼ିବ ଜଗନ୍ନାଥ ଏକ୍ସପ୍ରେସ୍ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜଗନ୍ନାଥ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ବହୁ ପ୍ରତିକ୍ଷୀତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବେଦ, ପାଠର ଧ୍ୱନୀ ଆଉ ସଂକିର୍ତନ ଭିତରେ ଏହି ଐତିହ କରିଡର ଉଦ୍ଘାଟନ କରାଯାଇଛି । କେବଳ ସେତିକି ନୁହେଁ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ୍ ବା ଶ୍ରୀସେତୁର ଲୋକାର୍ପଣ କରିଛନ୍ତି…

କିଛି ସମୟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ପୁରୀ: ଆଉ କିଛି ମୁହୂର୍ତ୍ତର ଅପେକ୍ଷା । ପ୍ରକଳ୍ପ ପ୍ରତିଷ୍ଠା ମହାଯଜ୍ଞରେ ବିଭିନ୍ନ କର୍ମ ଓ ପୂଜା ସହିତ ଆହୁତି ପ୍ରଦାନ କରାଯାଉଛି । ଯଜ୍ଞ ଶେଷରେ ପୂର୍ଣ୍ଣାହୁତି ପ୍ରଦାନ କରିବେ ଗଜପତି ମହାରାଜା ଦିବ୍ୟସିଂହ ଦେବ । ଯଜ୍ଞ ଓ ଭକ୍ତିପୂତ ପରିବେଶରେ ସଂକୀର୍ତ୍ତନ ମଣ୍ଡଳୀଙ୍କ ପରିକ୍ରମା ମାର୍ଗ…