Browsing Category

Odisha

All about all odisha state news updates

୧୦ ଲକ୍ଷରୁ ଅଧିକ ଶ୍ରଦ୍ଧାଳୁ,ଭକ୍ତିରେ ଭିଜିଲା ବଡ଼ଦାଣ୍ଡ: ଆଉ କିଛି ସମୟ ପରେ ଟଣା ହେବ ରଥ

ଆଜି ସକାଳ ୯ଟାରୁ ପୁଣି ରଥଟଣା ଆରମ୍ଭ ହେବ । ସେଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ତିନି ରଥ ଶ୍ରୀଗୁଣ୍ଡିଚା ମନ୍ଦିରଠାରେ ପହଞ୍ଚିବା ପରେ ପରଦିନ ଆଡ଼ପ ପହଣ୍ଡି ଓ ବିଜେ ନୀତି ଅନୁଷ୍ଠିତ ହେବ। ପରେ ରତ୍ନସିଂହାସନରୁ ଦର୍ଶନ ଦେଉଥିବା ମହାବାହୁ ଜନ୍ମବେଦିରୁ ଭକ୍ତଙ୍କୁ ଦର୍ଶନ ଦେବେ। ଗତକାଲି…

ରଥଯାତ୍ରା ବେଳେ ଅଘଟଣ

ପୁରୀ ରଥଯାତ୍ରା ବେଳେ ଅଘଟଣ । ଜଣେ ପୁରୁଷ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଛି । ରଥ ଟାଣିବା ବେଳେ ଅସୁସ୍ଥ ହୋଇପଡିଥିଲେ ଶ୍ରଦ୍ଧାଳୁ ଜଣକ । ବଳଭଦ୍ରଙ୍କ ରଥ ଟାଣିବା ବେଳେ ଅସୁସ୍ଥ ହୋଇପଡିଥିଲେ । ଶ୍ୱାସରୁଦ୍ଧ ହେବାରୁ ନିଆଯାଇଥିଲା ଡାକ୍ତରଖାନା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ…

ରଥାରୂଢହେଲେ ତିନି ଠାକୁର

 ନନ୍ଦିଘୋଷରେ ବିଜେକଲେ ପ୍ରଭୁ ଶ୍ରୀ ଜଗନ୍ନାଥ । ଧାଡି ପହଣ୍ଡିରେ ଆସି ରଥରେ ବିଜେ କଲେ ମହାପ୍ରଭୁ । ଝୁଲି ଝୁଲି ଆସି ରଥରେ ବିରାଜ କଲେ କାଳିଆ ଠାକୁର । ଘଣ୍ଟ, ଘଣ୍ଟା, ମୃଦଙ୍ଗ, ହରିବୋଲ, ହୁଳହୁଳି ନାଦରେ ପ୍ରକମ୍ପିତ ହେଲା ପରିବେଶ । ରଥାରୂଢହେଲେ ୩ ଠାକୁର । ତାଳଧ୍ୱଜରେ ବଡ ଠାକୁର,…

ଭକ୍ତ ପାଇଁ ଝୁଲିଝୁଲି ଆସଲେଣି ମହାପ୍ରଭୁ ଶ୍ରୀଜଗନ୍ନାଥ

ଆଜି ଅନେକ ନୀତିକାନ୍ତି ଥାଇ ମଧ୍ୟ ନିର୍ଦ୍ଧାରିତ ସମୟ ପୂର୍ବରୁ ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ପହଣ୍ଡି । ପ୍ରଥମେ ଚକ୍ରାୟୁଧ ଶ୍ରୀସୁଦର୍ଶନ ମହାପ୍ରଭୁ ପହଣ୍ଡିରେ ଯାଇ ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥରେ ବିରାଜମାନ କରିବା ପରେ ବଡଠାକୁରଙ୍କ ଧାଡିପହଣ୍ଡିରେ ବାହାରିଛନ୍ତି ବଡଠାକୁର ବଳଭଦ୍ର । ତାଙ୍କ…

ଆଜି ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା

ଆଜି ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା । ରତ୍ନବେଦୀରୁ ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ ଶ୍ରୀଜୀଉ । ଭକ୍ତ ଓ ଭଗବାନଙ୍କ ମିଳନରେ ଭକ୍ତିମୟ ହୋଇଯିବ ବଡ଼ଦାଣ୍ଡ । ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ରଥାରୁଢ଼ ହୋଇ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ନବଦିନାତ୍ମକ ଯାତ୍ରା କରିବେ ମହାପ୍ରଭୁ । ଜାତି, ଧର୍ମ, ବର୍ଣ୍ଣ…

ହାତରେ ଝାଡ଼ୁ ଧରି ବଡ଼ଦାଣ୍ଡରେ ଅଳିଆ ସଫେଇ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,

ପୁରୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ ପ୍ରଥମେ ଭାରତୀୟ ଜନସଂଘର ପ୍ରତିଷ୍ଠାତା ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରିଛନ୍ତି। ତାପରେ ସ୍ବଚ୍ଛ ଭାରତ ଅଭିଯାନରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ। ନିଜେ ମୁଖ୍ୟମନ୍ତ୍ରୀ ଅନ୍ୟ ସ୍ବେଚ୍ଛାସେବୀ ସଂଗଠନର…

ଓଡ଼ିଶାକୁ ଅଣାଯିବ ୫ ମହାବଳ ବାଘ

ଓଡ଼ିଶାକୁ ଅଣାଯିବ ୫ ମହାବଳ ବାଘ। ଏ ନେଇ ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଡେବ୍ରିଗଡ଼ ଅଭୟାରଣ୍ୟ ପାଇଁ ୩ ଓ ଶିମିଳିପାଳ ପାଇଁ ୨ ବାଘ ଆସିବେ। ଅଗଷ୍ଟ ଶେଷ ସୁଦ୍ଧା ଡେବ୍ରିଗଡ଼ ପାଇଁ ମହାରାଷ୍ଟ୍ର, ମଧ୍ୟପ୍ରଦେଶରୁ ବାଘ ଅଣାଯିବ। ସେହିପରି ଅକ୍ଟୋବର ଶେଷ ସୁଦ୍ଧା ଶିମିଳିପାଳ ପାଇଁ…

ସହରାଞ୍ଚଳ ବନ୍ୟା ପରିଚାଳନା ପାଇଁ ଆଇଆଇଟି ଦିଲ୍ଲୀ ଦେବ ବୈଷୟିକ ସହାୟତା

ରାଜ୍ୟରେ ବନ୍ୟା, ବାତ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ଆଶଙ୍କା ରହିଛି। ସହରାଞ୍ଚଳରେ କୃତ୍ରିମ ବନ୍ୟା ଭଳି ସ୍ଥିତି ସୃଷ୍ଟି ହୋଇପାରେ। ଏହାର କିପରି ମୁକାବିଲା କରାଯିବ ସେନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି…

ରତ୍ନଭଣ୍ଡାର ଖୋଲାଯିବା ସମ୍ଭାବନା କମ୍‌

ଆସନ୍ତା ଜୁଲାଇ ୮ ତାରିଖରେ ମହାପ୍ରଭୁଙ୍କ ରତ୍ନଭଣ୍ଡାର ଖୋଲି ନ ପାରେ । ଉକ୍ତ ଦିନ ରଥ ଯାତ୍ରା ଥିବାରୁ ରତ୍ନଭଣ୍ଡାର ଖୋଲାଯିବା ସମ୍ଭାବନା କମ୍‌ । ତେବେ ଯେବେ ସରକାର ନିଷ୍ପତ୍ତି ନେବେ, ସେବେ ଏହା ଖୋଲାଯିବ ବୋଲି ରତ୍ନଭଣ୍ଡାର ଯାଞ୍ଚ କମିଟିର ଅଧ୍ୟକ୍ଷ ତଥା ସୁପ୍ରିମକୋର୍ଟର ଅବସରପାପ୍ତ…

ପ୍ରଥମ ଥର ଲୋକସେବା ଭବନରେ ବସିବେ ମୁଖ୍ୟମନ୍ତ୍ରୀ 

ଆଜିଠୁ ପ୍ରଥମ ଥର ପାଇଁ ଲୋକସେବା ଭବନରେ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ପୂଜାର୍ଚ୍ଚନା ପରେ ମୁଣ୍ଡିଆ ମାରି ସେ ଲୋକସେବା ଭବନରେ ପ୍ରବେଶ କରିଛନ୍ତି। ଲୋକସେବା ଭବନର ତୃତୀୟ ମହଲାରୁ ସେ ଆଜି ବିଧିବଦ୍ଧ ଭାବେ କାର୍ଯ୍ୟ ଆରମ୍ଭ କରିଛନ୍ତି।ମୁଖ୍ୟମନ୍ତ୍ରୀଙ୍କୁ ଲୋକସେବ ଭବନରେ…