Trending
- ଭୁବନେଶ୍ୱର ଓ ପୁରୀସ୍ଥିତ ରାଜ ଭବନକୁ ‘ଲୋକ ଭବନ’ ଭାବରେ ନାମିତ କରାଗଲା
- ଅଙ୍ଗନୱାଡି କେନ୍ଦ୍ର ନିର୍ମାଣରେ ହେଉଥିବା ବିଳମ୍ବ ନେଇ ପ୍ରତାପ ଦେବଙ୍କ କଟାକ୍ଷ
- ଆଜି BSF ପ୍ରତିଷ୍ଠା ଦିବସ: ସୀମା ସୁରକ୍ଷା ବଳର ବୀରତ୍ୱକୁ ସମ୍ମାନ
- ମୋଦୀ କହିଲେ- ବିରୋଧୀ ହତାଶ
- ନିଜ ନିଜର ନିର୍ବାଚନମଣ୍ଡଳୀରେ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ମୁହାଁ ମୁହିଁ ହୋଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଓ ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ
- ଆଜିଠୁ ସଂସଦରେ ଆରମ୍ଭ ହେବ ଶୀତ ଅଧିବେଶନ
- BLOଙ୍କ ପାରିଶ୍ରମିକ ୬ ହଜାରରୁ ୧୨ ହଜାର ଟଙ୍କାକୁ ବୃଦ୍ଧି
- ଡିସେମ୍ବର 7ରେ ଆଉ ଥରେ ହେବ ASO ପରୀକ୍ଷା
- ରାହୁଲ, ସୋନିଆଙ୍କ ସହ ୬ ଜଣଙ୍କ ବିରୋଧରେ ମାମଲା ରୁଜୁ
- ଗୋଟିଏ ଦିନରେ ବିଜେଡି ସମର୍ଥିତ ୩ ଜଣ ବ୍ଲକ୍ ଅଧ୍ୟକ୍ଷ ଦଳରୁ ଇସ୍ତଫା ଦେଲେ
Browsing Category
Odisha
All about all odisha state news updates
ଆସନ୍ତାକାଲି ଆରମ୍ଭ ହେବ ବାଲିଯାତ୍ରା
ଆରମ୍ଭ ହେବ ଭୁବନେଶ୍ବର ବାଲି ଯାତ୍ରା ମହୋତ୍ସବ । କାର୍ତ୍ତିକ ପୂର୍ଣ୍ଣିମା ଦିନ ଆରମ୍ଭ ହୋଇ ୫ ତାରିଖରେ ସରିବ ବାଲିଯାତ୍ରା। ହଜିଥିବା ପରମ୍ପରାକୁ ଆଗକୁ ଆଣିବ ବାଲିଯାତ୍ରା କମିଟି। ବଲିଉଡ ଓ ଓଲିଉଡ ନାଇଟରେ ଝୁମିବେ ରାଜଧାନୀବାସୀ।ବାଲିଯାତ୍ରାକୁ ନେଇ ଭୁବନେଶ୍ୱର ସର୍କିଟ ହାଉସରେ ଖୋର୍ଦ୍ଧା…
ଜାନୁଆରୀ ୧୫ରୁ ବରଗଡ଼ ଧନୁଯାତ୍ରା
ବରଗଡ଼ : ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ଆସନ୍ତା ଜାନୁଆରୀ ୧୫ରେ ଆରମ୍ଭ ହେବ । ଏହା ୧୧ଦିନ ପର୍ଯ୍ୟନ୍ତ ଚାଲିବ। ଗୋପପୁର ଯାତ୍ରାରେ ଗତ ବର୍ଷ ହୋଇଥିବା ଖର୍ଚ୍ଚ ଅଟକଳ ନେଇ ସଭାରେ ଆରୋପ ପ୍ରତ୍ୟାରୋପ ହୋଇଥିଲା। ମହୋତ୍ସବ ଆୟୋଜନ କମିଟି ମିଥ୍ୟା ବିଲ ଭାଉଚର ଦେଇ ଟଙ୍କା ଉଠାଇଥିବା ଅଭିଯୋଗ…
ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ଦାୟିତ୍ବରେ ସୁଜାତା
ଭୁବନେଶ୍ବର : ମିଶନଶକ୍ତି ବିଭାଗ ସଚିବ ସୁଜାତା ରାଉତ କାର୍ତ୍ତିକେୟନ ରାଜ୍ୟ ସରକାର ଅତିରିକ୍ତ ଦାୟିତ୍ବ ପ୍ରଦାନ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ଶ୍ରୀମତୀ କାର୍ତ୍ତିକେୟନଙ୍କୁ ମିଶନ ଶକ୍ତି ବିଭାଗ ସହିତ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର…
ମାତୃଭାଷାରେ ଶିକ୍ଷାଦାନ ବୌଦ୍ଧିକ ବିକାଶରେ ସହାୟକ ହୁଏ
ଆଜି ସମ୍ବଲପୁରରେ ବ୍ରହ୍ମକୁମାରୀ ସଂସ୍ଥା ଦ୍ବାରା ଆୟୋଜିତ ଜାତୀୟ ଶିକ୍ଷା ଅଭିଯାନ-ନୂଆ ଭାରତ ପାଇଁ ନୂଆ ଶିକ୍ଷାକୁ ରାଷ୍ଟ୍ରପତି ଶୁଭାରମ୍ଭ କରିଛନ୍ତି। ନୂତନ ଭାରତର ନୂତନ ଶିକ୍ଷା ନୀତି ଅଭିଯାନରେ ସାମିଲ ହୋଇ ରାଷ୍ଟ୍ରପତି ଉଦ୍ବୋଧନ ଦେଇଛନ୍ତି। ସେ କହିଛନ୍ତି, ସମାଜରେ ଶିକ୍ଷାର ଭୂମିକା…
ପରିମଳ ପାଇଁ ପୁଣି ଥରେ ଓଡିଶା ଜିତିଲା ଜାତୀୟ ପୁରସ୍କାର
ଭୁବନେଶ୍ୱର: ଆଇଏସସି-ଫିକି ପରିମଳ ପୁରସ୍କାର ହେଉଛି ପରିମଳ କ୍ଷେତ୍ରର ପ୍ରମୁଖ ପୁରସ୍କାର । ବର୍ଷ ବର୍ଷ ଧରି ପରିମଳ କ୍ଷେତ୍ରରେ ଏକ ସକାରାତ୍ମକ ପରିବର୍ତ୍ତନ ଆଣିବାକୁ ପ୍ରୟାସ କରୁଥିବା ଅନ୍ୟାନ୍ୟ ଅନୁଷ୍ଠାନ ଏବଂ ବ୍ୟକ୍ତିବିଶେଷଙ୍କ ପ୍ରୟାସକୁ ସମର୍ଥନ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା…
ସାହିତ୍ୟିକ ନିଜ ଜାତିର ସଂସ୍କୃତିକୁ ସାହିତ୍ୟରେ ପ୍ରତିଫଳିତ କରାଇଥାନ୍ତି
ବାରିପଦାରେ ଆୟୋଜିତ ସର୍ବଭାରତୀୟ ସାନ୍ତାଳୀ ଲେଖକ ସମ୍ମିଳନୀରେ ମୁଖ୍ୟଅତିଥି ଭାବେ ଯୋଗ ଦେଇ ମହାମହିମ୍ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି ସ୍ୱାଧୀନତା ସଂଗ୍ରାମ ସମୟରେ ଅନେକ ସାହିତ୍ୟିକ ଆମ ଜାତୀୟ ଆନ୍ଦୋଳନକୁ ନୂଆ ରାହା ଦେଖାଇଥିଲେ ଓ ସଂଗ୍ରାମର ବାର୍ତ୍ତାକୁ ପୁରପଲ୍ଲୀରେ…
ଆଜିଠୁ ବିଧାନସଭାର ଶୀତକାଳୀନ ଅଧିବେଶନ
ଭୁବନେଶ୍ବର: ଆଜିଠୁ ବିଧାନସଭାର ଶୀତକାଳୀନ ଅଧିବେଶନ । ଡିସେମ୍ବର ୩୦ତାରିଖ ଯାଏଁ ଚାଲିବାକୁ ଥିବା ଅଧିବେଶନରେ ୩୦ଟି କାର୍ଯ୍ୟଦିବସ ରହିଛି । ଆଜି ଦିନ ୧୧ଟା ବେଳେ ଗୃହକାର୍ଯ୍ୟ ଆରମ୍ଭ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୃହରେ ଶୋକ ପ୍ରସ୍ତାବ ଆଗତ କରିବେ । ପଞ୍ଚାୟତିରାଜ, ପାନୀୟ ଜଳ,…
ପୁରୀ ଯାଉଥିବାବେଳେ ପଛରୁ ପିଟିଲା ଟ୍ରକ, ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ
ଯାଜପୁର: ଯାଜପୁର ପାଣିକୋଇଲି ନିକଟରେ ଦୁର୍ଘଟଣା । ଅଟୋକୁ ଟ୍ରକ ଧକ୍କା ଦେବାରୁ ପରିବାରର ୨ ଜଣଙ୍କ ମୃତ୍ୟୁ ହୋଇଛି । ଜଗା ଦର୍ଶନ ଲାଗି ଅଟୋରେ ବାହାରିଥିଲେ ତିନି ପରିବାରର ୧୦ଜଣ ସଦସ୍ୟ। ହେଲେ ୧୬ ନଂ ଜାତୀୟ ରାଜପଥ ଅନ୍ତର୍ଗତ ପାଣିକୋଇଲି ଶର୍ମା ପେଟ୍ରୋ ପମ୍ପ ନିକଟରେ ସେହି ଅଟୋକୁ…
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସର୍ବଭାରତୀୟ ସାନ୍ତାଳୀ ଲେଖକ ସଂଘର ବାର୍ଷିକ ମହୋତ୍ସବକୁ ଉଦଘାଟନ କଲେ
ବାରିପଦା: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଦ୍ବିତୀୟ ଥର ପାଇଁ ନିଜ ଜନ୍ମମାଟିକୁ ଦୁଇଦିନିଆ ଗସ୍ତରେ ଆସିଛନ୍ତି। ରାଜ୍ୟପାଳ ରଘୁବର ଦାସ, କେନ୍ଦ୍ରମନ୍ତ୍ରୀ ବିଶ୍ବେଶ୍ବର ଟୁଡୁ ଓ ରାଜସ୍ବ ମନ୍ତ୍ରୀ ସୁଦାମ ମାର୍ଣ୍ଡି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସ୍ବାଗତ କରିଥିଲେ। ସେଠାରୁ…
ଉପବାଚସ୍ପତି ପଦ ପାଇଁ ପ୍ରାର୍ଥୀପତ୍ର ଦାଖଲକଲେ ବିଜେଡି ବିଧାୟକ ସାଲୁଗା ପ୍ରଧାନ
ଭୁବନେଶ୍ୱର : ଉପବାଚସ୍ପତି ନିର୍ବାଚନ ପାଇଁ ଦାଖଲ ହୋଇଛି ନାମାଙ୍କନ ପତ୍ର । ଜି. ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଉପବାଚସ୍ପତି ପଦ ପାଇଁ ବିଜେଡି ପକ୍ଷରୁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ବିଧାନସଭା ସଚିବଙ୍କ ନିକଟରେ ଦାଖଲ କରିଛନ୍ତି ନାମାଙ୍କନ ପତ୍ର । ରଜନୀକାନ୍ତ ସିଂହଙ୍କ ଇସ୍ତଫା…