Trending
- ଆଜି ପବିତ୍ର ବିଶ୍ବକର୍ମା ପୂଜା , ଦେବଶିଳ୍ପୀଙ୍କ ଆବାହାନ ପାଇଁ ଚଳଚଞ୍ଚଳ ଶିଳ୍ପାଞ୍ଚଳ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
- ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
- ଦାରା ସିଂଙ୍କ ଆଗୁଆ ଜେଲ୍ ମୁକ୍ତି ଆଶା କ୍ରମଶଃ କ୍ଷୀଣ,ପରବର୍ତ୍ତୀ ଶୁଣାଣି ପାଇଁ ଆଗାମୀ ସେପ୍ଟେମ୍ବର ୧୭ ତାରିଖ ସ୍ଥିର
- କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲଙ୍କ ଘରେ ପହଞ୍ଚି ଗଣେଣଙ୍କ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
- ନୂଆଁଖାଇ କେବଳ ଏକ ପର୍ବ ନୁହେଁ ,ଏହା ଆମର ମାଟି, ସଂସ୍କୃତି, ଚାଲିଚଳଣୀ ଓ ସାମାଜିକ ଏକତାର ପ୍ରାଣସ୍ପନ୍ଦନ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
Browsing Category
Odisha
All about all odisha state news updates
ପ୍ରଥମ ଥର ଲୋକସେବା ଭବନରେ ବସିବେ ମୁଖ୍ୟମନ୍ତ୍ରୀ
ଆଜିଠୁ ପ୍ରଥମ ଥର ପାଇଁ ଲୋକସେବା ଭବନରେ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ପୂଜାର୍ଚ୍ଚନା ପରେ ମୁଣ୍ଡିଆ ମାରି ସେ ଲୋକସେବା ଭବନରେ ପ୍ରବେଶ କରିଛନ୍ତି। ଲୋକସେବା ଭବନର ତୃତୀୟ ମହଲାରୁ ସେ ଆଜି ବିଧିବଦ୍ଧ ଭାବେ କାର୍ଯ୍ୟ ଆରମ୍ଭ କରିଛନ୍ତି।ମୁଖ୍ୟମନ୍ତ୍ରୀଙ୍କୁ ଲୋକସେବ ଭବନରେ…
ମାଷ୍ଟରକ୍ୟାଣ୍ଟିନରୁ ଗାଡକଣ ପର୍ଯ୍ୟନ୍ତ ମୋ ବସରେ ଯାତ୍ରା କରିଛନ୍ତି ମନ୍ତ୍ରୀ
ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଆଜି ମୋ ବସରେ ଯାତ୍ରା କରିଛନ୍ତି । ମାଷ୍ଟରକ୍ୟାଣ୍ଟିନ ଛକରୁ ବାହାରି ସେ ଗାଡକଣ ପର୍ୟ୍ୟନ୍ତ ଯାତ୍ରା କରିଛନ୍ତି । ଆଉ ଲୋକଙ୍କ ସୁବିଧା ଅସୁବିଧା ବୁଝିଛନ୍ତି । ମୋ ବସରେ ଯାତ୍ରା କରିବା ସମୟରେ ମନ୍ତ୍ରୀ କହିଛନ୍ତି, ବସରେ ଯାତ୍ରା…
୫ରେ ରତ୍ନଭଣ୍ଡାର ଯାଞ୍ଚ କମିଟି ବୈଠକ
ଆସନ୍ତା ଜୁଲାଇ ୮ ତାରିଖରୁ ରତ୍ନଭଣ୍ଡାର ଖୋଲିବା ସହିତ ଅଳଙ୍କାର ଗଣତି ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି। ୨୦ ଦିନ ଧରି ଏହି ଗଣତି ଓ ମଣତି ପ୍ରକ୍ରିୟା ଚାଲିବ। ଏଥିପାଇଁ ରତ୍ନଭଣ୍ଡାର ଯାଞ୍ଚ କମିଟି ଅଧ୍ୟକ୍ଷ ତଥା ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍ ଅରିଜିତ ପଶାୟତ ପୁରୀ…
ରାଜ୍ୟବାସୀଙ୍କୁ ମୋହନ ସରକାରଙ୍କ ଉପହାର ଭେଟି
ନୂଆ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ନେବା ପରେ ରାଜ୍ୟବାସୀଙ୍କୁ ମୋହନ ସରକାର ଆଉ ଏକ ଉପହାର ଭେଟି ଦେଇଛନ୍ତି । ଏହା ୩ ହଜାର ଟଙ୍କାକୁ ବଢିବ ବୋଲି ରାଜ୍ୟ ସାମାଜିକ ସୁରକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି ।ଖବର ଅନୁସାରେ, ନିର୍ବାଚନ ପୂୂର୍ବରୁ ରାଜ୍ୟରେ ବିଜେପି ସରକାର ଗଠନ କଲେ…
ଶିଶୁ କନ୍ୟାକୁ ଦୁଷ୍କର୍ମ: ଅଭିଯୁକ୍ତକୁ ଗିରଫ କଲା ପୋଲିସ
ଭୁବନେଶ୍ବର: ୩ ବର୍ଷର ଶିଶୁ କନ୍ୟାକୁ ପ୍ରଲୋଭିତ କରି ଦୁଷ୍କର୍ମ ଅଭିଯୋଗ । ଏପରି ଏକ ଚାଞ୍ଚଲ୍ୟକର ଘଟଣାକୁ ନେଇ କମିଶନରେଟ ପୋଲିସ ତଦନ୍ତ ପରେ ଅଭିଯୁକ୍ତକୁ ଗିରଫ କରିଛି । ଏୟାରଫିଲ୍ଡ ଥାନା ଅଞ୍ଚଳରୁ ଅଭିଯୁକ୍ତ ସନ୍ତୋଷ ଖୁଣ୍ଟିଆଙ୍କୁ ଗିରଫ କରିଛି ପୁଲିସ। ଅଭିଯୁକ୍ତ ସନ୍ତୋଷ ଏୟାରଫିଲଡ…
ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା
ଚଳିତଥର ରଥଯାତ୍ରା ୨ ଦିନ ଚାଲିବାକୁ ଥିବାରୁ ଛୁଟି ଘୋଷଣା କରାଯାଇଛି ।ପୁରୀରେ ସମୀକ୍ଷା ବୈଠକରେ ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୨ ଦିନ ଛୁଟି ନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।ସମୀକ୍ଷା…
ରଥଯାତ୍ରା ଦେଖିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରଥଯାତ୍ରା ଦେଖିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏଥିପାଇଁ ଜାରି ହୋଇଛି ଚୂଡାନ୍ତ ଗସ୍ତସୂଚୀ । ଜୁଲାଇ ୭ରେ ଘୋଷଯାତ୍ରା ରହିଛି । ରାଷ୍ଟ୍ରପତି ଜୁଲାଇ ୬ରୁ ୯ ତାରିଖ ଯାଏ ଓଡିଶା ଗସ୍ତରେ ରହିବେ ।
ଜୁଲାଇ ୭: ପୁରୀ ଗସ୍ତ, ଅପରାହ୍ନରେ ଦେଖିବେ ରଥଯାତ୍ରା
ଜୁଲାଇ ୮: ସମୂଦ୍ର…
କେନ୍ଦ୍ର ସରକାରଙ୍କୁ ଘେରିଲେ ବିଜେଡି ଏମ୍ପି
ବିଜେଡି ରାଜ୍ୟ ସଭା ସଦସ୍ୟ ଶୁଭାଶିଷ ଖୁଣ୍ଟିଆ ରାଜ୍ୟ ସଭାରେ ଓଡ଼ିଶା ପ୍ରତି କେନ୍ଦ୍ର ଅବହେଳା ପ୍ରସଙ୍ଗ ଉଠାଇଛନ୍ତି। ସୋମବାର ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଆଲୋଚନାରେ ଭାଗ ନେଇ ସେ କହିଛନ୍ତି, ସ୍ବାଧୀନତା ପରଠାରୁ ଓଡ଼ିଶା କେନ୍ଦ୍ର ଉଦାସୀନତାର ଫଳ ଭୋଗୁଛି।…
ଏବେ ତାଳ ଗଛ କାଟିବାକୁ ବନବିଭାଗ ଠାରୁ ଅନୁମତି ନେବାକୁ ପଡିବ
ଦିନକୁ ଦିନ ବଢିଚାଲିଛି ବଜ୍ରପାତଜନିତ ମୃତ୍ୟୁ ସଂଖ୍ୟ । ବଜ୍ରପାତ କାରଣରୁ ଅନେକ ଜୀବନହାନି ହେଉଛି । ପୂର୍ବରୁ ତାଳଗଛ ପାଇଁ ବଜ୍ରପାତ ଜନିତ ମୃତ୍ୟୁ ସଂଖ୍ୟା କମ ରହୁଥିଲା । କିନ୍ତୁ ଏବେ ରାଜ୍ୟରେ ତାଳଗଛ ସଂଖ୍ୟା ଦ୍ରୁତ ଗତିରେ ହ୍ରାସ ପାଇଛି । ଯାହାକୁ ଦୃଷ୍ଟିରେ ରଖି ବଡ ନିଷ୍ପତ୍ତି…
ରଥଯାତ୍ରାରେ ଭିଆଇପିଙ୍କୁ ମନ୍ଦିର ମନା
ଆସନ୍ତା ୬ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୭ ତାରିଖରେ ରାଷ୍ଟ୍ରପତି ବିଶ୍ଵପ୍ରସିଦ୍ଧ ରଥଯାତ୍ରାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଣୁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବା ସହିତ ମନ୍ଦିରରେ ଭିଆଇପିଙ୍କ ପ୍ରବେଶ ଉପରେ କଟକଣା କରାଯାଇଛି।…