Trending
- ଆଜି ପବିତ୍ର ବିଶ୍ବକର୍ମା ପୂଜା , ଦେବଶିଳ୍ପୀଙ୍କ ଆବାହାନ ପାଇଁ ଚଳଚଞ୍ଚଳ ଶିଳ୍ପାଞ୍ଚଳ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
- ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
- ଦାରା ସିଂଙ୍କ ଆଗୁଆ ଜେଲ୍ ମୁକ୍ତି ଆଶା କ୍ରମଶଃ କ୍ଷୀଣ,ପରବର୍ତ୍ତୀ ଶୁଣାଣି ପାଇଁ ଆଗାମୀ ସେପ୍ଟେମ୍ବର ୧୭ ତାରିଖ ସ୍ଥିର
- କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲଙ୍କ ଘରେ ପହଞ୍ଚି ଗଣେଣଙ୍କ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
- ନୂଆଁଖାଇ କେବଳ ଏକ ପର୍ବ ନୁହେଁ ,ଏହା ଆମର ମାଟି, ସଂସ୍କୃତି, ଚାଲିଚଳଣୀ ଓ ସାମାଜିକ ଏକତାର ପ୍ରାଣସ୍ପନ୍ଦନ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
Browsing Category
Odisha
All about all odisha state news updates
ଆଜି ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିପାରନ୍ତି ମନୋଜ ଆହୁଜା
ନୂଆ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଆଜି ପ୍ରଥମ ଥର ପାଇଁ ଭୁବନେଶ୍ୱରରେ ପହଞ୍ଚିିଛନ୍ତି । ଆଜି ଅପରାହ୍ନରେ ସେ ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିପାରନ୍ତି ।ଆଜି ବର୍ତ୍ତମାନର ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ଶେଷ ହେଉଛି । ତେଣୁ ମନୋଜ ଆଜି ଦାୟିତ୍ୱ…
ନୂଆ ନାଁରେ ଚାଲିବ ଲକ୍ଷ୍ମୀ ବସ୍
ବଦଳିବ ‘ଲକ୍ଷ୍ମୀ ବସ୍’ର ନାଁ । ନୂଆ ନାମ ମୁଖ୍ୟମନ୍ତ୍ରୀ ବସ୍ ସେବା ହେବ ବୋଲି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ସୂଚନା ଦେଇଛନ୍ତି । ସରକାର ବଦଳିବା ପରେ ‘ଲକ୍ଷ୍ମୀ ବସ୍’ର ଭବିଷ୍ୟତକୁ ନେଇ ଦେଖାଦେଇଥିଲା ଅନିଶ୍ଚିତତା । ବିଜେଡି ସରକାର ଏହି ଯୋଜନାକୁ ଗତବର୍ଷ ଆରମ୍ଭ କରିଥିଲେ । ଅଳ୍ପ…
ଧାନମଣ୍ଡି କୁ ଜଗିବ ସିସିଟିଭି
ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ବଡ଼ ବୟାନ । “ରାଜ୍ୟର ସବୁ ଧାନମଣ୍ଡିରେ ଲାଗିବ ସିସିଟିଭି । ଧାନମଣ୍ଡିରୁ ମିଲକୁ ଯାଉଥିବା ଗାଡ଼ିରେ ଲାଗିବ ଜିପିଏସ୍ । ବୈଷୟିକ କୌଶଳ ବ୍ୟବହାର କରାଯାଇ ରୋକାଯିବ ଦୁର୍ନିୀତି । ବିଭାଗୀୟ ଅଧିକାରୀଙ୍କୁ ଦିଆଯାଇଛି ନିର୍ଦ୍ଦେଶ । ଦୁଇ ମାସ…
ଶ୍ରୀକ୍ଷେତ୍ର ହେବ ଦେଶର ସର୍ବଶ୍ରେଷ୍ଠ ତୀର୍ଥକ୍ଷେତ୍ର’
ଆଜି ପୁରୀ ଗସ୍ତରେ ଆସି ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବା ଅବସରରେ ଏହା କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ଆଜି ଅପରାହ୍ନରେ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ପୁରୀ ଗସ୍ତରେ ଆସି ରଥଯାତ୍ରା ଆୟୋଜନ ପ୍ରସ୍ତୁତିର ସମୀକ୍ଷା କରିଥିଲେ। କ୍ଷେତ୍ର ପରିଦର୍ଶନ ସହ ସ୍ଥିତି ଅନୁଧ୍ୟାନ…
ବନ୍ଦ ହେବନି ମଦ
ସାରା ରାଜ୍ୟରେ ମଦ ବନ୍ଦ ହେବ ବୋଲି ଚର୍ଚ୍ଚା ଚାଲିଥିଲା । ମୁଖ୍ୟମନ୍ତ୍ର ମୋହନ ମାଝୀ ମଦ ବନ୍ଦକୁ ନେଇ କଡା ପଦକ୍ଷେପ ନେବେ ବୋଲି ସମସ୍ତେ ଆଶା କରିଥିଲେ । ମାତ୍ର ତାହା ହୋଇ ନାହିଁ , ବରଂ କୋରାପୁଟରେ ୮ ଟି ଦେଶୀ ମଦ ଦୋକାନ ଖୋଲିଛି । ଯାହାକୁ ନେଇ ରାଜ୍ୟସରକାରଙ୍କୁ ସିଧାସଳଖ ଟାର୍ଗେଟ…
ବଦଳିବ ମେକ୍ ଇନ୍ ଓଡ଼ିଶାର ରୂପରେଖ ଇସାରା ଦେଇଛନ୍ତି ଶିଳ୍ପମନ୍ତ୍ରୀ
ବଦଳିପାରେ ମେକ୍ ଇନ୍ ଓଡ଼ିଶା ନାଁ । ଏନେଇ ଇସାରା ଦେଇଛନ୍ତି ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ । ମେକ୍ ଇନ୍ ଓଡ଼ିଶା ନାଁ ବଦଳାଇ ଉତ୍କଳ ଇନଭେଷ୍ଟ ସମ୍ମିଟ ହୋଇପାରେ । ଯାହା ଜରିଆରେ ୨.୫ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ଆଣିବାକୁ ସରକାର ଲକ୍ଷ୍ୟ ରଖିଥିବା କହିଛନ୍ତି ଶିଳ୍ପମନ୍ତ୍ରୀ ଓଡ଼ିଶାକୁ…
ଜଳିଗଲା ମୋ’ ବସ୍
କଟକର ସିଡିଏ ସେକ୍ଟର-୯ରେ ମୋ’ ବସ୍ରେ ନିଆଁ ଲାଗିଯାଇଛି। ଫଳରେ ବସ୍ଟି ସମ୍ପୂର୍ଣ୍ଣ ଜଳିପୋଡ଼ି ଛାରଖାର ହୋଇଯାଇଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ପ୍ରଥମେ ବସ୍ର ସମ୍ମୁଖ ଭାବରେ ନିଆଁ ଲାଗିଥିବା ଦେଖି ଚାଳକ ଜଣକ ବସ୍କୁ ଅଟକାଇଥିଲେ। ଏହା…
ଘଣ୍ଟାଏ ବର୍ଷାରେ ଭାସିଲା ଟ୍ୱିନ ସିଟି
ଘଣ୍ଟାଏ ବର୍ଷାରେ ଭୁବନେଶ୍ବର ଭାସିଲା। ଇସ୍କନମନ୍ଦିର ରାସ୍ତାରେ ପୂର୍ବବତ୍ ବସ୍, ବାଇକ୍ ଫସିଲା। ଘଣ୍ଟା ଘଣ୍ଟା ଧରି ରାସ୍ତାରେ ଆଣ୍ଠୁଏ ଉଚ୍ଚାର ପାଣି ଲହଡ଼ି ମାରିଲା। ତଳି ଅଞ୍ଚଳରେ ଘରେ ପଶିଯିବାରୁ ପଙ୍କ କାଦୁଅରେ ଲଟପଟ ହେଲେ ଅଗଣିତ ପରିବାର। ରାସ୍ତାରେ ପାଣି ଜମିବାରୁ ସହର ସାରା…
ଓଡିଶାର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ହେବେ କି ମନୋଜ ଆହୁଜା?
ଓଡିଶାର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ହେବେ କି ମନୋଜ ଆହୁଜା? କେନ୍ଦ୍ର ସରକାର ତାଙ୍କୁ ନିଜ ଗୃହ କ୍ୟାଡର ଓଡିଶାକୁ ଫେରାଇଦେବା ପରେ ବଢିଛି ଚର୍ଚ୍ଚା । କେନ୍ଦ୍ରୀୟ ଡେପୁଟେସନରେ ଥିବା ୧୯୯୦ ବ୍ୟାଚର ଆଇଏଏସ ଅଧିକାରୀ ମନୋଜ ଆହୁଜାଙ୍କୁ ଓଡିଶା ଫେରାଇ ଆଣିବା ଲାଗି ରାଜ୍ୟ ସରକାର କେନ୍ଦ୍ରକୁ…
ଓଡ଼ିଶାରେ ବନ୍ଦ ହେବ ମଦ କାରବାର
ପର୍ଯ୍ୟାୟକ୍ରମେ ମଦ ବନ୍ଦ ନେଇ ଅଣ୍ଟା ଭିଡ଼ିଲେ ସରକାର । ଏନେଇ ସୂଚନା ଦେଇଛନ୍ତି ସାମାଜିକ ସୁରକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଓଡ଼ିଶାରେ ପର୍ଯ୍ୟାୟକ୍ରମେ କମିବ ମଦ କାରବାର । କମିବ ନିଶା ବ୍ୟବହାର । ଏଥିପାଇଁ ଅଣ୍ଟା ଭିଡ଼ିଛନ୍ତି ନୂଆ ସରକାର । ନିଶା ଦ୍ୱାରା ସମାଜ କଳୁଷିତ ହେଉଛି ।…