Trending
- ମୋହନା ବିଧାୟକ ବିଧାୟକ ଦାଶରଥୀ ଗମାଙ୍ଗଙ୍କୁ ସୋ’ କଜ୍ ନୋଟିସ୍ ଜାରି କଲା ପିସିସି ଶୃଙ୍ଖଳା କମିଟି,ସନ୍ଧ୍ୟା ସୁଦ୍ଧା ଦଳୀୟ କାର୍ଯ୍ୟାଳୟରେ ହାଜର ହେବାକୁ ନିର୍ଦ୍ଦେଶ
- ରାସ୍ତାଘାଟରୁ ହଟିବେ ଶିଶୁ ଭିକ୍ଷୁକ,ନିର୍ଦ୍ଦେଶନାମା ଜାରି କଲା ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ
- ଦେଶର ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା,ଏପ୍ରିଲ ୯, ୨୩ ଓ ୨୯ରେ ହେବ ନିର୍ବାଚନ, ମେ ୪ ତାରିଖରେ ଭୋଟ ଗଣତି
- PNG ଥିଲେ LPG ସଂଯୋଗ ରଖିବା ପାଇଁ ଅନୁମତି ଦିଆଯିବ ନାହିଁ – ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ
- ବାଣିଜ୍ୟିକ ସିଲିଣ୍ଡର ଯୋଗାଣ ପୁଣି ଆରମ୍ଭ – ପେଟ୍ରୋଲିୟମ୍ ମନ୍ତ୍ରଣାଳୟର ଯୁଗ୍ମ ସଚିବ ସୁଜାତା ଶର୍ମା
- ସରକାରଙ୍କ କୌଣସି ପ୍ରସ୍ତାବକୁ ଆମେ ସ୍ବୀକାର କରିବୁ ନାହିଁ ବୋଲି ସେ ସ୍ପଷ୍ଟ କଲେ ମାଓବାଦୀ ଡିଭିଜନ ସଚିବ ରାଣୀତା
- ସୀମାନ୍ତ ଅଞ୍ଚଳଗୁଡ଼ିକୁ ଦେଶର ସବୁଠାରୁ ପଛୁଆ ଗାଁ ଭାବରେ ଦେଖୁଥିଲେ କଂଗ୍ରେସ – ପ୍ରଧାନମନ୍ତ୍ରୀ ମୋଦୀ
- ୨୦୨୬ ରଥଯାତ୍ରାକୁ ସମ୍ପୂର୍ଣ୍ଣ ଶୃଙ୍ଖଳିତ ଭାବରେ ଆୟୋଜନ କରିବା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ
- ଓଡ଼ିଶାରେ ୫୧୮୨ଟି ମୋବାଇଲ୍ ଟାୱାର ସ୍ଥାପନ କରାଯିବ, ଉପକୃତ ହେବେ ୭୧୫୭ଟି ଗାଁର ବାସିନ୍ଦା
- ନେତାଙ୍କ ଘରୁ ବାହାରିଲା ୫୫ଟି ଗ୍ୟାସ୍ ସିଲିଣ୍ଡର
Browsing Category
Odisha
All about all odisha state news updates
ପୋଷ୍ଟରମୁକ୍ତ ହେବ ରାଜଧାନୀ
ଭୁବନେଶ୍ୱରରୁ ହଟିବ ରାଜନୈତିକ ପୋଷ୍ଟର। ଏହା ସହ କାନ୍ଥ ଲେଖା ବି ଲିଭାଯିବ। ଏନେଇ ପ୍ରସ୍ତୁତି କରିଛି ଭୁବନେଶ୍ୱର ମହାନଗର ନିଗମ (ବିଏମସି)। ତେବେ ନିର୍ବାଚନ ଆୟୋଗଙ୍କ ଗାଇଡ୍ ଲାଇନ୍ ଆଧାରରେ ଏହି କାମ କରାଯିବ ବୋଲି ବିଏମସି କମିଶନର ବିଜୟ ଅମୃତ କୁଲାଙ୍ଗେ ସୂଚନା ଦେଇଛନ୍ତି । ତେବେ ସମସ୍ତ…
ଦୁର୍ଘଟଣାରେ ବାପପୁଅ ମୃତ, ଖବର ପାଇ ହୃଦଘାତରେ ଚାଲିଗଲେ ଦାଦା
ସଡ଼କ ଦୁର୍ଘଟଣାରେ ବଡ଼ ଭାଇ ଓ ପୁତୁରାଙ୍କ ମୃତ୍ୟୁ । ଆଜି ସକାଳ ପ୍ରାୟ ୯ଟା ବେଳେ ଲକ୍ଷ୍ମଣ ବାପାଙ୍କ ସହ ସ୍କୁଟିରେ ବାଙ୍କପାଟୁଳୀ ସାପ୍ତାହିକ ହାଟକୁ ଆସୁଥିଲେ। ଏହି ସମୟରେ ପିପିଳିଆ ଛକ ନିକଟରେ କେନ୍ଦୁଝର ପଟକୁ ଆସୁଥିବା ଏକ ରଡ୍ ବୋଝେଇ ଟ୍ରକ୍ ସେମାନଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ…
ଆରମ୍ଭ ହେବ ନାଟମଣ୍ଡପ ମରାମତି
ଆରମ୍ଭ ହେବ ଶ୍ରୀମନ୍ଦିରରେ ନାଟମଣ୍ଡପ ମରାମତି କାମ । ଦିନ ଗୋଟାଏରୁ କାମ ଆରମ୍ଭ ହୋଇ ସନ୍ଧ୍ୟା ୭ଟାରେ ଶେଷ ହେବ । ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା ପକ୍ଷରୁ ଏହି ମରାମତି କାମ କରାଯିବ । ଏଥିପାଇଁ ଶ୍ରୀଜିଉଙ୍କ ପୂଜାବିଧିର ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ହୋଇଛି। ରାତି ୩ଟା ୧୪ରେ…
ପାଣ୍ଡିଆନଙ୍କୁ ଟମାଟୋ ମାଡ଼ !
ଫାଇଭ-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ଏବେ ରାଜ୍ୟ ସାରା ବୁଲିବୁଲି ଆମ ଓଡ଼ିଶା ନବୀନ ଓଡ଼ିଶାର କାର୍ଯ୍ୟକ୍ରମ କରୁଛନ୍ତି । କିନ୍ତୁ ସରକାର ଯୋଜନା ସଠିକ୍ ଭାବରେ ଲୋକଙ୍କ ପାଖରେ ପହଞ୍ଚୁନଥିବାରୁ ଅନେକ ସମୟରେ ପାଣ୍ଡିଆନଙ୍କ ସମେତ ବିଜେଡି ନେତାଙ୍କୁ ବିରୋଧ କରାଯାଉଛି । ଯାହାର ଚିତ୍ର ଆଜି…
ଆଜିଠୁ ଯୋରନ୍ଦା ମେଳା
ଆଜିଠୁ ଆରମ୍ଭ ହେଉଛି ବିଶ୍ୱ ପ୍ରସିଦ୍ଧ ଯୋରନ୍ଦା ମେଳା । ଯୋରନ୍ଦା ମହିମା ଗାଦି ପୀଠକୁ ରାଜ୍ୟ ତଥା ରାଜ୍ୟ ବାହାରୁ ଲକ୍ଷାଧିକ ମହିମା ଭକ୍ତ ଓ ସାଧୁସନ୍ଥଙ୍କର ଆଗମନ ଆରମ୍ଭ ହୋଇଯାଇଛି । ଆଜି ସନ୍ଧ୍ୟା ୫ଟା ୫ ମିନିଟରେ ଗାଦି ମନ୍ଦିରର ଚାରିଦ୍ୱାରରେ ଝାଡଦ୍ୱୀପ ପ୍ରଜ୍ୱଳନ କରାଯିବ । ବିଶ୍ୱର…
ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ : ରାଜନାଥଙ୍କର ଆଜି ନବରଙ୍ଗପୁର, ବ୍ରହ୍ମପୁର ଓ ବାରିପଦାରେ…
ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ଦିନିକିଆ ଗସ୍ତରେ ଆସି ରାଜନାଥ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ । ବାରିପଦାରେ ଅପରାହ୍ନ ୪ଟାରେ ସାଧାରଣ ସଭାରେ ଉଦବୋଧନ ଦେବେ । ବାରିପଦାରେ ବିଜୟ ସଂକଳ୍ପ ସମାବେଶ ରହିଛି। କେନ୍ଦ୍ର ସରକାରଙ୍କ ଜନ ହିତକର…
ଆଜିର ରାଶିଫଳ
ଅଦ୍ୟ ଫେବୃଆରୀ ମାସ ୨୨ ତାରିଖ ୨୦୨୪ ମସିହା(ଗୁରୁବାର)
ଶକାବ୍ଦ -୧୯୪୫
ସମ୍ବତ -୨୦୮୦
ଦିଲ୍ଲୀସ୍ୱରାଦ୍ଧ-୧୪୩୧
ସମ୍ବତ୍ସର-ପିଙ୍ଗଳ
ମାଘମାସ- ଶୁକ୍ଳପକ୍ଷ
ତିଥି- ତ୍ରୟୋଦଶୀ ଦିବା ଘ ୦୧/୨୮ ପର୍ଯ୍ୟନ୍ତ ତଦନ୍ତେ ଚତୁର୍ଦ୍ଦଶୀ
ନକ୍ଷତ୍ର- ପୂଷ୍ୟା ଦିବା ଘ୦୫/୩୧ ପର୍ଯ୍ୟନ୍ତ ତଦନ୍ତେ ଅଶ୍ଳେଷା…
ଆସନ୍ତା ୨୮ ତାରିଖ ଠାରୁ ୪ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୨୮ ଫେବ୍ରୁଆରିରେ ନୂଆଦିଲ୍ଲୀରୁ ଏକ ସତନ୍ତ୍ର ବିମାନ ଯୋଗେ ଝାଡ଼ଖଣ୍ଡର ରାଜଧାନୀ ରାଂଚି ପହଂଚିବେ ଓ ସେଠାରେ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ସେଠାରୁ ସେ ବାୟୂସେନାର ହେଲିକେପ୍ଟର ଯୋଗେ ମୟୂରଭଂଜ ଜିଲ୍ଲା ରାଇରଙ୍ଗପୁର ପହଂଚି…
ଜନଜାତିଙ୍କ ଉପରେ ଥିବା ଛୋଟ ଛୋଟ ମୋକଦ୍ଦମାଗୁଡ଼ିକ ପ୍ରତ୍ୟାହାର ପାଇଁ ନିର୍ଦ୍ଦେଶ,ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନଜାତି ଭଉଣୀ-ଭାଇମାନଙ୍କ ଉପରେ ଥିବା ଛୋଟ ଛୋଟ ମୋକଦ୍ଦମାଗୁଡ଼ିକ ପ୍ରତ୍ୟାହାର ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଗୃହ ବିଭାଗ, ଅବକାରୀ ବିଭାଗ ଓ ଜଙ୍ଗଲ ଓ ପରିବେଶ ବିଭାଗ ଜନଜାତି ବର୍ଗଙ୍କ ଉପରେ ଥିବା…