Trending
- ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ,ଦେଶବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ
- ଆଜି ପବିତ୍ର ବିଶ୍ବକର୍ମା ପୂଜା , ଦେବଶିଳ୍ପୀଙ୍କ ଆବାହାନ ପାଇଁ ଚଳଚଞ୍ଚଳ ଶିଳ୍ପାଞ୍ଚଳ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
- ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
- ଦାରା ସିଂଙ୍କ ଆଗୁଆ ଜେଲ୍ ମୁକ୍ତି ଆଶା କ୍ରମଶଃ କ୍ଷୀଣ,ପରବର୍ତ୍ତୀ ଶୁଣାଣି ପାଇଁ ଆଗାମୀ ସେପ୍ଟେମ୍ବର ୧୭ ତାରିଖ ସ୍ଥିର
- କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲଙ୍କ ଘରେ ପହଞ୍ଚି ଗଣେଣଙ୍କ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
Browsing Category
Odisha
All about all odisha state news updates
ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ
ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ୨ ଉପମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟରେ ଭାଜପା ସରକାର ହେବା ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ। ପ୍ରଧାନମନ୍ତ୍ରୀ ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଓ ରାଷ୍ଟ୍ରୀୟ…
ପୁରୀ ଆସିବେ ରାଷ୍ଟ୍ରପତି
ଆସନ୍ତା ୭ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅନୁଷ୍ଠିତ ହେବ। ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ଶ୍ରୀମନ୍ଦିର ରତ୍ନବେଦିରୁ ବାହାରି ରଥାରୂଢ ହୋଇ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାତ୍ରା କରିବେ।…
ବଦଳିବ ଟ୍ବିନ୍ ସିଟି
ଆଗକୁ ସହରାଞ୍ଚଳ ସମ୍ପ୍ରସାରଣକୁ ନଜରରେ ରଖି କଟକ-ଭୁବନେଶ୍ବର-ପୁରୀକୁ ଟ୍ରିପଲ୍ ସିଟି ଗଠନ କରାଯାଉ। ମେଟ୍ରୋ ସମେତ ସାଧାରଣ ପରିବହନ ବ୍ୟବସ୍ଥାକୁ ସେହି ଢାଞ୍ଚାରେ ନିର୍ମାଣ କରିବାକୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଆଜି ବିଭାଗୀୟ ଅଧିକାରୀଙ୍କୁ…
ଓଡ଼ିଶା ଫେରିବେ ଆଇଏଏସ ମନୋଜ ଆହୁଜା
୧୯୯୦ ବ୍ୟାଚ୍ର ବରିଷ୍ଠ ଆଇଏଏସ୍ ହେଉଛନ୍ତି ମନୋଜ ଆହୁଜା । ଏବେ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ସଚିବ ଅଛନ୍ତି ମନୋଜ ଆହୁଜା । ମନୋଜଙ୍କୁ ଓଡ଼ିଶା ଫେରାଇବା ନେଇ କ୍ୟାବିନେଟ କମିଟିର ମଂଜୁରୀ ହୋଇଛି । ରାଜ୍ୟ ସରକାରଙ୍କ ଆବେଦନ ଆଧାରରେ ମଂଜୁରୀ ଦେଲା କ୍ୟାବିନେଟ ।ତେବେ ଆଗକୁ ସେ ତାଙ୍କର…
ବିଜେଡି ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ସରକାରୀ ଘରେ ଭଙ୍ଗା ଚାଲିଛି
ବିଜେଡି ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ସରକାରୀ କ୍ୱାର୍ଟର୍ସ ପରିସରରେ ନିର୍ମାଣ କରିଥିବା ରାଜପ୍ରସାଦ ପରି ଘରକୁ ଏବେ ଭାଙ୍ଗିବାରେ ଲାଗିଛନ୍ତି।ଆଜି ଏନେଇ ଗଣମାଧ୍ୟମରେ ଖବର ପ୍ରକାଶ ପରେ ଉକ୍ତ କ୍ୱାର୍ଟର୍ସ ପରିସରେ ଜଣେ ଖବରଦାତାଙ୍କୁ ତାଲା ପକାଇ ଦିଆଯାଇଥିବା ଅଭିଯୋଗ ହୋଇଛି।…
ମାସକ ଭିତରେ ମୁକୁଳା ଡ୍ରେନ ଉପରେ ପଡ଼ିବ ସ୍ଲାବ ,ସପ୍ତାହକ ଭିତରେ ସରିବ ଡ୍ରେନ ବାରିକେଡ୍ କାମ
ମାସକ ଭିତରେ ମୁକୁଳା ଡ୍ରେନ ଉପରେ ପଡ଼ିବ ସ୍ଲାବ । ସପ୍ତାହକ ଭିତରେ ସରିବ ଡ୍ରେନ ବାରିକେଡ୍ କାମ । ଭୁବନେଶ୍ଵର ସହରରେ ମୋଟ ୧୮୦୦ କିଲୋମିଟର ଡ୍ରେନ ରହିଛି । ସେଥିରୁ ବିଏମସି ଅଧୀନରେ ୧୩୮୦ କିଲୋମିଟର ଡ୍ରେନ ଅଛି । ଏହା ଭିତରୁ ୨୭ କିଲୋମିଟର ମୁକୁଳା ଡ୍ରେନ ରହିଛି । ସବୁ ମୁକୁଳା ଡ୍ରେନ…
ହାତବାନ୍ଧି ବସିଛନ୍ତି ମହାରଣା
କରତକଳରୁ ତେର ପରସ୍ତ ପୋଟଳ କାମ ପାଇଁ ପାଞ୍ଚ ପାହିଆ ପଟା ପହଞ୍ଚି ନାହିଁ। ପଟା ରଥଖଳାରେ ନିର୍ଦ୍ଧାରିତ ସମୟରେ ପହଞ୍ଚି ନଥିବାରୁ ମହାରଣା ସେବକ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। କାଠ ପହଞ୍ଚି ନଥିବାରୁ ଧାର୍ଯ୍ୟ ସମୟରେ ରଥକାମ ସାରିବା ଆହ୍ବାନ ପାଲଟିବ ବୋଲି କହିଛନ୍ତି। ରଥଯାତ୍ରାକୁ ଆଉ…
ଲକ୍ଷ୍ମୀ ବସକୁ ନେଇ ଚାଲିଛି ତର୍ଜମା
ବଦଳିବ ‘ଲକ୍ଷ୍ମୀ’ ବସର ନାଁ! ନାଁରେ କିଛି ନାହିଁ, ସେବା ମିଳିବା ଦରକାର ।” ବାଣିଜ୍ୟ ଓ ପରିବହନ ମନ୍ତ୍ରୀଙ୍କ ସୂଚନା । ଏନେଇ ରାଜ୍ୟ ସଡ଼କ ପରିବହନ ନିଗମ ବୈଠକରେ ସମୀକ୍ଷା କରିଛନ୍ତି ମନ୍ତ୍ରୀ । ବୈଠକ ପରେ ପ୍ରତିକ୍ରିୟା ରଖିଲେ ପରିବହନ ମନ୍ତ୍ରୀ ବିଭୁତି ଜେନା । କହିଲେ ‘ଲକ୍ଷ୍ମୀ’ ବସ୍…
ମୋଦି ସରକାରଙ୍କୁ କଠିନ ପ୍ରଶ୍ନ କରିବ ବିଜେଡି
ଆଉ ନରମ ନୁହେଁ କଠୋର ଆଭିମୁଖ୍ୟ ପ୍ରଦର୍ଶନ କରିବ ବିଜୁ ଜନତା ଦଳ। ସୋମବାର ନବୀନ ନିବାସରେ ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଦଳର ରାଜ୍ୟସଭା ଏମପି ମାନଙ୍କ ସହିତ ଆଲୋଚନା କରି ଚଳିତ ଅଧିବେଶନରେ ଦଳର ଆଭିମୁଖ୍ୟ କିପରି ରହିବ ତାହା ସ୍ଥିର କରିଛି ବିଜେଡି।ଏଥର ଲଢେଇ ଆର ପାର ହେବ,…
ମା’ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ
ଘଟଗାଁରେ ମା’ ତାରିଣୀଙ୍କୁ ଦର୍ଶନ ପରେ ଏହି ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମା’ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ପୂର୍ବରୁ ବିଜେଡି ସରକାର ୫୦ କୋଟି ଟଙ୍କା ଦେଇଥିଲେ । କିନ୍ତୁ ପୀଠର ବିକାଶ ପାଇଁ ଏହା…