Browsing Category

Odisha

All about all odisha state news updates

ଭୁବନେଶ୍ୱର ମହାନଗର ନିଗମ ଅଧିନରେ ଥିବା ୧୬୦ ସ୍କୁଲକୁ ମିଳିଲା ଜମିପଟା

ଭୁବନେଶ୍ବର: ସ୍କୁଲକୁ ମିଳିଲା ଜମି ପଟ୍ଟା । ଭୁବନେଶ୍ୱର ମହାନଗର ନିଗମ ଅଧିନରେ ଥିବା ୧୬୦ ସ୍କୁଲକୁ ଜମିପଟା ବଣ୍ଟନ କରାଯାଇଛି ।  ପ୍ରାଥମିକ ପର୍ଯ୍ୟାୟରେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ୍ ହାଇସ୍କୁଲରେ ଜମିପଟ୍ଟା ବଣ୍ଟନ କରାଯାଇଛି । ସେଥିରେ ୫୦ଟି ୫T ରୂପାନ୍ତରିତ ହାଇସ୍କୁଲ ରହିଥିବା ବେଳେ…

ସମ୍ବଲପୁର ଜିଲ୍ଲାର ଖିଣ୍ଡା ଗ୍ରାମବାସୀଙ୍କୁ ଦେଇଥିବା ପ୍ରତିଶ୍ରୁତି ରଖିଲେ କେନ୍ଦ୍ରମନ୍ତ୍ରୀ

କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବରଗଡ଼ ଜିଲ୍ଲାରେ ଅବସ୍ଥିତ ଦେବ୍ରୀଗଡ଼ ଅଭୟାରଣ୍ୟ ସମେତ ଦେଶର ମହାନ ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମମାଟି ସମ୍ବଲପୁର ଜିଲ୍ଲା ଖିଣ୍ଡା ଗ୍ରାମାଞ୍ଚଳର ବିକାଶ ପାଇଁ କେନ୍ଦ୍ର ସଂସ୍କୃତି ଓ…

ଫେବୃଆରୀ ୩ ରୁ ୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ

ଭୁବନେଶ୍ବର : ଆସନ୍ତା ଫେବୃୟାରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ରାଜ୍ୟରେ ପ୍ରଥମ ଥର ପାଇଁ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରାଯିବ। ଏହି ସମ୍ମିଳନୀ ଆୟୋଜନ କରାଯିବା ନିମନ୍ତେ ଗତ ଡିସେମ୍ବର ୧୯ ତାରିଖରେ ଅନୁଷ୍ଠିତ ଐତିହ୍ୟ କ୍ୟାବିନେଟରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ଏହି…

ମହାପ୍ରଭୁଙ୍କୁ ଦର୍ଶନ କଲେ ୫ ଲକ୍ଷରୁ ଅଧିକ ଭକ୍ତ

ପୁରୀ: ନୂଆ ବର୍ଷରେ ମହାପ୍ରଭୁଙ୍କୁ ଦର୍ଶନ କଲେ ରେକର୍ଡ ୫ ଲକ୍ଷରୁ ଅଧିକ ଭକ୍ତ ।  ଆସନ୍ତା ଜାନୁଆରୀ ୧୭ ତାରିଖରେ ଲୋକାର୍ପିତ ହେବାକୁଥିବା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଦେଖିବା ସହ ନୂଆବର୍ଷରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଲକ୍ଷଲକ୍ଷ ଭକ୍ତ ପୁରୀରେ ରାତି  ୧୨ଟା ପୂର୍ବରୁ…

ଆଜି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ନନ୍ଦନକାନନ

ଭୁବନେଶ୍ବର: ଆଜି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ନନ୍ଦନକାନନ ପ୍ରାଣୀଉଦ୍ୟାନ  । ପ୍ରତି ସୋମବାର ନନ୍ଦନକାନନ ବନ୍ଦ ରହୁଥିବାବେଳେ ଗତକାଲି ନୂଆବର୍ଷ ଥିବାରୁ ଏହାକୁ ଖୋଲା ରଖାଯାଇଥିଲା । ଏଣୁ ତା ପରିବର୍ତ୍ତେ ଆଜି ନନ୍ଦନକାନନକୁ ବନ୍ଦ ରଖାଯାଇଛି । ଏନେଇ ନନ୍ଦନକାନନ କର୍ତ୍ତୃପକ୍ଷ ସୂଚନା…

ଦାମୋଦର ରାଉତଙ୍କ ଉପରୁ ହଟିଲା ବହିଷ୍କାର ଆଦେଶ

ଭୁବନେଶ୍ବର: ଶେଷରେ  ବରିଷ୍ଠ ନେତା ଦାମୋଦର ରାଉତଙ୍କ ଉପରୁ ହଟିଲା ବହିଷ୍କାର ଆଦେଶ। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦାମଙ୍କ ଉପରୁ ବହିଷ୍କାର ଆଦେଶ ଉଠାଇଛନ୍ତି ।  ୨୦୧୮ରେ ବିଜେଡିରୁ ବହିଷ୍କୃତ ହୋଇଥିଲେ ଦାମ ରାଉତ। ବହିଷ୍କାର ପରେ ବିଜେପିରେ ଯୋଗ ଦେଇ  ୨୦୧୯ ନିର୍ବାଚନରେ ବିଜେପି…

କଟକ-ଭୁବନେଶ୍ବର ବାସିନ୍ଦାଙ୍କୁ ମେଟ୍ରୋ ଟ୍ରେନ ଭେଟି ଦେଲେ ମୁଖ୍ୟମନ୍ତ୍ରୀ

କଟକ-ଭୁବନେଶ୍ବର ବାସିନ୍ଦାଙ୍କୁ ମେଟ୍ରୋ ଟ୍ରେନ ଭେଟି ଦେଲେ ମୁଖ୍ୟମନ୍ତ୍ରୀ । ୪ବର୍ଷରେ ସରିବ ପ୍ରଥମ ପର୍ଯ୍ୟାୟ ମେଟ୍ରୋ ପ୍ରକଳ୍ପ କାମ । ରାଜ୍ୟବାସୀ ପାଇବେ ମେଟ୍ରୋ ଟ୍ରେନ୍ ସୁବିଧା । ରାଜ୍ୟ ବିକାଶ ଇତିହାସରେ ଆଜି ଏକ ସ୍ବତନ୍ତ୍ର ଦିବସ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପରିବହନ…

ପିକନିକ୍ ପାଇଁ SOP ଜାରି

ଭୁବନେଶ୍ବର: ଦୁର୍ଘଟଣାକୁ ରୋକିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି । ଏହି କ୍ରମରେ ଶୀତଦିନେ  ପିକ୍‌ନିକ୍ ପାଇଁ ଏସ୍‌ଓପି ଜାରି କଲା ରାଜ୍ୟ ପରିବହନ ବିଭାଗ । ପିକ୍‌ନିକ୍ ସମୟରେ ଦୁର୍ଘଟଣା ରୋକିବା ପାଇଁ ଏପରି ମାର୍ଗଦର୍ଶିକା ଜାରି କରାଯାଇଛି । ଏସଓପି ଅନୁସାରେ ମଦ୍ୟପାନ…

ଆଇଟି ହବ୍ ହେବ ରାଉରକେଲା

ଆଇଟି ହବ୍ ହେବ ରାଉରକେଲା । ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଖର୍ଚ୍ଚ କରାଯିବ ୨୫୦ କୋଟି ଟଙ୍କା । ରାଉରକେଲା ସହରର ପାନ୍ଥନିବାସ ନିକଟରେ ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ମାଣ ହେଵ ୧୧ ମହଲାର ଆଇଟି ଟାଓ୍ବାର । ରାଜ୍ୟ ସରକାର ଅର୍ଥ ମଞ୍ଜୁର କରିବା ସହ ଇଡକୋ ଜରିଆରେ ନିର୍ମାଣ କାର୍ଯ୍ୟ…

ବିଏସକେଓ୍ବାଇ ନବୀନ କାର୍ଡ ପାଇଁ ଜାନୁଆରୀ ୬ରୁ ଆରମ୍ଭ ହେବ ପଞ୍ଜିକରଣ

ଭୁବନେଶ୍ବର: ଜାନୁଆରୀ ୬ ତାରିଖରୁ ବିଏସକେଓ୍ବାଇନବୀନ କାର୍ଡ ଲାଗି ଅନ୍‌ଲାଇନ୍‌ ପଞ୍ଜୀକରଣ କରାଯିବ ।  ଜାନୁୟାରୀ ୧୬ ତାରିଖ ଅନ୍‌ଲାଇନ୍‌ ପଞ୍ଜୀକରଣର ଶେଷ ତାରିଖ ହୋଇଥିବାରୁ ଯେଉଁମାନେ ଚାହୁଁଛନ୍ତି ସେମାନେ ଆବେଦନ କରିପାରିବେ । ବିଏସକେଓ୍ବାଇରୁ ବାଦ୍‌ ପଡ଼ିଥିବା ଗ୍ରାମାଞ୍ଚଳ ପରିବାର…