Browsing Category

Odisha

All about all odisha state news updates

ବୋରୱେଲରୁ ଉଦ୍ଧାର ଶିଶୁକନ୍ୟାର ବୁର୍ଲା ହସ୍‌ପିଟାଲ୍‌ରେ ହେଲା ଏକୋଇଶିଆ

ସମ୍ବଲପୁର :  ରେଙ୍ଗାଲି ନିକଟ ଲରିପାଲି ଜଙ୍ଗଲରୁ ଏକ ପରିତ୍ୟକ୍ତ ବୋରୱେଲରୁ ଗତ ଡିସେମ୍ବର ୧୨ ତାରିଖରେ ଉଦ୍ଧାର ହୋଇଥିବା ଶିଶୁ କନ୍ୟାର ଆଜି ଏକୋଇଶିଆ ପାଳନ କରାଯାଇଛି। ତା’ସହିତ ତା’ର ନାଁ ବିଜୟିନୀ ରଖାଯାଇଛି।  ଡାକ୍ତରଖାନା ପକ୍ଷରୁ ତା’ର ଏକୋଇଶିଆ ପାଳନ କରାଯାଇଥିଲା। ଏଥିରେ…

ଆଜି କଟକ-ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

ଆଜି କଟକ-ଭୁବନେଶ୍ବର ବାସିନ୍ଦାଙ୍କୁ ମେଟ୍ରୋ ଐତିହାସିକ ମେଟ୍ରୋ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାରଙ୍ଗ ବ୍ଲକର ରତାଗଡ଼-ଲେଙ୍କାସାହିରେ ହେବ ଶିଳାନ୍ୟାସ ଉତ୍ସବ । ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ବର ବିମାନ ବନ୍ଦରରୁ ତ୍ରିଶୁଳିଆ ଯାଏଁ ମେଟ୍ରୋ…

ଆଜିଠାରୁ ଶ୍ରୀମନ୍ଦିରରେ ଲାଗୁହେଲା ନୂଆ ନିୟମ

ନୂଆବର୍ଷ ୨୦୨୪ରେ ପୁରୀ ଶ୍ରୀମନ୍ଦିରରେ ନୂଆ ନିୟମ ଲାଗୁ ହୋଇଛି । ନୂଆ ବର୍ଷରୁ ଶ୍ରୀମନ୍ଦିରରେ ଏହି କଟକଣା ଲାଗୁ କରିବା ପାଇଁ ପୂର୍ବରୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ ଦାସ ସୂଚନା ଦେଇଥିଲେ । ଶ୍ରୀମନ୍ଦିର ଭିତରେ କେହି ପାନ, ଗୁଟଖା ଖାଇବେ ନାହିଁ କି ଛେପ ପକାଇ ପାରିବେ ନାହିଁ । ନିୟମ…

ସାଧାରଣତନ୍ତ୍ର ଦିବସ ପରେଡ଼ରେ ଓଡ଼ିଶାର ମେଢ ସ୍ଥାନ ପାଇବ

ଆସନ୍ତା ସାଧାରଣତନ୍ତ୍ର ଦିବସ ପରେଡ଼ରେ ଓଡ଼ିଶାର ମେଢ ଏଥର ସ୍ଥାନ ପାଇବ । ଗତ ତିନି ବର୍ଷ ଓଡ଼ିଶାର ମେଢ଼ ସ୍ଥାନ ପାଇନଥିଲା । ଏଥର ଥିମ ବିଚାରକଙ୍କ ମନକୁ ପାଇଛି ।  ବିକଶିତ ଭାରତ ଥିମ୍‌କୁ ନେଇ ଓଡ଼ିଶା ପକ୍ଷରୁ ୪ଟି ଡିଜାଇନ ଦିଆଯାଇଥିଲା। ଏଥିରେ ରଘୁରାଜପୁର ଗ୍ରାମର ଡିଜାଇନକୁ କେନ୍ଦ୍ର…

୧୦ ବିଭାଗର ୧୩ ପ୍ରସ୍ତାବରେ ବାଜିଲା କ୍ୟାବିନେଟ ମୋହର

ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକରେ ୧୦ ବିଭାଗର ୧୩ ପ୍ରସ୍ତାବରେ ବାଜିଲା କ୍ୟାବିନେଟ ମୋହର । ୧୩ଟି ପ୍ରସ୍ତାବରେ ରହିଛି ୬ଟି ସେବା ସମ୍ବନ୍ଧୀୟ ପ୍ରସ୍ତାବ  । ଏମଏସଏମଇ ବିଭାଗ ଅଧୀନରେ ଓଡ଼ିଶା ଶିଳ୍ପ ସେବା- ଓଆଇଏସ କ୍ୟାଡରର ବିଭିନ୍ନ ପଦବୀରେ ନିଯୁକ୍ତିର ପଦ୍ଧତି ଏବଂ ସେବା…

ଆଜି ସନ୍ଧ୍ୟାରେ କ୍ୟାବିନେଟ ବୈଠକ

ଭୁବନେଶ୍ବର: ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ । ନୂଆ ବର୍ଷ ପୂର୍ବରୁ ବସୁଥିବା ଏହି କ୍ୟାବିନେଟ ବୈଠକରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇ ନିଷ୍ପତ୍ତି ନିଆଯାଇପାରେ । ବିଶେଷ କରି ପୁରୀ ଶ୍ରୀମନ୍ଦିର ପ୍ରସଙ୍ଗରେ ମଧ୍ୟ କିଛି ନିଷ୍ପତ୍ତି ନିଆଯାଇପାରେ । ଏହା ସହ  ବିଭିନ୍ନ ବିଭାଗର…

ପ୍ରଥମ ADM ଭାବେ ପଦ୍ମପୁରରେ ନିଯୁକ୍ତି ପାଇଲେ ଚଭନ କୁନାଲ ମୋତିରାମ

ପଦ୍ମପୁର: ଶେଷରେ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ରଖିଛନ୍ତି ।  ପଦ୍ମପୁରବାସୀଙ୍କ ଜିଲ୍ଲା ସ୍ବପ୍ନ ପୂରଣ ହେବାକୁ ଯାଉଛି । ପ୍ରଥମ ADM ଭାବେ ପଦ୍ମପୁରରେ ନିଯୁକ୍ତି ପାଇଲେ ଚଭନ କୁନାଲ ମୋତିରାମ  ।  ପଦ୍ମପୁରରେ ନିଯୁକ୍ତ ହେଲେ ପ୍ରଥମ ADM। ଏଡିଏମ ପଦବୀକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ…

କୋରାପୁଟ ଡଙ୍ଗାବୁଡି ଘଟଣାରେ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା

କୋରାପୁଟ: ଗତକାଲିଠାରୁ ନଦୀରେ ନିଖୋଜ ଥିବା ବ୍ୟକ୍ତିମାନଙ୍କ ମୃତ୍ୟୁ ଘଟିଥିବା ଜଣାପଡିବା ପରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ।  କୋରାପୁଟ ଡଙ୍ଗା ବୁଡ଼ି ଘଟଣାରେ ୫ ଜଣଙ୍କ ଜୀବନ ଯାଇଛି। ଏଭଳି ଦୁଃଖଦ ଘଟଣାରେ ଶୋକପ୍ରକାଶ କରିବା ସହ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

୬ ମାସ ବଢ଼ିଲା ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ କାର୍ଯ୍ୟକାଳ

ଆଉ ୬ ମାସ ବଢ଼ିଲା ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ କାର୍ଯ୍ୟକାଳ। ପ୍ରଦୀପ କୁମାର ଜେନାଙ୍କ କାର୍ଯ୍ୟକାଳକୁ ଆସନ୍ତା ୨୦୨୪ ଜୁନ ୩୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଡିସେମ୍ବର ୩୧ ତାରିଖରେ ତାଙ୍କର କାର୍ଯ୍ୟକାଳ ଶେଷ ହେବାକୁ ଥିଲା। ୧୯୮୯ ବ୍ୟାଚର IAS…

ହାଇଟେକ୍‌ ମେଡ଼ିକାଲରେ ଫାଟିଲା ଅକ୍ସିଜେନ ସିଲିଣ୍ଡର, ୪ ଆହତ

ଭୁବନେଶ୍ବର : ହାଇଟେକ୍‌ ମେଡ଼ିକାଲରେ ଫାଟିଲା ଅକ୍ସିଜେନ ସିଲିଣ୍ଡର  ।  ଭୁବନେଶ୍ବରର ପାଣ୍ଡରା ସ୍ଥିତ ହାଇଟେକ୍‌ ହସ୍ପିଟାଲରେ ବିସ୍ଫୋରଣ ଘଟିଛି। ହସ୍ପିଟାଲ ପରିସରରେ ଥିବା ଅକ୍ସିଜେନ ସିଲିଣ୍ଡର ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି। ବିସ୍ଫୋରଣରେ ୪ ଜଣ ଆହତ ହୋଇଥିବା ଜଣାପଡ଼ିଛି।  …