Trending
- ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ,ଦେଶବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ
- ଆଜି ପବିତ୍ର ବିଶ୍ବକର୍ମା ପୂଜା , ଦେବଶିଳ୍ପୀଙ୍କ ଆବାହାନ ପାଇଁ ଚଳଚଞ୍ଚଳ ଶିଳ୍ପାଞ୍ଚଳ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
- ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
- ଦାରା ସିଂଙ୍କ ଆଗୁଆ ଜେଲ୍ ମୁକ୍ତି ଆଶା କ୍ରମଶଃ କ୍ଷୀଣ,ପରବର୍ତ୍ତୀ ଶୁଣାଣି ପାଇଁ ଆଗାମୀ ସେପ୍ଟେମ୍ବର ୧୭ ତାରିଖ ସ୍ଥିର
- କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲଙ୍କ ଘରେ ପହଞ୍ଚି ଗଣେଣଙ୍କ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
Browsing Category
Odisha
All about all odisha state news updates
ବିଧାୟକଙ୍କ ଦୁଇ ଦିନିଆ ଶପଥ ଗ୍ରହଣ ସମାରୋହର ଆଜି ଶେଷ ଦିନ
ବିଧାୟକଙ୍କ ଦୁଇ ଦିନିଆ ଶପଥ ଗ୍ରହଣ ସମାରୋହର ଆଜି ଶେଷ ଦିନ । କାଲିଠୁ ଆରମ୍ଭ ହୋଇଛି ଶପଥ ସମାରୋହ । ଆଜି ଅବଶିଷ୍ଟ ବିଧାୟକ ଶପଥ ଗ୍ରହଣ କରିବେ । ଗତକାଲି ପ୍ରଥମେ ବିଧାୟକ ଭାବେ ଶପଥ ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଓ କେଭି ସିଂହଦେଓ ।…
ମୁକୁଳା ଡ଼୍ରେନ ନେଲା ନାବାଳକର ଜୀବନ
ସ୍ଥାନୀୟ ୟୁନିଟ-୩ ମସଜିଦ କଲୋନି ନିକଟରେ ମଙ୍ଗଳବାର ଅପରାହ୍ଣରେ ନାଳରେ ଭାସିଯାଇ ୮ ବର୍ଷ ବୟସର ନାବାଳକ ଶିଶୁର ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ସାମାଜିଗ ଗଣମାଧ୍ୟମ ‘ଏକ୍ସ’ରେ ଟୁଇଟ୍ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି ଘଟଣା ମତେ…
ବାହାହେଲେ ନବୀନଙ୍କ ପୁତୁରା ଅରୁଣ ପଟ୍ଟନାୟକ
ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପୁତୁରା ଅରୁଣ ପଟ୍ଟନାୟକ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ନେଦରଲାଣ୍ଡରେ ବିବାହ କରିଛନ୍ତି। ଏନେଇ ତାଙ୍କ ଭଉଣୀ ଗାୟତ୍ରୀ ପଟ୍ଟନାୟକ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ସେ ବିବାହର ଫଟୋ ଶେୟାର କରିଛନ୍ତି। ଫଟୋରେ ଅରୁଣ ବିଦେଶୀ କନ୍ୟାଙ୍କ…
ବିଧାୟକ ଭାବେ ଶପଥ ନେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଓଡ଼ିଶା ବିଧାନସଭାର ୩ ଦିନିଆ ସ୍ବତନ୍ତ୍ର ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି। ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ବିଧାନସଭାରେ ପହଞ୍ଚିଛନ୍ତି। ଯାହା ପରେ ନବୀନ ବିଧାୟକ ଭାବେ ଶପଥ ଗ୍ରହଣ କରିଛନ୍ତି।୨୦୨୪ ନିର୍ବାଚନରେ ବିଜୟୀ ହୋଇଥିବା ବିଧାୟକମାନେ…
ଆଜି ବରଗଡ଼ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଚାଷୀ ପାଇବେ ପିଏମ୍ କିଷାନ ଟଙ୍କା । ଆଉ ଓଡିଶାରେ ବରଗଡରେ ଏଥିପାଇଁ ଏକ ସଭା ହେଉଛି । ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେବେ । ମୋହନ ମାଝୀଙ୍କ ଗସ୍ତକୁ ଦେଖି ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଆସନ୍ତାକାଲି ବରଗଡ ମିନି ଷ୍ଟାଡିୟମରେ ହେଲିକପ୍ଟର ଯୋଗେ ଯାଇ ଓହ୍ଲାଇବେ…
ପରିବା ବଜାରରେ ଆକାଶ ଛୁଆଁ
ବଜାରରେ ପନିପରିବା ଦର ଆକାଶ ଛୁଆଁ ହେଲାଣି । ଟମାଟୋ କିଲୋଗ୍ରାମରେ ୭୦-୮୦ ଟଙ୍କା ପର୍ଯ୍ୟନ୍ତ ପହଞ୍ଚିଲାଣି। ଲେମ୍ବୁ କଥା ନ କହିଲେ ଭଲ । ଗୋଟେ ଖରା ଗରମ ଅନ୍ୟପଟେ ବଜାରରେ ଲେମ୍ବୁର ମୂଲ୍ୟ ବୃଦ୍ଧି । ସବୁଠୁ ଚିନ୍ତାରେ ପକାଇଲାଣି ଟମାଟୋ କିଲୋଗ୍ରାମରେ ୧୦୦ଟଙ୍କା ପର୍ଯ୍ୟନ୍ତ ବଢ଼ି ଯାଇଛି…
ବିଶ୍ୱ କ୍ରୀଡା ଜଗତରେ ଓଡ଼ିଶାକୁ କ୍ରୀଡା ରାଜଧାନୀ କରିବାକୁ ଲକ୍ଷ୍ୟ
ଆଜି କଳିଙ୍ଗ ଷ୍ଟାଡିୟମରେ ବିଭାଗୀୟ ବରିଷ୍ଠ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ । ବୈଠକରେ କ୍ରୀଡ଼ା ସଚିବ ଭିନିଲ କ୍ରୀଷ୍ଣା, ପ୍ରମୁଖ ସଚିବ ଅରବିନ୍ଦ ଅଗ୍ରୱାଲ, ହକି ପ୍ରମୋସନ କାଉନସିଲ ଚେୟାରମ୍ୟାନ ଦିପଙ୍କର ମହାପାତ୍ର ଓ ଯୁଗ୍ମ ସଚିବ ଉପସ୍ଥିତ…
ଡଙ୍ଗା ବୁଡି ଅଘଟଣ :୧୧ ଉଦ୍ଧାର, ୬ ନିଖୋଜ
ଗଙ୍ଗା ଦଶହରା ଅବସରରେ ହଜାର ହଜାର ଶ୍ରଦ୍ଧାଳୁ ବୁଡ ଦେବାକୁ ଗଙ୍ଗୀ ନଦୀକୂଳରେ ଭିଡ ଜମାଇଥିଲେ । ବୁଡ ଦେବାକୁ ଏ କୂଳରୁ ସେ କୂଳ ଯିବା ବେଳେ ଡଙ୍ଗା ବୁଡି ଅଘଟଣ ଘଟିଛି । ୧୭ ଜଣ ଯାତ୍ରୀଙ୍କୁ ନେଇ ଗଙ୍ଗୀ ନଦୀରେ ଯିବା ସମୟରେ ଭାରସାମ୍ୟ ହରାଇ ଡଙ୍ଗା ଓଲଟି ପଡିଛି । ଡଙ୍ଗାରେ ଥିବା ୧୧ ଜଣ…
ପୂର୍ବତନ ରାଜ୍ୟପାଳ ତଥା ବିଶିଷ୍ଟ ରାଜନେତା ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ
ଓଡ଼ିଶାର ପୂର୍ବତନ ରାଜ୍ୟପାଳ ତଥା ବିଶିଷ୍ଟ ରାଜନେତା ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ ଘଟିଛି । ଶ୍ରୀ ଭଣ୍ଡାରେଙ୍କ ବିୟୋଗରେ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ ଗଭୀର ଶୋକବ୍ୟକ୍ତ କରିଛନ୍ତି । ଶ୍ରୀ ଦାସ ପୂର୍ବତନ ରାଜ୍ୟପାଳଙ୍କ ଆତ୍ମାର ସଦଗତି ନିମନ୍ତେ କାମନା କରିବା ସହିତ…
ରାଜ୍ୟରେ ନୂଆ ସରକାରରେ ମନ୍ତ୍ରୀଙ୍କ ବିଭାଗ ବଣ୍ଟନ
ରାଜ୍ୟରେ ନୂଆ ସରକାରରେ ମନ୍ତ୍ରୀଙ୍କ ବିଭାଗ ବଣ୍ଟନ ହୋଇଛି । ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କୁ ମିଶାଇ ମୋଟ ୧୬ ଜଣଙ୍କ ଭିତରେ ବିଭାଗ ବଣ୍ଟନ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଗୃହ, ସାଧାରଣ ପ୍ରଶାସନ ଓ ଲୋକ ଅଭିଯୋଗ, ସୂଚନା ଓ ଲୋକ ସମ୍ପର୍କ ବିଭାଗ, ଜଳ ସଂପଦ, ଯୋଜନା ଓ ସମନ୍ୱୟ…