Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Odisha
All about all odisha state news updates
ଆରମ୍ଭ ହୋଇଛି ବାତ୍ୟା ମୋନ୍ଥାର କ୍ଷୟକ୍ଷତି ଆକଳନ, ଖୁବଶୀଘ୍ର ମିଳିବ କ୍ଷତିଗ୍ରସ୍ତଙ୍କୁ ସହାୟତା ରାଶି
ଆରମ୍ଭ ହୋଇଛି ବାତ୍ୟା ମୋନ୍ଥାର କ୍ଷୟକ୍ଷତି ଆକଳନ। ଖୁବଶୀଘ୍ର ମିଳିବ କ୍ଷତିଗ୍ରସ୍ତଙ୍କୁ ସହାୟତା ରାଶି । ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ସେ କହିଛନ୍ତି, ଏବେ ଅମଳ ସମୟ ଥିବାରୁ କପା ଏବଂ ଧାନ ଚାଷର କ୍ଷୟକ୍ଷତି ହୋଇଛି , କିଛି କିଛି ଜାଗାରେ ଘର ଭାଙ୍ଗିଛି । ତିନି ଦିନ…
ନଭେମ୍ବର ୧ ରୁ ତହସିଲ ଅଫିସରେ ଜମି କିଣାବିକା ହୋଇ ପାରିବ
ଏବେ ଜମି କିଣାବିକା ନେଇ ସୃଷ୍ଟି ହେଉଥିବା ସମସ୍ୟା ଦୂର ହେବ। ନଭେମ୍ବର ୧ ରୁ ତହସିଲ ଅଫିସରେ ଜମି କିଣାବିକା ହୋଇ ପାରିବ । ପ୍ରଥମେ ୪୪ଟି ତହସିଲ ଅଫିସରେ ରେ ଜମି କିଣାବିକା ଆରମ୍ଭ ହେବ ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୁଜାରୀ ସୂଚନା ଦେଇଛନ୍ତି।ଏହାପରେ ଡିସେମ୍ବରରେ ରାଜ୍ୟର ବାକି ୨୭୩…
୧୯୯୯ ମହାବାତ୍ୟାକୁ ପୂରିଲା ୨୬ ବର୍ଷ
ଓଡ଼ିଶାର ଉପକୂଳରେ ୧୯୯୯ ମସିହା ଅକ୍ଟୋବର ୨୮, ୨୯ ଓ ୩୦ ତିନି ଦିନ ଧରି ପ୍ରଳୟଙ୍କରୀ ମହାବାତ୍ୟା ଏରସମା, କୁଜଙ୍ଗ, ପାରାଦ୍ୱୀପ, ତିର୍ତ୍ତୋଲ ଓ ବାଲିକୁଦା ଅଞ୍ଚଳରେ ଯେଉଁ ମୃତ୍ୟୁର ତାଣ୍ଡବଲୀଳା ସୃଷ୍ଟି କରିଥିଲା ତାହା ଭାବିଲେ ଏବେ ବି ମନ ମଧ୍ୟରେ ଭୟ ଓ ଆଶଙ୍କା ସୃଷ୍ଟି ହୋଇଥାଏ।…
ସାମୁଦ୍ରିକ ଝଡ଼ ‘ମନ୍ଥା’ : ଓଡ଼ିଶା ପାଇଁ ଟଳିଗଲା ବିପଦ
ଓଡ଼ିଶା ପାଇଁ ଟଳିଗଲା ବିପଦ। ଏପରିକି ଆନ୍ଧ୍ରପ୍ରଦେଶରେ ମଧ୍ୟ ସାମୁଦ୍ରିକ ଝଡ଼ ‘ମନ୍ଥା’ର ସେଭଳି ଗୁରୁତର ପ୍ରଭାବ ଦେଖିବାକୁ ମିଳିନାହିଁ। ବାତ୍ୟାର ଆଖି ନଥିବାରୁ ବଙ୍ଗୋପସାଗରରେ ସୃଷ୍ଟ ‘ମନ୍ଥା’ ଶେଷରେ ତାର ଗତିପଥ ବଦଳାଇ ଆନ୍ଧ୍ରପ୍ରଦେଶର କାକିନାଡ଼ା ପରିବର୍ତ୍ତେ ଅମଲାପୁରମ୍ ଠାରୁ…
ସାମୁଦ୍ରିକ ଝଡ଼ ‘ମୋନ୍ଥା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଜାରି , ରାତି ୧୨ଟା ସୁଦ୍ଧା ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ହେବ
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ମୋନ୍ଥା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆଜି ସନ୍ଧ୍ୟା ପ୍ରାୟ ୭ଟାରେ ଆରମ୍ଭ ହୋଇଯାଇଛି। ରିପୋର୍ଟ ଲେଖାଯିବା ବେଳକୁ ମଧ୍ୟମରୁ ଅତି ପ୍ରବଳ ବର୍ଷା ଜାରି ରହିଛି। କେତେବେଳେ ବର୍ଷାର ପରିମାଣ ବଢୁଛି ତ ଆଉ କେତେବେଳେ ସାମାନ୍ୟ କମି ଯାଉଛି।…
ଜିରୋ କାଜୁଆଲିଟି ସରକାରଙ୍କ ଲକ୍ଷ୍ୟ , ପ୍ରଥମ ଓ ଦ୍ୱିତୀୟ ଦିନରେ ୫ଟି ଜିଲ୍ଲା ପ୍ରଭାବିତ ହେବ – ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବାତ୍ୟା ସମୀକ୍ଷା କରିଛନ୍ତି |ବାତ୍ୟା ମୁକାବିଲା ଲାଗି ସରକାର ପ୍ରସ୍ତୁତ ଅଛନ୍ତି। ବାତ୍ୟା ଆଜି ସନ୍ଧ୍ୟାରେ ଆନ୍ଧ୍ର ପ୍ରଦେଶର କାକିନାଡ଼ାରେ ସ୍ଥଳ ଭାଗ ଛୁଇଁବ | ପ୍ରଭାବରେ ଦକ୍ଷିଣ ଓଡ଼ିଶାର ୮ ଜିଲ୍ଲାରେ ପ୍ରଭାବ ରହିବ | ରାଜ୍ୟରେ ବର୍ଷା ଆରମ୍ଭ…
ଭୟ ନକରି ସତର୍କ ରୁହନ୍ତୁ, ଆମେ ଏକାଠି ବାତ୍ୟାର ମୁକାବିଲା କରିବା – ନବୀନ
ଭୟ ନକରି ସତର୍କ ରୁହନ୍ତୁ। ଆମେ ଏକାଠି ବାତ୍ୟାର ମୁକାବିଲା କରିବା। ବାତ୍ୟା 'ମୋନ୍ଥା'ର ଲ୍ୟାଣ୍ଡଫଲ୍ ପୂର୍ବରୁ ଓଡ଼ିଶାବାସୀଙ୍କ ମନୋବଳ ବଢ଼ାଇଲେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ। ବାତ୍ୟା 'ମୋନ୍ଥା'ର ପ୍ରଭାବରେ ଏବେ ଓଡ଼ିଶାରେ ପ୍ରବଳ ବର୍ଷା…
ଛଠ ପୂଜା କାର୍ଯ୍ୟକ୍ରମରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଭୁବନେଶ୍ୱର ମଞ୍ଚେଶ୍ୱରସ୍ଥିତ ନୂଆ ବାଲିଯାତ୍ରା ପଡିଆ ଠାରେ ଆୟୋଜିତ ଛଠ ପୂଜା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଛନ୍ତି। ଏହି ଅବସରରେ ଓଡ଼ିଶା ସରକାର ଭାଇଚାରା, ସୌହାର୍ଦ୍ଦ୍ୟ ଓ ସାଂସ୍କୃତିକ ଏକତାର ପରମ୍ପରାକୁ ଶକ୍ତିଶାଳୀ କରିବା ପାଇଁ ପ୍ରତିବଦ୍ଧ ଏବଂ ଓଡ଼ିଶାରେ ଛଟ…
ବର୍ତ୍ତମାନ ମୋନ୍ଥା ଗୋପାଳପୁର ଠାରୁ ୫୫୦ କିଲୋମିଟର ଦକ୍ଷିଣ ଦକ୍ଷିଣ-ପଶ୍ଚିମ ଦିଗରେ ରହିଛି
ବାତ୍ୟା ‘ମୋନ୍ଥା’ର ଗତି ଏବଂ ଅବସ୍ଥିତି ସଂପର୍କରେ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ସେ କହିଛନ୍ତି, ମୋନ୍ଥା ଗତ ୬ ଘଣ୍ଟାରେ ୧୫ କିଲୋମିଟର ପ୍ରତିଘଣ୍ଟା ବେଗରେ ଗତି କରି ଆଜି ସକାଳ ୫.୩୦ ରେ ଭୀଷଣ ବାତ୍ୟାରେ ପରିଣତ ହୋଇଛି। ବର୍ତ୍ତମାନ…
ବାତ୍ୟା ପାଇଁ ଖୋର୍ଦ୍ଧା ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା
ବାତ୍ୟା ପାଇଁ ଖୋର୍ଦ୍ଧା ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା କରାଯାଇଛି। ସ୍କୁଲ ସହ ଅଙ୍ଗନଓ୍ବାଡ଼ି କେନ୍ଦ୍ର ୨୮, ୨୯ରେ ଛୁଟି ନେଇ ସୋମବାର ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ସେହିପରି ଦକ୍ଷିଣ ଓଡ଼ିଶାର ୮ ଜିଲାରେ ସ୍କୁଲ ଛୁଟି ଘୋଷଣା ହୋଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ…