Trending
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
Browsing Category
Odisha
All about all odisha state news updates
ହୋଟେଲ ମାଲିକଙ୍କୁ ହତ୍ୟା ଘଟଣାରେ ପୋଲିସର ଆକ୍ସନ , ଅଭିଯୁକ୍ତ ଚନ୍ଦନ ପଲାରକୁ ଏନକାଉଣ୍ଟର କଲା ପୋଲିସ
ପୁରୀରେ ଏନକାଉଣ୍ଟର। ହୋଟେଲ ମାଲିକଙ୍କୁ ହତ୍ୟା ଘଟଣାରେ ପୋଲିସର ଆକ୍ସନ । ହତ୍ୟାକାରୀକୁ ଏନକାଉଣ୍ଟର କଲା ପୋଲିସ। ଅଭିଯୁକ୍ତ ଚନ୍ଦନ ପଲାରକୁ ଏନକାଉଣ୍ଟର ହୋଇଛି । ଅଭିଯୁକ୍ତର ବାମ ଗୋଡ଼ରେ ବାଜିଛି ଗୁଳି । ଆହତକୁ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।
ଗତକାଲି…
ତାମିଲନାଡୁ ଗ୍ୟାସ୍ ଲିକ୍ ଘଟଣା: ମୃତ ଶ୍ରମିକଙ୍କ ପରିବାରକୁ ୪ଲକ୍ଷ ଟଙ୍କା ବଦଳରେ ମିଳିବ ୧୦ଲକ୍ଷ ଟଙ୍କାର ସହାୟତା ରାଶି
ତାମିଲନାଡୁ ଗ୍ୟାସ୍ ଲିକ୍ ଘଟଣାରେ ମୃତ ଓଡ଼ିଆ ଶ୍ରମିକଙ୍କ ସହାୟତା ରାଶି ବୃଦ୍ଧି । ୧୦ ଲକ୍ଷ ଟଙ୍କାକୁ ବୃଦ୍ଧିକଲେ ମୁଖ୍ୟମନ୍ତ୍ରୀ । ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍ ଲିକ୍ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଓଡ଼ିଆ ଶ୍ରମିକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି…
ବିବାହିତା ଝିଅ ମଧ୍ୟ ଅନୁକମ୍ପାମୂଳକ ନିଯୁକ୍ତି ପାଇବାକୁ ହକଦାର-ଓଡିଶା ହାଇକୋର୍ଟ
ବିବାହିତା ଝିଅ ମଧ୍ୟ ଅନୁକମ୍ପାମୂଳକ ନିଯୁକ୍ତି ପାଇବାକୁ ହକଦାର । ଏଭଳି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ଓଡିଶା ହାଇକୋର୍ଟ । ଜଣେ ଝିଅ ବିବାହ କରି ସାରି ଥିବାରୁ ତାକୁ ଅନୁକମ୍ପାମୂଳକ ନିଯୁକ୍ତିରୁ ବଞ୍ଚିତ କରିବା ଉଚିତ ନୁହେଁ ବୋଲି ଓଡିଶା ହାଇକୋର୍ଟଙ୍କ ମାନ୍ୟବର ବିଚାରପତି…
ଭିଜିଲାନ୍ସ ଜାଲରେ ସମ୍ବଲପୁର CADA ନିର୍ବାହୀ ଯନ୍ତ୍ରୀ ପଦ୍ମଲୋଚନ ନାୟକ,୧୫ଟି ଦାମୀ ପ୍ଲଟ ଠାବ କଲା ଭିଜିଲାନ୍ସ
ସମ୍ବଲପୁର CADA ନିର୍ବାହୀ ଯନ୍ତ୍ରୀ ପଦ୍ମଲୋଚନ ନାୟକଙ୍କ ୧୫ ଦାମୀ ପ୍ଲଟ ଠାବ । ରେଡ୍ ବେଳେ ୧୫ଟି ଦାମୀ ପ୍ଲଟ ଠାବ କଲା ଭିଜିଲାନ୍ସ । ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କାଡ଼ା (କମାଣ୍ଡ ଏରିଆ ଡେଭେଲପମେଣ୍ଟ ଅଥରିଟି) ବିଭାଗର ଏକ୍ସିକ୍ୟୁଟିଭ୍ ଇଞ୍ଜିନିୟର ପଦ୍ମଲୋଚନ ନାୟକଙ୍କ…
ରଥଯାତ୍ରା ପାଇଁ ଦ୍ଵିତୀୟ ସମନ୍ଵୟ ବୈଠକ: ରଥ ଟଣା ଓ ପହଣ୍ଡି କୁ ଶୃଙ୍ଖଳିତ କରିବା ପାଇଁ ସର୍ବାଧିକ ଗୁରୁତ୍ଵ
ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ଦ୍ଵିତୀୟ ସମନ୍ଵୟ ବୈଠକ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ପୁରୀ ଟାଉନ ହଲ୍ରେ ଅନୁଷ୍ଠିତ ହୋଇଛି । ବୈଠକରେ ରଥ ନିର୍ମାଣ, ସ୍ଵାସ୍ଥ୍ୟ ଓ ପରିମଳ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ ସୁରକ୍ଷା, ପରିବହନ ବ୍ୟବସ୍ଥା, ରାସ୍ତାଘାଟ…
ରାଜ୍ୟର ବିଭିନ୍ନ ସ୍ଥାନର ଭୁଲ୍ ଇଂରାଜୀ ନାମର ସଂଶୋଧନ,ଏ ନେଇ ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ବିଜ୍ଞପ୍ତି…
ରାଜ୍ୟର ବିଭିନ୍ନ ସ୍ଥାନର ଭୁଲ୍ ଇଂରାଜୀ ନାମର ସଂଶୋଧନ କରାଯାଇଛି । ଏ ନେଇ ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ୨୬ ଜିଲ୍ଲାର ବିଭିନ୍ନ ସ୍ଥାନର ଭୁଲ୍ ଇଂରାଜୀ ନାମ ସଂଶୋଧନ ହୋଇଛି । Angulର ଇଂରାଜୀ ନାମ ସଂଶୋଧନ ହୋଇ ANUGOLA ହୋଇଛି । ସେହିପରି…
ତାମିଲନାଡୁ ଗ୍ୟାସ ଲିକ୍ ଘଟଣାରେ ପ୍ରାଣ ହରାଇଥିବା ଓଡିଆଙ୍କୁ ଚାରି ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ…
ତାମିଲନାଡୁ ଗ୍ୟାସ ଲିକ୍ ଘଟଣାରେ ପ୍ରାଣ ହରାଇଥିବା ଓଡିଆଙ୍କୁ ମିଳିବ ସହାୟତା ରାଶି । ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରବିବାର ତାମିଲନାଡୁର ତିରୁଭଲ୍ଲୁରେ ଏକ କାରଖାନାରେ ଆମୋନିଆ ଗ୍ୟାସ୍ ଲିକ୍ ଯୋଗୁଁ ପ୍ରାଣ ହରାଇଥିବା ଓଡିଆ ଶ୍ରମିକଙ୍କ ପରିବାର ପାଇଁ ଚାରି ଲକ୍ଷ ଟଙ୍କାର…
ଆଇନଜୀବୀଙ୍କ ସହାୟତା ରାଶି ରାଶିରେ ୪୦ ପ୍ରତିଶତ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ
ଆଇନଜୀବୀଙ୍କ ସହାୟତା ରାଶି ବୃଦ୍ଧି । ଆଇନଜୀବୀଙ୍କ ସହାୟତା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ । ଅବସର ନେଇଥିବା କିମ୍ବା ଦେହାନ୍ତ ହେବା କ୍ଷେତ୍ରରେ ସହାୟତା ରାଶିରେ ୪୦ ପ୍ରତିଶତ ବୃଦ୍ଧି । ରାଜ୍ୟରେ କାର୍ଯ୍ୟରତ ଆଇନଜୀବୀ ମାନଙ୍କ ସହାୟତା ପାଇଁ ଥିବା ରାଜ୍ୟ କଲ୍ୟାଣ ପାଣ୍ଠିରୁ ଆଇନଜୀବୀ…
ରାୟଗଡ଼ା ଜିଲ୍ଲା ବର୍ବରତ ରେଡ଼ ଫ୍ଲାଗ୍’ : 23 ଗିରଫ
ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ଠାରେ ପିଲାଚୋରି (Child theft) ସନ୍ଦେହରେ ଘଟିଥିବା ଅଭାବନୀୟ ଭିଡ଼ ହିଂସା (Mob Violence) ଘଟଣା ସମଗ୍ର ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଘଟଣାର ଗୁରୁତ୍ୱ ଏବଂ ସମ୍ବେଦନଶୀଳତାକୁ ଦୃଷ୍ଟିରେ ରଖି ରାଜ୍ୟ ପୋଲିସ ଡିଜି (DGP) ଏହି ମାମଲାକୁ…
ଯୋଗ କେବଳ ଶରୀରକୁ ସୁସ୍ଥ ରଖେନି ଆତ୍ମାକୁ ସନ୍ତୁଳନ ରଖେ ,ଅନ୍ତର୍ଜାତୀୟ ଯୋଗ ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ…
ମାନସିକ ଶାନ୍ତି ପାଇଁ ଯୋଗ । ଯୋଗ କେବଳ ଶରୀରକୁ ସୁସ୍ଥ ରଖେନି ଆତ୍ମାକୁ ସନ୍ତୁଳନ ରଖେ । ଅନ୍ତର୍ଜାତୀୟ ଯୋଗ ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି । କଳିଙ୍ଗ ଷ୍ଟାଡିୟମଠାରେ ରାଜ୍ୟସ୍ତରୀୟ ଯୋଗ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ । ଶାରୀରିକ…